କିଏ ହେବ ଵିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ମହାରାଜ କଂସ ?

କିଏ ହେବ ଵିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ମହାରାଜ କଂସ । ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମଞ୍ଚ ରେ କଂସ ଭୂମିକାରେ ଅଭିନୟ କରିବା ପାଇଁ କଳାକାର ମାନଙ୍କୁ ଅନେକ ସଂଘର୍ଷ କରିବାକୁ ପଡେ । ଥରେ କଂସ ଭୂମିକାରେ ଚୟନ ହେଲେ ତିନି ବର୍ଷ ଅଭିନୟ କରିବା ପାଇଁ ସୁଯୋଗ ମିଳେ । ଏହାରି ଭିତରେ ଦୀର୍ଘ ୨୩ ବର୍ଷ ଧରି ହୃଷିକେଶ ଭୋଇ କଂସ ଭୂମିକାରେ ଅଭିନୟ କରିଆସିଛନ୍ତି । କିନ୍ତୁ ଅନେକ […]

ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ।

ଆସନ୍ତା ୨୦ ତାରିଖରୁ ବରଗଡ଼ରୁ ଆରମ୍ଭ ହେବ ଧାନ ସଂଗ୍ରହ। ନଭେମ୍ବର ୨୨ରେ ସମ୍ବଲପୁର ଏବଂ ପରେ ସବୁ ଜିଲ୍ଲାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟସ୍ତରୀୟ କୃଷକ ସମାବେଶରେ ମୁଖ୍ୟମନ୍ତ୍ରୀ କୃଷକ ମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ । ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ […]

ଚଳିତ କାର୍ଷିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି ବୁଧବାର, ରେବତୀ ନକ୍ଷତ୍ରେ, ମୀନଚନ୍ଦ୍ର

ଚଳିତ କାର୍ଷିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି ବୁଧବାର, ରେବତୀ ନକ୍ଷତ୍ରେ, ମୀନଚନ୍ଦ୍ର ବସାନେ ତା.୧୩.୧୧.୨୦୨୪ ରିଖ ଦିନ ରାୟଗଡା ନଗର ପି.ଏଚ୍.ଡି କୋଲନୀ ସ୍ଥିତ ରାଜାଧି ରାଜେଶ୍ବର ଶ୍ରୀ ଶ୍ରୀ ବାଲୁଙ୍କେଶ୍ବର ମହାଦେବଙ୍କ ନବ ନିର୍ମିତ ମନ୍ଦିର ତଥା (ପ୍ରାସାଦ)ର ରତ୍ନ ମୂଦାଦୀ କର୍ମ ଚତୁର୍ଦିନ ବ୍ୟାପି କାର୍ଯ୍ୟସୂଚୀ ମୁତାବକ ସଂପନ୍ନ କରା‌ଯିବ ।ମନ୍ଦିର କମିଟି ରାୟଗଡ଼ ସହର ସମସ୍ତ ଜନ ସାଧାରଣଙ୍କୁ ଉକ୍ତ ପବିତ୍ର କାର୍ଯ୍ୟରେ ଯୋଗ ଦେବା ସହ ଉପସ୍ଥିତ ରହିବା ପାଇଁ […]

ଅନଲାଇନ ବିବାହ କାର୍ଡ କିମ୍ବା ଜନ୍ମ ଦିନ କାର୍ଡ ପାଉଥିଲେ ସାବଧାନ !

ଅନ୍‌ଲାଇନ୍‌ରେ ଆସୁଥିବା ନିମନ୍ତ୍ରଣ କାର୍ଡ ଖୋଲନ୍ତୁ ନାହିଁ! ସିଏ ବାହାଘର ବା ଜନ୍ମଦିନର ନିମନ୍ତ୍ରଣ କାର୍ଡ ହେଉ। ଯଦି ଖୋଲିବେ, ତାହାହେଲେ ଠକାମୀରେ ଶିକାର ହେବାର ଜଥେଷ୍ଟ ସମ୍ଭାବନା ରହିଛି। ଅଚିହ୍ନା ଲୋକଙ୍କଠାରୁ ହ୍ୱାଟ୍ସଆପ୍‌ ବା ଅନ୍ୟ କୌଣସି ସୋଶାଲ୍‌ ମିଡ଼ିଆରେ ଆସୁଥିବା ନିମନ୍ତ୍ରଣ କାର୍ଡକୁ ଖୋଲନ୍ତୁ ନାହିଁ। ଏନେଇ ସତର୍କ କରାଇଛି ସାଇବର ପୋଲିସ। APK ଫାଇଲ ମାଧ୍ୟମରେ ସମସ୍ତ ଆକ୍ସସେସ ନେଇଯାଉଛନ୍ତି ସ୍କାମର। ହିମାଚଳପ୍ରଦେଶରେ ଅନେକ ସାଇବର ଠକେଇର ଶିକାର ହେବା ପରେ ଲୋକଙ୍କୁ […]

