ଟୁଇନସିଟିରେ ଗତବର୍ଷ ତୁଳନାରେ ଚଳିତବର୍ଷ ବଢ଼ିଛି ଅପରାଧ

ଟୁଇନ ସିଟିରେ ଅପରାଧ ନିୟନ୍ତ୍ରଣ ନେଇ ସମୀକ୍ଷା କଲେ ପୋଲିସ କମିଶନର । ଗତବର୍ଷ ୨୦୨୩ ରେ ବିଭିନ୍ନ ଥାନାରେ ୧୭ ହଜାର ୬୭୫ କେସ ରୁଜୁ କରାଯାଇଥିଲା । ତେବେ ଚଳିତବର୍ଷ ନଭେମ୍ବର ଶେଷ ସୁଦ୍ଧା ୨୦ ହଜାର ୧୯ ଟି କେସ ରୁଜୁ ହୋଇଛି । କଟକରେ ମାମଲା ସଂଖ୍ୟା ପ୍ରାୟତଃ ସମାନ ଥିବାବେଳେ ଭୁବନେଶ୍ୱରରେ କେସ ବଢିଛି । କଟକରେ ସ୍ଥିର ରହିଛି ମାମଲା। ହତ୍ୟା, ଦୁଷ୍କର୍ମ, ହିଂସା, ନାରୀ ନିର୍ଯାତନା ଭଳି […]

ଓଡ଼ିଶାରେ ୧୧୦ ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଳାବାଈ

ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଳାବାଈ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଳାବାଈର ଜେନେରାଲ ମ୍ୟାନେଜର ୧୭୦ ରୋଡ ଓଭର ବ୍ରିଜ(ROB) ଘୋଷଣା କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପଗୁଡିକର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିବାକୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ସ୍ଥିର ହୋଇଛି, ଯାହା ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବାରେ ଏବଂ ଶୀଘ୍ର ଅନୁମୋଦନକୁ ସକ୍ଷମ କରିବାରେ ସାହାଯ୍ୟ କରିବ । ଏହି ପ୍ରକଳ୍ପଗୁଡିକୁ ସ୍ୱତନ୍ତ୍ର ରେଳ ପ୍ରକଳ୍ପ ଭାବରେ ଡିଜାଇନ୍ […]

ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହା ପ୍ରବାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, […]

ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି ବିଭିନ୍ନ ସମସ୍ୟା ବୁଝିଲେ ବିଡ଼ିଓ

ନୂଆଗାଁ :ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଜାକେଡ଼ା ପଞ୍ଚାୟତ ଅଧୀନରେ ଥିବା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ତୁକୁଡ଼ା ଏବଂ ବଡଜିରି ଗ୍ରାମକୁ ବ୍ଲକରେ ଯୋଗ ଦେଇଥିବା ନୂତନ ବିଡ଼ିଓ ଡ. ଅମୃତ କୁମାର ରାଉଲ୍ ପରିଦର୍ଶନ କରିବା ସହ ଗ୍ରାମର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିବା ସହିତ ବିଭିନ୍ନ ଉନ୍ନୟମୂଳକ କାର୍ଯ୍ୟ ତଦାରଖ କରିଥିଲେ । ଦେଶ ସ୍ଵାଧୀନତାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଗ୍ରାମକୁ ସବୁଦିନିଆ ରାସ୍ତା ନଥିବାରୁ ଲୋକମାନେ ଯାତାୟତ […]

ନୂଆଗାଁ ଆଦର୍ଶ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ନୂଆଗାଁ :ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ସଦରମହକୁମା ଥିବା ହାଇସ୍କୁଲ ପଡ଼ିଆରେ ନୂଆଗାଁ ଆଦର୍ଶ ବିଦ୍ୟାଳୟ ତରଫରୁ ଦିନିକିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉଦଘାଟନ ଉତ୍ସବରେ ନୂଆଗାଁ ସି.ଆର.ସି.ସି କୈଳାସ ଚନ୍ଦ୍ର ନାୟକ ଯୋଗଦେଇ କ୍ରୀଡ଼ା ପତାକା ଉତ୍ତୋଳନ କରାଯାଇଥିଲା । ପରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉଦଯାପନୀ ଉତ୍ସବରେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ […]

