ଯାତ୍ରା ପେଣ୍ଡାଲରେ କଳାକାରଙ୍କ ଆଇନକୁ ଉଲଘଂନ । ଖୋଲା ମଞ୍ଚରେ ସାପ ଖେଳାଇବା ସହ ଜୀଅନ୍ତା ଘୁଷୁରି ଖାଇଲେ କଳାକାର ।ଜିଅନ୍ତା ଘୁଷୁରି ଲାଲ୍ କପଡ଼ାରେ ବାନ୍ଧି ଟଙ୍ଗା ହୋଇଛି । ତାହାକୁ ପ୍ରଥମେ ହାତରେ ମାରିମାରି ଆହତ କରିବା ପରେ ହାତରେ ହିଁ ତାର ଶରୀରର ଚମଡ଼ା ଝୁଣି କଞ୍ଚା ମାଂସ ଖାଇଥିଲେ । ଶରୀରରୁ ରକ୍ତ ବାହାରି ମଞ୍ଚ ଲାଲ୍ ହୋଇଯାଇଥିଲା । ତଥାପି କଳାକାର ଅଟକି ନ ଥିଲେ । ରକ୍ତାକ୍ତ ଘୁଷୁରିର […]
ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ୨୦୨୨ରୁ କଂସ ଭୂମିକା ତୁଲାଉଥିବା ହୃଷିକେଶ ଭୋଇଙ୍କୁ ଏଥର ବାଦ୍ ଦିଆଯାଇଥିଲା। ହୃଷିକେଶ ଭୋଇଙ୍କୁ ବାଦ୍ ଦିଆଯିବା ପାଇଁ ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ଆରମ୍ଭ ହୋଇଥିଲା ନୂଆ କଂସ ବାଛିବାର ପ୍ରକ୍ରିୟା। ୨୦୨୨ରେ ଅନୁଷ୍ଠିତ କଂସ ପ୍ରତିଯୋଗିତାରେ ଦ୍ୱିତୀୟରୁ ପଞ୍ଚମ ହୋଇଥିବା […]
ଡିସେମ୍ବର ୪ରେ ପୁରୀରେ ପାଳନ ହେବ ଭାରତୀୟ ନୌସେନା ଦିବସ । କୌଶଳ ଦେଖାଇବ ୧୫ ଯୁଦ୍ଧ ଜାହାଜ, ୪୦ ଏୟାରକ୍ରାଫ୍ଟ । ଦିଗବାରିଣୀ ଛକରୁ ବଳିଆପଣ୍ଡା ବେଳାଭୂମିରେ ସୋ ଦେଖିପାରିବେ ଲୋକ । ପ୍ରାୟ ୨୦ଟି ସାମରିକ କଳା ପ୍ରଦର୍ଶିତ ହେବ । ଆଜି ଓ କାଲି ଫୁଲ୍ ଡ୍ରେସ ରିହରସାଲ କରାଯିବ । ପୁରୀ ବେଳାଭୂମିରେ ଡ୍ରୋନ ଶୋ ପ୍ରଦର୍ଶନ କରାଯିବ । ଭାରତୀୟ ନୌସେନା ଦିବସ ପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି କରାଯାଇଛି […]
ପହଞ୍ଚିଲା ଆଳୁ ଟ୍ରକ, ଖସୁନି ଦର । ପୁଣି ଥରେ ୬୦ ପାର କରିଲା ରେଟ୍ । ଆଗକୁ ଆହୁରି ଦର ବଢିବା ସମ୍ଭାବନାରେ ଚିନ୍ତାରେ ଖାଉଟି । ଉତ୍ତରପ୍ରଦେଶରୁ ୩୦୦ ଆଳୁ ଟ୍ରକ ଆସି ପହଞ୍ଚିଛି । ୫ଦିନ ତଳେ ଆଳୁ କିଲୋ ୩୦ ଟଙ୍କା ଥିବା ବେଳେ ଏବେ ରହିଛି ୬୦ ଟଙ୍କା । ସେପଟେ ବ୍ୟବସାୟୀମାନେ କହିବା କଥା ହେଲା କଲିକତାରୁ ଆଳୁ ଆସିବା ବନ୍ଦ ହେବା ନେଇ ଆଳୁ ଦର ବୁଦ୍ଧି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ଦୁଇଦିନ ଧରି ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଛି। ଏଥିରେ ଜୁନିଅର ବିଭାଗରେ ଅମ୍ରିତ ପ୍ରଧାନ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଗତ ଦୁଇଦିନରେ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। ଜୁନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୧ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ଏବଂ ସିନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୨ଜଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମହର୍ଷି ବିଦ୍ୟାଳୟ ରୋଡ଼ସ୍ଥିତ ରାଜଶ୍ରୀ ମଣ୍ଡପ ଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ସାମ୍ବାଦିକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଜଗନ୍ନାଥ ଭଜନ ଗାନ କରି ଥିଲେ। ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ସାମ୍ବାଦିକ ଜୟେନ୍ଦ୍ର ବେହେରା କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ସାମ୍ବାଦିକ ପ୍ରଦୀପ୍ତ ରଥ ସ୍ୱାଗତ ଭାଷଣ […]
