ବାଂଲାଦେଶରୁ ଜଣେ ନାବାଳିକାଙ୍କୁ ଓଡ଼ିଶା ଆଣି ଦେହ ବ୍ୟବସାୟରେ ଲଗାଇଥିବା ଅଭିଯୋଗରେ ଦମ୍ପତ୍ତିଙ୍କୁ ଗିରଫ କରିଛି ମଧୁପାଟଣା ପୋଲିସ । ଅଭିଯୁକ୍ତ ଦୁହେଁ ହେଲେ କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ଅଞ୍ଚଳରେ ରହୁଥିବା ରାଜସ୍ଥାନର ୫୫ ବର୍ଷିୟ ବୀରା ଗୁଜ୍ଜର ଚୌଧୁରୀ ଓ ତାଙ୍କ ପତ୍ନୀ ୩୬ ବର୍ଷୀୟ ଯସ୍ମିନ୍ । ନାବାଳିକାକୁ ଦେହ ବ୍ୟବସାୟରେ ଲିପ୍ତ କରାଉଥିବା ନେଇ ଉଭୟ ପୋଲିସ ଆଗରେ ସତ ମାନିଛନ୍ତି । ସେମାନଙ୍କ ମୋବାଇଲ ଓ କଲ ରେକର୍ଡରୁ […]
ଏନକ୍ଲୋଜରରୁ ମୁକ୍ତ ହେଲା ଦ୍ୱିତୀୟ ବାଘୁଣୀ ଜୀନତ୍। ମୁକ୍ତ ହୋଇ ଶିମିଳିପାଳର କୋର୍ ଏରିଆରେ ଛଡାଯାଇଛି । ରବିବାର ରାତି ପ୍ରାୟ ୯.୩୦ ରେ ଏନ୍ କ୍ଲୋଜରରୁ ବାହାରି ଜଙ୍ଗଲକୁ ଯାଇଛି ଜୀନତ୍ । ମୁକ୍ତ ହେବାପରେ ଜଙ୍ଗଲରେ ବିଶ୍ରାମ କରୁଛି ବୋଲି ସୂଚନା ଦିଆଯାଇଛି । ଗତ ୧୩ ତାରିଖରେ ମହାରାଷ୍ଟ୍ରରର ତଡବା ଜଙ୍ଗଲରେ ‘ଜିନତ୍’କୁ ଟ୍ରାଙ୍କୁଲାଇଜର କରାଯିବା ପରେ ଏକ ସ୍ୱତନ୍ତ୍ର ଗାଡିରେ ରାଇପୁର, ସମ୍ବଲପୁର ଏବଂ ଯଶିପୁର ବାଟ ଦେଇ ଶିମିଳିପାଳକୁ ଅଣା […]
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି। ସେଥିପାଇଁ ୪ ଘଣ୍ଟା ଲାଗି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପହର ଧୂପ ସରିବା ପରେ […]
ନୃସିଂହନାଥ ଠାରେ ଅନୁଷ୍ଠିତ ହେବାକୁ ଥିବା ୧୩ତମ ମହାସଭା କୁ ପୂର୍ଣ୍ଣ ସମର୍ଥନ କରିବା ସହ ମହାସଭା ର ସମସ୍ତ କାର୍ଯ୍ୟାବଳୀ କୁ ଡିଜିଟାଲ ମୋଡ୍ ଆଧୁନିକୀକରଣ ରେ କରିବା ପାଇଁ ପ୍ରସ୍ତାବ ଆଗତ ପାଟଣାଗଡ଼(ଜଗଦିଶ ଭୋଇ)ପାଟଣାଗଡ଼ ବ୍ଳକ ଲରମ୍ଭା ବାଗ ପଡା ଠାରେ ସର୍ବ ଭାରତୀୟ ସ୍ବାଲାଖ ବିନ୍ଧ୍ୟଗିରୀବାସୀ ବିଞ୍ଝାଲ ସମାଜ ପକ୍ଷରୁ ଜିଲ୍ଲା ସ୍ତରୀୟ ଏକ ପ୍ରସ୍ତୁତି ବୈଠକ ପାଟଣାଗଡ଼ ବ୍ଳକ ସଭାପତି କିଶୋର ଚନ୍ଦ୍ର ବରିହା ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଲାଟ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଶ୍ରୀ ସୃଜନ, ନୟାଗଡ଼ ପକ୍ଷରୁ ସଙ୍ଗୀତ ପ୍ରତିଯୋଗିତା ଏବଂ ଶିଶିର ଉତ୍ସବ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ବର୍ଣ୍ଣ ଜୟନ୍ତୀ ସଭାଗୃହରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାକୁ ନୟାଗଡ଼ ମୁନିସିପାଲିଟି ଅଧ୍ୟକ୍ଷା ନିରୁପମା ଖଟେଇ, ସୁରଗନ୍ଧର୍ବ ନବକିଶୋର ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିଥିଲେ। ପ୍ରତିଯୋଗିତାରେ ୧୩ ରୁ ୧୭ ବର୍ଷ ବୟସର ପ୍ରତିଯୋଗୀ ମାନେ ଅଂଶ ଗ୍ରହଣ କରି କେବଳ ଶ୍ରୀ ସୃଜନ ୟୁଟ୍ୟୁବ୍ ଚାନେଲରେ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ଉଦ୍ଘାଟିତ ହୋଇଯାଇଛି। ଜିଲ୍ଲାର ଲୁକ୍କାୟିତ ଯୁବ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବା ଦିଗରେ ନୟାଗଡ଼ କ୍ଳବ୍ ତରଫରୁ ବିଗତ ଚାରିବର୍ଷ ହେଲା ଅନୁଷ୍ଠିତ ହୋଇଆସୁଛି ଭଏସ୍ ଅଫ୍ ନୟାଗଡ଼। ଆଜିର କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉଦ୍ଘାଟନ କରିଥିବା ବେଳେ ପ୍ରତିଯୋଗୀ ତଥା ଅତିଥିମାନଙ୍କୁ ସ୍ବାଗତ କରିଥିଲେ ଅବିନାଶ ସାହୁ। ନୟାଗଡ଼ କ୍ଲବର ସାଭାପତି ଅଶୋକ […]
