ଐତିହାସିକ କଟକ ବାଲିଯାତ୍ରା ପ୍ରତି ରହିଛି ରାଜ୍ୟବାସୀଙ୍କର ଅହେତୁକ ଆକର୍ଷଣ। ବର୍ଷକରେ ଥରେ ପଡ଼ୁଥିବା ଏହି ବାଲିଯାତ୍ରା ବୁଲିବାକୁ ଦୂରଦୂରାନ୍ତରୁ ଲୋକେ ଏଠାକୁ ଆସିଥାନ୍ତି। ମାତ୍ର ଏବେ ଆଉ ବର୍ଷଯାକ ଅପେକ୍ଷା କରିବାକୁ ପଡ଼ିବନି। କାରଣ ବର୍ଷସାରା ମହାନଦୀ ପଠାରେ ହେବ ମିନି ବାଲି ଯାତ୍ରା।କଟକ ବାଲିଯାତ୍ରାର ଷଷ୍ଠ ସନ୍ଧ୍ୟାରେ ଗତ ରାତିରେ ବାଲି ଯାତ୍ରା ପରିଦର୍ଶନ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଅବସରରେ ସେ କହିଛନ୍ତି, ଖୁବଶୀଘ୍ର ଆରମ୍ଭ ହେବ ମହାନଦୀ […]
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇ ୧୦ମ ଏବଂ ଦ୍ବାଦଶ ପରୀକ୍ଷା ତାରିଖ ଘୋଷଣା କରିଛି । CBSE ୧୦ମ ଏବଂ ଦ୍ବାଦଶ ପରୀକ୍ଷା ୨୦୨୫ ଫେବ୍ରୁଆରୀ ୧୫ରୁ ଆରମ୍ଭ ହେବ। ୧୦ମ ପରୀକ୍ଷା ମାର୍ଚ୍ଚ ୧୮ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ।ଫେବ୍ରୁଆରି ୧୮ ତାରିଖରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅସିଲା ପରୀକ୍ଷା ସୂଚୀ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ […]
ବଙ୍ଗୋପସାଗରରେ ଆସୁଛି ଭୀଷଣ ସାମୁଦ୍ରିକ ଝଡ଼। ସମ୍ଭାବ୍ୟ ବାତ୍ୟା ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳରେ ସ୍ଥଳଭାଗ ଛୁଇଁପାରେ ବୋଲି ଅଧିକାଂଶ ଘରୋଇ ପାଣିପାଗ ସଂସ୍ଥା ଆକଳନ କରିଛନ୍ତି। ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ରହିବ ନାହିଁ। ୨୭ରୁ ୨୯ ତାରିଖ ଯାଏ ଦକ୍ଷିଣ ଉପକୂଳରେ ଓ ୨୮ରୁ ୩୦ ତାରିଖ ଯାଏ ଆଭ୍ୟନ୍ତରରେ ପାଗ ମେଘୁଆ ରହିପାରେ । କୁହୁଡ଼ି ବି ଦୃଶ୍ୟମାନ ହେବ । ଉପକୂଳ ଓଡ଼ିଶାରେ ୨୨ରୁ ୨୪ ତାରିଖ ଯାଏ ସାମାନ୍ୟ […]
ନୂଆପଡ଼ା ଜିଲାରେ କଲରାପତରିଆ ବାଘକୁ ଫାଶରେ ଧରି ରାନ୍ଧିଣ ଖାଇବା ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିକାରୀମାନେ ବାରହା ଧରିବାକୁ ଜାଲ ବିଛାଇଥିବା ବେଳେ ଏଥିରେ କଲରାପରତିଆ ପଡ଼ିଥିଲେ। ନୃଶଂସ ଶିକାରୀମାନେ ତାକୁ ବି ଛାଡ଼ିଲେନି। ଜଙ୍ଗଲ ଭିତରେ ଭାଗ ବଣ୍ଟା କରିନେଲେ ଆଉ ରୋଷେଇ କରି ଖାଇଲେ ।ବାଘକୁ ମଣିଷ ଖାଇବ ଏକଥା ବିଶ୍ବାସଯୋଗ୍ୟ ନୁହେଁ । କାରଣ ଶିକାରୀ ଯେବେ ଶିକାର ପାଲଟୁଛି ସେତେବେଳେ ବନବିଭାଗ ନିଜର ଅସହାୟତା ପ୍ରକାଶ କରିଛି […]
ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଏହି ବର୍ଦ୍ଧିତ ସମୟସୀମା ଲାଗୁ ହେବ।ରାଜ୍ୟର ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ସହିତ ରାଜ୍ୟ ଖଣି ନିଗମର ଖଣି ଅଞ୍ଚଳଗୁଡ଼ିକରେ ୫ଟି ମାଇନିଂ ଆଦର୍ଶ ବିଦ୍ୟାଳୟ ଚାଲିଛି । ଏହିସବୁ ବିଦ୍ୟାଳୟଗୁଡ଼ିକରେ […]
ଜେଲରେ ରହି MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା। ଦୁଇ ଦଶନ୍ଧି ଧରି ପୁଲିସ ଓ ପ୍ରଶାସନର ନିଦ ହଜାଇ ଦେଇଥିବା ଏହି ଟପ୍ ମାଓନେତାଙ୍କର ଏବେ ପାଠ ପଢ଼ାରେ ବେଶ୍ ଆଗ୍ରହ। ଜେଲ୍ ଭିତରେ ଅଧିକ ସମୟ କାଟୁଛନ୍ତି ପାଠପଢାରେ। ୨୦୨୨ରେ ହ୍ୟୁମାନିଟିରେ ଇଗନୋରୁ ଡିଗ୍ରୀ ହାସଲ କରିଥିବା ସବ୍ୟସାଚୀ ପଣ୍ଡା ଏବେ ପିଜି କରିବେ | ତାଙ୍କ ସହ ମୋଟ ୪ ଜଣ କଏଦୀ ଏବଂ ଦୁଇ ଜଣ ବିଚାରାଧୀନ ବନ୍ଦୀ ଦେବେ […]
୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର । ଏହାର ଯେପରି ଖିଲାପ ନ ହୁଏ, ସେଥିପାଇଁ ସ୍କ୍ବାଡ୍ ଗଠନ କଲା ସାଧାରଣ ଉଦ୍ୟୋଗ ବିଭାଗ । ସେମାନେ ଅଚାନକ ନିରାମୟ ପରିଦର୍ଶନ କରିବେ । ନିରାମୟ ଖୋଲା ନଥିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଔଷଧ ନିଗମର ସମୀକ୍ଷା ବୈଠକର ଏହି ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ଔଷଧ ନିଗମର ଔଷଧ ଠିକଭାବେ ନିରାମୟକୁ ପହଞ୍ଚୁଛି କି ନାହିଁ , ନିରାମୟରେ ଯଥେଷ୍ଟ […]
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । କଳା, ବିଜ୍ଞାନ , ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା । ଫେବୃଆରୀ ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ । ଫେବୃଆରୀ ୧୯ ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ। ଫେବୃଆରୀ ୧୮ ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ […]
ପୁରୀ ଜିଲ୍ଲା ବଳଙ୍ଗା ଥାନାର ସାହାଡ଼ା ପଡ଼ା ଗାଁରେ ନାଲି ପିମ୍ପୁଡ଼ି ଆତଙ୍କ । ଯୁଆଡ଼େ ଦେଖିଲେ ଖାଲି ପୁଳା ପୁଳା ନାଲି ପିମ୍ପୁଡ଼ି । ପୂରା ଗାଁରେ ମାଳ ମାଳ ନାଲି ପିମ୍ପୁଡ଼ି । ଘର, ଗଛ ଓ ବିଲା ବାଡ଼ିରେ ମାଡ଼ିଗଲେଣି । କାମ ଦେଉନି କୀଟନାଶକ । କେବଳ ଲୋକମାନେ ନୁହନ୍ତି ଗାଈ, ଗୋରୁ, ଛେଳି ଓ ମେଣ୍ଢା ପିମ୍ପୁଡ଼ିଙ୍କ କବଳରୁ କେହି ବାଦ ପଡ଼ୁ ନାହାନ୍ତି । ପିମ୍ପୁଡିମାନେ ଚାରିଆଡ଼େ ସାଲୁବାଲୁ […]
ସବୁ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯିବ । ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଥିଲେ, ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ମହିଳା ସୁଭଦ୍ରା ଯୋଜନାରୁ ବାଦ୍ ପଡିଛନ୍ତି । କିନ୍ତୁ ଯେଉଁମାନେ ବାଦ୍ ପଡିଛନ୍ତି ସେମାନଙ୍କୁ ବି ସୁଭଦ୍ରା ଟଙ୍କା ମିଳିବ । ଯଦି ଯୋଗ୍ୟ ହିତାଧିକାରୀ କୌଣସି କାରଣରୁ ବାଦ୍ ପଡିଛନ୍ତି ତେବେ ସେମାନେ ବି […]
ଓଲଟି ପଡ଼ିଲା ବିଲାତି ବୋଝେଇ ଟ୍ରକ । ଟମାଟୋ ବହି ନେଲେ ଲୋକ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନର୍ସରୀ ଛକ ନିକଟରେ ଏକ ବିଲାତି ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଫଳରେ ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।ଗାଡ଼ିଟି ଓଲଟି ପଡ଼ିବାରୁ ବୋଝେଇ ହୋଇଥିବା ଟମାଟୋ ସବୁ ଏଣେ ତେଣେ ପଡ଼ି ଯାଇଛି। ଆଉ ଏହାପରେ ଲୋକେ ସେଠାରୁ ଟମାଟୋ […]
ଖଣ୍ଡଗିରି ଶ୍ରୀବୈକୁଣ୍ଠ ଧାମ ଆଶ୍ରମରେ ମାନବକୁ ଭଗବାନ ରୂପେ ପୂଜାର୍ଚ୍ଚନା ଘଟଣା । ମିଳିଲା ଡାଏରୀ । ଏଥିରେ ରହିଛି କୁନି ବାବାଙ୍କ ନିତିଦିନିଆ କାର୍ଯ୍ୟକ୍ରମ । କେତେବେଳେ ଉଠିବେ, କେତେ ବେଳେ ଶୋଇବେ, କେତେ ବେଳେ ଖାଇବେ ଆଉ କେତେ ବେଳେ ଲୋକଙ୍କ ଠକିବେ ସବୁକିଛି ସମୟ ଅନୁସାରେ ଉଲ୍ଲେଖ ରହିଛି । ତେବେ ଡାଏରୀରେ ଆତ୍ମଘୋଷିତ ବାବାଙ୍କ ପୂଜା ପାଇଁ କେତେ କ’ଣ ଖର୍ଚ୍ଚ ହେବ ତାହା ମଧ୍ୟ ଉଲ୍ଲେଖ ରହିଛି । ଜଣେ […]