ସରକାରୀ ଚାକିରି ଚୟନ ପରୀକ୍ଷାରେ ସ୍ୱଚ୍ଛତା ପାଇଁ ନୂଆ ଆଇନ, ୫ବର୍ଷ ଜେଲ,୧୦ଲକ୍ଷ ଜୋରିମାନା

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ଅପରାହ୍ନରେ ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି କ୍ୟାବିନେଟ୍‌ ବୈଠକରେ ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।ଏଥିରେ କୌଣସି ସରକାରୀ ନିଯୁକ୍ତି ଏବଂ ପ୍ରବେଶିକା ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା, ଜାଲିଆତି କିମ୍ବା ଚଞ୍ଚକତା କ୍ଷେତ୍ରରେ ଦଣ୍ଡ ବିଧାନ ପ୍ରବଧାନ କରାଯାଇଛି । ଦୋଷୀଙ୍କୁ ୩ରୁ ୫ ବର୍ଷ ଜେଲ୍ ଦଣ୍ଡ […]

ମନ୍ଥର ଗତିରେ ଚାଲିଛି ବିଧାୟକଙ୍କ ପାଇଁ ନିର୍ମାଣ ହେଉଥିବା ବହୁତଳ ପ୍ରାସାଦ ।

ବିଧାୟକମାନଙ୍କ ପାଇଁ ନିର୍ମାଣ ହେଉଥିବା ବହୁତଳ କ୍ଵାର୍ଟର ନିର୍ମାଣ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି ବାଚସ୍ପତି ସୁରମା ପାଢୀ| ଏନେଇ ସେ କହିଛନ୍ତ, ଦୁଇ ଥର ସମୀକ୍ଷା କଲା ପରେ ବି ସନ୍ତୋଷଜନକ ନୁହେଁ କାମ। ଆମେ ଆଶା କରୁଛୁ ୨୦୨୫ ଶେଷ ସୁଦ୍ଧା ସରିବ ବିଧାୟକଙ୍କ ବହୁତଳ କ୍ଵାର୍ଟର କାମ । ଯେଉଁମାନଙ୍କ ପାଇଁ କ୍ଵାର୍ଟରର ବ୍ୟବସ୍ଥା ନାହିଁ ବା କ୍ଵାର୍ଟର ପାଇନାହାନ୍ତି, ସେମାନେ ମାସକୁ ୩୦ ହଜାର ଟଙ୍କା ପାଇବେ। ଟାର୍ଗେଟ ତାରିଖ ଦିଆଯାଇଛି।

ମଞ୍ଚରେ କାନ୍ଦିଲେ କାଉନସିଲର

ନିର୍ବାଚନରେ ପରାଜୟ ପରେ ବିଜେଡିରେ ଦେଖାଦେଲାଣି ଦଳୀୟ ଗୋଷ୍ଠୀକନ୍ଦଳ। ବିଭିନ୍ନ ସ୍ଥାନରେ ଦଳରେ ଫାଟ ସୃଷ୍ଟି ହୋଇ କଳି ପଦାରେ ପଡ଼ିଥିବା ବେଳେ ଏବେ ବାଲେଶ୍ୱର ବିଜେଡିରେ ସମାନ ସ୍ଥିତି ଉପୁଜିଛି। ଦଳୀୟ କନ୍ଦଳ ସାଂଘାତିକ ରୂପ ଧାରଣ କରି ଏବେ ଚର୍ଚ୍ଚାର କାରଣ ପାଲଟିଛି |ସୂଚନା ଅନୁସାରେ, ବାଲେଶ୍ବର ପୌରପାଳିକାର ୨୩ ନମ୍ବର ୱାର୍ଡର ବିଜେଡି କାଉନସିଲର ଶଶୀରେଖା ମହାନ୍ତି ୨୨ ନମ୍ବର ୱାର୍ଡର କାଉନସିଲର ଦେବାଶିଷ ସିଂଙ୍କ ନାଁରେ ଦୁର୍ବ୍ୟବହାର ସହ ଜାତିଆଣ ଅଭିଯୋଗ […]

