ଅଳ୍ପକେ ବର୍ତ୍ତିଲା ପୁଣି ଏକ ବିମାନ ଦୁର୍ଘଟଣା । ସାଉଦି ଆରବ ଜେଦ୍ଦାରୁ ଆସିଥିବା ବିମାନ SV 3112 ଅବତରଣ ସମୟରେ ବିମାନ ଚକାରୁ ନିଆଁ ଏବଂ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଏହି ବିମାନରେ ଅତିକମରେ ୨୫୦ ହଜ ଯାତ୍ରୀ ଥିଲେ । ବିମାନ ଏୟାରପୋର୍ଟରେ ଅବତରଣ ବେଳେ ହଠାତ୍ ନିଆଁ ଝୁଲ ଓ ଧୂଆଁ ବାହାରୁଥିବାର ଦେଖିବାକୁ ମିଳିଥିଲା । କୌଣସି ଯାନ୍ତ୍ରିକ ତ୍ରୁଟି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଇଲଟ୍ ଓ ବିମାନ […]
ରାଜଧାନୀରେ ଚାଞ୍ଚଲ୍ୟ ।ରାତିଅଧରେ ନାବାଳିକାଙ୍କୁ ଧରି ଫେରାର ହେଉଥିଲେ ୨ ବଙ୍ଗୀୟ ଯୁବକ । ନିଶା ଦେଇ ନାବାଳିକାଙ୍କୁ ଅପହରଣ କରୁଥିବା ବେଳେ ୨ ଯୁବକଙ୍କୁ ମାଡ଼ିବସିଲେ ସ୍ଥାନୀୟ ଲୋକେ । ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ ଘଟିଛି ଘଟଣା । ମୂର୍ମୁଷ ଅବସ୍ଥାର ଦୁଇ ଯୁବକ ନେଉଥିବା ବେଳେ ସ୍ଥାନୀୟ ଲୋକ ଦେଖିଥିଲେ । ୨ ଯୁବକଙ୍କୁ ଧରି ଖଣ୍ଡଗିରି ଥାନା ପୋଲିସର ଜିମା ଦେଇଥିଲେ । ଅନ୍ୟପଟେ ନାବାଳିକା ଜଣଙ୍କ ଅଚେତ ଅବସ୍ଥାରେ ଥିବାରୁ ଦୁଷ୍କର୍ମ […]
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହେବ । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ ତାରିଖ ଯାଏଁ ବର୍ଷା […]
ଗଜପତି ମହାରାଜାଙ୍କ ଭାଇ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୬୭ ବର୍ଷ ବୟସରେ ଥାଟରାଜା ରଣାର୍ଣ୍ଣବ ଦେବଙ୍କ ହୃଦଘାତରେ ଦେହାନ୍ତ ହୋଇଥିବା ଜଣାପଡ଼ିଛି।ଖବର ଅନୁଯାୟୀ, ଅସୁସ୍ଥତା କାରଣରୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି ହୋଇଥିଲେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ । ଶେଷରେ ରବିବାର ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରଣାର୍ଣ୍ଣବ ଦେବ । ମୃତ୍ୟୁବେଳକୁ ରଣାର୍ଣ୍ଣବ ଦେବଙ୍କୁ ୬୭ ବର୍ଷ ହୋଇଥିଲା । ପରେ ରାଜକୀୟ […]
ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ। ଅଣସର ଗୃହରେ ଦଇତା ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତ ସେବା ଚାଲିଥିବାବେଳେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରୀ ତେଲ। ମହାପ୍ରଭୁଙ୍କ ଗୁପ୍ତ ନିତୀ ମଧ୍ୟରେ ଫୁଲୁରୀ ତେଲ ଲାଗି ହେଉଛି ଏକ ଗୁରୁତ୍ୱପୂର୍ଣ ଅଂଶ। ମଧ୍ୟାନ୍ନ ଧୂପ ପରେ ଏହି ଫୁଲୁରି ତେଲ ଶ୍ରୀମନ୍ଦିରକୁ ବିଜେ କରିବା ସହ ରାତ୍ରରେ […]
ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏପ୍ରିଲ ୨୨ରୁ ସ୍କୁଲ ଛୁଟି କରାଯାଇଥିଲା । ତେବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍ ଭାବେ ପରିଚାଳିତ ହୋଇପାରିବ ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଉପରେ ଅଧିକ ଦାୟିତ୍ୱ […]
ରାୟଗଡ: ତା ୧୫.୦୬.୨୫ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ନୂଆ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଇଥିବା ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନ ସ୍ରୁଷ୍ଟି କରିବା ନିମନ୍ତେ ରାଜ୍ୟ ବ୍ୟାପୀ ଜୁନ ୧୨ ତାରିଖ ରୁ ଜୁନ ୨୧ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି lଏହି ମେଳରେ ସାଧାରଣ ସଭା, ଷ୍ଟଲ ପ୍ରଦର୍ଶନ,ଆଲୋଚନା ଚକ୍ର, ବିଭିନ୍ନ ବିଭାଗ ଦ୍ଵାରା ଯୋଗ୍ୟ ବିବେଚିତ ହିତାଧିକାରୀଙ୍କୁ […]
