ବାତ୍ୟା ‘ପେଙ୍ଗାଲ’ ଶନିବାର ଅପରାହ୍ନରେ ତାମିଲନାଡୁର ପୁଡୁଚେରୀଠାରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ କିଲୋମିଟର ରହିବ। ତେବେ ଏହା ପୂର୍ବରୁ ତାମିଲନାଡୁରେ ପୂର୍ବାହ୍ନ ସମୟରୁ ପ୍ରବଳ ବର୍ଷା ଏବଂ ପବନ ଆରମ୍ଭ ହୋଇଯାଇଛି। ଏବେ ପୁଡୁଚେରୀଠାରୁ ୧୮୦ ଓ ଚେନ୍ନାଇଠାରୁ ୧୯୦ କିଲୋମିଟର ଦୂରରେ ରହିଛି ବାତ୍ୟା ଫଙ୍ଗାଲ। ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ସମୁଦ୍ର କୂଳବର୍ତ୍ତୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଓଡ଼ିଶା ହାସ୍ୟ ବ୍ୟଙ୍ଗ ସାହିତ୍ୟର ଧୂରୀଣ ବ୍ୟଙ୍ଗକାର ସ୍ବର୍ଗତ ସରୋଜ କୁମାର ମିଶ୍ର (ଶ୍ରୀ ଚିତାକଟା )ଙ୍କ ବିୟୋଗରେ ଗତକାଲି ନୟାଗଡ଼ ନୀଳମାଧବ କଲ୍ୟାଣ ମଣ୍ଡପର ଯଦୁମଣି ସଭାଗୃହରେ ବ୍ୟଙ୍ଗ କଲମର ସମ୍ପାଦକ ରବୀନ୍ଦ୍ର ରାଉତଙ୍କ ଆବାହକତ୍ୱରେ ନୟାଗଡ଼ର ଏଗାର ଗୋଟି ସାହିତ୍ୟ ଓ ସାମାଜିକ ଅନୁଷ୍ଠାନ ଯଥା ବ୍ୟଙ୍ଗ କଲମ,ଜିଲ୍ଲା ଲେଖକ ପରିଷଦ, ପରମ୍ପରା, ତଥାସ୍ତୁ, ସେତୁବନ୍ଧ, ଆର୍ଟ ପଏଣ୍ଟ, କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ, ମା’ ଫାଉଣ୍ଡେସନ, ନାଟ୍ୟଧାରା, […]
ଓଡ଼ିଶାରେ ଆୟୋଜିତ ହେଉଛି ଡ଼ିଜି-ଆଇଜି ସମ୍ମିଳନୀ । ଆଉ ଏହାରି ଭିତରେ ଖଲିସ୍ଥାନୀ ଆତଙ୍କୀ ପନ୍ନୁର ଏକ ଅଡିଓ ସାମ୍ନାକୁ ଆସିଛି । ଯେଉଁଥିରେ ସେ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଉପରେ ଆକ୍ରମଣ କରିବା ନେଇ କହିବା ସହ, ଲୋକସେବା ଭବନ ଉପରେ ଯେଉଁ ବ୍ୟକ୍ତି ଖଲିସ୍ତାନୀ ପତାକା ଉଡାଇବ ତାକୁ 25 ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଛି । ଆଜି ସକାଳ ୯ ଟା ୪ମିନିଟ୍ସମୟରେ ଏହି ଧମକ ପୂର୍ଣ୍ଣ ଇ-ମେଲ୍ ବରିଷ୍ଠ […]
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଜୈବ ବିବିଧତା ଏବଂ ପ୍ରାକୃତିକ ସମ୍ପଦ ସଂରକ୍ଷଣ ବିଭାଗ ଡିନ୍ ପ୍ରଫେସର ଶରତ କୁମାର ପଳିତାଙ୍କ ନେତୃତ୍ୱରେ ହୋଇଥିବା ଗବେଷକଙ୍କୁ ସଫଳତା ମିଳିଛି। ପ୍ରଥମ ଥର ପାଇଁ ଦକ୍ଷିଣ ଓଡ଼ିଶାର ଇନ୍ଦ୍ରାବତୀ ନଦୀରୁ ଦୁଇଟି ମହାସିର୍ ପ୍ରଜାତିର ମାଛ (ଟର ଟର୍, ଟର ପୁଟିଟୋରା) ସନ୍ଧାନ କରିଛନ୍ତି ଗବେଷକ। ଏହି ଦୁଇଟି ନୂତନ ମହାସିର୍ ମାଛ ପ୍ରଜାତି ସାୟପ୍ରିନୟଡ ପରିବାର ଅନ୍ତର୍ଭୁକ୍ତ ତଥା ଏମାନେ ବଡ଼ ଶରୀର ବିଶିଷ୍ଟ ଓ ଏମାନଙ୍କର ଦେହର […]
