ଛତିଶଗଡ଼ର ଏହି ସ୍ଥାନଟି ଦିନେ ଥିଲା ନକ୍ସଲଙ୍କ ଗଡ଼। ଜାଗାଟିର ନାଁ କାରେଗୁଟ୍ଟା ପାହାଡ଼। କିଛିଦିନ ତଳେ ବିଜାପୁରରେ ଅନୁଷ୍ଠିତ ନକ୍ସଲ ବିରୋଧୀ ଅଭିଯାନ ପରେ ନକ୍ସଲଙ୍କୁ ତଡ଼ି ଏବେ ଏ ପାହାଡ଼ଟିକୁ ସୁରକ୍ଷା କର୍ମୀ ଦଖଲ କରିଛନ୍ତି। ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସମାନ୍ତବର୍ତ୍ତୀ କାରେଗଟ୍ଟା ଜଙ୍ଗଲରେ ଯବାନଙ୍କ ୯ ଦିନ ପୁରିଛି। ଯବାନ କାରେଗଟ୍ଟାର ୧୫୦ କିଲୋମିଟର ପାହାଡ଼କୁ ନିଜ କବଜାକୁ ନେବାରେ ସଫଳ ହେଉଛନ୍ତି। ଏହି ଜଙ୍ଗଲର ୨ଟି ପାହାଡକୁ ଯବାନ ନିଜ […]
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ସଦରସ୍ଥ ଏସ୍ଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୨୦ ଫୁଟର ଅହିରାଜ ଉଦ୍ଧାର ହୋଇଛି । ଗଞ୍ଜାମ ଜିଲ୍ଲା ଚିକିଟିରୁ ସ୍ନେକ ହେଲ୍ପଲାଇନର ସଦସ୍ୟ ମାନେ ଆସି ତାକୁ ଉଦ୍ଧାର କରିଥିବା ଜଣାପଡିଛି । ଉଦ୍ଧାର ସାପକୁ ଜଙ୍ଗଲରେ ଛଡାଯାଇଛି । ତେବେ କିଛି ଦିନ ହେବ ବିଦ୍ୟାଳୟ ପରିସରରେ ସାପଟି ବୁଲାବୁଲି କରୁଲା । ଗତକାଲି ସନ୍ଧ୍ୟାରେ ବିଦ୍ୟାଳୟ ପରିସରରେ ଥିବା ଷଷ୍ଠ ଶ୍ରେଣୀ ଗୃହକୁ ସାପଟି ପଶି ଆସିଥିବା […]
ନୂଆଗାଁ – ନୂଆଗାଁ ଥାନା ପୋଲିସ ଗଞ୍ଜେଇ ସହ ଏକ କାର ଗାଡିକୁ ଜବତ କରିବା ସହିତ କାହାକୁ ଗିରଫ କରାଯାଇନାହିଁ l ସୂଚନା ଥlଉକି ଗତକାଲି ଏକ କାର ଗାଡି ନମ୍ୱର ଓ ଆର ୦୨ ବିସି ୪୨୭୭ ଦଶପଲ୍ଲା ରୁ ନୟାଗଡ ଅଭିମୁଖେ ଯାଉଥିବା ବେଳେ ଗାଡି ଡ଼୍ରାଇଭର ସହିତ ଗଞ୍ଜେଇ ବେପାରି ପାଟି ତୁଣ୍ଡ ହେଇଥିଲା l ଯାହା ଫଲରେ ଉଭୟ ଗାଡ଼ି ଛାଡି ପଳାଇ ଥିଲେ l ଖବର ପାଇ ନୂଆଗାଁ […]
ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ପରିସରରେ ସମସ୍ତ ଶିକ୍ଷକ ସଂଘ ,ସି ଆର୍ ସି ସି ,କାର୍ଯ୍ୟାଳୟ କର୍ମଚାରୀ ଙ୍କ ସହଯୋଗରେ ଅବସର କାଳୀନ ସଭା ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସଂଧ୍ୟାରାଣୀ ରାଉତ ,ସମ୍ମାନୀତ ଅତିଥି ଭାବେ ଏ ବି ଓ ଜ୍ୟୋତ୍ସ୍ନାରାଣୀ ସେଠୀ,ଜିଲ୍ଲା ପୋଗ୍ରାମର ସୁଦର୍ଶନ ସାହୁ ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା […]
ଅମୂଲ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି। ଗୁଜରାଟ କୋ-ଅପରେଟିଭ ମିଲ୍କ ମାର୍କେଟିଂ ଫେଡେରେସନ (ଜିସିଏମଏମଏଫ) ଘୋଷଣା କରିଛି ଯେ ମେ ୧, ୨୦୨୫ ଠାରୁ କ୍ଷୀରର ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି କରାଯିବ। ଏହି ନିଷ୍ପତ୍ତି ଦେଶରେ ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ଚାଷୀଙ୍କୁ ଉତ୍ପାଦନ ଖର୍ଚ୍ଚ ଅନୁଯାୟୀ ଉଚିତ ମୂଲ୍ୟ ପ୍ରଦାନ କରିବା ପାଇଁ ନିଆଯାଇଛି। ଏହି ବୃଦ୍ଧିରୁ ଅଧିକାଂଶ ଲାଭ କୃଷକଙ୍କୁ ପ୍ରଦାନ କରାଯିବ, ଯାହା ଦେଶର କ୍ଷୀର ଉତ୍ପାଦନ ବ୍ୟବସ୍ଥାକୁ […]
ରାଜଧାନୀରେ ପହଲଗାମ ଘଟଣା ନେଇ ବିରୋଧ। ପାକିସ୍ତାନକୁ ଜୋରଦାର ବିରୋଧ କରିଛନ୍ତି କିଛି ସଂଗଠନ। ଏନେଇ ରାସ୍ତା ଉପରେ ପାକିସ୍ତାନୀ ପତାକା ଆଙ୍କି ତା ଉପରେ ଚାଲିବା ପାଇଁ ପ୍ରୟାସ କରିଛନ୍ତି । ବିଭିନ୍ନ ଜାଗାରେ ଏଭଳି ପତାକା ରାସ୍ତାରେ ପ୍ରଦର୍ଶନ ପରେ ପୋଲିସ ଏସବୁ ପତାକାକୁ କଳାରଙ୍ଗ ମାରି ଲିଭାଇବା ପାଇଁ କରିଛି ପ୍ରୟାସ।କାଶ୍ମୀର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଭାରତୀୟଙ୍କ ମୃତ୍ୟୁ ପରେ ଦେଶରେ ଏକ ପ୍ରକାର କ୍ଷୋଭର ମାହୋଲ ଦେଖା ଦେଇଛି । […]