ନବରଙ୍ଗପୁର ଜିଲାର କୋଡ଼ିଙ୍ଗା ତହଲସିଲଦାରଙ୍କୁ ୩ ବର୍ଷ ଜେଲ

ଭିଜିଲାନ୍ସ କୋର୍ଟରେ ତହସିଲଦାର ଦୋଷୀ ସାବ୍ୟସ୍ତ। ନବରଙ୍ଗପୁର କୋଡ଼ିଙ୍ଗା ତହସିଲଦାର ସୁବ୍ରତ କୁମାର ବେହେରା ଦୋଷୀ ସାବ୍ୟସ୍ତ। ଦୋଷୀ ସାବ୍ୟସ୍ତ କଲେ ବଲାଙ୍ଗୀର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଲାଞ୍ଚ ମାମଲାରେ ୩ ବର୍ଷ ଜେଲ ଦଣ୍ଡ ସହ ୩୦ ହଜାର ଟଙ୍କା ଜରିମାନା ଦେବାକୁ ଦଣ୍ଡାଦେଶରେ ଶୁଣାଇଛନ୍ତି। ୨୦୧୮ରେ ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଭିଜିଲାନ୍ସ ହାତରେ କୋଡ଼ିଙ୍ଗା ତହସିଲଦାର ସୁବ୍ରତ ବେହେରା ଧରାପଡ଼ିଥିଲେ। ଗୋଟିଏ ଜମି ବିକ୍ରୟ କବଲା ପାଇଁ ନେଇଥିଲେ ୨୦ ହଜାର […]

ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ

ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍‌ପିଙ୍କ ଅଫିସକୁ ବଦଳି କରାଯାଇଛି।ବାଙ୍କୀ ବୈଦେଶ୍ୱର ଥାନା ନିକଟସ୍ଥ ବ୍ରିଜ ନିକଟରେ ରାତିରେ ପୁଲିସ ଟିମ୍ ପାଟ୍ରୋଲିଂ କରୁଥିଲେ। ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟ ଦର୍ଶନ ସେଠୀ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ଏହି ସମୟରେ ଜଣେ ଅଭିଯୁକ୍ତ ସେହି ରାସ୍ତା ଦେଇ […]

ବକେୟା ବିଦ୍ୟୁତ ଶୁଳ୍କ ଆଦାୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

କେଭିଙ୍କ ଫୋକସରେ ବକେୟା ବିଦ୍ୟୁତ୍ ଶୁଳ୍କ । ରାଜ୍ୟର ୨୩ ଶିଳ୍ପ ସଂସ୍ଥା ଦେଇନାହାଁନ୍ତି ବକେୟା ବିଜୁଳି ବିଲ୍ । ଏହି ସଂସ୍ଥା ଗୁଡ଼ିକ ଉପରେ ୧୦୯୬ କୋଟି ଟଙ୍କା ବକେୟା ବିଲ୍ ପଡିଛି । ତାଳଚେରର ଏକ ତାପଜ ବିଦ୍ୟୁତ୍ କମ୍ପାନୀ ସର୍ବାଧିକ ୨୮୫ କୋଟି ଟଙ୍କା ବାକି ରଖିଛି । ସେହିପରି ଯାଜପୁର ଜିଲ୍ଲାର ଏକ ଇସ୍ପାତ ଶିଳ୍ପ ୨୪୬ କୋଟି ବାକି ରଖିଥିବାବେଳେ ଅନ୍ୟ ଏକ ଇସ୍ପାତ କମ୍ପାନୀ ୮୫ କୋଟି ଟଙ୍କା […]

ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ ସାଙ୍ଗକୁ କୁହୁଡି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବା ନେଇ ପୂର୍ବାନୁମାନ କରିଛି ପାନିପାଗ ବିଭାଗ ।ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡ଼ା ଓ […]

