ହୀରାକୁଦର ୧୪ ଫାଟକ ଦେଇ ଜଳ ନିଷ୍କାସନ

ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ଜଳସ୍ତର ୬୧୦ ଫୁଟ୍‌ରୁ ଅଧିକ ରହିଛି । ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୭୪ ହଜାରରୁ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୪୬ ହଜାର ୭୬୫ ଜଳ ନିଷ୍କାସିତ ହେଉଛି । ମୁଖ୍ୟବନ୍ଧରୁ ୨,୦୭,୯୫୬ କ୍ୟୁସେକ, ପାୱାର କେନାଲରେ ୩୫,୨୧୯ କ୍ୟୁସେକ, ଶିଳ୍ପ ବ୍ୟବହାର ପାଇଁ ୨୭୫ କ୍ୟୁସେକ ଏବଂ କେନାଲରେ ୩୪୬୮ କ୍ୟୁସେକ ଜଳ ନିଷ୍କାସନ କରାଯାଇଛି। ଖଇରମାଲ ଗଜ୍ ଷ୍ଟେସନରେ ୩,୪୫,୦୦୦ କ୍ୟୁସେକ୍ ଜଳ […]

ନବୀନଙ୍କ ଖାସ୍‌ ଅଫିସରଙ୍କୁ ମିଳିଲା ବଡ଼ ଦାୟିତ୍ୱ

ରାଜ୍ୟର ମୋହନ ମାଝିଙ୍କ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ଖାସ ଥିବା କିଛି ଓଏଏସ ଅଫିସରଙ୍କୁ ମଧ୍ୟ ଆଜିର ବଦଳିରେ ନୂଆ ଦାୟିତ୍ୱ ମିଳିଛି । ଗୋପବନ୍ଧୁ ପ୍ରାଶାସନିକ ଏକାଡେମୀର ଡେପୁଟି ଡିଜି ଭାବେ ଥିବା ଡା. ପ୍ରଦୀପ କୁମାର ମିଶ୍ରଙ୍କୁ ସାଧାରଣ ଉଦ୍ୟୋଗ ବିଭାଗ ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ବହୁଚର୍ଚ୍ଚିତ ଓଏଏସ୍‌ ଲାଲା ମନୋଜ କୁମାର ରାୟଙ୍କୁ […]

ଆଜିର ରାଶିଫଳ(୬ ଅଗଷ୍ଟ,୨୦୨୪)

ମେଷ: ଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା  ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ  ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ* *ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ […]

ଦ୍ଵିତୀୟ ଜିଲ୍ଲା ସ୍ତରୀୟ ଅକାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆଗାଁ_ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମହୀପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୨ୟ ଜିଲ୍ଲା ସ୍ତରୀୟ ହାକାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ଅଧ୍ୟକ୍ଷ ନିରଞ୍ଜନ ଦାସଙ୍କ ତତ୍ୱାବଧାନରେ ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।।ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ଭାବରେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ, ଡି.ଏସ.ଏସ ନୟାଗଡ଼ ଶରତ କୁମାର ସାହୁ ପ୍ରମୁଖ ଅତିଥିମାନେ ଉପସ୍ଥିତ ରହିଥିଲେ।ନାୟାଗଡ଼ ଜିଲ୍ଲା ରୁ ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀମାନେ ସ୍ଟଲ ନେଇ ଉପସ୍ଥିତ […]

ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀ ସଂଘର ପ୍ରତିଭା ସମ୍ମାନ ସମାରୋହ

ନୟାଗଡ଼, (ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ଇଟାମାଟି ପଞ୍ଚାୟତର ପ୍ରଫୁଲ ସାହୁ କଲ୍ୟାଣୀ ମଣ୍ଡପରେ ପଞ୍ଚାୟତସ୍ତରୀୟ ୫ମ ବାର୍ଷିକ ପ୍ରତିଷ୍ଠା ଦିବସ ସହ କୃତି ଛାତ୍ରଛାତ୍ରୀଙ୍କ ପ୍ରତିଭା ସମ୍ମାନ ସମାରୋହ ସଂଘର ସଭାପତି ପ୍ରହଲ୍ଲାଦ ଶାନ୍ତଙ୍କ ପୌରୋହିତରେ ଅନୁଷ୍ଠିତ ହୋଇଯାଇଛି । ଡଃ ସୁକାନ୍ତି ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଉପଦେଷ୍ଟା ପ୍ରମୋଦ କୁମାର ବିଶ୍ଵାଳ ଓଡିଆଙ୍କ ଅସ୍ମିତା ଉପରେ ଆଲୋକପାତ କରିବା ସହ ସରପଞ୍ଚ ସ୍ବପ୍ନେଶ୍ବରୀ ସେଠୀ ଶିକ୍ଷକଙ୍କ ଭୂମିକା ସହ ଛାତ୍ରଛାତ୍ରୀଙ୍କ […]

ଓଡ଼ିଶା ପୁଲିସ ଡିଜି (ଡିଜିପି) ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର।

ଓଡ଼ିଶା ପୁଲିସ ଡିଜି (ଡିଜିପି) ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଦୌଡ଼ିରେ ରହିଛନ୍ତି ୩ ବରିଷ୍ଠ ପୁଲିସ ଅଧିକାରୀ। ତେବେ ସୋମବାର ୩ ଆଇପିଏସଙ୍କୁ ଚିଠି ପଠାଯାଇଛି। ସେମାନଙ୍କୁ ନିଜ ବାୟୋଡାଟା ଦେବା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ୧୯୮୮ ବ୍ୟାଚ IPS ଏ.କେ ରାୟ, ୧୯୮୯ ବ୍ୟାଚ IPS ଏସ.ଏମ ନରୱାଣେ, ୧୯୯୦ ବ୍ୟାଚ IPS ୱାଇ.ବି ଖୁରାନିଆଙ୍କୁ ଚିଠି ପଠାଯାଇଛି। ଏହି ୩ଜଣ ବାୟୋଡାଟା ଦେବା ପରେ ଗୃହ ବିଭାଗ […]

