ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୨ ହଜାର ୮୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୪୭୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୮୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୯ ,୪୭୦ ଟଙ୍କା ହୋଇଛି । ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ବଢିଥିବା ଦେଖିବାକୁ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧି କରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଏ ବର୍ଷର ଶେଷ ତଥା ଚତୁର୍ଥ ରାଷ୍ଟ୍ରୀୟଲୋକ ଅଦାଲତ ଆସନ୍ତା ୧୪ ଡିସେମ୍ବରରେ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହେବାକୁ ଯାଉଅଛି । ଏହି ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧିନ ମାମଲା ଯଥା ଦେୱାନୀ ଓ ଫୌଜଦାରୀ (ସାଲିସ ଯୋଗ୍ୟ) ମୋଟର ଦୁର୍ଘଟଣା […]
ସାଧାରଣତଃ ରାତ୍ରି ସମୟରେ ଏନଏଚରେ ବସ ଓ ଟ୍ରକ ଯାଉଥିବାର ଅନେକ ସମୟରେ ଦୃଷ୍ଟିଗୋଚର ହୋଇଥାଏ । ବସ ଟ୍ରକ ଡ୍ରାଇଭରମାନେ ନିଜର ଭାରି ଯାନରେ ସେମାନେ ଦୂରସ୍ଥାନକୁ ଯାତ୍ରା କରନ୍ତି ।ଯାତ୍ରାସମୟରେ ଅନେକ ଏଭଳି ଘଟଣା ସାମ୍ନାକୁ ଆସିଥାଏ, ଯାହା ସମସ୍ତଙ୍କୁ ଦୁଃଖିତ ମଧ୍ଯ କରେ । କାରଣ ଦୈନନ୍ଦିନ ଜୀବନରେ ଶୁଣିବାକୁ ମିଳେ ଯେ ବସ ବା ଟ୍ରକ ଡ୍ରାଇଭରଙ୍କ ନିଦ ଆସିବା କାରଣରୁ ଦୁର୍ଘଟଣାରେ ଏତେ ଜଣ ପ୍ରାଣ ହରାଇଛନ୍ତି । ଅକାଳରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୂତନ ଶିକ୍ଷାନୀତି-୨୦୨୦ ଏବଂ ଗୋଟିଏ ଦେଶ-ଗୋଟିଏ ଷ୍ଟୁଡେଣ୍ଟ ଆଇଡି ଯୋଜନା ଅଧୀନରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପିଲାଙ୍କ ସମସ୍ତ ତଥ୍ୟ ଗୋଟିଏ ନମ୍ବର ମାଧ୍ୟମରେ ପଞ୍ଜିକରଣ କରିବା ପାଇଁ ଆରମ୍ଭ କରିଛନ୍ତି ଆପାର କାର୍ଯ୍ୟକ୍ରମ। ଏଥିରେ ପ୍ରି-ପ୍ରାଇମେରୀରୁ ଆରମ୍ଭ କରି ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କ ତଥ୍ୟ ଆପାର ମାଧ୍ୟମରେ ପଞ୍ଜିକରଣ କରାଯାଉଛି। ଏହି କ୍ରମରେ ନୟାଗଡ଼ରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଆପାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲାର […]