ଫାୟାରିଙ୍ଗ ଅଭ୍ୟାସ ବେଳେ ବିସ୍ଫୋରଣରେ ଓଡ଼ିଆ ଯବାନ ସହିଦ୍

ଫାୟାରିଙ୍ଗ ଅଭ୍ୟାସ ବେଳେ ହଠାତ୍‌ ଟ୍ୟାଙ୍କରେ ବୋମା ବିସ୍ଫୋରଣ,ଜଣେ ଓଡ଼ିଆ ଯବାନ ସହିଦ୍ । କୋରାପୁଟ ଜିଲ୍ଲା ବୈପାରିଗୁଡା ଥାନା ବୋଡାଗୁଡା ଗାଁର ଯବାନ ଈଶ୍ବର ତଲିଆ ସହିଦ୍ ହୋଇଛନ୍ତି । ସେ ୨୦୧୧ ମସିହାରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ସମ୍ପ୍ରତି ଯବାନ ଈଶ୍ୱର ଜମ୍ମୁରେ ୪୬ ଆର୍ମୀ ଆରମୋଡ୍ ରେଜିମେଣ୍ଟରେ ଏଲ.ଡି ପଦବିରେ କାର୍ଯ୍ୟରତ ଥିଲେ।ଈଶ୍ଵର ତଲିଆ ସାଥୀ ଯବାନମାନଙ୍କ ସହିତ ଫାଇରିଙ୍ଗ ଅଭ୍ୟାସ ପାଇଁ ରାଜସ୍ଥାନର ଫକରନ୍ ପଠାଯାଇଥିଲା। ରାଜସ୍ଥାନର ଫକରନ୍ ରେଞ୍ଜରେ […]

ଦୁର୍ଦ୍ଦାନ୍ତ ମାଓବାଦୀ ହିଡ଼ମାର ଘର ଘର ଭାଙ୍ଗିଲେ ଗ୍ରାମବାସୀ ।

ଗତ ୪ ଦଶନ୍ଧି ଧରି ଲୋକଙ୍କ ମଧ୍ୟରେ ଆତଙ୍କ ଖେଳାଇଥିଲେ ଦୁର୍ଦ୍ଦାନ୍ତ ନକ୍ସଲ ହିଡ଼ମା ଓ ଦେବା । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସେମାନେ ଖେଳାଇଥିଲେ ଆତଙ୍କବାଦ । ଏପରିକି ଉଭୟ ସ୍ଥାନୀୟ ଅଞ୍ଚଳକୁ ନିଜ କବଜାରେ ରଖିବା ସହ ଲୋକଙ୍କୁ ଭୟଭୀତ ଓ ଆତଙ୍କିତ କରି ରଖିଥିଲେ।ନକ୍ସଲ ନେତା ହିଡ଼ମାକୁ ଛତିଶଗଡ଼ ସମେତ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ପୁଲିସ ଖୋଜୁଛି। ଛତିଶଗଡ଼ ପୁଲିସ ଲଗାତାର ନକ୍ସଲ ଦମନରେ ସଫଳତା ହାସଲ […]

କଟନିଛଟନି ବନ୍ଦ ନ ହେଲେ କାର୍ଯ୍ୟାନୁଷ୍ଠାନ : ଯୋଗାଣ ମନ୍ତ୍ରୀ

ଧାନମଣ୍ଡିରେ କଟନିଛଟନି ନେଇ ପ୍ରତିକ୍ରିୟା ରଖିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । କଟନିଛଟନି ବନ୍ଦ ନ ହେଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଧାନମଣ୍ଡିରେ ଚଳିବନି ଦଲାଲ ରାଜ । ଦଲାଲମାନଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ। ଯେଉଁ ଅଫିସର ଦଲାଲଙ୍କୁ ସହାୟତା କରିବେ, ତାଙ୍କ ଉପରେ ମଧ୍ୟ ହେବ କାର୍ଯ୍ୟାନୁଷ୍ଠାନ। ନୂଆପଡ଼ାରେ ଦଲାଲ ମାନଙ୍କୁ ସହଯୋଗ କରୁଥିବା ଜଣେ ଅଫିସରଙ୍କୁ ଗତକାଲି ନିଲମ୍ବିତ କରାଯାଇଛି । ଆଜି ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି, କଟନୀ ଛଟନି […]