ପଶ୍ଚିମବଙ୍ଗରେ ଅଟକି ରହିଛି ଓଡ଼ିଶାକୁ ଆସୁଥିବା ଆଳୁ ଗାଡ଼ି । ଗତ ଦୁଇଦିନ ବିତିଗଲାଣି ସେଠାରୁ ଆଳୁ ଆସିପାରିନି । ଏହାର ପ୍ରଭାବ ଏବେ ବଜାରରେ ପଡ଼ିଛି । ଭୁବନେଶ୍ୱର ଓ କଟକରେ ଆଳୁ ଦର କିଲୋଗ୍ରାମ ପିଛା ୪୦ ଛୁଇଁଛି । ଶୁକ୍ରବାର ରାଜଧାନୀର ୧ ନମ୍ବର ହାଟ ଏବଂ ଅନ୍ୟାନ୍ୟ ଛୋଟ ଦୋକାନରେ ଆଳୁ କିଲୋ ୪୦ଟଙ୍କାରେ ବିକ୍ରି ହେଉଥିଲା । ଗୋଟିଏପଟେ ଗୋଦାମରେ ଥିବା ଆଳୁ ଶେଷ ହେଉଥିବା ବେଳେ ପଶ୍ଚିମବଙ୍ଗରୁ ଆମଦାନୀ […]
ଡିଜି-ଆଇଜି ସମ୍ମିଳନୀରେ ଆଜି ୨ୟ ଦିନ । ଆଜିର ଏହି ସମ୍ମିଳନୀରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଥିପାଇଁ ପ୍ରଥମେ ସକାଳ ୮ଟା ୫ ମିନିଟରେ ଆଇପିଏସ୍ ମେସ୍ରୁ ବାହାରି ୮ ଟା ୧୫ରେ ସମ୍ମିଳନୀ କକ୍ଷରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ତାଙ୍କ ପରେ ୮ଟା ୨୦ରୁ ରାଜଭବନରୁ ବାହାରି ୮.୨୫ ମିନିଟରେ ଲୋକସେବା ଭବନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ସକାଳ ୮ […]
ଥେରୁବାଲି-୨୯/୨୧/2024 ଇମ୍ଫା ପାରିପାର୍ଶ୍ଵକ ଅଂଚଳର ୨୫ ଜଣ ମହିଳାଙ୍କୁ ସ୍ୱାବଲମ୍ବୀ ଓ ରୋଜଗାରକ୍ଷମ କରାଇବା ର ଲକ୍ଷ ନେଇ ଇମ୍ଫା ର ସାମାଜିକ ଦାୟିତ୍ୱ ବୋଧ କାର୍ଯ୍ୟ ନିର୍ବାହୀ ସଂସ୍ଥା ବଂଶୀଧର ଓ ଇଲାପଣ୍ଡା ଫାଉଣ୍ଡେସନ ତରଫରୁ ପରିଚାଳିତ ସିଲେଇ ତାଲିମ କେନ୍ଦ୍ରରେ ସିଲେଇ ତାଲିମର ପୁନଃ ପ୍ରଶିକ୍ଷଣ ଶୁଭାରମ୍ଭ ଗୋପବନ୍ଧୁ ନଗରସ୍ଥିତ ଇମ୍ଫା ଏମ୍ପ୍ଲୟୀଜ କ୍ଲବ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଅବସରରେ ବଂଶୀଧର ଓ ଇଲାପଣ୍ଡା ଫାଉଣ୍ଡେସନର ଉପ-ସଭାପତି ଶ୍ରୀମାନ ଧର୍ମେଶ ଗୋଏଲ ,ଇମ୍ଫା […]
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୧ ହଜାର ୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୮ ହଜାର ୧୧୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୧,୬୦୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮ ,୧୧୦ ଟଙ୍କା ହୋଇଛି ।ଘରୋଇ ବଜାରରେ ଟଙ୍କାର ମୂଲ୍ୟ ହ୍ରାସ ମଧ୍ୟ ସୁନା ଦର ବୃଦ୍ଧିର […]
