ରାଜଧାନୀ ଭୁବନେଶ୍ବରରୁ ହଟିବେ ସମସ୍ତ ଉଠା ଦୋକାନୀ । ୫୫ଟି ରାସ୍ତାରୁ ସ୍ଥାୟୀ ଭାବେ ଉଠା ଦୋକାନୀକୁ ହଟାଯିବ । ସମୂହ ସଫେଇ କାର୍ଯ୍ୟକ୍ରମ ବେଳେ ଏମିତି କିଛି ସୂଚନା ଦେଇଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । । ରାସ୍ତା କଡ଼ରେ ବାରମ୍ବାର ତାଗିଦ ପରେ ବି କାହିଁକି ରେଜିଷ୍ଟ୍ରେସନ୍ କରିନଥିବା ଦୋକାନୀ ଦୋକାନ ପକାଇଛନ୍ତି ବୋଲି ନାଲି ଆଖି ଦେଖାଇଲେ ମେୟର । ଏହା ସହ ଉଠା ଦୋକାନୀକୁ ହଟାଇ ସ୍ଥାୟୀ ଭେଣ୍ଡିଂ ଜୋନ୍ […]
ରେରା ଆଇନ ଆବଶ୍ୟକ ପଡିଲେ ସଂଶୋଧନ ହେବ । ବେଆଇନ ଭାବେ ପ୍ଲାଟ ପ୍ଲଟ ରେଜିଷ୍ଟ୍ରେସନ ହୋଇଛି । ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି । ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା । ଡିସେମ୍ବର ୩୧ ବୈଠକରେ ସମାଧାନର ବାଟ ବାହାରିବ କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ରେରା ଆଇନ ଆବଶ୍ୟକ ପଡିଲେ ସଂଶୋଧନ ହେବ ପୂର୍ବରୁ ରେରା କମିଟିକୁ ଏନେଇ କୁହାଯାଇଛି ଆଇନ ଶବ୍ଦ ସଂଯୋଜନାରେ ଅସୁବିଧା ଥିଲା । […]
କୁକୁର ଆତଙ୍କରେ ରାଜଧାନିରେ ବାସୀ ଭୟ ଓ ଆତଙ୍କରେ ଥିବା ବେଳେ ଏବେ ମିଳିବ ନିସ୍ତାର। ମେନକା ଗାନ୍ଧୀ ବିଏମସି ଉପରେ କରିଥିବା କେସ ପାଇଁ ଅଟକି ରହିଥିଲା ବନ୍ଧ୍ୟା କରଣ ପକ୍ରିୟା। ଯାହା ଫଳରେ ରାଜଧାନୀର ଗଳି କନ୍ଦିରେ କୁକୁରଙ୍କ ସଂଖ୍ୟା ବଢ଼ିଥିବା ନେଇ ସ୍ବୀକାର କଲେ ଭୁବନେଶ୍ୱର ମେୟର । ଅତ୍ୟାଧୁନିକ ହସ୍ପିଟାଲ କରାଯାଇଥିଲା ହେଲେ ବନ୍ଧ୍ୟାକରଣ ବନ୍ଦ ଥିଲା। ବର୍ତ୍ତମାନ କେସ୍ଟି ସରିଥିବାରୁ ଅଳ୍ପ ଦିନ ଭିତରେ କୁକୁର ବନ୍ଧ୍ୟାକରଣ ପୁଣି ଆରମ୍ଭ […]
ବଲାଙ୍ଗିର ଲୋଇସିଂହାରୁ ଆସିଛି ବର୍ବର କାଣ୍ଡ । ଏଠାରେ ଜଣେ ବୃଦ୍ଧଙ୍କୁ ନିଶା ଦେଇ ତାଙ୍କର ଆଖି ତାଡି ନେବାକୁ ଉଦ୍ୟମ ହୋଇଛି । ବୃଦ୍ଧ ଜଣଙ୍କ ଅବସ୍ଥା ଏବେ ଗୁରୁତର ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ବୃଦ୍ଧ ଜଣଙ୍କ ହେଉଛନ୍ତି ବୁଦେଲ ବାହାଲର ଇନସାନ ଝଙ୍କାର |ସୂଚନା ଆଧାରରେ, ଲୋଇସିଂହା ପେଟ୍ରୋଲ ପମ୍ପ ନିକଟରେ ଏହି ଘଟଣା ଘଟିଛି । କିଏ ଏବଂ କାହିଁକି ଏଭଳି କଲେ […]
ଶିମିଳିପାଳରୁ ଝାଡ଼ଖଣ୍ଡ ଦେଇ ପଶ୍ଚିମବଙ୍ଗକୁ ପଳାଇଥିବା ବାଘୁଣୀ ଜିନତକୁ ଓଡ଼ିଶା ଫେରାଇ ଆଣିବା ପାଇଁ ନାକେଦମ ହେଲେଣି ଶିମିଳପାଳ କର୍ତ୍ତୃପକ୍ଷ । ନେକ୍ କଲାରରୁ ତାକୁ ଟ୍ରାକ କରିହେଉନି । ଏପରିସ୍ଥିତିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ପଶ୍ଚିମବଙ୍ଗର ପୁରୁଲିଆ ଜିଲ୍ଲା ବଦୱାନ ନିକଟବର୍ତ୍ତୀ ଆଠୋଟି ଗାଁରେ ସ୍କୁଲ କଲେଜ ଓ ହୋଟେଲ ବନ୍ଦ ରଖାଯାଇଛି । ପ୍ରତିଦିନ ୨୫ରୁ ୩୦ କିଲୋମିଟର ଆଗକୁ ଯାଉଛି ଜିନତ । ଏବେ ପଡୋଶୀ ପଶ୍ଚିମବଙ୍ଗରେ ବୁଲୁଛି ବାଘୁଣୀ ଜିନତ୍ । […]
ଦୁଇ ଦିନ ରାଜ୍ୟର ଦକ୍ଷିଣ ଓ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର ଗଜପତି, ଗଞ୍ଜାମ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବୁଧବାର ଗଞ୍ଜାମ ଓ ଗଜପତିରେ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ବୌଦ୍ଧ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି ଆଦି ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର […]
