ଆସନ୍ତା ଜୁନ ୧୨ ତାରିଖ ଦିନ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରୁ ୧୦ ଜଣଙ୍କୁ ଘର ଦେବେ ସରକାର ।

ରାଜ୍ୟରେ ମୋହନ ସରକାରଙ୍କ ୧ ବର୍ଷ ପୂରଣ ହେବାକୁ ଯାଉଛି । ଆଉ ଏହି ଅବସରରେ ଘର ବାଣ୍ଟିବେ ମୋହନ ସରକାର । ଏ ନେଇ ବଡ଼ ଘୋଷଣା କରିସାରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।ଆସନ୍ତା ଜୁନ ୧୨ ତାରିଖ ଦିନ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରୁ ୧୦ ଜଣଙ୍କୁ ଘର ଦେବେ ସରକାର ।ପ୍ରତି ପଞ୍ଚାୟତରୁ ୧୦ ଜଣ ଲେଖାଏଁ ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ ସରକାର କରିବେ ସାମିଲ। ଏ ନେଇ ତାଲିକା ଦେବାକୁ […]

ନିଃଶୁଳ୍କ ଆଇନ ସେବା ପାଇଁ ଭ୍ରାମ୍ୟମାଣ ରଥ ପରିକ୍ରମା

ନୟାଗଡ଼,(ଓଡ଼ିଶା ଦର୍ପଣ) :  ରାଜ୍ୟ ଆଇନ୍‌ସେବା ପ୍ରାଧିକରଣ,କଟକଙ୍କ ତରଫରୁ ନିଃଶୁକ୍ଳ ଆଇନ୍‌ସେବା ଏବଂଲୋକ ଅଦାଲତ ପାଇଁ ଭ୍ରାମ୍ୟମାଣ ରଥକୁ ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ସ୍ଵାଗତକରିବା ସହିତ ଜିଲ୍ଲାର କୋଣ ଅନୁକୋଣରେ ଏହି ରଥ ପହଂଚି ନିଃଶୁକ୍ଳ ଆଇନ୍‌ସେବା ଏବଂ ଲୋକ ଅଦାଲତ ସମ୍ବନ୍ଧରେ ଜନସାଧାରଣଙ୍କ ନିକଟରେ ବାର୍ତ୍ତା ପହଚାଇବାକୁ ଏହାର ଶୁଭାରମ୍ଭ କରିଥିଲେ । ସକାଳ ୯ ଘଣ୍ଟା ସମୟରେ ଭ୍ରାମ୍ୟମାଣ ରଥ କୋର୍ଟ ପରିସରରେ ପହଞ୍ଚିବା ପରେ ଅଧିକାର ମିତ୍ର ପ୍ରାଧିକରଣ […]

ରଥ ଉପକରଣ ବିକ୍ରି ପାଇଁ ଘୋଷଣା ହେଲା ଦର ।

ରଥ ଉପକରଣ ବିକ୍ରି ପାଇଁ ଘୋଷଣା ହେଲା ଦର । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସଓପି ଜାରି କରାଯାଇଛି । ଏହିସହିତ ଚଳିତ ବର୍ଷ ନୂଆ ଦର ମଧ୍ୟ ଧାର୍ଯ୍ୟ କରାଯାଇଛି । ବଡ଼ ଠାକୁରଙ୍କ ତାଳଧ୍ଵଜ ରଥର ଚକ ପିଛା ଦାମ୍ ୨ ଲକ୍ଷ ଟଙ୍କା, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକ ପିଛା ଦାମ୍ ଦେଢ଼ ଲକ୍ଷ ଟଙ୍କା, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକ ଦାମ୍ ୩ ଲକ୍ଷ ଟଙ୍କା […]

ବନ୍ଦ ଘରୁ ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।

ପ୍ରେମ ପାଇଁ ଚାଲିଗଲା ୨ ଜୀବନ । କଟକ ଜିଲ୍ଲା ମାହାଙ୍ଗାରେ ଯୁବକ ଯୁବତୀ ଆତ୍ମହତ୍ୟା କରିଛନ୍ତି । ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି ମୃତଦେହ ।ଘଟଣାସ୍ଥଳରେ ମାହାଙ୍ଗା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ସୂଚନାଯୋଗ୍ୟ ଯେ, କଟକ ଜିଲ୍ଲା ମାହାଙ୍ଗା ଥାନା ଖନ୍ଦୋଳ ଗ୍ରାମରେ ଭଡାରେ ରହୁଥିବା ନର୍ସ ଓ ତାଙ୍କ ପୁରୁଷ ବନ୍ଧୁଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ଘର ସାଲେପୁର ଥାନା ଅଞ୍ଚଳରେ ବୋଲି ସୂଚନା […]