ଖୁବ୍‌ଶୀଘ୍ର ବେଦାନ୍ତ ପାଇଥିବା ଜମିକୁ ଲୋକଙ୍କୁ ଫେରସ୍ତ କରାଯିବ 

ଚାଷୀଙ୍କ ପାଖକୁ ଫେରିବ ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି । ଘରୋଇ ଭାବେ ଅଧିଗ୍ରହଣ କରାଯାଇଥିବା ଜମି ଫେରସ୍ତ ହେବ । ପ୍ରତି ବଦଳରେ ଚାଷୀମାନେ ନେଇଥିବା କ୍ଷତିପୂରଣ ରାଶି ଫେରାଇବେ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରେସମିଟ୍ କରି ଏହି ସୂଚନା ଦେଇଛନ୍ତି । ୨୦୦୬ ମସିହା ଜୁଲାଇ ୧୯ ତାରିଖରେ ବେଦାନ୍ତ ଫାଉଣ୍ଡେସନ ସାଙ୍ଗରେ ଚୁକ୍ତିନାମା କରିଥିଲେ ତତ୍କାଳୀନ ରାଜ୍ୟ ସରକାର । ଖୁବ୍ ଶୀଘ୍ର ଜିଲ୍ଲା ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିବେ । […]

ଏଣିକି ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ହୋଇପାରିବେ ଇନ୍ସପେକ୍ଟର।

ରାଜ୍ୟ ସରକାର ପୁଲିସ କର୍ମଚାରୀମାନଙ୍କ ପାଇଁ ଏକ ଭଲ ଖବର ଆଣିଛନ୍ତି। ପୁଲିସ ବିଭାଗରେ ପଦୋନ୍ନତି ନେଇ ଏସ୍‌ଆଇମାନଙ୍କ ପାଇଁ ଏହି ଖବର ଆଣିଛନ୍ତି। ଏଣିକି ୭ ବର୍ଷ ପରେ ଜଣେ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ହୋଇପାରିବେ ଇନ୍ସପେକ୍ଟର। ଏସ୍‌ଆଇମାନଙ୍କ ପଦୋନ୍ନତିକୁ ୧୦ ବର୍ଷରୁ ୭ ବର୍ଷକୁ ଖସାଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ଚାକିରି କରିବାର ୧୦ ବର୍ଷ ପରେ ଜଣେ ଏସ୍‌ଆଇ ହେଉଥିଲେ ଇନ୍ସପେକ୍ଟର। ୭ ବର୍ଷ ପରେ ଏସ୍‌ଆଇମାନଙ୍କୁ ପଦୋନ୍ନତି ନେଇ ଆଜି ଗୃହ ବିଭାଗ […]

ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୭ରେ ଖଣ୍ଡପଡ଼ା ବ୍ଲକ ଅଡିସନ

ନୟାଗଡ଼ ,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଖଣ୍ଡପଡ଼ା ବ୍ଲକ ଅଡିସନ ଆସନ୍ତା ୧୭ ତାରିଖ ରବିବାର ଦିନ ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶିକ୍ଷାକେନ୍ଦ୍ର ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି।  ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକ […]

ପିଆଜ ଦର ୪୦-୫୦ ଟଙ୍କାରୁ ଆସି ୭୦ ଟଙ୍କା,୩୦ ଟଙ୍କାରେ ପିଆଜ ବିକିବ ନାଫେଡ

କାର୍ତ୍ତିକ ମାସ ପଞ୍ଚୁକରେ ବି ଆକାଶଛୁଆଁ ପିଆଜ ଦର। ଗତ ୧୫ ଦିନ ଭିତରେ କିଲୋ ପିଛା ପାଖାପାଖି ୩୦ ଟଙ୍କା ବଢ଼ିଲାଣି | ଗାଁରୁ ସହର ସବୁଠି ପିଆଜ ଦର ୪୦-୫୦ ଟଙ୍କାରୁ ଆସି ୭୦ ଟଙ୍କାରେ ପହଞ୍ଚିଲାଣି। ପଞ୍ଚୁକରେ ପିଆଜ ରସୁଣର ଚାହିଦା ସେତେ ଅଧିକ ନଥିବା ସତ୍ତ୍ୱେ ଏଭଳି ଅହେତୁକ ଦରବୃଦ୍ଧି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।ପିଆଜ ଦର ବୃଦ୍ଧିକୁ ନେଇ ଗ୍ରାହକ ହନ୍ତସନ୍ତ । ବିଭିନ୍ନ ସ୍ଥାନରେ କିଲୋ ୮୦ ଟଙ୍କାରେ ପିଆଜ […]

ଜାନୁଆରିରେ ହିତାଧିକାରୀମାନଙ୍କୁ ମିଳିବ ନୂଆ ରାସନ କାର୍ଡ

ହିତାଧିକାରୀଙ୍କ ପାଇଁ ଖୁସିର ଖବର । ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ। ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ। ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ […]