ରାଜଧାନୀ ଭୁବନେଶ୍ବରରେ ତ୍ରିକୋଣୀୟ ପ୍ରେମରୁ ତୁମୁଳକାଣ୍ଡ । କାର୍ ଭିତରେ ବନ୍ଧୁକ ଦେଖାଇ ଜଣେ ଯୁବତୀଙ୍କୁ ଧମକ ଦେଉଛି ଦୁର୍ବୁତ୍ତ । ତ୍ରିକୋଣୀୟ ପ୍ରେମକୁ ନେଇ ଦୁର୍ବୁତ୍ତ ଜଣଙ୍କ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଧମକ ଦେଉଛନ୍ତି । ସାଙ୍ଗରେ ନରହିଲେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି । ଅନ୍ୟ ଯୁବକ ସହ ବୁଲିଲେ ୨୪ ଘଣ୍ଟାରେ ମାରିଦେବ ବୋଲି କହୁଛି ଦୁର୍ବୁତ୍ତ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଗଜପତି ଜିଲ୍ଲା […]
ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ ପାତ୍ର ଗଣନା ହେବ। ଆଉ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା।ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ […]
ଭାରତ ସରକାର ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓର ସମସ୍ତ ୱେବ୍ସାଇଟ୍କୁ ନିଷେଧ କରିଛନ୍ତି । ସୁପ୍ରିମ୍କୋର୍ଟ ଏ ବିଷୟରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦେଶରେ ଶିଶୁ ସମ୍ପର୍କିତ ଅଶ୍ଳୀଳ ଫଟୋ ଓ ଭିଡିଓକୁ ଦେଖିବା, ଇଣ୍ଟରନେଟ୍ରୁ ଡାଉନ୍ଲୋଡ୍ କରିବା ଏପରିକି ନିଜ ଫୋନ୍ରେ ରଖିବା ମଧ୍ୟ ସଙ୍ଗିନ ଅପରାଧ ବୋଲି କହିଛନ୍ତି । ଇଣ୍ଟରନେଟ୍ରେ କିଏ ଏହାକୁ ଦେଖୁଛି, କିଏ ଭିଡିଓ ଅପ୍ଲୋଡ୍ କରୁଛି, କିଏ ଡାଉନ୍ଲୋଡ୍ କରୁଛି, […]
ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୫୯ ହଜାର ୯୭୬ ମେଟ୍ରିକ ଟନ୍ ଧାନ ମିଲର୍ସ ଉଠାଇଛନ୍ତି। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର। ଗତକାଲି ମିଲର୍ସଙ୍କ ସହ […]
ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କଲା କ୍ରିକେଟର ପ୍ରଶାସକ ସଂସ୍ଥା ICC । ବାଂଲାଦେଶ ICC କୁ ଭାରତରୁ T20 ବିଶ୍ୱକପ୍ ମ୍ୟାଚ୍ ସ୍ଥାନାନ୍ତର କରିବାକୁ ଅନୁରୋଧ କରିଥିଲା । ଟି-୨୦ ବିଶ୍ୱକପ୍ ପାଇଁ ସ୍ଥାନ ପରିବର୍ତ୍ତନ କରିବା ପାଇଁ ବାଂଲାଦେଶର ଅନୁରୋଧକୁ ଆଇସିସି ପ୍ରତ୍ୟାଖ୍ୟାନ କରିଛି | ଆଇସିସି ସ୍ପଷ୍ଟ ଭାବରେ କହିଛି ଯେ, ବାଂଲାଦେଶକୁ ବିଶ୍ୱକପ୍ ଖେଳିବା ପାଇଁ ଭାରତ ଯାତ୍ରା କରିବାକୁ ପଡିବ । ବାଂଲାଦେଶ ନ ଖେଳିଲେ ପଏଣ୍ଟ ହରାଇବାକୁ ପଡିବ । […]
ବ୍ରହ୍ମପୁର ବଡ଼ଡାକ୍ତରଖାନାରେ ଅସ୍ତ୍ରୋପଚାର ସମୟରେ ବିଦ୍ୟୁତ ଚାଲିଯିବା କାରଣରୁ ଅନ୍ଧାରରେ ରୋଗୀ ସେବା କରାଯାଇଥିବା ଦେଖିବାକୁ ମିଳିଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ରେଫରାଲ ହସପିଟାଲ୍ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପ୍ରତିଦିନ କିଛି ନା କିଛି ସମସ୍ୟା ଲାଗି ରହୁଛି। ମଙ୍ଗଳବାର ଅପରେସନ ପାଇଁ ଡାକ୍ତରମାନେ ତାରିଖ ଦେଇଥିଲେ। ମଙ୍ଗଳବାର ସକାଳୁ ଅପରେସନ ପାଇଁ ତାଙ୍କୁ ଅପରେସନ ଗୃହକୁ ନିଆଯାଇଥିଲା । ହେଲେ ଅପରେସନ ଚାଲୁଥିବା ବେଳେ ଏମକେସିଜିରେ ବିଦ୍ୟୁତ କାଟ ହୋଇଥିଲା। ଏହାପରେ ସର୍ଜରୀ କୋଠାକୁ ଜେନେରେଟରରୁ […]
ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ପାଇଁ ଭିତରକନିକା ବନ୍ଦ ନିଷ୍ପତ୍ତି ନିଆଯାଇଛି। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବ। ସେହିପରି ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ମହାନଦୀ ସାତକୋଶିଆ ଗଣ୍ଡରେ କେତେ ଅଛନ୍ତି କୁମ୍ଭୀର, ଚାଲିଛି ଗଣନା । ୩ ଦିନ ଧରି ଚାଲିବ ଗଣନା କାର୍ଯ୍ୟ । ଏଥିପାଇଁ ସାତକୋଶିଆ […]
ଜାଡ଼ରେ ଥରୁଛି ସାରା ଓଡ଼ିଶା । ସବୁଠି ପାରଦ ତଳମୁହାଁ । ଝାରସୁଗୁଡ଼ାରେ ୭୨ ବର୍ଷର ରେକର୍ଡ ଭାଙ୍ଗିଛି ଶୀତ ।ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ଓ ବାଲେଶ୍ୱରରେ ୫.୬ ଡିଗ୍ରୀ ରହିଛି ତାପମାତ୍ରା। ସେହିପରି କେନ୍ଦୁଝର ୬.୪, ଚାନ୍ଦବାଲି ୫.୬ ଓ ପାରାଦୀପରେ ୬.୨ ଡିଗ୍ରୀ ରହିଛି ତାପମାତ୍ରା।ଆହୁରି ୩ ଦିନ ରାଜ୍ୟରେ କଲବଲ କରିବ ଶୀତ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ଆକଳନ କରିଛି ପାଣିପାଗ ବିଭାଗ । ଖାଲି ଶୀତ […]
ରାଜ୍ୟରେ ଡାକ୍ତର ସଂଘ(ଓମ୍ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍ମା) ଲାଗୁ କରାଯାଇଛି।ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିବ । ପୂର୍ବ ଭଳି ଦୁଇ ଘଣ୍ଟା ଓପିଡି ବନ୍ଦ କରିବେ ଡାକ୍ତର । ସରକାରଙ୍କ ଏସମାଙ୍କୁ ବେଖାତିର । ଓଡ଼ିଶା ସରକାର ଏସମା ଲଗାଇବା ପରେ ଡାକ୍ତର ସଂଘ ତୁରନ୍ତ ଅନଲାଇନ ଜରୁରୀ ବୈଠକ ଡାକି ଥିଲା । ଆନ୍ଦୋଳନ ଜାରି […]
ରାୟଗଡ ଚଇତି ୨୦୨୫ ବହୁ ଆଡମ୍ବରରେ ପାଳିତ ହୋଇଯାଇଥିବା ବେଳେ ଆଜି ପ୍ରସେସନ କମିଟି ରେ ସାମିଲ ଥିବା ଅନୁଷ୍ଠାନ ମାନଂକୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ମାନିତ କରାଯାଇଛି lପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଆଶୁତୋଷ କୁଲକରଣୀ ଙ୍କ ନିର୍ଧେଶ କ୍ରମେ ଆଜି ରାୟଗଡ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ତତ୍ୱାବଧନରେ ପୌର ସମ୍ମିଳନୀ କକ୍ଷରେ ଏକ ସମ୍ମାନିତ ସଭା ଅନୁଷ୍ଠିତ ହୋଇଯାଇଥିଲା l ସେଥିରେ ମୁଖ୍ୟ ଅତିଥି ଭାବେ ଶ୍ରୀ ନବୀନ ଚନ୍ଦ୍ର ନାୟକ , […]
ପୁଣି ଫେରିଲା ଶୀତ ଲହରି । ଟ୍ବିନ୍ ସିଟିଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ପାରଦ ତଳମୁହାଁ । ରାଜଧାନୀ ଭୁବନେଶ୍ବର ତୁଳନାରେ କଟକରେ ଅନୁଭୂତ ହୋଇଛି ପ୍ରବଳ ଥଣ୍ଡା । ତେବେ ଶୀତରେ ୭୨ ବର୍ଷର ରେକର୍ଡ ଭାଙ୍ଗିଲା ଝାରସୁଗୁଡ଼ା ରାତି ତାପମାତ୍ରା । ଝାରସୁଗୁଡ଼ାରେ ୫.୧ ଡିଗ୍ରୀ ରାତି ତାପମାତ୍ରା ୭୨ ବର୍ଷରେ ସବୁଠୁ କମ୍ । ୧୯୫୩ରୁ ରେକର୍ଡ ହୋଇଥିଲେ ବି କେବେ ଏତେ ତଳକୁ ଯାଇ ନଥିଲା ପାରଦ। ।ଅନ୍ୟପଟେ ବଙ୍ଗୋପସାଗରରେ […]
ଡାକ୍ତରୀ ଆନ୍ଦୋଳନ ଉପରେ ଲାଗିଲା ରୋକ । ରାଜ୍ୟରେ ଏସମା ଲାଗୁ କଲେ ସରକାର । ସରକାରୀ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଜାରି ରହିଥିବା ଆନ୍ଦୋଳନକୁ ଦୃଷ୍ଟିରେ ରଖି ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ବିଭିନ୍ନ ଦାବି ନେଇ ଡାକ୍ତର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଡାକ୍ତରମାନେ ଓପିଡି ସେବା ୨ ଘଣ୍ଟା ପାଇଁ ବନ୍ଦ କରିଛନ୍ତି। ଫଳରେ ରୋଗୀମାନେ ହଇରାଣ ହେଉଛନ୍ତି।୬ ମାସ ଯାଏଁ ଧର୍ମଘଟ ସରକାର ମନା କରଛନ୍ତି । ରାଜ୍ୟରେ ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସେବାରେ […]
