୩୮ ବର୍ଷ ହେଲାଣି ଏହି ଗାଁ ପାଳନ ହୁଅନି ନୂଆବର୍ଷ

ପାହାଡି ଗାଁର ପଥୁରିଆ ମଣିଷର ହୃଦୟ କାନ୍ଦି ଉଠିଲା । ଯେତେବେଳେ ପିକନିକ୍ ଯାଇଥିବା ଗାଁ ପିଲାଙ୍କ ଗାଡି ବଦଳରେ ଆସିଲା ଶବର ପାହାଡ଼ । ୩୮ ବର୍ଷ ତଳର ସେ ଲୋମଟାଙ୍କୁରା ଘଟଣାକୁ ଏବେବି ଭୁଲି ନାହାନ୍ତି ଗାଁ ଲୋକେ । ନୂଆବର୍ଷ ଆସିଲେ ଏବେବି ଗାଁର କେହି ପିକନିକ୍ ଯାଆନ୍ତିନି କି ବଣଭୋଜି କରନ୍ତିନି। ନୀଳଗିରିର ଏମିତି ଏକ ଗାଁ ଯେଉଁଠି ପାଳନ ହୁଏନି ଜିରୋ ନାଇଟ୍ କି ନୂଆବର୍ଷ ଉତ୍ସବ । ବାଲେଶ୍ବର […]

ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

ଦୀର୍ଘ ବର୍ଷର ପରିଶ୍ରମର ଅନ୍ତ ହେବାକୁ ଯାଉଛି। ନୂଆ ସରକାର ନେଇଛନ୍ତି ନୂଆ ନିଷ୍ପତ୍ତି। ଦୀର୍ଘ ବର୍ଷ ହେଲା ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ନୋ ଏଣ୍ଟ୍ରି ଥିବା ବେଳେ ଏବେ ତାହା ପୁଣି ଥରେ ଉନ୍ମୁକ୍ତ ହେବାକୁ ଯାଉଛି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ କୋଭିଡ଼୍ ପାଇଁ ସାମ୍ବାଦିକଙ୍କ ପ୍ରବେଶ ଉପରେ କଟକଣା ରହିଥିଲା ।ମାତ୍ର ନୂଆ ସରକାର ଆସିବା ପରେ ସାମ୍ବାଦିକଙ୍କ ନୋ […]

ଶୀଘ୍ର କରାଇ ନିଅନ୍ତୁ ଜରୁରୀ କାମ । ଜାନୁଆରୀ ମାସରେ ୧୫ ଦିନ ବ୍ୟାଙ୍କ ବନ୍ଦ

ପୁରୁଣା ବର୍ଷ ୨୦୨୪ ଶେଷ ହବାକୁ ଯାଉଛି । ଆରମ୍ଭ ହେବ ନୂଆ ବର୍ଷ ୨୦୨୫ । ଏଥର ନୂଆ ବର୍ଷ ସମସ୍ତଙ୍କୁ ଭାରି ଖୁସି ଦେବ । ଏଥର ବର୍ଷ ପ୍ରଥମ ମାସ ଜାନୁଆରୀରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ । ଏ ନେଇ ରିଜର୍ଭ ବ୍ୟାଙ୍କ ଜାରି କରିସାରିଲାଣି ଛୁଟି ତାଲିକା ।୧ ଜାନୁଆରୀ : ନୂଆବର୍ଷ , ୨ ଜାନୁଆରୀ : ମନ୍ନମ ଜୟନ୍ତୀ, ୫ ଜାନୁଆରୀ : ରବିବାର, ୬ […]

