ଓଡ଼ିଶା ସରକାର ଲୋକ ସେବା ଭବନରେ ନିକଟରେ ନିଯୁକ୍ତ ହୋଇଥିବା ୧୬ ଜଣ ଯୁଗ୍ମ ସଚିବ, ଆଇଏଏସ୍ ଅଫିସରମାନଙ୍କୁ ଅତିରିକ୍ତ ସଚିବ ପଦବୀକୁ ପଦୋନ୍ନତ କରିଛନ୍ତି।୨୦୧୪ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ଧରମ ହାଂସଦା, ରୀନା ମହାପାତ୍ର, ଲିଲି କୁମାରୀ କୁଲୁ, ଅରାଧନା ଦାସଙ୍କୁ ପଦୋନ୍ନତି ମିଳିଛି। ୨୦୧୫ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ନରହରି ସେଠୀ, ମଧୁମିତା ରଥ, ଦେବାଶିଷ ସିଂ, ପ୍ରତାପ ଚନ୍ଦ୍ର ହୋତା, ନିବେଦିତା ମିଶ୍ର, ରେଗା ଗୀତାରାଣୀ ପଟ୍ଟନାୟକ, ଅର୍ଚ୍ଚନା ଦାସ ପଟ୍ଟନାୟକ, ଅଞ୍ଜନା […]
ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳେବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ।ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ […]
ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ କୁକୁର ବନ୍ଧ୍ୟାକରଣ କାର୍ଯ୍ୟକ୍ରମ। ଏହି କ୍ରମରେ ବିଏମ୍ସି କାର୍ଯ୍ୟାଳୟରେ ବଏମ୍ସି ମେୟର କୁକୁର ଉଦ୍ଧାର ଗାଡ଼ିର ଶୁଭାରମ୍ଭ କରିଛନ୍ତି। । ପ୍ରାଥମିକ ପର୍ଯ୍ୟାୟରେ ମହାନଗର ନିଗମ ଅଞ୍ଚଳରେ ୨ଟି ଗାଡ଼ି ବୁଲିବ । ଏବେ ଭୁବନେଶ୍ବରରେ ୭୦ ହଜାରରୁ ଅଧିକ ବୁଲା କୁକୁର ରହିଛନ୍ତି । ପ୍ରତି ମାସରେ ପ୍ରାୟ ୨ ହଜାର ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରିବା ପାଇଁ ବ୍ୟବସ୍ଥା କରିଛି ବିଏମ୍ସି । ସେମାନଙ୍କୁ […]
ଓଡ଼ିଶାରେ ବିଜେପି ସରକାର ଏକାକୀ ସରକାର କରିବା ପରେ ଏବେ ଏକ ବର୍ଷ ପୁରା ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ପ୍ରଥମଥର ପାଇଁ ସରକାର କରିଥିବା ବେଳେ ସରକାର ବଡ ଧୁମଧାମରେ ଏକ ବର୍ଷ ପୃର୍ତ୍ତୀ ପାଳନ କରିବେ। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ଓ କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ବୃନ୍ଦ । ପ୍ରଧାନମନ୍ତ୍ରୀଙ୍କ […]
ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି। ଅନ୍ୟପକ୍ଷେ ଖୋଲିଲା ରାଜା ଚକ୍ର ଫାର୍ମ ହାଉସ୍ ଗୁମର । ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିଶାନ ଫାର୍ମହାଉସ୍ । ସିଲ୍ ପରେ ଆରମ୍ଭ ହେଲା ପ୍ରକ୍ରିୟା । ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ଫାର୍ମ […]
ସରକାରଙ୍କ OBC ସଂରକ୍ଷଣକୁ ନେଇ ସାମ୍ୱାଦିକ ସମ୍ମିଳନୀରେ କଟାକ୍ଷ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ଓଡ଼ିଶା ସରକାର ଓବିସିଙ୍କୁ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହା ଏକ ଧୋକା ଓ ପ୍ରବଞ୍ଚନା ।ବିଜେଡି ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ କରିବା ପାଇଁ ଜୋରଦାର୍ ଦାବି କରିଥିଲା। ହେଲେ ବିଜେପି ସରକାର ଏହାର ବିଶ୍ଳେଷଣ ନକରି ତରବରିଆ ନିଷ୍ପତ୍ତି ନେଇଛନ୍ତି। ଗ୍ରାଜୁଏସନ୍ ଓ ପିଜିରେ ସିଟ୍ ଖାଲି ପଡୁଛି। […]
