ବାଲେଶ୍ଵର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ବଡ଼ ମନ୍ଦାରୁଣି ଗ୍ରାମର ଜଣେ ବ୍ୟକ୍ତିଙ୍କ ଖତଗଦାରୁ ମିଳିଛି ୨୧ ଲକ୍ଷ ଟଙ୍କା। ଏହି ଟଙ୍କାକୁ ଜବତ କରିଛି ହାଇଦ୍ରାବାଦ ପୁଲିସ। ଜ୍ବାଇଁ ହାଇଦ୍ରାବାଦର ଏକ କମ୍ପାନୀ ଆଗ୍ରୋ ଇଣ୍ଡଷ୍ଟ୍ରିଜରେ କାମ କରୁଥିବାବେଳେ ସେଠାରୁ ଏହି ଟଙ୍କା ଚୋରି ହୋଇଥିଲା। ଅଭିଯୁକ୍ତ ଯୁବକ ଚୋରି ଟଙ୍କାକୁ ନିଜ ଶଳା ହାତରେ ପଠାଇଥିଲେ, ଯାହାକୁ ସେ ନିଜ ଘରେ ଲୁଚାଇ ରଖିଥିଲେ। ଘଟଣା ପରଠୁ ଭିଣୋଇ ଫେରାର୍ ଅଛନ୍ତି । ଟଙ୍କା […]
ଦିନକୁ ଦିନକୁ ଅସୁରିକ୍ଷିତ ହେବାରେ ଲାଗିଛି ସ୍ମାର୍ଟ ସିଟି ଭୁବନେଶ୍ବର । ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଲିଙ୍ଗରାଜ ଥାନା ଅଞ୍ଚଳରେ ୭ ବର୍ଷୀୟ ଝିଅକୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଏତଲା ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ କରୁଛି ପୋଲିସ୍ ।ସକାଳୁ ନିଖୋଜ ଥିଲେ ୭ ବର୍ଷୀୟା ନାବାଳିକା । ପରିବାର ଲୋକେ ଖୋଜାଖୋଜି କରିଥିଲେ । ଖୋଜାଖୋଜି ପରେ ୧ ଘଣ୍ଟା ଭିତରେ ବୈଶିଷ୍ଟ୍ୟ ନଗରରୁ ଉଦ୍ଧାର […]
ଆରମ୍ଭ ହୋଇଛି ଆଠଗଡ଼ ବନଖଣ୍ଡ ଅଧିନରେ ଥିବା ପାଞ୍ଚଟି ରେଞ୍ଜରେ ହାତୀ ଗଣନା। ପ୍ରତି ରେଞ୍ଜରେ ୩ ଜଣିଆ ଟିମ୍ ଏହି ଗଣନା କାର୍ଯ୍ୟରେ ଲାଗିଛନ୍ତି। ଆଠଗଡ଼ ରେଞ୍ଜ ,ଖୁଣ୍ଟୁଣୀ, ବଡ଼ମ୍ବା, ନରସିଂହପୁର ପୂର୍ବ ଓ ନରସିଂହପୁର ପଶ୍ଚିମ ରେଞ୍ଜର ନିଜ ନିଜର କ୍ଷେତ୍ରରେ ରହିଥିବା ବିଭିନ୍ନ ସ୍ଥାନରେ ବୁଲି ହାତୀଙ୍କ ଗଣନା ଚାଲିଛି। ଥର୍ମାଲ କ୍ୟାମେରାରେ ଏହି ଶୀତକାଳିନ ଗଣନା ଚାଲିଛି । ବର୍ଷକୁ ଦୁଇଥର ଏହି ହାତୀ ଗଣନା କରାଯାଏ । ଗ୍ରୀଷ୍ମ କାଳିନ […]
ମହାରାଷ୍ଟ୍ରରୁ ଅଣାଯାଇ ଗୁରୁବାର ସନ୍ଧ୍ୟାରେ ସିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଥିବା ବାଘୁଣୀ ଜିନ୍ନତ ଖୁଆଡ଼ ଭିତରେ ପ୍ରଥମ ଶିକାର କରିଛି। ଶୁକ୍ରବାର ରାତି ପ୍ରାୟ ୧୦ଟାରେ ଜିନ୍ନତ ରହୁଥିବା ସ୍ଵତନ୍ତ୍ର ଖୁଆଡ଼ ଭିତରକୁ ଏକ ବାରହା ଛଡ଼ାଯାଇଥିଲା। ଯାହାକୁ ଗୋଡ଼ାଇ ଗୋଡ଼ାଇ ଶିକାର କରିଥିଲା ଜିନ୍ନତ। ସିମିଳିପାଳରେ ପହଞ୍ଚିବା ପରେ ଜିନ୍ନତର ଏହା ପ୍ରଥମ ଶିକାର ଥିଲା।ବାର୍ହାକୁ ଶିକାର କରି ସାରିବା ପରେ ପେଟ ଭରି ଖାଇଥିଲା ବାଘୁଣୀ । ଖାଇ ସାରିବା ପରେ ପାଣି ପିଇ ବିଶ୍ରାମ […]
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା । ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅନେକ ବର୍ଷ ବ୍ୟବଧାନ ପରେ ଜଣେ ମୁଖ୍ୟମନ୍ତ୍ରୀ କଟକ ବାଲିଯାତ୍ରା ଉଦଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ବୈଦେଶିକ ବ୍ୟାପାର ବିଭାଗର ଅଧିକାରୀମାନେ ଯୋଗ ଦେଇଛନ୍ତି । କିନ୍ତୁ ଗତ କାଲି ଉଦ୍ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି […]
ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ ୪ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ । ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ।ସେହିପରି ଝାରସୁଗୁଡା ବୀର […]