ରାଜ୍ୟରେ ଗ୍ରୀନ୍ ହାଇଡ୍ରୋଜେନ୍ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର ଚୁକ୍ତି ସ୍ବାକ୍ଷର ହୋଇଛି। ଏନଟିପିସି, ଗ୍ରୀଡକୋ ଲିମିଟେଡ ଓ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ମଧ୍ୟରେ ତ୍ରିପାକ୍ଷିକ ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ହୋଇଛି। ବୁଝାମଣା ପତ୍ର ଚୁକ୍ତି ସ୍ୱାକ୍ଷର ବେଳେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ଗୃହ ଓ ନଗର ମନ୍ତ୍ରୀ ଉପସ୍ଥିତ ଥିଲେ। ଆସନ୍ତା ୫ ବର୍ଷ ପାଇଁ […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ତୃତୀୟ ଓ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ୨୮ ଜଣ ଛାତ୍ର ଛାତ୍ରୀ କୃତିତ୍ବ ଅର୍ଜନ କରିଛନ୍ତି। ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ମହିପୁର ଶ୍ରୀ ଅରବିନ୍ଦର ଛାତ୍ର ଆଶୁତୋଷ ବେହେରା ୯୩ ମାର୍କ ରଖି ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ଭିରୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ର ଆଶୁତୋଷ ସ୍ବାଇଁ ୭୪ ମାର୍କ ରଖି […]
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ତୃତୀୟ ଓ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ୨୮ ଜଣ ଛାତ୍ର ଛାତ୍ରୀ କୃତିତ୍ବ ଅର୍ଜନ କରିଛନ୍ତି। ତୃତୀୟ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ମହିପୁର ଶ୍ରୀ ଅରବିନ୍ଦର ଛାତ୍ର ଆଶୁତୋଷ ବେହେରା ୯୩ ମାର୍କ ରଖି ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ଭିରୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ର ଆଶୁତୋଷ ସ୍ବାଇଁ ୭୪ ମାର୍କ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର କଳା, ସାହିତ୍ୟ,ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବିତ କରିବା ପାଇଁ ଜନ୍ମ ନିଏ ନୟାଗଡ଼ ଜିଲ୍ଲା ମହୋତ୍ସବ । ଆମ ନୟାଗଡ଼ ଜିଲ୍ଲା ହେଉଛି ଅନେକ ଯୋଗଜନ୍ମାଙ୍କ ଏନ୍ତୁଡ଼ିଶାଳ । ଉତ୍କଳଘଣ୍ଟ କବି ଯଦୁମଣି ମହାପାତ୍ର, ଜୋତିର୍ବିଦ ସାମନ୍ତ ଚନ୍ଦ୍ର ଶେଖର (ପଠାଣି ସାମନ୍ତ) , କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା, ସ୍ୱାଧୀନତା ସଂଗ୍ରାମୀ ସହିଦ ରଘୁ – ଦିବାକର, କଷ୍ଟି ଡାକୁଆ, କଣ୍ଡୁରୀ ପରିଡା, ବୁଦ୍ଧି ପରିଡ଼ା, ବିଶିଷ୍ଟ ସଂଗ୍ରାହକ ଦାଶରଥି ପଟ୍ଟନାୟକ, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଚିନିକଳ କାର୍ଯ୍ୟକ୍ଷମ ହେବା ସମ୍ଭବ ନଥିବାରୁ ନୂଆ ଚିନିକଳ ନିର୍ମାଣ ପାଇଁ ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରସ୍ତାବ ଦେଇଥିଲେ । ଏନେଇପ୍ରଶାସନ କୈାଣସି ପଦକ୍ଷେପ ଗ୍ରହଣ କରୁନଥିବାରୁ ମିଳିତ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଛି । ଗତ ସେପ୍ଟେମ୍ବର ୩ ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେଚିନିଶିଳ୍ପ ପାଇଁ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଏବଂ ପୁରୀ ସାଂସଦ ଉପସ୍ଥିତିରେ ବୈଠକ ହୋଇଥିଲା । ଯେହେତୁ ପୁରୁଣା ଚିନିକଳକୁ […]
୨୦୨୪ ଗତ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ। ସୋମବାର ବିଜେଡି ସଂସଦୀୟ ଟିମ୍ ନିର୍ବାଚନ କମିଶନରଙ୍କୁ ଭେଟି ଏନେଇ ଅଭିଯୋଗ କରିଛନ୍ତି। ଲୋକସଭା ଓ ବିଧାନସଭାରେ ଭୋଟ୍ ପାର୍ଥକ୍ୟ ନେଇ ଆପତ୍ତି ଉଠାଇ ECI ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟରେ ପାର୍ଥକ୍ୟ ଦର୍ଶାଇଛନ୍ତି।ଭୋଟ ଗ୍ରହଣ ସମୟ ପରେ ବି ଇଭିଏମରେ ଭୋଟ ପଡିଥିବା ଅଭିଯୋଗ ହେଉଛି । ସବୁଠୁ ବଡ କଥା ହେଲା ଏଡିଆର ରିପୋର୍ଟରେ ମଧ୍ୟ ଭୋଟର […]
