ସୁନାଦର ଗୁରୁବାରରେ ଲଗାତାର ଚତୁର୍ଥ ଦିନ ହ୍ରାସ ଘଟିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୮୯ ହଜାର ୩୪୦ ଟଙ୍କାରେ ବିକ୍ରି ହେଉଛି। ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୯୭ ହଜାର ୪୭୦ ଟଙ୍କାରେ ବିକ୍ରି ହେଉଛି।ଆଜି ଭୁବନେଶ୍ୱରରେ ସୁନା ଦର ବହୁତ ହ୍ରାସ ଘଟିବା ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍ ସୁନା ଦର ଗତକାଲି ୧୦ ଗ୍ରାମ ପିଛା ୮୯ ହଜାର ୩୫୦ ଟଙ୍କା ଥିଲା।ଏଥିରେ […]
ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ଘର ଯୋଗାଇଦେବେ ରାଜ୍ୟ ସରକାର । ପୂରଣ ହେବ ସାଧାରଣ ଗରିବ ତଥା ମଧ୍ୟବିତ୍ତ ପରିବାରର ସହର ଭିତରେ ଘର ସ୍ବପ୍ନ । ଲଟେରୀ ମାଧ୍ୟମରେ ଘର ଦିଆଯିବ ବୋଲି କହିଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ । ୧୫ରୁ ୨୦ ଲକ୍ଷ ଟଙ୍କା ମଧ୍ୟରେ MIG, LIG, LIG -1, MIG -2ରେ ମିଳିବ ଘର । ଧନୀକ ଶ୍ରେଣୀ ଲୋକ ଏଥିପାଇଁ ଆବେଦନ କରିପାରିବେ ନାହିଁ ।ପିପିପି ମୋଡରେ […]
ରାୟଗଡା :–ରାଜ୍ୟରେ ସାମ୍ବାଦିକ ମାନଙ୍କ ଉପରେ ବୃଦ୍ଧି ପାଇଥିବା ଆକ୍ରମଣର ପ୍ରତିବାଦ ଏବଂ ବଲାଙ୍ଗୀରରେ ସାମ୍ବାଦିକ ବିଜୟ ପ୍ରଧାନଙ୍କ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଠିକାଦାରକୁ ତୁରନ୍ତ ଗିରଫ୍ ଦାବିକରି ଏକ ଦାବିପତ୍ର ଜିଲ୍ଲା ପାଳଙ୍କୁ ପ୍ରଦାନ କରାଯାଇଛି। ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୁତି ଭୂଷଣ କର ଙ୍କ ନିଷ୍ପତି କ୍ରମେ ସଂଘ ର ରାୟଗଡା ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଛି । ସଂଘର ରାଜ୍ୟ କାର୍ଯ୍ୟକାରି ସଭାପତି ସନ୍ତୋଷ […]
ମଧ୍ୟପ୍ରଦେଶ ଚିତ୍ରକୂଟ ସ୍ଥିତ ତୁଳସୀ ପୀଠରେ ଦୀକ୍ଷା ନେଲେ ଭାରତୀୟ ସେନା ପ୍ରମୁଖ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ । ଚିତ୍ରକୂଟ ତୁଳସୀ ପୀଠ ଆଶ୍ରମରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟଙ୍କ ଠାରୁ ରାମ ମନ୍ତ୍ର ଦୀକ୍ଷା ନେଇଥିଲେ । ଏହି ସମୟରେ ରାମଭଦ୍ରଚାର୍ଯ୍ୟ ତାଙ୍କୁ ଦକ୍ଷିଣରେ ଥିବା ପିଓକେ ମାଗିଥିଲେ । ଯାହାକୁ ନେଇ ଏବେ ସୋସିଆଲ୍ ମିଡିଆରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି ।ରାମଭଦ୍ରାଚାର୍ଯ୍ୟଙ୍କଠାରୁ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ରାମ ଦୀକ୍ଷା ନେବାପରେ, ଦକ୍ଷିଣାରେ ତାଙ୍କୁ […]
ଗାଡି ଚୋରି ହେବା କିଛି ନୂଆ ଘଟଣା ନୁହେଁ । ଯାହାର ଗାଡି ଚୋରି ହୋଇଥାଏ ସେ କେତେ ଯେ ଟେନସନ୍ ନିଏ ସେ ନିଜେ ହିଁ ଜାଣିଥାଏ । ହେଲେ ଏ ଗାଡି ଚୋରି କଥା ଶୁଣିଲେ ଆପଣ ହସି ହସି ଗଡି ଯିବେ । ବ୍ରହ୍ମପୁର ଲାଞ୍ଜିପଲ୍ଲୀ ଅଞ୍ଚଳର ଏହି ଘଟଣା । ଲାଞ୍ଜିପଲ୍ଲୀ ଅଞ୍ଚଳର ଜଣେ ଯୁବକଙ୍କ ବାଇକ ତାଙ୍କ ଘର ସମ୍ମୁଖରୁ ଚୋରି ହୋଇଥିଲା । ଚୋରି ସମୟର ଭିଡ଼ିଓ ସିସିଟିଭି […]
ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଆଣ୍ଡ୍ ଇନୋଭେଶନ୍ ଫେଲୋଶିପ୍ ପ୍ରୋଗ୍ରାମ୍ ଅଧୀନରେ ଆଜି ଠାରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ ଆରମ୍ଭ ହେବ। ପିଏଚ୍ଡି ଆଶାୟୀମାନେ ସାମ୍ସ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍ ୨୪ ଆବେଦନର ଶେଷ ତାରିଖ ରହିଛି। ଆବେଦନରେ କୌଣସି ପରିବର୍ତ୍ତନ କିମ୍ବା ତ୍ରୁଟି ଥିଲେ ଆବେଦନକାରୀ ୨୫ ତାରିଖରେ ସଂଶୋଧନ କରିପାରିବେ। ତେବେ ଏହିଦିନ ନୂଆ ଆବେଦନ କରିହେବ ନାହିଁ। ଜୁଲାଇ ୩ରେ ଓକାକ୍ ପକ୍ଷରୁ ଆବେଦନକାରୀଙ୍କ ତଥ୍ୟ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ […]
ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ।ସୂଚନା ଅନୁସାରେ ଆଜି ସକାଳୁ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିଲୋମିଟର ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା […]
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଓଡ଼ିଶାରେ ପାଣିପାଗକୁ ପ୍ରଭାବିତ କରୁଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ପାରାଦୀପରୁ ୧୨୦କିମି ଦୂରରେ ଅଛି ଅବପାତ। ଘନୀଭୂତ ହେଇ ଗଭୀର ଅବପାତରେ ପରିଣତ ହେବ। ତେବେ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରିରହିଛି ବର୍ଷା । ଆଜି ୪ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା […]
ଆମେରିକା ସରକାରରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଏଲନ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।ଟ୍ରମ୍ପ ପ୍ରଶାସନରେ ତାଙ୍କର ସ୍ୱତନ୍ତ୍ର ସରକାରୀ କର୍ମଚାରୀ ଭାବରେ କାର୍ଯ୍ୟକାଳ ସମାପ୍ତ ହେବା ଘୋଷଣା କରିଛନ୍ତି ମସ୍କ। ଟ୍ରମ୍ପ ପ୍ରଶାସନରେ ସେ ସରକାରୀ ଦକ୍ଷତା ବିଭାଗ ସହ ଜଡ଼ିତ ଥିଲେ। ସେ […]
ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୫ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ଏହି ୫ ପ୍ରସ୍ତାବ ମଧ୍ୟରେ ରହିଛି ଯୋରନ୍ଦା ମହିମା ଗାଦିର ବିକାଶ, ବିଭିନ୍ନ ସରକାରୀ ଚାକିରିରେ ଆବେଦନ ପାଇଁ ବୟସ ସୀମା ବୃଦ୍ଧି, ଏଆଇ ମିଶନ, ଜଗତସିଂହପୁର JSWର ଜେଟି ନିର୍ମାଣ, ଓଡ଼ିଶା ଚକ୍ଷୁ ସେବା ପାଇଁ ପାଇଁ ପଦବୀ ସୃଷ୍ଟି ଆଦି। ବୈଠକ ପରେ ମୁଖ୍ୟ ଶାସନ ସଚିବ […]
ରାୟଗଡ ତା:୨୮-୦୫-୨୦୨୫ରିଖ- ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ବିଜୁଳି, ଘଡଘଡି ପ୍ରତି ସଚେତନ ହେବା ନିମନ୍ତେ ଏକ ପ୍ରଚାର ରଥକୁ ରାୟଗଡ ଜିଲ୍ଲାପାଳ ପାରୁଲ ପଟାୱରୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ରାୟଗଡ ଜିଲ୍ଲାର ସମସ୍ତ ବ୍ଲକର ସମସ୍ତ ଗ୍ରାମ ପଂଚାୟତ ଓ ପୋୖରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବା ସହ ସାମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ, […]
ଦେଶରେ ପୁଣି ଥରେ ମକ ଡ୍ରିଲ ପାଇଁ ପ୍ରସ୍ତୁତି ଚାଲିଛି। ରାଜସ୍ଥାନ, ଗୁଜରାଟ, ପଞ୍ଜାବ ଏବଂ ପାକିସ୍ତାନ ସୀମାବର୍ତ୍ତୀ ଜମ୍ମୁ କଶ୍ମୀରରେ ମକ ଡ୍ରିଲ କରାଯିବ। ଏହି ସମୟ ମଧ୍ୟରେ ଲୋକଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ୪ ରାଜ୍ୟର ସୀମା ପାକିସ୍ତାନକୁ ଲାଗି ରହିଛି । ତେଣୁ ଏହି ମକଡ୍ରିଲ ବେଶ୍ ଗୁରତ୍ବ ବହନ କରୁଛି । ଏହା ପୂର୍ବରୁ ମଧ୍ୟ ପାକିସ୍ତାନ ସହ ବଢୁଥିବା ଉତ୍ତେଜନା ଭିତରେ କେନ୍ଦ୍ର ସରକାର ମେ ୭ […]
