୨୦୨୫ ରଥଯାତ୍ରା ପାଇଁ ଆଜିଠୁ ଚିହ୍ନଟ ହେବ ରଥ କାଠ

ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ମାଳ ମାହାର୍ଦ, ଶ୍ରୀଜୀଉଙ୍କ ଶ୍ରୀଅଙ୍ଗ ଲାଗି ଖଣ୍ଡୁଆପାଟ, ନୀଳଚକ୍ର ବାନା, ଶ୍ରୀଫଳ ଆଦି ନେଇ ଏକ ପ୍ରତିନିଧି ଦଳ ନୟାଗଡ଼ ଜିଲାର ବଡ଼ ରାଉଳ ଠାକୁରଙ୍କ ମନ୍ଦିର ଅଭିମୁଖେ ଯାତ୍ରା କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।ପରମ୍ପରା ଅନୁସାରେ ଗଣିଆ ବନାଞ୍ଚଳର ବଡ଼ମୂଳସ୍ଥିତ ବନଦେବୀ ବଡ଼ରାଉଳ ଠାକୁରାଣୀଙ୍କ […]

ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ସୁରେନ୍ଦ୍ର ଖୁଣ୍ଟିଆଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା, ଅଭିନେତା ତଥା ବିଶିଷ୍ଟ ଲେଖକ ଅଧ୍ୟାପକ ସୁରେନ୍ଦ୍ର କୁମାର ଖୁଣ୍ଟିଆ(୮୨)ଙ୍କ ପରଲୋକ ଘଟିଛି। କଟକ ଲିଙ୍କ୍ ରୋଡସ୍ଥିତ ସୂର୍ଯ୍ୟ ବିହାରରେ ମଙ୍ଗଳବାର ସକାଳ ୮ଟାରେ ତାଙ୍କର ଦେହାନ୍ତ ଘଟିଛି। ‘ଚିହ୍ନା ଅଚିହ୍ନା’ ଓ ‘ଦେଖ ଖବର ରଖ ନଜର’ ଆଦି ଫିଲ୍ମ ନିର୍ମାଣ କରିଥିଲେ ସୁରେନ୍ଦ୍ର ଖୁଣ୍ଟିଆ । ଏହା ସହ ସେ କେତେ ଗୁଡିଏ ଓଡିଆ ଚଳଚ୍ଚିତ୍ରରେ ମଧ୍ୟ ନିଚ୍ଛକ ଅଭିନୟ କରି ଦର୍ଶକଙ୍କ ମନ ଜିଣିଛନ୍ତି । ତାଙ୍କ ବିୟୋଗରେ […]

ଆରମ୍ଭ ହେଲା ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି

ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି କାମ । ରାଜ୍ୟ ସରକାରଙ୍କ ଏସ୍‌ଓପି ଅନୁଯାୟୀ‌ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରାଯାଇଛି । ଏଏସ୍‌ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକଙ୍କ ଅଧ୍ୟକ୍ଷତାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ରତ୍ନଭଣ୍ଡାର ମରାମତିର ପ୍ରଥମ ଦିନରେ ଲୁହା ଭାରା ବନ୍ଧା କାର୍ଯ୍ୟ କରାଯାଉଛି । ଏଥିପାଇଁ ୧୫ ଜଣ କର୍ମଚାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ନିୟୋଜିତ କରାଯାଇଛି ।‌ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ ହେବା […]

ଶିକାରୀଙ୍କୁ ଧରିବ ଏ ଆଇ କ୍ୟାମେରା।

ଶିକାରୀଙ୍କୁ ଧରିବ ଏ ଆଇ କ୍ୟାମେରା। ଶିକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଓ ଗତିବିଧିକୁ ନଜର ରଖିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ଆଣିଛି ଏଆଇ କ୍ୟାମେରା। ବର୍ତମାନ ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଓ ରାଉରକେଲାରେ କ୍ୟାମେରା ଲଗାଯାଇଛି। ହେଲେ ଖୁବ୍‌ ଶ୍ରୀଘ୍ର ଡେବ୍ରିଗଡ଼ ଓ ଅନ୍ୟ ଅଭୟାରଣ୍ୟରେ ସ୍ପାଏ କ୍ୟାମେରା ଲାଗିବ ବୋଲି ମନ୍ତ୍ରୀ ଖୁଣ୍ଟିଆ କହିଛନ୍ତି। ଏପରିକି ଜଙ୍ଗଲ ଦେଇ ଯାଇଥିବା ରେଳ ଲାଇନରେ ମଧ୍ୟ ଏଆଇ କ୍ୟାମେରା ଲାଗିବ।ଜଙ୍ଗଲ ଭିତରେ ଅସାମାଜିକ […]

