ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି ।ଏଥି ପାଇଁ ଶ୍ରୀଜିଉମାନଙ୍କର ନୀତିକାନ୍ତି ଭୋର୍ରୁ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ମଙ୍ଗଳର୍ପଣ ସକାଳ ୫.୩୨ […]
ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ନିଲମ୍ବିତ । ଭିଜିଲାନ୍ସ ଗିରଫ ପରେ ନିଲମ୍ବନ କଲେ ସରକାର । ଫାଇଲରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ପରେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା । ସୂଚନାଥାଉକି, ଜଣେ କ୍ରସର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିବା ପରେ ଆଇଏଏସ ଅଧିକାରୀ ଧୀମନ ଚକମାଙ୍କ ଅଫିସ ଓ ବାସ ଭବନରେ ଚଢ଼ଉ ହୋଇଥିଲା। ଚଢ଼ଉ ବେଳେ ତାଙ୍କ ବାସଭବନରୁ ନଗଦ ୪୭ ଲକ୍ଷ ଟଙ୍କା ଜବତ ହୋଇଥିଲା। ଆଇନଗତ କାର୍ଯ୍ୟାନୁଷ୍ଠାନର […]
ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନି ବିବାଦ। ସୋମବାର ପୁଣି ଯାତ୍ରା କଳାକାର ପୂଜା ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ବ୍ୟକ୍ତିଗତ ଭାବେ ଶୋଷଣ କରାଯାଉଥିବା ଅଭିଯୋଗ ଆଣି ଯାତ୍ରା ଅଭିନେତ୍ରୀ ପୂଜା ଲିଙ୍ଗରାଜ ଥାନାରେ ନାଣ୍ଡୁବାବୁଙ୍କ ବିରୋଧରେ ଏତଲା ଦେଇଛନ୍ତି । ଜୀବନ ପ୍ରତି ବିପଦ ଦର୍ଶାଇ ସେ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି । ଯାତ୍ରାରେ ସୁଯୋଗ ଦେବାକୁ କହି ନାଣ୍ଡୁ ଶାରିରୀକ ସମ୍ପର୍କ […]
ସାରାଦେଶରେ ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ନିଯୁକ୍ତିର ଗ୍ୟାରେଣ୍ଟି ଦେଉଥିବା ମହତ୍ୱାକାଂକ୍ଷୀ ଯୋଜନା ମହାତ୍ମା ଗାନ୍ଧୀ ରାଷ୍ଟ୍ରୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଯୋଜନା (ମନରେଗା)ରେ ପ୍ରଥମ ଥର କେନ୍ଦ୍ର ସରକାର ଖର୍ଚ୍ଚ ସୀମାରେ ପ୍ରତିବନ୍ଧକ ଲଗାଇଛନ୍ତି। ଏଥି ପାଇଁ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଛଅ ମାସ ମଧ୍ୟରେ ବଜେଟର ୬୦% ଖର୍ଚ୍ଚ ସୀମା ନିର୍ଦ୍ଧାରଣ କରିଛନ୍ତି। ଏବେସୁଦ୍ଧା ଏହି ଯୋଜନାରେ ଖର୍ଚ୍ଚର କୌଣସି ସୀମା ସ୍ଥିର ନଥିଲା ଏବଂ ଏହି ଏକ ଚାହିଦା ଭିତ୍ତିକ ଯୋଜନା ଭାବେ ରହି […]
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ । ଫଳାଫଳ ପୁସ୍ତିକା ଉନ୍ମୋଚନ କଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ।ojee.nic.in ୱେବ୍ସାଇଟ୍ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ ହୋଇଥିଲା । ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହୋଇଥିଲା । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ (ସିବିଟି) ମୋଡ୍ରେ ହୋଇଥିଲା ।ଚଳିତ ବର୍ଷ ସମୁଦାୟ 92,488 ପରୀକ୍ଷାର୍ଥୀ ପଞ୍ଜୀକୃତ […]
ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ । ବାଲେଶ୍ବର ରେମୁଣା କାଠସଙ୍ଗଡାରେ ବାଲି ମାଫିଆଙ୍କ ଆକ୍ରମଣରେ ଜୁନିୟର ମାଇନିଂ ଅଫିସର ତାପସ କୁମାର ବେହେରା ଆହତ । ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ମିଳିବା ପରେ ଜିଲ୍ଲା ମାଇନିଙ୍ଗ ଅଧିକାରୀ ଏନେଇ ତଦନ୍ତ ଆରମ୍ଭ କରିଛନ୍ତି । ଏପଟେ ଏହା ଏକ ଦୁର୍ଭାଗ୍ୟଜନକ ଘଟଣା ଏବଂ ମାଫିଆଙ୍କ ବିରୁଦ୍ଧରେ ଆଇନ ଗତ କାର୍ଯ୍ୟନୁଷ୍ଠାନ […]
