ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୌଦ୍ଧ ଜିଲାର ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ।ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ କରିବା ନିମନ୍ତେ ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ । ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ । ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଆଜି […]
ଆଗାମୀ ଡିସେମ୍ବର ୨୩ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ | ସୂଚନାମୁତାବକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍ ବଜେଟ ପ୍ରସ୍ତୁତି […]
ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ । ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡକୁ ଗତି କରିଛି । ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାଶ୍ବବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି । ଏହା ଆହୁରି ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, […]
ଅନେକ ସମୟରେ ଶ୍ରୀଜଗନ୍ନାଥଙ୍କୁ ନେଇ ବିଭିନ୍ନ କଳାକୃତି ଦେଖିବାକୁ ମିଳିଛି ।ତେବେ ଗୋଟିଏ ମାତ୍ର ନିମ୍ବ କାଠରେ ହୋଇଥିବା ଏହି କଳାକୃତିରେ ଦୁଇ ଦୁଇଟି ରୂପ ଦେଖିବାକୁ ମିଳିଛି । ଏହାକୁ କରି ଦେଖାଇଛନ୍ତି ମହାରଣା ଶିଳ୍ପୀ ନିରାକାର ମହାରଣା ।ଏହି କଳାକୃତି ନିର୍ମାଣ କରିବାକୁ ଦିନେ କି ଦୁଇ ଦିନ ନୁହେଁ ଏହି କଳାକୃତି ଶେଷ ପର୍ଯ୍ୟାୟରେ ପହଞ୍ଚିବାକୁ ୫ ବର୍ଷ ସମୟ ଲାଗିଛି । ପ୍ରତିଦିନ ୨ ରୁ ୩ ଘଣ୍ଟା ପରିଶ୍ରମ କରି […]
ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ଜୋରଦାର ପ୍ରସ୍ତୁତି ଚାଲିଛି । ତେବେ ନୂଆବର୍ଷକୁ ଆହୁରି ରଙ୍ଗୀନ କରେ ଜିରୋ ନାଇଟ୍ ସେଲିବ୍ରେସନ । କିନ୍ତୁ ଡିସେମ୍ବର ୩୧ ତାରିଖରେ ଜରୋ ନାଇଟ୍ ଆୟୋଜନ ପାଇଁ ଅବକାରୀ ବିଭାଗର ଅନୁମତି ଦରକାର । ଅବକାରୀ ବିଭାଗର ଅନୁମତି ନଥିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଅବକାରୀ କମିଶନର ନରସିଂହ ଭୋଳ ଏମିତି ଚେତାବନୀ ଶୁଣାଇଛନ୍ତି । ଜାନୁଆରୀ ମଧ୍ୟଭାଗ ଯାଏଁ ଏନେଇ ଯାଞ୍ଚ ଜାରି ରହିବ । […]
ହାଇକୋର୍ଟରେ ବୈକୁଣ୍ଠ ଧାମ ଆଶ୍ରମ ମାମଲାର ଶୁଣାଣି ହୋଇଛି । ଚିଠି ଯଦି ନକଲି ତେବେ ସତ୍ୟପାଠ ଦିଅ । ଆଶ୍ରମକୁ ମିଳିଥିବା ଅନୁମତି ପତ୍ରର ସତ୍ୟତା ଯାଞ୍ଚ କର । ଗଣଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ଉଚ୍ଛେଦ ରୋକିବା ପାଇଁ ବୈକୁଣ୍ଠ ଧାମ ଆଶ୍ରମ ପକ୍ଷରୁ ଚିଠି ପୂର୍ବରୁ କୋର୍ଟରେ ଦର୍ଶାଯାଇଥିଲା । ଏହି ଆଧାରରେ ଉଚ୍ଛେଦ ଉପରେ କଟକଣା ଲାଗିଥିଲା । ତେବେ ଅନୁମତି ପତ୍ର ନକଲି ବୋଲି ସ୍କୁଲ ଓ […]
ବଣ୍ଡାଘାଟିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥିତି ପରଖିଥିବା ନେଇ ଶୁକ୍ରବାର ଖବର ସାମ୍ନାକୁ ଆସିଛି । ‘ସୁଭଦ୍ରା’ ଓ ‘ଆବାସ ଯୋଜନା’ ବାବଦରେ ଲୋକଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ । ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି । ସେପଟେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କାକୁ ସ୍ଥଗିତ ରଖିଛନ୍ତି ସରକାର । ଡିସେମ୍ବର ୨୫ ତାରିଖରେ ଏହି ଟଙ୍କା ମିଳିବାର ଥିଲା । ଏବେ ଯାଞ୍ଚ ପ୍ରକ୍ରିୟା […]