ଥଣ୍ଡା ବୋତଲରେ ଦେଶୀ ମଦ ଚାଲାଣ

ଥଣ୍ଡା ବୋତଲରେ ଦେଶୀ ମଦ ଚାଲାଣ । ଏକ ଘରୋଇ ବସରୁ ବ୍ୟାପକ ଦେଶୀ ମଦ ଜବତ କରିଲା ଉଦଳା ପୋଲିସ । ଥଣ୍ଡା ବୋତଲରେ ଦେଶୀ ମଦ ଚାଲାଣ କରୁଥିବା ବେଳେ ପୋଲିସ ହାତରେ ୩ ଜଣ ବେପାରୀ ଧରାପଡ଼ିଛନ୍ତି । ଜେରା ପରେ ଖୋଲିଛି ପୁରା ମଦ ବେପାରର କାରନାମା ।୭୫ଟି ବୋତଲରୁ ୧୮୦ ଲିଟର ମଦ ଜବତ ହୋଇଛି । ସୋମବାର ବିଳମ୍ବିତ ରାତିରେ ଖୁଣ୍ଟାରୁ ଭୁବନେଶ୍ବର ଯାଉଥିବା ଘରୋଇ ବସ୍‌ ‘ରାଜାବାବୁ’ରେ […]

ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ିବା ପରେ କୁଲଡିହାମୁହାଁ ‘ଯମୁନା’

ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟ ଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍‌ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି। ତେବେ ଯମୁନା ରାଜ୍ୟ ଭିତରେ ଥିବାରୁ ବନ ବିଭାଗକୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ବାଘୁଣୀ ନଭେମ୍ବର ୧୪ରେ ଆସିଥିବା ଜିନ୍ନତ ଡିସେମ୍ବର ୮ରେ ଶିମିଳିପାଳରୁ ବାହାରି ଝାଡ଼ଖଣ୍ଡ ରାଜ୍ୟର ଚିଆବାନ୍ଧି, ମଚାପଢ଼ିଆ ଓ ରାଜାବସା ଜଙ୍ଗଲରେ […]

ଏମ୍ସରେ ଜୀବନ ହାରିଲେ ରୋଗୀ !

ଭୁବନେଶ୍ବର ଏମସ ହସ୍ପିଟାଲରେ ରୋଗୀ ଜୀବନ ହାରିଥିବା ଅଭିଯୋଗ ହୋଇଛି ।ଆଜି ସକାଳୁ ଅର୍ଥୋପେଡିକ୍ ଓ୍ବାର୍ଡରୁ ଜରେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଫ୍ୟାନରେ ଗାମୁଛା ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ମୃତକ ୭୦ ବର୍ଷୀୟ ଜଣେ ବୃଦ୍ଧ ହୋଇଥିବା ଜ​‌ଣାପଡିଛି। ଡିସେମ୍ବର ୫ରେ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି ହୋଇଥିଲେ । ତେବେ ବୃଦ୍ଧ ଜଣକ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ପୋଲିସ ମୃତଦେହ ଜବତ କରି ତଦନ୍ତ କରୁଛି ।ମୃତକଙ୍କ ଘର […]

ଭୁବନେଶ୍ଵର ନୁହେଁ ଦିଲ୍ଲୀ ସିବିଆଇରେ ହାଜର ହେବେ ବିଷ୍ଣୁପଦ !

ଦିଲ୍ଲୀରେ ହାଜର ହୋଇପାରନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । ଦିଲ୍ଲୀରେ ହାଜର ନେଇ ବିଷ୍ଣୁପଦ ଚିଠି ଲେଖିଥିବା ସୂଚନା ମିଳିଛି। ତଦନ୍ତରେ ସହଯୋଗ କରି ସେ ସମସ୍ତ ତଥ୍ୟ ରଖିବେ । ତେବେ ବ୍ରିଜ୍ ଆଣ୍ଡ ରୁଫ୍ ଲାଞ୍ଚ ଘଟଣାର ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ସିବିଆଇ ମାମଲାରେ ଜୋରଦାର କରୁଛି ଖୋଳତାଡ଼। ବ୍ରିଜ୍‌ ଆଣ୍ଡ ରୁଫ୍‌ ଅଧିକାରୀଙ୍କ ସହ ବିଷ୍ଣୁପଦ ସେଠୀଙ୍କ ସହ ଆଲୋଚନା ହୋଇଥିବା ଧୀରେ ଧୀରେ ସ୍ପଷ୍ଟ ହେଉଛି। ଏଠାରେ […]