ବୌଦ୍ଧ ଆଦର୍ଶ ଥାନା ନାରାୟଣ ନଗରରେ ଘଟିଛି ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବାପାଙ୍କ ଟ୍ରାକ୍ଟର ତଳେ ଚାପି ହୋଇ ୩ ବର୍ଷ ଶିଶୁର ଜୀବନ ଚାଲିଯାଇଛି । ବୌଦ୍ଧ ନାରାୟଣ ନଗର ଅନୀଲ କର୍ଣଙ୍କ ପୁଅ ହେଉଛି ଆହ୍ୱାନ କର୍ଣ। ସୂଚନା ଅନୁସାରେ ବାପାଙ୍କ ଟ୍ରାକ୍ଟର ତଳେ ଚାପି ହୋଇ ୩ ବର୍ଷ ଶିଶୁ ପୁତ୍ରର ମୃତ୍ୟୁ ଘଟିଛି ।ଅନୀଲ କର୍ଣ୍ଣ ଟ୍ରାକ୍ଟର ଚଲାନ୍ତି। ସେ ଆଜି ଘର ପାଖରେ ତାଙ୍କ ଟ୍ରାକ୍ଟରକୁ […]
ଭାରତରେ ମୋଟ୍ ୩୮ ଜିଲ୍ଲାରେ ମାଓବାଦୀ ସକ୍ରିୟ ରହିଛନ୍ତି। ଏଥିରୁ ଓଡ଼ିଶାରେ ୭ ଜିଲ୍ଲାରେ ମାଓବାଦୀଙ୍କ ଗତିବିଧି ଜାରି ରହିଛି। ରାଜ୍ୟରେ ୬୦ରୁ ୭୦ ମାଓବାଦୀ ସକ୍ରିୟ ଅଛନ୍ତି। ଓଡ଼ିଶାରେ ନକ୍ସଲ ମୁଭମେଣ୍ଟର ନେତୃତ୍ୱ ନେଉଛନ୍ତି ଛତିଶଗଡ଼ ଓ ଆନ୍ଧ୍ର କ୍ୟାଡର।ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡିଶାକୁ ନକ୍ସଲ ମୁକ୍ତ ରାଜ୍ୟ କରିବାକୁ ଚାଲିଛି ପ୍ରୟାସ। ସୂଚନା ଦେଇଛନ୍ତି ବିଏସଏଫ ଆଇଜି ଚାରୁ ଧ୍ଵଜ ଅଗ୍ରୱାଲ । ବିଏସଏଫ୍ ରେ ବାର୍ଷିକ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦେଇଛନ୍ତି […]
ୟାଗଡ଼ରେ ଡାକ୍ତରଖାନାରୁ ପିଲା ଚୋରି ଅଭିଯୋଗକୁ ଖଣ୍ଡନ । ହସ୍ପିଟାଲରୁ ପିଲା ଚୋରି ହୋଇନଥିବା କହିଲେ ମେଡିକାଲ କର୍ତ୍ତୃପକ୍ଷ । ସିସିଟିଭି ଯାଞ୍ଚ ପରେ ଘଟଣାକୁ ଖଣ୍ଡନ କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ ଜଗଦୀଶ ଜେନା । ମେଡିକାଲକୁ ବଦନାମ କରିବା ପାଇଁ ଏଭଳି କରାଯାଇଥିବା ଅଭିଯୋଗ କରିଛନ୍ତି ।ଅଭିଯୋଗ ଆସିବା ପରେ ମେଡିକାଲ କର୍ତ୍ତୃପକ୍ଷ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହ ତଦନ୍ତ ଆରମ୍ଭ କରିଥିଲେ । ମହିଳା ଜଣଙ୍କ ଡାକ୍ତରଖାନା ଟିକେଟ […]
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ବର୍ତ୍ତମାନ ସୁଦ୍ଧା ଏହା କେତେ ଆଗେଇଛି, କ’ଣ ଡିପିଆର ଅଛି, କିଏ ମେଟ୍ରୋ ରେଳ ପ୍ରକଳ୍ପ କାମ ନେଇଛି, କେତୋଟି ଷ୍ଟେସନ ହେବ ଏବଂ ଏହାକୁ କିପରି ଡିଜାଇନ କରାଯିବ, ଏହାସହ କେବେ ସୁଦ୍ଧା କାର୍ଯ୍ୟ ସରିବ ଏବଂ ଏଥିପାଇଁ ବଜେଟ୍ କେତେ ରହିଛି ତାହା ଅନୁଧ୍ୟାନ କରିଛନ୍ତି ଭୁବନେଶ୍ୱର ସାଂସଦ । ୨୦୨୭ ଡିସେମ୍ବରରେ ପ୍ରଥମ ପର୍ଯ୍ୟାୟ […]
ଡିସେମ୍ବର ୪ରେ ନୌସେନା ଦିବସ । ଉତ୍ସବ ପାଳନ ପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ । ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା । ବ୍ଲାଙ୍କେଟ ସିକ୍ୟୁରିଟି ମଧ୍ୟରେ ରହିବ ଶ୍ରୀକ୍ଷେତ୍ର । ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । ରଣଭୂମି ପାଲଟି ଯାଇଛି ପୁରୀ ବେଳାଭୂମୀ । ଟ୍ୟାଙ୍କ ଗୁଡ଼ିକ ବେଳାଭୂମିରେ ଦେଖାଉଛନ୍ତି କୌଶଳ। ଯୁଦ୍ଧଭୂମି ଭଳି ଲାଗୁଛି ବେଳାଭୂମି । ଶୁଭୁଛି ଯୁଦ୍ଧପୋତର ଗର୍ଜନ । ଆକାଶରେ ପଇଁତରା ମାରୁଛି ଯୁଦ୍ଧ […]
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା ।ଡିସେମ୍ବର ପହିଲାରୁ ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏଣିକି ବର୍ଦ୍ଧିତ ଦରରେ ମିଳିବ ମଧ୍ୟାହ୍ନ ଭୋଜନ । ସେହିଭଳି ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି ହୋଇଛି […]