ଓବିସିସିର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ରାଜପ୍ରସାଦ ଦେଖି ତାଜୁବ ଭିଜିଲାନ୍ସ । 

ଭିଜିଲାନ୍ସ ଜାଲରେ ପଡ଼ିଥିବା ଓଡ଼ିଶା ବ୍ରିଜ ଆଣ୍ଡ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କ ଅମାପ ସଂପତ୍ତି ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ଚଢ଼ାଉ ବେଳେ ବାବୁଙ୍କ ଘରୁ ପୁଳା ପୁଳା ସୁନା ମିଳିଛି । ସୁନା ହାର, ଚେନ, ଚୁଡ଼ି, ମୁଦି ଏମିତି କେତେ କଣ ଅଳଙ୍କାର ବାବୁଙ୍କ ଘରୁ ମିଳିଛି । ୨୫ରୁ ଅଧିକ ସୁନା ମୁଦି, ପାଖାପାଖି ୩୦ଟି ସୁନା ହାର ଏହାସହ ଅନ୍ୟ ଅଳଙ୍କାର ଜବତ କରିଛି ଭିଜିଲାନ୍ସ। […]

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ : ତା ୦୫/୦୮/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲା ପରିଷଦ ଶ୍ରୀ ନିହାର ରଞ୍ଜନ କହଁର, ଉପ ଜିଲ୍ଲାପାଳ, ରାୟଗଡ କଲ୍ୟାଣୀ […]

ରତ୍ନଭଣ୍ଡାରର ହେବ ଟେକ୍ନିକାଲ ସ୍କାନିଂ!

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବୈଠକ ଶେଷ ହୋଇଛି । ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ପରିଚାଳନା କମିଟି ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି ।ଟେକ୍ନିକାଲ ସ୍କାନିଙ୍ଗ […]

ପୁଣି କଥା କଟାକଟି ହେଲେ ବିଜେଡି ଓ ବିଜେପି ବିଧାୟକ ।

ପୁଣି ତେଜିଲା ବିଜେଡି-ବିଜେପି କଳି । ପୁଣି କଥା କଟାକଟି ହେଲେ ବିଜେଡି ଓ ବିଜେପି ବିଧାୟକ । ପ୍ରମିଳା କହିଛନ୍ତି, ସୁଭଦ୍ରା ଯୋଜନା କିଛି ସ୍କିମ ହୋଇନି । ଭାଜପା ଭୋଟ ନେବା ପାଇଁ ମିଛ ପ୍ରଚାର କରି ମହିଳାଙ୍କୁ ଶୋଷଣ କରିଛନ୍ତି। ଏମାନଙ୍କୁ ମହିଳା କ୍ଷମା ଦେବେନି। ଏ ସରକାର କେବଳ ବାଃ ବାଃ ନେବା ପାଇଁ ଚେଷ୍ଟା କରିଛନ୍ତି। ଲକ୍ଷପତି ଦିଦି କିଛି ସୃଷ୍ଟି କରିନାହାନ୍ତି ବୋଲି ପ୍ରମିଳା କହିଛନ୍ତି।ବିଜେପି କେବଳ ବାହାସ୍ଫୋଟ […]

ଶ୍ୱଶୁର କାଟିଲେ ବୋହୂର ନାକ ; ଘରୋଇ କଳିକୁ ନେଇ ଉନ୍ମତ୍ତକାଣ୍ଡ

ଉଗ୍ରରୂପ ନେଲା ପାରିବାରିକ କଳହ । ଫଳରେ ବୋହୂର ନାକ କାଟିଲା ଶ୍ୱଶୁର। ଘଟଣା ଘଟିଛି ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗ୍ରାମରେ । ଖବରପାଇ ଗୁରୁଡିଝାଟିଆ ପୋଲିସ ଘଟଣାର ଅଧିଙ୍କ ତଦନ୍ତ କରୁଛି। ସୂଚନା ମୁତାବକ, ଛୋଟପିଲାଙ୍କୁ ଖେଳକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଛି । ବୃଦ୍ଧ ଜଣକ ହେଉଛନ୍ତି ଅମର ନାୟକ । ତାଙ୍କ ନାତୁଣୀ ଅର୍ଥାତ ବୋହୂ ମୀନାର ନାୟକଙ୍କ ଝିଅ ଏକ ଧାରୁଆ ଛୁରି ଧରି ଖେଳୁଥିଲା । ଏହାକୁ […]

ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟ ନୋଟିସ୍ ।

ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରୁ ନୋଟିସ୍‌‌। ଆସନ୍ତା ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି।ନିର୍ବାଚନ ପୂର୍ବରୁ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ଆଣିଥିଲେ ବିଜେଡି ବିଧାୟିକା ପ୍ରାର୍ଥୀ ଦୀପାଳି ଦାସ ।ଖୁବ କମ୍ ବ୍ୟବଧାନ ଭୋଟରେ ଟଙ୍କଧର ଦୀପାଳୀଙ୍କଠାରୁ ଜିତିବା ପରେ ଇଭିଏମ୍ ଟ୍ୟାମ୍ପରିଙ୍ଗ ନେଇ ଅଭିଯୋଗ ଆଣିବା ସହ ପୁଣି ଭୋଟ କାଉଣ୍ଟିଙ୍ଗ କରିବାକୁ ଇଲେକ୍ସନ୍ କମିଶନଙ୍କୁ ନିବେଦନ କରିଥିଲେ ଦୀପାଳି ।