ଜଗତସିଂହପୁର ତା =15/6/25ପବିତ୍ର ରଜ ସଂକ୍ରାନ୍ତି ଉପଲକ୍ଷେ ପ୍ରତିବର୍ଷ ପରି ଚଳିତ ବର୍ଷ ଜଗତସିଂହପୁର ଶିକ୍ଷା ବିଭାଗ ଅଧିନ ରେ ଥିବା ମୁଦୁପୁର ପଞ୍ଚାୟତ ସିଦ୍ଧଳ ସରକାରୀ ଉଚ୍ଚ ବିଦ୍ୟାଳୟ ର 1992 ମସିହା ମାଟ୍ରିକ ବ୍ୟାଚ ପକ୍ଷରୁ ସ୍ଥାନୀୟ ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିର ପରିସରରେ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ପୁରାତନ ଛାତ୍ର କରୁଣାକର ଦାଶ ଙ୍କ ନେତୃତ୍ୱ ରେ ଦିବଂଗତ ସହପାଠୀ ସ୍ବର୍ଗତ କମଳା କାନ୍ତ ବାରିକ ଙ୍କ ଆତ୍ମା […]
ସେମାନଙ୍କ ହକ ଓ ଅଧିକାର ପାଇଁ ଯୁବ ସମାଜ ଆଗେଇ ଆସନ୍ତୁ ବୋଲି ବିଶିଷ୍ଟ ବ୍ୟକ୍ତିମାନେ ମତ ପୋଷଣ କରିଛନ୍ତି l “ପ୍ରୟାଗ ଖବର” ର ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହକୁ ମୁଖ୍ୟମନ୍ତ୍ରୀଙ୍କ ସହଧର୍ମିଣୀ ଡାକ୍ତର ପ୍ରିୟଙ୍କା ମାରାଣ୍ଡି ଉଦଘାଟନ କରିବା ଦେଖିବାକୁ ମିଳିଥିଲା lମହିଳା ସଶକ୍ତି କରଣ ଏବଂ ଦଳିତ ନିଷ୍ପେସିତ, ଅବହେଳିତ ମାନଙ୍କ ଉନ୍ନତି ପାଇଁ ଗଣମାଧ୍ୟମ ସବୁବେଳେ ବଡ଼ ଭୂମିକା ନିର୍ବାହ କରୁଥିବାରୁ “ପ୍ରୟାଗ ଖବର” ପରିବାରକୁ ଡାକ୍ତର ମାରାଣ୍ଡି […]
ରାୟଗଡ଼- ରାୟଗଡ ଜିଲ୍ଲା କଲ୍ୟାଣ ସିଂ ପୂର ସ୍ୱାସ୍ଥ୍ୟ କେନ୍ଦ୍ର ରେ ଅବ୍ୟବସ୍ଥା ଓ ଡାକ୍ତର ବାହାରେ ବୁଲୁଥିବା ବେଳେ ସ୍ୱାସ୍ଥ୍ୟ କେନ୍ଦ୍ରରେ ରୋଗୀଙ୍କୁ ଚିକିତ୍ସା ନ କରିବା ଘଟଣା ସାମନାକୁ ଆସିଥିଲା . ହେଲେ ରୋଗୀଙ୍କୁ ଧରି ଯାଇଥିବା ଜଣେ ବ୍ୟକ୍ତି ଡାକ୍ତର ଙ୍କ ଅନୁପସ୍ଥିତି କୁ ଫେସବୁକ ରେ ଲାଇଭ କରିଥିଲେ .କିନ୍ତୁ ତାକୁ ଖାତର କରିନଥିଲେ ବାହାରେ ବୁଲୁଥିବା ଦାନ୍ତ ଡାକ୍ତର ହିରାଚାନ୍ଦ . ପଚାରିବାରୁ ବାହାରେ ବୁଲୁଥିବା ଉକ୍ତ ଡାକ୍ତର ରୋଗୀଙ୍କୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ) : ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶରେ ସଚିବ ଅଞ୍ଜଳି ମଚ୍ଛଖଣ୍ଡଙ୍କ ସଭାପତିତ୍ବରେ ଲେଖନପୁରସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ବୃଦ୍ଧାଶ୍ରମର ଅନ୍ତେବାସୀ ଏବଂ ଜନସାଧାରଣଙ୍କୁ ବିଶ୍ଵ ବରିଷ୍ଠ ନାଗରିକଙ୍କ ନିମନ୍ତେ ର୍ଦୁବ୍ୟବହାର ପ୍ରଦର୍ଶନ ନିରୋଧ ସଚେତନତା ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲା ଆଇନ୍ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଚିବ ଅଞ୍ଜଳି ମଛଖଣ୍ଡ ବରିଷ୍ଠ ନାଗରିକଙ୍କୁ […]
ବିଶ୍ୱ ରକ୍ତଦାତା ଦିବସ’ ସାରା ବିଶ୍ୱରେ ବହୁତ ଉତ୍ସାହର ସହିତ ପାଳନ କରାଯାଏ। ଏହାର ମୂଳ ଉଦ୍ଦେଶ୍ୟ ହେଉଛି ରକ୍ତ ଆବଶ୍ୟକ କରୁଥିବା ବ୍ୟକ୍ତିଙ୍କୁ ସାହାଯ୍ୟ କରିବା।ମନୁଷ୍ୟ ଶରୀରରେ ରକ୍ତର ଆବଶ୍ୟକତା କେତେ ରହିଛି ତାହା କହିବା ଅନାବଶ୍ୟକ। ବିଶେଷଭାବରେ ଗୁରୁତର ଦୁର୍ଘଟଣାର ଶିକାର ହୋଇଥିବା କିମ୍ବା ଅପରେଶନ ସମୟ ବ୍ୟତୀତ ଆହୁରି କେତେକ ସ୍ଥଳରେ ଆକ୍ରାନ୍ତ ବ୍ୟକ୍ତି ପାଇଁ ରକ୍ତର ଆବଶ୍ୟକତା ପଡ଼ିଥାଏ। ବ୍ଲଡ ଗ୍ରୁପ୍ ଅନୁସାରେ ଯୋଗାଡ କରାଯାଇଥିବା ରକ୍ତ ତାଙ୍କୁ ଯୋଗାଇ ଦିଆଯାଏ। […]