କୋର୍ଟ ରୁମ୍ ଭିତରେ ପଶିଲା ମାଙ୍କଡ । ସିଧା ଯାଇ ଜଜ୍ଙ୍କ ପୋଡିୟମ ଉପରେ ବସିପଡିଲା । ମାଙ୍କଡକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ।୧୦ ମିନିଟ୍ ଏପଟସେପଟ ବୁଲିବା ପରେ ମନକୁ ମନ ବାହାରି ଯାଇଥିଲା ମାଙ୍କଡ । ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟର ଏ ଭିଜୁଆଲ ବେଶ ଭାଇରାଲ ହୋଇଛି । ହଠାତ ହନୁ ପଶି ଆସି ପୋଡିୟମ ଉପରେ ବସି ପଡିବାରୁ କିଛି ସମୟ ପାଇଁ କୋର୍ଟ କାର୍ଯ୍ୟ ଅଟକି ଯାଇଥିଲା […]
ଓଡ଼ିଶାରେ ଧରା ପଡ଼ିଲେ ଛତିଶଗଡ ମହିଳା ମାଓବାଦୀ। ଆନ୍ତି ମାଡବି ଓରଫ ଲାକେକୁ ଗିରଫ କରିଛି ମାଲକାନଗିରି ପୁଲିସ। ୯ ଟି ଗୁଳିବିନିମୟ ହିଂସାକାଣ୍ଡରେ ମାଷ୍ଟର ମାଇଣ୍ଡ ଥିଲା ମାଧବୀ । ଟପ୍ ମାଓ ନେତା ଉଦୟର ଅଙ୍ଗରକ୍ଷୀ ଟିମ୍ ରେ ନିୟୋଜିତ ଥିଲା ମାଧବୀ ଓରଫ୍ ଲାକେ । ୨୦୧୭ ମସିହାରେ ଲାଲବାହିନି ର ପ୍ଲାଟୁନ ନମ୍ବର ୧୨ ରେଯୋଗ ଦେଇଥିଲା ମାଧବୀ । ମାଧବୀ ନାମ ରେ ଆମ ରାଜ୍ୟ ପକ୍ଷରୁ ଦୁଇ ଲକ୍ଷ୍ୟ […]
ପିଏମ୍ ମୋଦୀ କହିଛନ୍ତି, ‘ଆଜିର କେନ୍ଦ୍ର ସରକାର ଓଡ଼ିଶାର ଗୌରବକୁ ପ୍ରାଥମିକତା ଦେଉଛନ୍ତି । ଚଳିତ ମାସରେ ବାଲିଯାତ୍ରାର ସଫଳ ଆୟୋଜନ ହୋଇଛି । ଡିଜିପି କନଫରେନ୍ସ ଆୟୋଜନ ପାଇଁ ମୁଁ ଏଠାକୁ ଆସିଛି । ଆମ ଦେଶରେ ଶହେ ବର୍ଷରୁ ଅଧିକ ଧରି ଡିଜିପି କନଫରେନ୍ସ ହେଇଆସୁଛି, କିନ୍ତୁ ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜନ ହେଉଛି । ଚାରି ଦିନ ପରେ ଓଡ଼ିଶାର ପୁରୀରେ ନୌସେନା ଦିବସ ପାଳନ କରାଯିବ । ପୁରୀରେ ନୌସେନା […]
ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି।ସେ କହିଛନ୍ତି, ଦିଲ୍ଲୀରେ ଓଡ଼ିଶା ପର୍ବରେ ୫ ଦିନ ପୂର୍ବେ ଭଲ ମସଲା ଚା ପିଇଥିଲି। ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି। ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି।ବିପକ୍ଷ ଦଳ ବିଜେପି ସରକାର ବିରୋଧରେ ଅପପ୍ରଚାର କରୁଛନ୍ତି ହେଲେ ଜନତା ବିଜେପି ସରକାରର କାମକୁ ଦେଖି ତାଙ୍କୁ […]
