ଆଇନ ସେବା ପ୍ରାଧିକରଣ ସଚିବଙ୍କ ଆଶ୍ରୟସ୍ଥଳୀ ପରିଦର୍ଶନ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମଛଖଣ୍ଡ ନୟାଗଡ଼ ତ୍ରିନାଥଛକ ଠାରେ ଅବସ୍ଥାପିତ ଆଶ୍ରୟ ସ୍ଥଳୀକୁ ଅଚାନକ ପରିଦର୍ଶନରେ ଯାଇ ଅନ୍ତେବାସୀ ଏବଂ ମ୍ୟାନେଜର ବର୍ଷାରାଣୀ ନେପକଙ୍କୁ ଭେଟି ଆଶ୍ରୟସ୍ଥଳୀର ଭଲମନ୍ଦ ବିଷୟରେ ପଚାରି ବୁଝିଥିଲେ । ସଚିବ ଆଶ୍ରୟସ୍ଥଳୀର ମ୍ୟାନେଜରଙ୍କୁ ପରିବେଶ ସ୍ୱଚ୍ଛତା ରଖିବାକୁ ତାଗିଦ୍ କରିଥିଲେ । ସେହିଭଳି ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମକୁ ଅଚାନକ ଗସ୍ତକରି ଅନ୍ତେବାସୀଙ୍କୁଭେଟି ସେମାନଙ୍କର ସୁବିଧା ଅସୁବିଧା ବିଷୟରେ ପଚାରି ବୁଝିଥିଲେ ଏବଂ ବୃଦ୍ଧାଶ୍ରମର […]

ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି ।  

ଆଜି ଏନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏ ଏସ ଆଇ ମହାନିର୍ଦେଶକ ଯଦୁବୀର ସିଂ ରାୱତ ।  ତାଙ୍କ ସହ ଥିଲେ ପୁରୀ ସର୍କଲ ଅଧିକାରୀ ସହ ୧୫ ଜଣିଆ ବିଶେଷଜ୍ଞ ଟିମ । ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢା ସ୍ଥିତି ନେଇ ଅନୁଧ୍ୟାନ କରିଛି ଏହି ଟିମ୍ । ୨ବର୍ଷ ହେଲା ପତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଉତ୍ତର ପଶ୍ଚିମ କୋଣ ଓ ମନ୍ଦିର ଦକ୍ଷିଣ ପଶ୍ଚିମ କୋଣରେ ମେକାନିକକାଲ ୱାରକିଙ୍ଗୀ ପ୍ଲାଟଫର୍ମ, ଆଇରନ […]

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ ।

ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ । ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନୁକୂଳ ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।୧୬ ବର୍ଷ ପରେ ଏଥର ମୌସୁମୀ ସଅଳ କେରଳ […]

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍‌ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ମାଓ ବିରୋଧୀ ଅପରେସନ ପରେ ଧିରେ ଧିରେ ଏବେ ଭୁଷୁଡିବାରେ ଲାଗିଛି ମାଓ ସଂଗଠନ । ଅନେକ ଟପ […]

କେସ୍ ଡାଏରୀରୁ ନାଁ ହଟାଇବା ପାଇଁ ନେଉଥିଲେ ଲାଞ୍ଚ

ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ଏବଂ ହୋମଗାର୍ଡ। କେସ୍ ଡାଏରୀରୁ ନାଁ ହଟାଇବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପିକେ ସୁନ୍ଦରାୟ। ପରେ ଏଏସ ଆଇ ତୁଷାରକାନ୍ତ ରହୁଥିବା ଘରେ ଖୋଳତାଡ଼ ସହିତ ଉଭୟଙ୍କୁ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ତଦନ୍ତ ଚଳାଇଛି । ପୂର୍ବରୁ ଏଏସଆଇ ତୁଷାରକାନ୍ତ ନାୟକଙ୍କୁ ଉଲ୍ଲେଖନୀୟ ସେବା ପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ […]

ରାଜ୍ୟରେ ୨୯ ଯାଏଁ କାଳବୈଶାଖୀ ବର୍ଷା

ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇପାରେ । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ […]

ସୁନ୍ଦରଗଡରେ ବ୍ୟାପକ ଖଣି ଦୁର୍ନୀତି ପ୍ରସଙ୍ଗ, ଭିଜିଲାନ୍ସ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିଲାଗି ଭିଜିଲାନ୍ସ ପକ୍ଷରୁ ଏକ ଏସ୍‌ଆଇଟି ଗଠନ କରାଯାଇଛି। ଏହି ଖଣିଗୁଡ଼ିକ ଗୋପାଳପୁର, ରତ୍ନସୋରା ଏବଂ ଭୋଗରାକଚର ଗାଁରେ ଅଛି । ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି । ଏଥିସହିତ ହେମଗିରିର ଜାମଖାନି ସରଂକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗାଁରେ ବେଆଇନ […]