ଗୁଜରାଟରେ ହତ୍ୟା, ବ୍ରହ୍ମପୁରରେ ଗିରଫ ।

ଗୁଜରାଟରେ ହତ୍ୟା କରି ବ୍ରହ୍ମପୁରରେ ଲୁଚିଥିବା ଅଭିଯୁକ୍ତକୁ ଗିରଫ କଲା ଗୁଜରାଟ ପାଣ୍ଡେଶର ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଶେରଗଡ଼ ଥାନା ଶୁଗୁଳିଆପଲ୍ଲୀ ଗାଁର ଡି.କେଶବ ପାତ୍ର । ସୂଚନା ଅନୁଯାୟୀ, ଗୁଜରାଟ ପାଣ୍ଡେଶରା ଥାନା ଅଞ୍ଚଳର ଅରବିନ୍ଦ ଯାଦବଙ୍କୁ ୨୦୨୨ ଜୁଲାଇ ୯ ତାରିଖରେ ଛୁରୀ ଭୁସି ହତ୍ୟା କରାଯାଇଥିଲା। ଗୁରୁତର ଅବସ୍ଥାରେ ଅରବିନ୍ଦଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇ ଥିବାବେଳେ ତା’ ପରଦିନ ଅରବିନ୍ଦଙ୍କ ମୃତ୍ୟୁ ଘଟିଥିଲା।ତେବେ ଅଭିଯୋଗ ଆଧାରରେ ଗୁଜରାଟ […]

ସାଧାରଣତନ୍ତ୍ର ଦିବସରେ ଗାନ୍ଧୀ ମାର୍ଗରେ ଗଡ଼ିବ ପ୍ରଜ୍ଞାପନ ମେଢ଼

ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ବେଳେ ଭୁବନେଶ୍ବରସ୍ଥିତ ଗାନ୍ଧୀ ମାର୍ଗରେ ପ୍ରଜ୍ଞାପନ ମେଢ଼ ଗଡ଼ିବ । ଏଥିରେ ରାଜ୍ୟର ଐତିହ୍ୟ, ପରମ୍ପରା, ଅସ୍ମିତା ଏବଂ ବିକାଶକୁ ନେଇ ଏହି ପ୍ରଜ୍ଞାପନ ମେଢ଼ଗୁଡ଼ିକ ପ୍ରଦର୍ଶିତ ହେବ । ପରେଡ୍‌ ପ୍ରଦର୍ଶନ ସହ ପ୍ରଜ୍ଞାପନ ମେଢ଼ ଉକ୍ତ ଉତ୍ସବର ସ୍ବତନ୍ତ୍ର ଆକର୍ଷଣ ହେବ ।ଆସନ୍ତା ୨୪ ତାରିଖ ସୁଦ୍ଧା ସଂପୃକ୍ତ ବିଭାଗଗୁଡ଼ିକ ସେମାନଙ୍କ ବିଷୟବସ୍ତୁ ସମ୍ପର୍କିତ ପ୍ରଜ୍ଞାପନ ମେଢ଼ର ସଂରଚନା ପ୍ରଦାନ କରିବେ । ଏହାକୁ ଯାଞ୍ଚ କରାଯାଇ […]

ଜାନୁଆରୀ ମାସରେ ଦୁଇଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସାରା ବିଶ୍ୱରୁ ୧୦ ହଜାର ପ୍ରବାସୀ ଭାରତୀୟ ଯୋଗ ଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏଥିସହିତ ଉତ୍କର୍ଷ ଓଡ଼ିଶା କନକ୍ଲେଭକୁ ମଧ୍ୟ ପ୍ରଧାନମନ୍ତ୍ରୀ ଆସିବେ।ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର […]

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା ।

୬୯ତମ ପୁଲିସ୍ ଡ୍ୟୁଟି ମିଟର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ଯେ ପ୍ରତି ଥାନାକୁ ୯ଟି ବାଇକ୍‌ ଦିଆଯିବ। ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦ ପୂରଣ କରାଯିବ। ସେହିପରି ୫ ହଜାର ଗୃହରକ୍ଷୀଙ୍କୁ ନିଯୁକ୍ତି କରାଯିବ। ୨୦୨୬ ସୁଦ୍ଧା ଓଡ଼ିଶା ମାଓ ମୁକ୍ତ ହେବା ନେଇ ସେ ଦୃଢ଼ୋକ୍ତ ପ୍ରକାଶ କରିଛନ୍ତି। କଟକ ପୋଲିସ ଡ୍ୟୁଟି ମିଟରେ ଯୋଗ ଦେବା ଅବସରରେ ଭର୍ଚୁଆଲ ମୋଡ୍‌ରେ ଉଦଘାଟନ କରିଛନ୍ତି। […]