ପବିତ୍ର ଅକ୍ଷୟ ତୃତୀୟା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏହି ପବିତ୍ର ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଥିବାବେଳେ, ଚନ୍ଦନ ଯାତ୍ରା ମଧ୍ୟ ଆରମ୍ଭ ହୋଇଛି। ବୁଧବାର ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ତିନିବାଡ଼ର ପୂଜାପଣ୍ଡା ସେବାୟତମାନେ ବିରାଟ ଶୋଭାଯାତ୍ରାରେ ବାହାରି ଶ୍ରୀମନ୍ଦିର କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ। ସେଠାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରାଯାଇଥିଲା। ପୁରୀ ଏସ୍ପି କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମହାପ୍ରଭୁଙ୍କ ରଥକାଠ ଅନୁକୂଳ ହୋଇଛି। ମହାପ୍ରଭୁଙ୍କ […]
ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା ଏପ୍ରିଲ ୨୭, ୨୦୨୫ରେ ଅନୁଷ୍ଠିତ ଆନ୍ଥ୍ରୋପୋଲୋଜି ପେପର-୧ ଓ ପେପର-୨ରେ ସାମ୍ନାକୁ ଆସିଥିବା ତ୍ରୁଟିକୁ ସମାଧାନ କରିବା ପାଇଁ ନିଆଯାଇଛି। ପରୀକ୍ଷାର ସମୟ ଓ ସ୍ଥାନ ସମ୍ପର୍କିତ ବିସ୍ତୃତ ତଥ୍ୟ ଓପିଏସ୍ସିର […]
ରାୟଗଡ଼ା / ଗୁଣପୁର ତା:୩୦.୦୪.୨୦୨୫ରିଖ ଦିନ ।ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାୟଗଡ଼ା ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ଉତ୍ସବ ଗୁଣପୁରସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଓଡ଼ିଶା ସରକାରଙ୍କ ମାନ୍ୟବର ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟା ଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମୁଖ୍ୟ ଅତିଥିଙ୍କ କର କମଳରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥା ଏକ ଯଥାର୍ଥ ପଦକ୍ଷେପ। ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ଆଜି ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ନୟାଗଡ଼ ବ୍ଲକ ଅନ୍ତର୍ଗତ ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥଶ୍ରେଣୀ କର୍ମଚାରୀ ବଳଭଦ୍ର ପ୍ରଧାନଙ୍କୁ […]
ଛାତ୍ରୀଛାତ୍ର ଅଧାରୁ ପାଠ ଛାଡ଼ିବା ନେଇ ବୁଧବାରଠୁ ସର୍ଭେ ଆରମ୍ଭ ହୋଇଛି। ଏହି ସର୍ଭେ ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ହେବ। ଘରକୁ ଘର ବୁଲି ସର୍ଭେ କରିବେ ଶିକ୍ଷକ, ଶିକ୍ଷୟିତ୍ରୀ। ଶୂନରୁ ୧୮ ବର୍ଷର ପିଲାଙ୍କ ତଥ୍ୟ ସଂଗ୍ରହ କରାଯିବ ।ଆଦୌ ସ୍କୁଲ ମାଟି ମାଡ଼ି ନଥିବା ପିଲାଙ୍କୁ ଗୁରୁତ୍ବ ଦିଆଯିବ। ଯଦି ସ୍କୁଲ ଯାଇ ଅଧାରୁ ପାଠପଢ଼ା ଛାଡ଼ିଥାନ୍ତି ତାହା ହେଲେ କେଉଁ ବିଦ୍ୟାଳୟରେ ପଢୁଥିଲେ ତାହା ମଧ୍ୟ ଉଲ୍ଲେଖ କରିବେ। କେଉଁ କାରଣ […]
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ୫୨ତମ ପ୍ରଧାନ ବିଚାରପତି (CJI) ଭାବେ ନିଯୁକ୍ତି ପାଇଁ ଅନୁମୋଦନ କରିଛନ୍ତି। ଜଷ୍ଟିସ ଗଭାଇ ଆସନ୍ତା ମେ ୧୪, ୨୦୨୫ରେ ଶପଥ ଗ୍ରହଣ କରିବେ, ଯିଏକି ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ ଅବସର (ମେ ୧୩, ୨୦୨୫) ପରେ ଏହି ପଦବୀ ଗ୍ରହଣ କରିବେ।ଅପରପକ୍ଷରେ ଜଷ୍ଟିସ୍ ଗଭାଇ ପ୍ରାୟ ଛଅ ମାସ ପାଇଁ ଭାରତର ପ୍ରଧାନ ବିଚାରପତି […]