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନର ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ ସହାୟତା ନିଆଯାଇଥିଲା।ଏକ୍ସରେ ପୋଷ୍ଟ କରି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ କହିଛନ୍ତି, ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍ୟ […]
ଆଜି ଲୋକସେବା ଭବନରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଶ୍ଵ ବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ। କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି। ଶିଳ୍ପ ନୀତି ୨୦୧୫ର୨ଟି ସଂଶୋଧନକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ ମିଳିଛି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ ଶିକ୍ଷାବିତ୍ମାନଙ୍କୁ ଜଡ଼ିତ କରାଯିବ। ବିଶ୍ବବିଦ୍ୟାଳୟଗୁଡ଼ିକୁ ମିଳିବ ଅଧିକ ସ୍ବାୟତ୍ତତା । ଅଧ୍ୟାପକ ନିଯୁକ୍ତି ଓ କୁଳପତି […]
ବାରିପଦାରେ ଘଟିଛି ଏପରି ନିଆରା ଢଙ୍ଗର ବିବାହ।ବାରିପଦା ଟାଉନ୍ରେ ପୂର୍ଣ୍ଣିମା ମହାକୁଡ଼ ଘର। ବାପା-ମାଆଙ୍କ ମୃତ୍ୟୁ ପରେ ମାମୁ ଘରେ ରହୁଥିଲେ। ପେଟ ଚାଖଣ୍ଡକ ପାଇଁ ସେ ଏକ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଶୁକଦେବ ଗିରିଙ୍କ ପ୍ରେମରେ ପଡ଼ିଥିଲେ ପୂର୍ଣ୍ଣିମା। ବିବାହ କରିବା ପାଇଁ କେତେ ସପନ ଦେଖୁଥିଲେ। ହେଲେ ଏଥିରେ ପ୍ରତିବନ୍ଧକ ସାଜିଥିଲା ଶୁକଦେବଙ୍କ ପରିବାର। ଗରିବ ଓ ଅସହାୟ ଝିଅ ବୋଲି ଭାବି ବିବାହ କରିବା ପାଇଁ ରାଜି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାବାସୀଙ୍କ ବହୁ ଦିନର ସ୍ବପ୍ନ ନୟାଗଡ଼କୁ ରେଳ ଚଳାଚଳ ଗତ ୨୦୧୭ରୁ ଆରମ୍ଭ ହୋଇଥିବା ବେଳେ ଅଦ୍ୟାବଧି ରେଳସେବା ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇ ପାରିନାହିଁ । ଗତ ୨୦୧୭ ମସିହା ଜୁନ ୧୯ ତାରିଖରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପର ଅଂଶ ସ୍ୱରୂପ ନୟାଗଡ଼ ଟାଉନ ଷ୍ଟେସନ ତତ୍କାଳୀନ ରେଳମନ୍ତ୍ରୀ ସୁରେଶପ୍ରଭୁଙ୍କ ଦ୍ୱାରା ଉଦଘାଟିତ ହୋଇଥିଲା । ଇତି ମଧ୍ୟରେ ଦୀର୍ଘ ୭ବର୍ଷ ଅତିକ୍ରାନ୍ତ ହୋଇ ସାରିଥିବା ବେଳେ ନୟାଗଡ଼ ଜିଲ୍ଲାବାସୀ ସର୍ବନିମ୍ନ ରେଳ ସୁବିଧା ପାଇ […]
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଜାରି ରହିଛି ଭୋଟ ଗଣତି । ବିଜେପି ମେଣ୍ଟର ମହାୟୁକ୍ତି ସତ୍ତା ହାସଲ କରିବାର ଦେଖିବାକୁ ମିଳୁଛି । ତେବେ ଏଠାରେ ଥିବା ବର୍ସୋବା ସିଟ ଚର୍ଚ୍ଚାରେ ରହିଛି । ଏଠାରେ ଶିବସେନା ଉଦ୍ଧବ ଠାକରେ ଗୋଷ୍ଠୀର ପ୍ରାର୍ଥୀ ହାରୁନ ଖାନ ୧୬ ଶହ ଭୋଟରେ ବିଜୟୀ ହୋଇଛନ୍ତି । ସେହିପରି ତାଙ୍କ ପଛକୁ ବିଜେପିର ଭାରତୀ ଲାଭେକର ଦ୍ୱିତୀୟ ସ୍ଥାନରେ ରହି ପରାଜିତ ହୋଇଛନ୍ତି । ତେବେ ମହାରାଷ୍ଟ୍ର ବିଧାନସଭା […]
ଆଜି ବଢିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩ ହଜାର ୦୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପିଛା ୭୯ ହଜାର ୬୪୦ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୭୨,୨୫୦ ଟଙ୍କାରେ ପହଞ୍ଚିଥିବା ବେଳେ ୨୪ କ୍ୟାରେଟ୍ ସୁନା ଦର ୭୮ ,୮୨୦ ଟଙ୍କା ହୋଇଛି । ଦକ୍ଷିଣ ଭାରତର ପ୍ରମୁଖ […]