ଯୁକ୍ତ୨ ନାମଲେଖା ପାଇଁ ଆଜି ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।

ଆଜିଠୁ +୨ ନାମଲେଖା ଆବେଦନ। ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ତେବେ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ।SAMS ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ ।www.samsodisha.gov.in ରେ କରିବେ ଆବେଦନ । ଜୁଲାଇ ୭ରେ ଆସିବ ପ୍ରଥମ ମେରିଟ୍‌ ଲିଷ୍ଟ । ୮ରୁ ୧୪ ଜୁଲାଇ ମଧ୍ୟରେ ନାମଲେଖା ହେବ । ୨୪ ଜୁଲାଇରେ ପାଠ ପଢା ଆରମ୍ଭ ହେବ । ସୂଚନାଯୋଗ୍ୟ, ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨ […]

ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ କାଠ ଅଭାବ

ଆଉ କିଛି ଦିନ ପରେ ରଥଯାତ୍ରା। ଏଥିପାଇଁ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଶହ ଶହ କାରିଗର ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟରେ ଲାଗିଛନ୍ତି।ଅଖ ନିର୍ମାଣ ପାଇଁ ୪୦ ଫୁଟିଆ କାଠ ପହଞ୍ଚି ନଥିବାରୁ ଅସନ୍ତୋଷ ପ୍ରକାଶ କରି ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରିଛନ୍ତି ।ପରମ୍ପରା ଅନୁଯାୟୀ, ଶୀତଳଷଷ୍ଠୀରେ ତିନୋଟି ରଥର ୨୧ଟି ଅଖରେ ୪୨ଟି ଚକ ଡେରା ହେବ । ହେଲେ ଆବଶ୍ୟକ ଅନୁଯାୟୀ, ଅଖ […]

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ମିଳିବ ନିଯୁକ୍ତି ଭିତ୍ତିକ ତାଲିମ

ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧ ହଜାର ଟଙ୍କା ଷ୍ଟାଇପେଣ୍ଡ ସହ ଦିଆଯିବ ନିଯୁକ୍ତି ଭିତ୍ତିକ ତାଲିମ୍‌ |ଏଠାରେ ସ୍ୱତନ୍ତ୍ର ତାଲିମ, ଓ’ଲେଭଲ୍ ସଫ୍ଟୱେର ତାଲିମ, ଓ’ ଲେଭଲ ବର୍ଷିକିଆ କମ୍ପ୍ୟୁଟର ହାର୍ଡୱେର ତାଲିମ (ସିଏଚଏମ), ଅଫିସ ଅଟୋମେସନ, ଆକାଉଣ୍ଟିଂ ଓ ପବ୍ଲିଶିଂ ଆସିଷ୍ଟାଣ୍ଟ, କମ୍ପ୍ୟୁଟର […]

ଯୁକ୍ତ୨ ନାମଲେଖା ପାଇଁ ମେ’ ୨୪ (ଶନିବାର) ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।

କାଲିଠୁ +୨ ନାମଲେଖା ଆବେଦନ। ଆସନ୍ତାକାଲିଠୁ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ।SAMS ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ ।www.samsodisha.gov.in ରେ କରିବେ ଆବେଦନ । ଜୁଲାଇ ୭ରେ ଆସିବ ପ୍ରଥମ ମେରିଟ୍‌ ଲିଷ୍ଟ । ୮ରୁ ୧୪ ଜୁଲାଇ ମଧ୍ୟରେ ନାମଲେଖା ହେବ । ୨୪ ଜୁଲାଇରେ ପାଠ ପଢା ଆରମ୍ଭ ହେବ । ସୂଚନାଯୋଗ୍ୟ, ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ […]

ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଛି। ପିଏମ୍‌ ପୋଷଣ ଓ ଏମ୍ଏମ୍‌ ପୋଷଣର ରାଜ୍ୟ ନୋଡାଲ୍ ଅଫିସର ଥିଲେ ଅନୁଜ କୁମାର ଦାସ ପଟ୍ଟନାୟକ।ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ସୁରେନ୍ଦ୍ର କୁମାର ପଣ୍ଡାଙ୍କୁ ପିଏମ୍ ପୋଷଣ ଓ ଏମଏମ୍ ପୋଷଣର […]