ଆଜି ଠାରୁ ଶ୍ରୀମନ୍ଦିର ଚାରି ଦ୍ବାର ଦେଇ ଶ୍ରଦ୍ଧାଳୁ ମାନେ ପ୍ରବେଶ କରିପାରିବେ । ପୁଣି ଥରେ ଶ୍ରୀମନ୍ଦିରରେ ୪ ଦ୍ଵାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଶନିବାର ସଂକ୍ରାନ୍ତିଠାରୁ ଶ୍ରଦ୍ଧାଳୁମାନେ ୪ ଦ୍ଵାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଇପାରିବେ। କିନ୍ତୁ ୩ ଦ୍ଵାର ଦେଇ ପ୍ରସ୍ଥାନ କରିବେ।ଶ୍ରୀମନ୍ଦିର ନାଟମଣ୍ଡପ ଠାରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଏବେ ବିଚାରାଧୀନ ଅଛି । ପରବର୍ତ୍ତୀ ସମୟରେ […]
ଗୁଣପୁର/ରାୟଗଡ-ତା. ୧୫/୧୧- ଭଗବାନ ବିର୍ଷା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁଣପୁର ଠାରେ ଜନଜାତି ଗୌରବ ଦିବସ ଭାବରେ ପାଳନ କରାଯାଇଛି । ଏହି ଅବସର ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଗୁଣପୁର ତହସିଲ ପଡିଆ ଠାରେ ଏକ ବିରାଟ ସଭା ଆୟୋଜିତ ହୋଇଥିଲା । ଜିଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଭଗବାନ ବିର୍ଷା ମୁଣ୍ଡା ଜୟନ୍ତୀକୁ ସାରାଦେଶରେ […]
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ, ପୋଖରୀ, ମହୋଦଧିରେ ଡଙ୍ଗା ଭସାଇଛନ୍ତି।ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ଗାଁରେ ଧୁମ୍ଧାମରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗାଁର ମଦନମୋହନ ଜୀଉ କମିଟି ପକ୍ଷରୁ ଗାଁ ପୋଖରୀରେ ୧୬୦ ଫୁଟ ଲମ୍ବର ଏକ ଡ଼ଙ୍ଗାକୁ ଭସା ଯାଇଛି । ଏଥିରେ ସଦସ୍ୟ ମାନେ ଦୀର୍ଘ ୨୧ବର୍ଷ ଧରି […]
କଟକ ସଦର ବ୍ଲକ୍ ୪୨ ମୌଜାର ଗୋବିନ୍ଦପୁର ଗାଁରେ ବୋଇତ ବନ୍ଦାଣ ଉତ୍ସବ ପାଳନ ବେଳେ ଅଘଟଣ । ଅଳ୍ପକେ ମୃତ୍ୟୁ ମୁଖରୁ ସାଧବ ପୁଅ ବେଶଧାରୀ ଯୁବକ ମାନେ ବର୍ତ୍ତିଗଲେ । ଡଙ୍ଗାରେ ବସି ସମସ୍ତେ କାଠଯୋଡ଼ି ନଦୀରେ ବୁଲିବା ବେଳେ ଏଭଳି ଅଘଟଣ ଘଟିଥିଲା । ଭାରସାମ୍ୟ ହରାଇ ହଠାତ ଡଙ୍ଗା ସହିତ ୭ ଜଣ ସାଧବ ପୁଅ ବେଶଧାରୀ ଯୁବକ ପାଣିରେ ବୁଡିଯିବା ଦେଖିବାକୁ ମିଳିଥିଲା । ସେମାନେ ପହଁରି ପହଁରି କୂଳକୁ […]
ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବ। ଏହା ପୂର୍ବରୁ ପ୍ରଚାର,ପ୍ରସାର ବା ସହର ପରିକ୍ରମା କରିବା ଆନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପାକିସ୍ତାନକୁ ଟୁର୍ନାମେଣ୍ଟ ଟ୍ରଫି ପଠାଇଛି। ଏହି ଟ୍ରଫି ଗୁରୁବାର (୧୪ ନଭେମ୍ବର) ଇସଲାମାବାଦରେ ପହଞ୍ଚିଛି। କିନ୍ତୁ ସେପଟେ ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ପାକିସ୍ତାନ ଏବେ ଏହି ଟ୍ରଫିକୁ ପାକିସ୍ତାନ ଅଧିକୃତ କାଶ୍ମୀର (ପୋକ୍) କୁ ପଠାଇ ପାରିବେ ନାହିଁ। ନଭେମ୍ବର ୧୬ରୁ ନଭେମ୍ବର ୨୪ ତାରିଖ ଯାଏଁ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିବା ସୂଚନା ମିଳିଛି। ଫଳରେ ବିମାନଟି ଝାଡ଼ଖଣ୍ଡର ଦେଓଘର ବିମାନବନ୍ଦରରେ ଅଟକି ରହିଛି। ଏଥିଯୋଗୁ ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ବିଳମ୍ବିତ ହୋଇଥିବା ସୂଚନା ମିଳିଛି।ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ବିହାର ଗସ୍ତରେ ଯାଇଥିଲେ। ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମବାର୍ଷିକୀ ପାଳନ (ଜନଜାତୀୟ ଗୌରବ ଦିବସ) କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେଇଥିଲେ। ଏହି ଅବସରରେ ବିହାରର ଜାମୁଇଠାରେ ଆଦିବାସୀମାନଙ୍କ ଲାଗି ଉଦ୍ଦିଷ୍ଟ ଅନେକ ଉନ୍ନୟନମୂଳକ […]