ଭୁବନେଶ୍ବରରେ ଫେକ୍ କଲ୍ ସେଣ୍ଟର । କମିସନରେଟ ପୋଲିସ ହାତରେ ୪ ସାଇବର ଠକ । ଭୁବନେଶ୍ବରର ଆପାର୍ଟମେଣ୍ଟରେ ଖୋଲିଥିଲେ କଲ୍ ସେଣ୍ଟର । ୪ ଜଣଙ୍କୁ ହେପାଜତକୁ ନେଲା ପୋଲିସ । ଭୁବନେଶ୍ବର ଏୟାରଫିଲ୍ଡ ଥାନା ଅଞ୍ଚଳରେ ସାଇବର ସଇତାନଙ୍କ ଆଡ୍ଡାରେ ଚଢାଉ। କମିଶନରେଟ୍ ପୋଲିସ ପ୍ରେଷ୍ଟିଜ୍ ଆପାର୍ଟମେଣ୍ଟର ଫ୍ଲାଟ୍ ନମ୍ବର ୬୦୨ରେ ଚଢାଉ କରିଛି। ଚଢାଉ ବେଳେ ବିପୁଳ ସିମ୍ କାର୍ଡ, ପାସପୋର୍ଟ, ଆଇଫୋନ୍ ଓ ଲାପଟପ୍ ଜବତ ହୋଇଛି । ୪ ଜଣ […]
ଶ୍ରୀମନ୍ଦିରରେ ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକଙ୍କ ପାଇଁ ହେବ ୬ ଲାଇନ ବିଶିଷ୍ଟ ରାମ୍ପ ବ୍ୟବସ୍ଥା । ଏହାଦ୍ବାରା ଏହି ବର୍ଗର ଭକ୍ତ ସୁବିଧାରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ୬ ଲାଇନ ବିଶିଷ୍ଟ ରାମ୍ପ ବ୍ୟବସ୍ଥା ଦ୍ବାରା ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମଙ୍କ ପାଇଁ ସୁବିଧା ହେବ ଦର୍ଶନ ।ଏନେଇ ପରିଚାଳନା କମିଟି ଏବଂ ଛତିଶା ନିଯୋଗଙ୍କ ସୁପାରିଶ ଆଧାରରେ ଶ୍ରୀମନ୍ଦିର ନାଟାମଣ୍ଡପରେ ପ୍ରସ୍ତାବିତ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଓ […]
EPFO ସବସ୍କ୍ରାଇବର୍ସଙ୍କ ପାଇଁ ଖୁସି ଖବର । କର୍ମଚାରୀ ପ୍ରୋଭିଡେଣ୍ଟ ଫଣ୍ଡ ଅର୍ଗାନାଇଜେସନ୍ (ଇପିଏଫ୍ଓ) ଦେଶର ୭ କୋଟି PF ଗ୍ରାହକଙ୍କୁ ଏକ ବଡ ଉପହାର ଦେବାକୁ ଯାଉଛି । ଆସନ୍ତା ବର୍ଷ ୨୦୨୫ ମସିହାରେ PF ଆକାଉଣ୍ଟଧାରୀମାନେ ଏକ ବିଶେଷ ସୁବିଧା ପାଇ ପାରିବେ।ଇପିଏଫ୍ଓ ସଦସ୍ୟ ୨୦୨୫ ଜାନୁଆରୀରୁ ଏଟିଏମ୍ ମାଧ୍ୟମରେ ସେମାନଙ୍କ ଭବିଷ୍ୟନିଧି ପାଣ୍ଠି ପରିଚାଳନା କରିବାକୁ ସୁଯୋଗ ପାଇବେ ବୋଲି ଶ୍ରମ ସଚିବ ସୁମିତ୍ରା ଡାୱରା କହିଛନ୍ତି। ଇପିଏଫ୍ରୁ ଟଙ୍କା ଉଠାଣ କ୍ଷେତ୍ରରେ […]
ସୁନ୍ଦରଗଡରେ ପୁଣି ଘଟିଛି ଅମାନବୀୟ ଘଟଣା। ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ୮ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଥାନାରେ ଜିମା ଦେଇଛନ୍ତି ଉତ୍ତ୍ୟକ୍ତ ଲୋକ। ଏପରି ଘଟଣା ଘଟିଛି ସୁନ୍ଦରଗଡର ଟାଉନଥାନା ମିଶନରୋଡ ନିକଟରେ। ସୁନ୍ଦରଗଡ଼ରେ ଘଟିଥିବା ଏହି ଅଭାବନୀୟ ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସୂଚନା ଅନୁସାରେ ଟାଉନ ଥାନା ମିଶନ ରୋଡ ନିକଟ ଅଞ୍ଚଳର ଜଣକ ଘରେ ପଶି ଜଣେ ବଙ୍ଗାଳୀ ମିସ୍ତ୍ରୀ ଯୁବତୀଙ୍କୁ […]
