କଟକ ଜିଲ୍ଲା ବାଙ୍କୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଝୁଲି ପଡ଼ିଲେ ପ୍ରେମୀ ଯୁଗଳ! ବାହା ହୋଇ ଘର ସଂସାର କରିବା ପାଇଁ ସ୍ୱପ୍ନ ଦେଖୁଥିବା ପ୍ରେମୀ ଯୁଗଳ ନିଜ ନିଜ ଘରେ ଝୁଲି ପଡ଼ିଥିବା ଅଭିଯୋଗ ହୋଇଛି। ଅନୁଆରୀ ପଞ୍ଚାୟତ ଅଧୀନ କୁରୁମଚଇନି ଗ୍ରାମରେ ରଞ୍ଜନ କୁମାର ସେଠୀ ସୋମବାର ମଧ୍ୟରାତ୍ରିରେ ଦଉଡିରେ ଝୁଲିପଡ଼ିଥିବା ଖବରପାଇ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ବାଇଗେଣୀ ଗ୍ରାମର କଲ୍ୟାଣି ମାଝୀ । ମଙ୍ଗଳବାର ଭୋରରେ ଘରେ ରଶିଲଗାଇ […]
ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଗତ ଡ଼ିସେମ୍ବର ୨୫ ବଡ଼ ଦିନ ଏବଂ ନୂଆବର୍ଷ ପାଇଁ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରହିଥିଲା । ପରେ ଏହାକୁ ଜାନୁଆରୀ ୩ରୁ ପୁନଃ ଆରମ୍ଭ କରାଯାଇଥିଳା । ଏହାପରେ ଏଏସ୍ଆଇ ପକ୍ଷରୁ ନିୟୋଜିତ କୁଶଳୀ ଶ୍ରମିକମାନେ ଭିତର ରତ୍ନଭଣ୍ଡାରରେ ଲୁହା ପାଇପ୍ ଭାରାବନ୍ଧା କାମ ଶେଷ କରିଯାଇଥିଲା । ହେଲେ ଏହାପରେ ମହାପ୍ରଭୁଙ୍କ ବିଭିନ୍ନ ସ୍ବତନ୍ତ୍ର ନୀତିକାନ୍ତି […]
ରାଜଧାନୀରୁ ଗିରଫ ହାଇ ପ୍ରୋଫାଇଲ ଠକ ଦମ୍ପତିଙ୍କ ଗୁମର ଖୋଲୁଛି କମିଶନରେଟ ପୋଲିସ । କେମିତି ଦୁଇ ବର୍ଷରେ ଶହେ କୋଟି ଟଙ୍କାର ସମ୍ପତ୍ତି ତିଆରି କଲେ ତାର ଖିଅ ଖୋଜୁଛି ତଦନ୍ତକାରୀ ଟିମ । ତେବେ ଜନ୍ମଦିନ ପାର୍ଟିରେ ରଷିୟାନ ଯୁବତୀ ଆଣି ଅତିଥିଙ୍କୁ ଗିଫ୍ଟ କରୁଥିଲେ ଅନିଲ ମହାନ୍ତି । ଯାହାର ସୁରାକ ପାଇବା ପରେ କ୍ଲବ୍ରେ ରେଡ୍ କରିଛି ତଦନ୍ତକାରୀ ଟିମ୍ ।ସୂଚନା ଅନୁସାରେ, ପ୍ରତିବର୍ଷ ଡିସେମ୍ବର ୨୪ରେ ଜନ୍ମ ଦିନ ପାଳନ […]
ଖଣ୍ଡଗିରି ଯାତ୍ରା ପରିବେଷଣରେ ଅଶ୍ଲୀଳତାକୁ ନାଁ। ଅଶ୍ଲୀଳ ନୃତ୍ୟ ପରିବେଷଣ କଲେ ଅଧାରୁ ଯାତ୍ରା ବନ୍ଦ ହେବ। କାହାର ଭାବନାକୁ ଆଘାତ ବରଦାସ୍ତ କରାଯିବନି।ଏହି ମେଳା ପୂର୍ବରୁ ଯାତ୍ରାରେ ଆଇଟମ୍ ଡ୍ୟାନ୍ସ, ଡବଲ୍ ମିନିଙ୍ଗଗ୍ ଡାଇଲଗ୍ ଉପରେ କଟକଣା ଲାଗୁ କରାଯାଇଛି ।ଏଥରର ଖଣ୍ଡଗିରି ଯାତ୍ରାରେ ସମସ୍ତ ପ୍ରକାର ଅଶ୍ଳୀଳ ପ୍ରଦର୍ଶନକୁ ବାରଣ କରାଯାଇଛି । ଅଶ୍ଳୀଳ ରଙ୍ଗଢଙ୍ଗରେ ନୃତ୍ୟ ପରିବେଷଣ କରାଗଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଜାରି ହୋଇଛି ।ଅଶ୍ଳୀଳ ନୃତ୍ୟ ହେଲେ ଯାତ୍ରାକୁ […]
ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ବନ୍ଦ କରିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା କରାଯାଇଛି । ତେବେ ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ଏହି ୱାଟର ମାର୍କ ରହିବ । ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର କୌଣସି ପୃଷ୍ଠାର ମୋବାଇଲ କ୍ୟାମେରା କିମ୍ବା ସ୍କାନର ଜରିଆରେ ଫଟୋ ଉଠାଇଲେ ସେହି ୱାଟର ମାର୍କ ଆସିଯିବ । ଦେଶରେ ପ୍ରଶ୍ନପତ୍ର ପ୍ରସ୍ତୁତ କରୁଥିବା ବିଭିନ୍ନ ଫାର୍ମ ଓ ଦେଶର ପ୍ରମୁଖ […]
ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। ବରଗଡ଼ ଚାଲିଥିବା ଧନୁଯାତ୍ରା ଶେଷ ହେବା ପରେ କଂସ ମହାରାଜ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଆସିଛନ୍ତି ପୁରୀ। ଶଙ୍କରାଚାର୍ଯ୍ୟ ମଠରେ ପହଞ୍ଚିବା ପରେ ମହୋଦଧିରେ ସ୍ନାନ କରିଛନ୍ତି | ଏଥିସହ ଧନୁଯାତ୍ରାରେ ଅଭିନୟ ବେଳେ ଭଗବାନ କୃଷ୍ଣ-ବଳରାମଙ୍କ ପ୍ରତି କଟୁକ୍ତି କରିଥିବାରୁ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି କ୍ଷମା ପ୍ରାର୍ଥନା କରିଛନ୍ତି।ମହୋଦଧିରେ ସ୍ନାନ […]
ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ। ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ। ଦି’ପ୍ରହର ଧୂପ […]
ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କ ମୁଣ୍ଡ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତଚିହ୍ନ ରହଛି। ସମ୍ପୃକ୍ତ ଯୁବତୀଙ୍କ ପ୍ରତି ପାଶବିକ ଅତ୍ୟାଚାର ହୋଇଥିବା ଅନୁମାନ ହେଉଛି। ତାଙ୍କୁ ବୁର୍ଲା ଭୀମସାର ମେଡ଼ିକାଲକୁ ନିଆଯାଇଛି।ତେବେ ସେ ସମୟର ଘଟଣା କେତେ ଯେ ଭୟଙ୍କର ହୋଇଥିବ ପରିବାର ଲୋକେ କହି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ଯକ୍ଷଙ୍କ ନିର୍ଦ୍ଦେଶରେ ତଥା ସଚିବ ଅଞ୍ଜଳି ମଛଖଣ୍ଡଙ୍କ ତତ୍ତ୍ଵାବଧାନରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ପ୍ରଫୁଲ୍ଲ କୁମାର ବେହେରା, ମମତା ବେହେରା, ଶୁଭଶ୍ମିତା ମିଶ୍ରଙ୍କ ହସ୍ତକ୍ଷେପରେ ପ୍ରଥମ ଦଫାରେ ଜାତୀୟ ସେବା ସଂସ୍ଥା ବହୁମୁଖୀ ଶିକ୍ଷା ନିକେତନ,ନବଘନପୁର ଛାତ୍ରୀ ଗାୟତ୍ରୀ ନାୟକଙ୍କ ବିଦ୍ୟାଳୟକୁ ପୁନଃ ପ୍ରତ୍ୟାବର୍ତ୍ତନରେ ସାଙ୍ଗସାଥଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ପ୍ରକାଶଥାଉ କି, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ନୟାଗଡ଼ଙ୍କ […]
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ବଡ଼ଦେଉଳର ନାଟମଣ୍ଡପରେ ଏଣିକି ସହଜ ହେବ ଜଗା ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ […]
ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୁଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୁଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ଶ୍ରୀ ଜେନା ବର୍ଷିଥିବା ବେଳେ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।ଗତକାଲି ପୌଷ ପୂର୍ଣ୍ଣମୀରେ ପ୍ରଭୁ ନୀଳମାଧବଙ୍କ ସୁନା ବେଶ ଦର୍ଶନ ଓ ଭଜନ ସନ୍ଧ୍ୟାକୁ ଉଦଘାଟନ କରିବାକୁ ଆସିଥିଲେ ଖଣିମନ୍ତ୍ରୀ ବିଭୁତି ଭୂଷଣ ଜେନା । କାର୍ଯ୍ୟକ୍ରମ ସାରି ମନ୍ତ୍ରୀ ଫେରୁଥିଲେ […]
କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ପ୍ରବାହିତ ହେଉଥିବା ବୈତରଣୀ ପରମେଶ୍ବର ମହାଦେବ ମନ୍ଦିର ସଂଲଗ୍ନ ଅନୁସୟା ଘାଟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୭ ଥର ମକରବୁଡ ପକାଇ ଥିଲେ। ଭୁବନେଶ୍ୱରରୁ ବିମାନରେ ଆସି ସକାଳ ୯ଟା ୪୦ ମିନିଟ୍ ରେ ରାଇସୁଆଁ ଏୟାର ଷ୍ଟ୍ରିପ୍ରେ ପହଞ୍ଚିଥିଲେ । ଏହାପରେ ସେଠାରୁ କେନ୍ଦୁଝର ଦେଇ ସଡ଼କ ପଥରେ ୧୦ ଟା ୪୦ ମିନିଟ୍ରେ […]