କୋରାପୁଟ ଜିଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି। ଲମତାପୁଟସ୍ଥିତ ସରକାରୀ କ୍ୱାଟର୍ସଠାରେ ଏହି ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ତାଙ୍କୁ ଭିଜିଲାନ୍ସ ଟିମ୍ କାବୁ କରି ନେଇଥିଲେ। ଜୟପୁର ଭିଜିଲାନ୍ସର ଡିଏସପି ୩ ଜଣ ଏବଂ ଦୁଇ ଜଣ ଇନ୍ସପେକ୍ଟର ମିଳିତ ଚଢାଉ କରି ସମ୍ପୃକ୍ତ ଜେଇଙ୍କୁ ଅଟକ ରଖି ପଚାର ଉଚରା […]
ସ୍ନାନପୂର୍ଣ୍ଣିମା ପାଇଁ ପୁରୀରେ ପ୍ରସ୍ତୁତି ଜେରଦାର ଚାଲିଛି । ଏହି ସମୟରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ସୂଚନା ଦେଇଛନ୍ତି । କହିଛନ୍ତି ରୀତିନୀତି ଦୃଷ୍ଟିରୁ ସବୁ ଠିକ ଅଛି । ଠିକ ସମୟରେ ସରିବ ପହଣ୍ଡିବିଜେ । ରଥ ଉପରକୁ ମୋବାଇଲ ଯାଇପାରିବ ନାହିଁ” । ତେବେ ଅଣସେବାୟତ ରଥ ଉପରକୁ ଗଲେ ପୋଲିସକୁ ଦିଆଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ଏହା ସହ ସେ କହିଛନ୍ତି ଯେ ଜଗନ୍ନାଥ ସଂସ୍କୃତି ଉପରେ […]
ରାଜସ୍ଥାନ ଲୋକସେବା ଆୟୋଗ (RPSC)ର ନୂତନ ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଉତ୍କଳ ରଞ୍ଜନ ସାହୁ । ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଉତ୍କଳ । ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଉତ୍କଳ । ସେ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି, ଏବଂ ସେ ଏହାକୁ ପୂର୍ଣ୍ଣ ନିଷ୍ଠାର ସହିତ ପାଳନ […]
ପରିତକ୍ତ ସ୍ଥାନରୁ ଉଦ୍ଧାର ହୋଇଥିବା ଅଣ୍ଡାରୁ ବାହାରିଲା ନାଗସାପ ଛୁଆ । ଦୀର୍ଘ ୭ ଦିନ ଧରି ଅଣ୍ଡା ଗୁଡ଼ିକୁ ସଂରକ୍ଷିତ ଭାବେ ରଖାଯିବା ପରେ ଅଣ୍ଡାରୁ ନାଗସାପ ଛୁଆ ବାହାରିଛି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବ୍ରହ୍ମପୁର ସ୍ଥିତ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ।ହିଞ୍ଜିଳିକାଟୁ ଶ୍ୟାମଲାଇ ଛକରେ ରହୁଥିବା କାହ୍ନୁ ଚରଣ ବିଷୋୟୀଙ୍କ ଘର ବାଡିରେ ଥିବା ଏକ ପିଜୁଳିର ଗଛ କୋରଡରେ ନାଗସାପଟି ଅଣ୍ଡା ଦେଇଥିଲା । ଏହା ଦେଖି ସ୍ନେକହଲପ […]
ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବିତ ହୋଇଥିଲେ । ଶ୍ରୀମନ୍ଦିର ପ୍ରବେଶ ଉପରେ ମଧ୍ୟ ଲାଗିଥିଲା କଟକଣା । ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ବିବାଦକୁ ଆସିଥିଲେ ରାମକୃଷ୍ଣ ଦାସ ମହାପାତ୍ର । ବଳକା […]
ଖୁବଶୀଘ୍ର ହେବ ଅପରେସନ୍ ଆନାକୋଣ୍ଡା-୨। ସରଣ୍ଡା ଜଙ୍ଗଲରେ ହେବ ଅପରେସନ୍। ମାଓ ପ୍ରବଣ ଅଞ୍ଚଳରେ ହେବ ଏହି ବଡ଼ କାର୍ଯ୍ୟାନୁଷ୍ଠାନ। ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର, ଡ୍ରୋନ ଆଦି ସାମିଲ କରାଯିବ।ଜଙ୍ଗଲ ଭିତରେ ଲୁଚି ଥିବା ନକ୍ସଲଙ୍କ ଦମନ ଏହି ଅପରେସନର ମୂଳ ଉଦ୍ଦେଶ୍ୟ । ଏଥିସହ CRPFର ସ୍ଵତନ୍ତ୍ର କ୍ୟାମ୍ପ କରିବା ପାଇଁ ଯୋଜନା ହୋଇଛି । ୨୦୨୬ ଶୁଦ୍ଧା ସରଣ୍ଡା ଜଙ୍ଗଲରୁ ମାଓ ନିପାତ ପାଇଁ ଲକ୍ଷ୍ୟ ରଖିଛି ସୁରକ୍ଷା ବାହିନୀ । ସୁନ୍ଦରଗଡ ବାଙ୍କୋରୁ ବାରୁଦ […]