ବନ୍ଦେ ଭାରତ ଏକ୍ସପ୍ରେସ୍ ଟିଟିଇଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ରୁ ଟିଟିଇଙ୍କ ମୃତଦେହ ଉଦ୍ଧାର କରିଛି ଜିଆରପି। ମୃତ ଟିଟିଇ ଜଣଙ୍କ ହେଲେ ଛତିଶଗଡ ଭାଟାପଡ଼ାର ରାଜେନ୍ଦ୍ର କୁମାର ନିର୍ମଳ କର। ସୂଚନାମୁତାବକ ପ୍ରତ୍ୟେକ ଦିନ ଭଳି ସେ ଆଜି ମଧ୍ୟ ରାୟପୁରରୁ ବନ୍ଦେ ଭାରତ ଟ୍ରେନ୍ରେ ଯାତ୍ରୀଙ୍କ ଟିକେଟ୍ ଚେକ୍ କରିବା ପାଇଁ ଚଢ଼ିଥିଲେ। ହେଲେ ଖରିଆର ରୋଡ୍ରେ ସେ ଅସୁସ୍ଥ ଅନୁଭବ କରିବାରୁ ଟ୍ରେନ୍ରେ ହଠାତ୍ ପଡ଼ିଯାଇଥିଲେ। ଟିଟିଲାଗଡ଼ ପହଞ୍ଚିବା […]
ଆସିବ ନୂଆ କୃଷି ନୀତି । ରାଜ୍ୟ ସରକାର ଖୁବଶୀଘ୍ର ଆଣିବାକୁ ଯାଉଛନ୍ତି କୃଷି ନୀତି । ଯେଉଁଥିରେ ଜୈବିକ ଚାଷ ଉପରେ ଅଧିକ ଗୁରୁତ୍ୱ ଦିଆଯିବ । ଆଉ ଓଡ଼ିଶାରେ କୃଷି ଉତ୍ପାଦନ ବୃଦ୍ଧି କରିବା ଲାଗି ପଦକ୍ଷେପ ନିଆଯିବ । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀକୁ ବୈଦେଶିକ ବଜାରକୁ ପଠାଇବା ପାଇଁ ବ୍ୟବସ୍ଥା କରିବେ ସରକାର । ଏଥିପାଇଁ ଡେଡିକେଟେଡ୍ କାର୍ଗୋ ଫ୍ଲାଇଟ୍ ବ୍ୟବହାର ହେବା ଦରକାର ।ଯେଉଁଥି ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ଆଣିବାକୁ […]
ଆଗକୁ ଆସୁଛି ନୂଆବର୍ଷ । ସେଥିଲାଗି ସବୁଠୁ ପ୍ରସ୍ତୁତି ଜୋର । ତେବେ ଏ ଭିତରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି ।ଅବକାରୀ ପଲିସି ନମାନିଲେ ହେବ କାର୍ଯାନୁଷ୍ଠାନ। ବିଶେଷ କରି ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କାର୍ଯ୍ୟାନୁଷ୍ଠାନ ହେବ। ଯିଏ ବି ଏଥିରେ ଜଡ଼ିତ ହେବେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଆଉ ଦିନ କେଇଟା ପରେ ଆସୁଛି ଇଂରାଜୀ ନୂଆବର୍ଷ। ଏହି ସମୟରେ ଲୋକେ ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କରିବା […]
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୦ ହଜାର ୬୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୭ ହଜାର ୧୨୦ ଟଙ୍କା ରହିଛି।ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୦,୭୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୭,୧୨୦ଟଙ୍କା ରହିଛି ।ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭0,୬୯୦ ଟଙ୍କା ଓ ୭୭ ,୧୨୦ ଟଙ୍କା […]
ଯୁକ୍ତ ୨ ପ୍ରଥମ ବର୍ଷ ଶିକ୍ଷାର୍ଥୀଙ୍କ କଲେଜ ବଦଳି ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜିଠୁ ଅର୍ଥାତ୍ ଡିସେମ୍ବର ୨୦ରୁ ୨୮ ତାରିଖ ଯାଏ ସାମ୍ସ ପୋର୍ଟାଲ୍ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୩୦ ତାରିଖରେ କଲେଜ ସ୍ତରରେ ସମସ୍ତ ଆବେଦନର ଯାଞ୍ଚ ହେବ । ସାମ୍ସ ଜିଲ୍ଲା ନୋଡାଲ ଅଧିକାରୀ ୨୦୨୫ ଜାନୁଆରୀ ୨ ତାରିଖ ମଧ୍ୟରେ ଯାଞ୍ଚ ପ୍ରକ୍ରିୟା ଶେଷ କରିବେ । ଜାନୁଆରୀ ୩ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟରେ ସମସ୍ତ […]
