ରାଉରକେଲାରେ ଜଣେ ନାବାଳିକାଙ୍କୁ ଗଣ ଦୁଷ୍କର୍ମ ମାମଲାରେ ପୋଲିସ ୫ ଜଣକୁ ଗିରଫ କରିଛି। ମାମଲାର ଅନ୍ୟ ଜଣେ ଅଭିଯୁକ୍ତ ଏବେବି ଫେରାର ରହିଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଗୁରୁବାର ନାବାଳିକା ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଟୁସୁ ପର୍ବ ଦେଖିବାକୁ ଯାଇଥିବା ସମୟରେ, ସେଠାରୁ ତାଙ୍କୁ ବଳପୂର୍ବକ ଉଠାଇ ନେଇଥିଲେ ୬ ଦୁର୍ବୃତ୍ତ। ଯୁବତୀଙ୍କୁୁ ଦୁର୍ବୃତ୍ତମାନେ ବିଶ୍ରା ଥାନା ତେତେରକେଲା କୋଏଲ ନଦୀ ପଠାରେ ଗଣ ଦୁର୍ଷ୍ମମ କରିଥିଲେ। ସେପଟେ ପୁରୁଷ ବନ୍ଧୁଙ୍କ ଅଭିଯୋଗ ଅନୁସାରେ […]
ବାପା ବିଜୟକୁମାର ମା’ ସ୍ୱପ୍ନାଙ୍କ ଝିଅ ଦେବସ୍ମିତା ଲକ୍ଷ୍ୟ ରଖିଛନ୍ତି ୟୁନିଫର୍ମରେ ନହେଲେ ପ୍ରଶାସନିକ ସ୍ତରରେ ଦେଶର ସେବା କରିବେ l ରାଜ୍ୟର ୧୫୦ଜଣ NCC କ୍ୟାଡ଼ରଙ୍କ ମଧ୍ୟରୁ ଜଣେ ମାତ୍ର ଚୟନ ହୋଇଥିବା ଦେବସ୍ମିତା ଏବେ ନୂଆ ଆଶା ଓ ନୂଆ ସ୍ୱପ୍ନର ଖୁସି । କାରଣ ତାଙ୍କୁ ଡାକିଛନ୍ତି ପ୍ରଥମ ନାଗରିକ ମେଡ଼ମ ପ୍ରେସିଡେଣ୍ଟ l ଖୋଦ ମହାମହିମଙ୍କ ନିମନ୍ତ୍ରଣ ତାଙ୍କ ସହ ବସି ରାତ୍ରି ଭୋଜନ କରିବେ ବିକ୍ରମଦେବ ବିଶ୍ୱ ବିଦ୍ୟାଳୟ ସିନିୟର […]
ଛତିଶଗଡ଼ ବିଜାପୁର ଜିଲ୍ଲାରେ ବିରାଟ ବଙ୍କର ଠାବ ହୋଇଛି । ସେହି ସାହାଯ୍ୟରେ ଖସିଯାଇଛି ଟପ୍ ମାଓନେତା ହିଡମା । ପୋଲିସ ଏନକାଉଣ୍ଟରରେ ୧୨ ମାଓବାଦୀଙ୍କ ନିହତ ପରେ ସର୍ଚ୍ଚ ଅପରେସନ ଚାଲିଥିଲା । ଏହି ସମୟରେ ଏକ ବଙ୍କର ଠାବ ହୋଇଛି । ବଙ୍କର୍ ଭିତରୁ ମାଓବାଦୀ ଖସି ପଳାଇଥିବାବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି ।ବିପୁଳ ପରିମାଣର ବିଦ୍ୟୁତ ତାର ମିଳିଥିଲା।ଏଥିସହ ବନ୍ଧୁକ ତିଆରି କରିବା ମେସିନ ଓ ଅନ୍ୟ ବିସ୍ଫୋରକ […]
ରାଜ୍ୟରେ ଶୀତ ଜାରି ରହିବ । ବିଶେଷ କରି ଆସନ୍ତା ୭ ଦିନ ମଧ୍ୟରେ କଟକ ଓ ଭୁବନେଶ୍ୱରରେ ରାତିର ତାପମାତ୍ରା ପ୍ରାୟ ୧୧ରୁ ୧୩ ଡିଗ୍ରୀ ସେଲସିୟସ ହେବାର ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ସୂଚନା ଦେଇଛି। ଜି ଉଦୟଗିରିରେ ରାତି ତାପମାତ୍ରା ୬ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ଫୁଲବାଣୀରେ ୮.୫, ଦାରିଙ୍ଗବାଡ଼ିରେ ୯, ରାଉରକେଲା ୧୦.୩, କେନ୍ଦୁଝର ୧୦.୪ ଓ ଭୁବନେଶ୍ୱରରେ ୧୨.୩ ଡିଗ୍ରୀ ରେକର୍ଡ […]
ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ଦେଇଛନ୍ତି ବଡ଼ ସୂଚନା। ଗୋପାଳ ଦାସଙ୍କ ଗୁଳିରେ ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ ସ୍ଵର୍ଗତ ନବ ଦାସଙ୍କ ମୃତ୍ୟୁ ହୋଇନାହିଁ । ଅନ୍ୟ କୌଣସି ବନ୍ଧୁକରେ ନବ ଦାସଙ୍କ ମୃତ୍ୟୁ ହୋଇଛି | ଘଟଣା ଦିନ ନବଙ୍କ ସୁରକ୍ଷା ପାଇଁ ମୁତୟନ ଥିଲେ ଗୋପାଳ । ସେ ଗୁଳି […]
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରେସ ରୁମ ଖୋଲିବା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଛି। ଏ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ଶୁକ୍ରବାର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କୁ ଭେଟି ସ୍ମାରକପତ୍ର ଦେଇଛନ୍ତି। ପ୍ରତି ଜିଲ୍ଲାରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ପ୍ରେସ ରୁମ ଥିବା ବେଳେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ପ୍ରେସ ରୁମ ନାହିଁ।ଏଣୁ ନୟାଗଡ଼ ଜିଲ୍ଲାର ଜିଲ୍ଲା ପ୍ରତିନିଧିମାନେ ସରକାରୀ ଖବର ସଂଗ୍ରହ କରିବା ଓ ପଠାଇବା […]
ଯୌତୁକ ଏକ ପରମ୍ପରା ନୁହେଁ, ସଂସ୍କୃତି ନୁହେଁ କି ବ୍ୟକ୍ତିଗତ ବ୍ୟାପାର ନୁହେଁ – ଏହା ଏକ ସାମାଜିକ ବ୍ୟାଧି । ଯୌତୁକ ନିଷେଧ ଆଇନ ୧୯୬୧ ପ୍ରଣୟନର ୬୦ ବର୍ଷ ପରେ ମଧ୍ୟ ସମାଜରେ ଏବେ ବି ଯୌତୁକ ଦିଆନିଆ ହଉଛି ବୋଲି ଏକଦିବସୀୟ ଯୌତୁକ ନିଷେଧ ଆଇନ ୧୯୬୧ ଉପ ଜିଲାପାଳ ସମ୍ମିଳନୀ କାର୍ଯ୍ୟକ୍ରମରେ ଦୃଢ ମତ ରଖିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆମର ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଆଇନଗୁଡିକ […]
ଆଗାମୀ ଜାନୁଆରୀ ୨୦ ତାରିଖ ଅର୍ଥାତ୍ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ […]
ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଅରିନ୍ଦମ ସିହ୍ନା । ବର୍ତ୍ତମାନ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଛନ୍ତି । ଚଳିତ ମାସ ୧୯ରେ ତାଙ୍କର କାର୍ଯ୍ୟକାଳ ସରୁଥିବାବେଳେ, ୨୦ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ରହିବେ ଜଷ୍ଟିସ ସିହ୍ନା । ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।ଲାଇଭ ଲ’ ରିପୋର୍ଟ ଅନୁସାରେ, ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଜନ୍ମ […]
ଥେରୁବାଲି-୧୭/୦୧/୨୦୨୫ ଥେରୁବାଲି ସ୍ଥିତ ଇମ୍ଫା କାରଖାନା ପରିସରରେ ଆଚରଣ-ଆଧାରିତ ସୁରକ୍ଷାରେ କୃତ୍ରିମ ବୁଦ୍ଧିମତା ସମ୍ପର୍ଣ୍ଣ ବୈଷୟିକ ଜ୍ଞାନ କୌଶଳକୁ ଉପଯୋଗ କରି ଓଡିଶା ସରକାରଙ୍କ କାରଖାନା ଓ ଵାଷ୍ପିତ ନିର୍ଦ୍ଦେଶାଳୟ ର ନିର୍ଦ୍ଦେଶାନୁସାରେ, କୃତ୍ରିମ ବୁଦ୍ଧିମତ୍ତା ଆଧାରିତ କ୍ୟାମେରା କାର୍ଯ୍ୟକ୍ଷମ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ରାୟଗଡ଼ସ୍ଥିତ ଉପ ନିର୍ଦ୍ଦେଶକ ,କାରଖାନା ଓ ବଷ୍ପିତ ବିଭାଗ ଇଂ.ଚିତ୍ତରଞ୍ଜନ ବେଉରା ଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରାୟଗଡ ସ୍ଥିତ ସହକାରୀ ନିର୍ଦ୍ଦେଶକ, କାରଖାନା ଓ ବଷ୍ପିତ ବିଭାଗ […]
ଏଣିକି ପାଟନାରୁ ଭୁବନେଶ୍ୱରକୁ ସିଧାସଳଖ ଉଡ଼ିବ ବିମାନ । ଏନେଇ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ ଏୟାରଲାଇନ୍ସ ଗୁରୁବାର ଏକ X ପୋଷ୍ଟରେ ଏହା ସୂଚନା ଦେଇଛି। ଏଥି ସହିତ କେବଳ ଭୁବନେଶ୍ୱର ନୁହେଁ ପାଟନାରୁ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦକୁ ବିମାନ ସେବା ଆରମ୍ଭ କରିଛି ଏୟାରଲାଇନ୍ସ । ବର୍ତ୍ତମାନ ୪୦୦ ରୁ ଅଧିକ ଦୈନିକ ବିମାନ ଚଳାଚଳ କରୁଛି, ଯାହା ଗତ ବର୍ଷ ୩୨୫ ରୁ ଅଧିକ ଥିଲା।ସେହିପରି ନୂଆବର୍ଷରୁଉଭୟ ଭୁବନେଶ୍ବର ଏବଂ ଝାରସୁଗୁଡ଼ା ବିମାନ ବନ୍ଦରରୁ […]
ପ୍ରାଣୀଉଦ୍ୟାନର ୬୨ ନମ୍ବର ଖୁଆଡ଼ରେ ରହୁଥିବା ଜଳହସ୍ତୀ ଏକ ଶାବକ ଜନ୍ମ ଦେଇଛି।ସଦ୍ୟ ଜନ୍ମିତ ଶାବକର ଲିଙ୍ଗ ନିରୂପଣ ହୋଇ ନ ଥିବା ସୂଚନା ମିଳିଛି। ସାଧାରଣତଃ ଏହି ପ୍ରଜାତିର ଜଳହସ୍ତୀ ଆଫ୍ରିକା ମହାଦେଶର ନଦୀ ଓ ହ୍ରଦରେ ଦଳବଦ୍ଧ ଭାବେ ରହଥାନ୍ତି।ଏହି ନବଜାତ ଶାବକକୁ ମିଶାଇ ଏବେ ନନ୍ଦନକାନନରେ ଜଳହସ୍ତୀ ସଂଖ୍ୟା ୧୨କୁ (୬ଟି ମାଈ ଓ ୭ଟି ଅଣ୍ଡିରା) ବୃଦ୍ଧିପାଇଛି।ମା’ ଓ ଛୁଆ ସୁସ୍ଥ ଥିବାବେଳେ ଜଳାଶୟରେ ବିଚରଣ କରୁଥିବା ଜଣାପଡ଼ିଛି।