ବାରିପଦା ପି ଆର୍ ଏମ୍ ମେଡିକାଲ୍ କଲେଜ୍ ହସ୍ପିଟାଲରେ ଚିକିତ୍ସାରେ ଅବହେଳାକୁ ନେଇ ଉତ୍ତେଜନା । ଶିଶୁ ବିଭାଗ ଡ୍ୟୁଟିରେ ଥିବା ନର୍ସମାନେ କୁନି କୁନି ପିଲାଙ୍କର ଠିକ୍ ଭାବେ ଚିକିତ୍ସା ନ କରିବା ଓ ଦୁର୍ବ୍ୟବହାର କରୁଥିବାର ଅଭିଯୋଗ ଆଣିଛନ୍ତି ଏକାଧିକ ଲୋକ । ସୂଚନା ଅନୁସାରେ ବାରିପଦା ଭୁଗୁଡ଼ାକଟା ଅଞ୍ଚଳର ଜଣେ ଦମ୍ପତି ନିଜ ୫ ବର୍ଷର ଶିଶୁ ନିଃଶ୍ୱାସ ନେବାରେ ଅସୁବିଧା ହୋଇ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ। ଶିଶୁଟି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଏକ ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ଠାରେ ଉଦଘାଟିତ ହୋଇଯାଇଛି। ଦୀର୍ଘ ୧୨ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଏହି ପ୍ରଶିକ୍ଷଣ ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରି ଚେସ ଖେଳ ମାନସିକ ତଥା ବୌଦ୍ଧିକ ବିକାଶରେ ସହାୟକ ହୋଇଥାଏ […]
ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା।ପ୍ରେମିକର ପ୍ରେମ ଆଗରେ ଫିକା ପଡ଼ିଗଲା ମାଆର ମମତା । ଦିନେ ରାସ୍ତାକଡ଼ରେ କାନ୍ଦୁଥିବା କୁନି ଝିଅକୁ ଉଠାଇ ଆଣି ପାଳିପୋଷି ବଡ଼ କରିଥିଲେ ରାଜଲକ୍ଷ୍ମୀ କର । କିନ୍ତୁ ସେହି ମାଆକୁ ହତ୍ୟା କରିବାକୁ ପଛାଇଲାନି ଅଷ୍ଟମ ଶ୍ରେଣୀରେ ପଢୁଥିବା ପାଳିତ ଝିଅ । ଏପ୍ରିଲ ୨୯ ତାରିଖରେ ମାଆର ଖାଦ୍ୟରେ ନିଶା ବଟିକା ଦେଇଥିଲା ନାବାଳିକା ଝିଅ । ଆଉ ମାଆ ଜଣକ ଅଚେତ […]
କିଛି ଦିନର ବ୍ୟବଧାନ ପରେ ପୁଣିଥରେ ବ୍ୟାପିବାରେ ଲାଗିଛି କୋଭିଡ-19 ଭାଇରସ୍ । ବ୍ଲୁମବର୍ଗ ରିପୋର୍ଟ କରିଛି ଯେ ଏସିଆର ଅନେକ ସ୍ଥାନରେ ଏକ ନୂତନ ଲହରୀ ବ୍ୟାପିବା ସହିତ ହଂକଂ ଏବଂ ସିଙ୍ଗାପୁରର ସ୍ୱାସ୍ଥ୍ୟ ଅଧିକାରୀମାନେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇବା ବିଷୟରେ ସତର୍କ କରାଇଛନ୍ତି ।ହଂକଂରେ ଏବେ କରୋନା ତାର ପ୍ରକୃତ ରଙ୍ଗ ଦେଖାଉଛି। କରୋନା ଭାଇରସ ମାମଲା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ସେଣ୍ଟର ଫର୍ ହେଲ୍ଥ ପ୍ରୋଟେକ୍ସନର ସଂକ୍ରାମକ ରୋଗ […]
ମୋଟାପଣ ବର୍ତ୍ତମାନ ସମୟରେ ସଭିଁଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ମୋଟାପଣ ବୃଦ୍ଧି କାରଣରୁ ଶରୀର ଉପରେ ଅନେକ ପ୍ରଭାବ ପକାଇବା ସହ ଶରୀରରେ ବିଭିନ୍ନ ରୋଗ ସୃଷ୍ଟି କରିଥାଏ । ତେବେ ଆପଣ ମଧ୍ୟ ଯଦି ମୋଟାପଣ କାରଣରୁ ଚିନ୍ତିତ କିଛି ଘରୋଇ ଉପାୟ ପ୍ରତି ଧ୍ୟାନ ଦିଅନ୍ତୁ । ଏହାଦ୍ୱାରା ମୋଟାପଣ କମ୍ ହେବାରେ ସହାୟକ ହୋଇଥାଏ ।ଧଳା ଚାଉଳର ଭାତ ନଖାଇ ମାଟିଆ ଚାଉଳର ଭାତ ଖାଇବା ଉଚିତ। ଏହାକୁ […]
ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଞ୍ଚଳର ଏକ ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ପ୍ରେମ ସମ୍ପର୍କକୁ ନେଇ ଦୁଇ ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ।ସୂଚନାଯୋଗ୍ୟ ଯେ, ଗାଁର ଜଣେ ଯୁବତୀ ଅନ୍ୟ ଗାଁରେ ବିବାହ କରିଥିଲେ । ସେ ତାଙ୍କ ବାପଘରକୁ ଆସିଥିଲେ । ବିବାହିତା ମହିଳାଙ୍କୁ ପ୍ରେମ କରୁଥିବା ପାଟଣାଗଡ ଅଞ୍ଚଳର ଜଣେ ଯୁବକ ମହିଳାଙ୍କୁ ଭେଟିବାକୁ ଆସିଥିଲେ । ଏହି ସମୟରେ ସମ୍ପୃକ୍ତ ଯୁବକ ଏବଂ ସାଙ୍ଗରେ ଆସିଥିବା […]