ରିମାଣ୍ଡରେ ଯିବେ ହାଇପ୍ରୋଫାଇଲ ଠକ ବଣ୍ଟି-ବବଲି

ବଡ଼ ବଡ଼ିଆଙ୍କ ସହ ସମ୍ପର୍କ ଥିବା କହି ଖଣି ବ୍ୟବସାୟୀ, ବିଲଡରଙ୍କୁ ଚୂନ ଲଗାଉଥିଲେ ଏହି ଦୁଇ ଅଭିଯୁକ୍ତ । ଏମିତିକି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ.ମିଶ୍ରଙ୍କ ନାଁ ନେବାକୁ ବି ପଛାଇ ନଥିଲେ । ଖାଲି ସେତିକି ନୁହେଁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୂର୍ବତନ ସିଏମଜି ଗିରିଶ ମୁର୍ମୁଙ୍କ ଭଳି ବଡ଼ ବଡ଼ିଆଙ୍କ ସହ ନିଜ ଫଟୋ ଏଡିଟ୍ କରି ଦେଖାଉଥିଲେ । ଭୁବନେଶ୍ବରରେ ଦାମୀ ଆପାର୍ଟମେଣ୍ଟରେ ରହୁଥିଲେ, ବିଳାସପୂର୍ଣ୍ଣ ଗାଡ଼ି […]

ଆଜି ୪ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷୟକ୍ଷତି ବୁଝିବା ପାଇଁ ଆଜି ୪ ଜିଲ୍ଲା ଗସ୍ତ କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଫସଲହାନି ସ୍ଥିତିର ସମୀକ୍ଷା ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ବୁଲି ଚାଷୀଙ୍କ ସହ କଥା ହେବେ ନବୀନ । ସୋମବାର ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଯାଇ ବିଭିନ୍ନ ବ୍ଲକର ଫସଲ କ୍ଷୟକ୍ଷତି ଅନୁଧ୍ୟାନ ଅବସରରେ ଚାଷୀଙ୍କ ସହିତ ଆଲୋଚନା କରିଥିଲେ । ନିର୍ବାଚନ ଶେଷ ହେବାର ପ୍ରାୟ […]

ଏଡିଆର ରିର୍ପୋଟ: ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ ମମତା ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମ୍ପତ୍ତି ?

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ହେଉଛନ୍ତି ଭାରତର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଶର ସବୁଠାରୁ ଗରିବ ମୁଖ୍ୟମନ୍ତ୍ରୀ ହୋଇଥିବା ନେଇ ସୋମବାର ନିର୍ବାଚନରେ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ସଙ୍ଗଠନ ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି।ତାଙ୍କ ପଛକୁ ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ […]

ନୂଆବର୍ଷ ପୂର୍ବରୁ ପୁରୀରେ ଅସମ୍ଭାଳ ଭିଡ

ରାତି ପାହିଲେ ନୂଆବର୍ଷ । ବର୍ଷର ଶେଷ ଦିନ ଓ ବର୍ଷର ଆରମ୍ଭରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ସଭିଙ୍କ ମନରେ ଭରପୁର ଆଶା । ଆଉ ଏଥିପାଇଁ ପୁରୀରେ ଅସମ୍ଭାଳ ଭିଡ଼। ସମୟ ଯେତେ ବଢୁଛି, ଭିଡ଼ ବି ସେତିକି ବଢୁଛି । ଜନସମୁଦ୍ର ପାଲଟିଛି ବଡଦାଣ୍ଡ।ତେଣୁ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କେତେକ ପଦକ୍ଷେପ ନିଆଯାଇଛି। ଆଜି ଓ ଆସନ୍ତାକାଲି କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ […]