ଘର ଭାଙ୍ଗି ଧାନ ଚାଉଳ ସହ ଖାଇଗଲେ ନଗଦ ୮୦ହଜାର ଟଙ୍କା

ସରକାରୀ ରେକର୍ଡରେ ଜଙ୍ଗଲ ବଢୁଛି। କିନ୍ତୁ ବାସ୍ତବ ଅଲଗା। ଜଙ୍ଗଲ ଅବକ୍ଷୟ ଓ ଖାଦ୍ୟର ଘୋର ଅଭାବ ଯୋଗୁଁ ଦିନକୁଦିନ ହାତିପଲ ଗାଁ ମୁହାଁ ହେଉଛନ୍ତି। ବନ ବିଭାଗର ସଚେତନତା କାର୍ଯ୍ୟକ୍ରମ କିଛି କାମରେ ଆସୁନି। ଲୋକେ ସର୍ବଦା କ୍ଷତି ସହୁଛନ୍ତି। ସୂଚନାମୁତାବକ ରାୟଗଡା ଜିଲ୍ଲା ମୁନିଗୁଡା ବନାଞ୍ଚଳ ଅନ୍ତର୍ଗତ ନିୟମଗିରି ପାହାଡରେ ଏବେ ହାତୀ ଆତଙ୍କ ଦେଖାଦେଇଛି । ଗତ ୭ ଦିନ ହେବ ଏକ ୨୪ଟିକିଆ ହାତୀ ପଲ ଅଞ୍ଚଳରେ ଫସଲ ନଷ୍ଟ କରିବା […]

ସମ୍ବଲପୁରମୁହାଁ ହୋଇଛନ୍ତି ଛତିଶଗଡ଼ି ମାଓବାଦୀ!

ସମ୍ବଲପୁରମୁହାଁ ହୋଇଛନ୍ତି ଛତିଶଗଡ଼ି ମାଓବାଦୀ! ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି। ସୋନପୁର, ବୌଦ୍ଧ, ରେଢାଖୋଲ ଅଞ୍ଚଳର ଢେଙ୍ଗୁ ଡ୍ୟାମକୁ ଲାଗି ରହିଥିବା ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ଗୁଇନ୍ଦା ସୂଚନା ମିଳିଛି। ସୂଚନାମୁତାବକ ଛତିଶଗଡରେ ଜୋରଦାର ଅପରେସନ ପରେ ଏବେ ଓଡ଼ିଶା ମୁହାଁ ମାଓବାଦୀ । ଛତିଶଗଡ଼ରେ ମାଓ ବିରୋଧୀ ଅପରେସନ ‘କାଗାର’କୁ ମିଳିଛି ବଡ଼ ସଫଳତା । ଧୀରେ ଧୀରେ ଭୁଶୁଡୁଛି ନକ୍ସଲଙ୍କ ଗଡ଼ […]

ହାଇୱେରେ ଜରୁରୀ ଅବତରଣ କଲା ହେଲିକପ୍ଟର

କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହେଲା ଏମର୍ଜେନ୍ସ ଲ୍ୟାଣ୍ଡିଂ । ଏହି ସମୟରେ ହେଲିକପ୍ଟରରେ ୫ ଜଣ ଯାତ୍ରୀ ବସିଥିଲେ । ସମସ୍ତଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଦୁର୍ଘଟଣାରେ ହେଲିକପ୍ଟରର ପଛ ଭାଗ କ୍ଷତିଗ୍ରସ୍ତ ହୋଇଛି ଏବଂ ଧକ୍କା ଯୋଗୁଁ ରାଜପଥରେ ଛିଡା ହୋଇଥିବା ଏକ ଗାଡ଼ି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଘଟଣା ଜଣାପଡିବା ମାତ୍ରେ ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ କର୍ତ୍ତୃପକ୍ଷ ଏହି ଘଟଣାର ତଦନ୍ତ କରି ବେସାମରିକ […]

ଖୁସି ଖବର; କମିଲା ସୁନା, ୩ ହଜାର ଟଙ୍କା କମିଲା ଦାମ୍‌!

ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି । ଆଗକୁ ମଧ୍ୟ ଏହି ଦର ଚଢା ରହିବ ବୋଲି ସ୍ପଷ୍ଟ କରିଛନ୍ତି ଏକ୍ସପର୍ଟ । ତେବେ ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । କମିଲା ସୁନା ଦାମ୍‌ ।୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୭,୯୭୦ ଟଙ୍କା ରହିଛି । ଗତକାଲି ଏହା ୯୯,୬୦୦ ଟଙ୍କା ଥିଲା । ଏଥିରେ ୧୬୩୦ ଟଙ୍କା ହ୍ରାସ […]

ପିଏମ ଆବାସ ଯୋଜନାରେ ଘର ପାଇଁ ମିଳିବ ବାଲି ।

ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ସହଜ ଓ ଶସ୍ତାରେ ବାଲି ମିଳିବ। ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍‌ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ବାଲି ଉଠାଣ ପାଇଁ ବ୍ୟବହାର ହେବାକୁ ଥିବା ଗାଡ଼ି ପାଇଁ ଏସଓପି ହୋଇଥିବା କହିଲେ ରାଜସ୍ୱ ମନ୍ତ୍ରୀ ।ନଦୀ ଭିତରୁ ପସି ବାଲି କାଢ଼ିବା ବନ୍ଦ ହେବ। ହାଇୱା ବ୍ୟବହାର ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାର […]

ଅସ୍ତ୍ରୋପଚାର ବେଳେ କଟିଗଲା ମହିଳାଙ୍କ ମଳନଳୀ

କଟକର ଏକ ବେସରକାରୀ ହସ୍ପିଟାଲ ବିରୋଧରେ ସଙ୍ଗୀନ ଅଭିଯୋଗ।ଡାକ୍ତର ପେଟ ଅସ୍ତ୍ରୋପଚାର କରୁ କରୁ ମଳନଳୀ କାଟି ଦେଇଥିବା ନେଇ ଥାନାରେ ଅଭିଯୋଗ । ରାଣୀହାଟ ସ୍ଥିତ ଏକ ଘରୋଇ ନର୍ସିଂହୋମ ଓ ହସପିଟାଲରେ ଏହି ସମ୍ବେଦନଶୀଳ ଘଟଣା ଘଟିଛି। ସୂଚନାମୁତାବକ ଗତ ମେ ୨ ତାରିଖରେ ଅସୁସ୍ଥତା କାରଣରୁ କଟକର ରାଣୀହାଟରେ ଥିବା ଏକ ଘରୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ ମାହାଙ୍ଗା ଅଞ୍ଚଳର ଜଣେ ମହିଳା। ତେବେ ସମସ୍ତ ପରୀକ୍ଷା ନିରୀକ୍ଷା ସହ ସ୍ତ୍ରୀ ଓ […]

୧୨ ନୁହେଁ, ଜୁନ ୨୦ ରେ ଓଡ଼ିଶା ଆସିବେ ମୋଦି

ଆସନ୍ତା ୨୦ ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୨ ତାରିଖ ବଦଳରେ ୨୦ରେ ଆସୁଛନ୍ତି ମୋଦୀ । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୦ ରେ ପାଳନ ହେବ ରାଜ୍ୟ ସରକାରଙ୍କର ବର୍ଷପୂର୍ତ୍ତି ବଡ଼ ଉତ୍ସବ । ଆଉ ଏହି ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।କେନ୍ଦ୍ରରେ ମୋଦୀ ସରକାରଙ୍କ ୧୧ ବର୍ଷ । ରାଜ୍ୟରେ ବିଜେପି ସରକାରର ୧ ବର୍ଷ ପୂର୍ତ୍ତି ପାଳନ ପାଇଁ ରାଜ୍ୟ ବିଜେପିର ଯୋଜନା […]

ବିସ୍ଫୋରକ ଲୁଟ୍ ଘଟଣା,ସରିଲା ଶ୍ରବଣ ଅଗ୍ରୱାଲଙ୍କ ରିମାଣ୍ଡ

ବିସ୍ଫୋରକ ସାମଗ୍ରୀ ଲୁଟ୍ ଘଟଣାରେ ଏସ୍‌ଆଇଟି ହାତରେ ଲାଗିଛି ବଡ଼ ସୂଚନା । ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ତାଙ୍କ ପତ୍ନୀ ନିକିତା ଅଗ୍ରୱାଲଙ୍କୁ ଜେରା ବେଳେ ବଡ଼ ତଥ୍ୟ ଲାଗିଥିବା କୁହାଯାଉଛି ।ଏସ୍‌ଆଇଟି ଜେରା ବେଳେ ଅଧିକାଂଶ ସମୟରେ ଚୁପ୍ ରହିଥିଲେ ନିକିତା । ସେହିପରି ଶ୍ରବଣ ମଧ୍ୟ ଦୁଇ ଥର ପାଣି ମାଗିବା ସହ ଜଣେ ବାଥ୍‌ରୁମ୍ ଯାଇଥିବା ଜଣାପଡ଼ିଛି । କେବେଠାରୁ ଦୁଇ ଜଣ ବିସ୍ଫୋରକ ସାମଗ୍ରୀ କାରବାର କରୁଥିଲେ । […]