ବେଙ୍ଗାଲୁରୁରେ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ମୃତ୍ୟୁ ଚର୍ଚ୍ଚା ଚାଲିଥିବା ବେଳେ ଏକ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ଛାଡ଼ପତ୍ର ଓ ଭରଣ ପୋଷଣ ପାଇଁ ୮ ସୂତ୍ରୀ ଫର୍ମୁଲା ନର୍ଦ୍ଧାରିତ କରିଛନ୍ତି ସୁପ୍ରିମକୋର୍ଟ । ଶାଶୂଘର ଲୋକଙ୍କ ଦ୍ୱାରା ମହିଳାମାନଙ୍କୁ ନିର୍ଯାତନାରୁ ରକ୍ଷା କରିବା ପାଇଁ ଉଦ୍ଦିଷ୍ଟ ଆଇନର ଅପବ୍ୟବହାର ବୃଦ୍ଧି ପାଉଥିବା ଦର୍ଶାଇ ସୁପ୍ରିମ୍କୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି।ସାଧାରଣରେ ଦେଖାଯାଇଛି ଯେ, ବୈବାହିକ ଜୀବନରେ କଳହ ଦେଖାଦେଲେ ଘରୋଇ ବିବାଦ ଅଭିଯୋଗରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ସଦର ମହକୁମାରୁ ଗଞ୍ଜାମ ଜିଲ୍ଲାକୁ ସଂଯୋଗ କରୁଥିବା ୨୧ନଂ ରାଜ୍ୟ ରାଜପଥର କୋଏନା ଢାବାଠାରୁ ଲେଙ୍କୁଡ଼ିପଡ଼ା ଛକ ପର୍ଯ୍ୟନ୍ତ ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ୧୧ନଂ ୱାର୍ଡ ମଧ୍ୟ ଦେଇ ଯାଇଥିବା ଏହି ରାଜ୍ୟ ରାଜପଥର ଅବସ୍ଥା ଏମିତି ହୋଇଛି ଯେ ବର୍ଷା ଦିନେ ପାଣିକାଦୁଅରେ ସହରବାସୀ ହନ୍ତସନ୍ତ ହେଉଥିବା ବେଳେ ଏବେ ଧୂଳିବାଲିରେ ଅତିଷ୍ଠ ହେଉଛନ୍ତି। ବର୍ଷା ଦିନେ ରାସ୍ତାରେ ୨ ଫୁଟ ଗାତ ହୋଇ ପାଣି ଜମିଥିବା […]
ସ୍ୱାଭାବିକ ହେଲା ୧୦୮ ଆମ୍ୱୁଲାନ୍ସ ସେବା । ଏନେଇ ଗୁରୁବାର ୧୦୮ କର୍ମଚାରୀ ମହାସଂଘ ସୂଚନା ଦେଇଛି । । କିଛିଦିନ ହେବ ରାଜରାସ୍ତାକୁ ଓହ୍ଲାଇଥିଲେ ଆମ୍ୱୁଲାନ୍ସ କର୍ମଚାରୀ । ଏନେଇ ରୋଗୀ ସେବା ପ୍ରଭାବିତ ହୋଇଛି । ସୂଚନା ଅନୁସାରେ ୧୦୮ ଆମ୍ବୁଲାନ୍ସ ପରିଚାଳନା କରୁଥିବା କମ୍ପାନୀ ସରକାରଙ୍କ ନିର୍ଦ୍ଧାରିତ ନିୟମ ଅନୁସାରେ ଦରମା ଦେଉଥିବା କର୍ମଚାରୀ ଅଭିଯୋଗ କରିଥିଲେ । ଏହାସହ ବିନା କାରଣରେ ଛଟେଇ କରାଯାଇଥିବା ୯୪ କର୍ମଚାରୀଙ୍କୁ ପୁନର୍ନିଯୁକ୍ତି, ଗ୍ରାଚୁଇଟି ସହ […]
କମିଶନରେଟ୍ ପୁଲିସ୍ ପକ୍ଷରୁ ଲୋକାର୍ପିତ ହେଲା ନୂତନ ସେବା। ଆଜି ଆୟୋଜିତ ହୋଇଥିବା ଏକ ସ୍ଵତନ୍ତ୍ର ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ୩୦ଟି ଆପାତକାଳୀନ ପ୍ରତିକ୍ରିୟା ସହାୟତା ପ୍ରଣାଳୀ (ଇଆରଏସଏସ୍) ଗାଡି ଉଦଘାଟନ କରିଛନ୍ତି।କଟକ ଓ ଭୁବନେଶ୍ବର କମିଶନରେଟ୍ ଅଞ୍ଚଳରେ ମିଳିବ ସୁବିଧା ।ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ ପୋଲିସ । ଏହି ଅବସରରେ ଗୃହରକ୍ଷୀ ପଦବୀ ବୃଦ୍ଧି ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗୃହରକ୍ଷୀ ନିଯୁକ୍ତି କଟକଣାକୁ ସରକାର ହଟାଇ […]