ସଫଳ ହେଲା ଭାରତର ସ୍ପେଡେକ୍ସ ମିଶନ

ଇତିହାସ ରଚିଛି ଇସ୍ରୋ । ଯାହା କେବଳ ଚୀନ୍, ଆମେରିକା ଓ ରୁଷ କରିପାରିଥିଲେ ତାହା ଭାରତ କରି ଦେଖାଇଛି। ଏହାକୁ କୁହାଯାଉଛି ସ୍ପେଡେକ୍ସ ମିଶନ ।ଇସ୍ରୋ ସଫଳତାର ସହିତ ଏହାର ଉଚ୍ଚାଭିଳାଷୀ ମିଶନ PSLV-C60 SpaDeX ଆରମ୍ଭ କରିଛି। ଏହି ମିଶନ ସହିତ ଭାରତ ଦେଶମାନଙ୍କର ସିଲେକ୍ଟ କ୍ଲବରେ ଯୋଗ ଦେଇଛି, ଯେଉଁମାନେ ସ୍ପେସ ଡକିଂ ଟେକ୍ନୋଲୋଜିରେ ଦକ୍ଷତା ହାସଲ କରିଛନ୍ତି। ଇସ୍ରୋ କହିଛି ଯେ PSLV-C60 ସଫଳତାର ସହ ସ୍ପାଡେକ୍ସ ଏବଂ 24 ପେଲୋଡ […]

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍।

ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଭୁବନେଶ୍ୱରରେ ଚାଲିବ ଡବଲ ଡେକର ବସ୍ I ଏଥିପାଇଁ ମୁମ୍ବାଇରୁ ଆସୁଛି ୫ଟି ଇ- ଡବଲ ଡେକର ବସ୍‌। କାରଣ କ୍ରୁଟ ଦେଇଥିବା ଅର୍ଡର ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଆସୁଥିବା ୫ଟି ବସ୍‌ ମଙ୍ଗଳବାର ପହଞ୍ଚିପାରେ।ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ଦୃଶ୍ୟମାନ ହେବ। ଏହାଦ୍ୱାରା ଟ୍ୱିନ୍ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ କାରଣ ଡବଲ୍-ଡେକର୍ ଇଲେକ୍ଟ୍ରିକ୍ ଏସି ବସ୍ […]

ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଇଂରାଜୀ ନୂତନ ବର୍ଷ ପରିପ୍ରେକ୍ଷୀରେ ଆନୁଷ୍ଠାନିକ ଭାବେ କୌଣସି ଉତ୍ସବ ଏବଂ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ବୋଲି ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଛି । ସେହିପରି ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଚାଷୀଙ୍କ ଫସଲ ହାନି ହୋଇଛି । ତେଣୁ ଶୁଭେଚ୍ଛୁ ଓ ହିତାକାଂକ୍ଷୀମାନେ ନବବର୍ଷରେ କୌଣସି […]

ରୋଗୀ କଲ୍ୟାଣ ସମିତି ବୈଠକରେ ଯୋଗଦେଲେ ଦଶପଲ୍ଲା ବିଧାୟକ

ନୂଆଗାଁ – ନୟାଗଡ ଜିଲ୍ଲା ମହିପୁର ସି ଏଚ ସି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ରୋଗୀ କଲ୍ୟାଣ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଭିତ୍ତିଭୂମି, ଆର୍ଥିକ ଅନୁଦାନର ସୁ ବିନିଯୋଗ ,ରୋଗୀ ମାନେ କିପରି ଉନ୍ନତ ମାନର ଚିକିତ୍ସା ପାଇବେ ଆଦି ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ବୈଠକ ରେ ବିଡ଼ିଓ ଅମୃତ କୁମାର ରାଉଳ ଉପସ୍ଥିତ ଥିବା ବେଳେ ବୈଠକ […]

ନୂଆଗାଁ ବ୍ଲକ୍ ରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର

ନୂଆଗାଁ : (ପୁଷ୍ପଲତା ପ୍ରଧାନ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ୍ତ ପଣ୍ଡା, ଏସଡିପିଓ ସୁଦର୍ଶନ ଗଙ୍ଗୁଇ, ନୂଆଗାଁ ବିଡ଼ିଓ ଅମୃତ କୁମାର ରାଉଲ୍, ନୂଆଗାଁ ତହସିଲଦାର ହେମନ୍ତ କୁମାର […]