ଯାତ୍ରା କଳାକାର ମହାସଂଘର ବୈଠକ ଶେଷ ହୋଇଛି । ବୈଠକ ପରେ କଳାକାର ସଂଘ ପକ୍ଷରୁ ପ୍ରତିକ୍ରିୟା ରଖିଛନ୍ତି । ନରି ପଣ୍ଡାଙ୍କୁ ନ୍ୟାୟ ନମିଳିଲେ, ସମସ୍ତେ ଯାତ୍ରା ଛାଡି ଦେବୁ ବୋଲି କଳାକାର କହିଛନ୍ତି । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ଅଭିନେତ୍ରୀ ନମିତା ସମ୍ପାଦକ ଭାବେ ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଥିବା ବେଳେ ଆସନ୍ତା ଯାତ୍ରା ବର୍ଷ ପାଇଁ ନିଶିକାନ୍ତ ଜେନା ଓରଫ ତାହିଆ ସଭାପତି ପାଇଁ ମନୋନୀତ ହୋଇଛନ୍ତି। ମାଲିକ ଏବଂ […]
ରାସ୍ତା ସଂଯୋଗୀକରଣକୁ ନେଇ ବଡ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାସ୍ତା ସଂଯୋଗୀକରଣରେ ଏକ ନମ୍ବର ହେବ ଓଡ଼ିଶା ।। ଗୁରୁବାର କେନ୍ଦ୍ର ସଡ଼କ, ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କର ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । କଟକରେ ମହତାବଙ୍କ ଜୟନ୍ତୀ ଉତ୍ସବରେ ଯୋଗଦେବେ । ଏଥିସହିତ ବିଭିନ୍ନ ଏନଏଚଏଆଇ ପ୍ରକଳ୍ପର ସମୀକ୍ଷା କରିବେ । ଏହି ଅବସରରେ ଚାରି […]
ବିଜେଡି ସଭାପତି ପାଇଁ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ । ସାଧାରଣ ନିର୍ବାଚନ-୨୦୨୪ରେ ଶୋଚନୀୟ ପରାଜୟ ପରେ ପୁଣି ଦଳ ସଜାଡୁଛି ବିଜେଡି ।ଆସନ୍ତା ୧୯ ତାରିଖରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ଦୁଇଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ ଗଠନ ହେବ । ସଭାପତି ଘୋଷଣା ପରେ ପର୍ଯ୍ୟାୟ କ୍ରମେ ବିଭିନ୍ନ ଛାମୁଆ ସଂଗଠନ ସଭାପତିଙ୍କ ନାଁ ଘୋଷଣା ହେବ । ଏପ୍ରିଲ ସୁଦ୍ଧା ସାଂଗଠନିକ ନିର୍ବାଚନ […]
ଏନ୍କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍କାଉଣ୍ଟର। ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର ସହ AK-47 ଜବତ ହୋଇଛି। ଏନକାଉଣ୍ଟର ନେଇ ସୂଚନା ଦେଲେ ବସ୍ତର ଆଇଜି।ଏହାସହ ଘଟଣା ସ୍ଥଳରୁ ଗୋଟିଏ Ak47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । କୋଣ୍ଡାଗାଓ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୋଲିସ୍ର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । […]
ବିଭିନ୍ନ ସମସ୍ୟା ସମାଧାନ ପାଇଁ ଦେଲେ ନିର୍ଭର ପ୍ରତିଶୃତି ନୟାଗଡ଼,(ଓଡ଼ିଶା ଦର୍ପଣ): ଆଜି ପୂର୍ବାହ୍ନରେ ପୂର୍ବତଟ ରେଳ ମହାପ୍ରବନ୍ଧକଙ୍କୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଠାରେ ସାକ୍ଷାତ କରି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛି ନୟାଗଡ଼ ନାଗରିକ ମଞ୍ଚ। ସୂଚନାଯୋଗ୍ୟ ଯେ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫୁଂକୱାଲ ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଭୁବନେଶ୍ୱରରୁ ଦଶପଲ୍ଲା ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ ଯୋଗେ ଆଜି ସକାଳ ୯ ଟାରେ […]
ଯାତ୍ରା ତୁଳସୀ ଗଣନାଟ୍ୟର ମାଲିକ ନାଣ୍ଡୁ ବାବୁଙ୍କ ନା ରେ ସାଙ୍ଘାତିକ ଅଭିଯୋଗ ଆଣିଲେ ହିରୋଇନ୍ ସୋନାଲିଙ୍କ ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତସିଂହାର । ସୋନାଲିଙ୍କୁ ଜୋର୍ ଜବରଦସ୍ତ ରଖା ଯାଇଥିବା ସେ ଅଭିଯୋଗ କରିଛନ୍ତି। ତାଙ୍କ ସ୍ତ୍ରୀ ଆଉ ପୁଅକୁ ଭେଟିବା ପାଇଁ ଦେଉ ନାହାନ୍ତି ଏବଂ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି ତୁଳସୀ ମାଲିକ ବୋଲି କହିଛନ୍ତି ଶ୍ରୀକ୍ଷେତ୍ର। ଏହା ଉପରେ ପ୍ରତିକ୍ରିୟା ରଖି ମାଲିକ ଅନନ୍ତ ନାରାୟଣ ଧଳ କହିଛନ୍ତି, ଏହି ଘଟଣା […]
ଉଦ୍ଧାର ଶିଶୁ ‘ଶୁଭମ’କୁ ମିଳିବ ସହାୟତା। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ୍ସ ଜରିଆରେ ସୂଚନା ଜାରି କରିଛନ୍ତି। ସେ କହିଛନ୍ତି ଯେ, ମିଶନ ବାତ୍ସଲ୍ୟରେ ଶୁଭମ୍କୁ ସହାୟତା ମିଳିବ।ମହିଳା ଶିଶୁ ବିକାଶ ବିଭାଗ ନେବେ ତ୍ୱରିତ ପଦକ୍ଷେପ। ସୂଚନାମୁତାବକ ଦୃଷ୍ଟିବାଧିତ ମହିଳା ଜୟନ୍ତୀ ମଲ୍ଲିକଙ୍କ ଛୁଆ ଚୋରି ନେଇ ରବିବାର ଖାରବେଳନଗର ଥାନାରେ କେସ ନମ୍ବର ୧୬୨ରେ ଏକ ମାମଲା ରୁଜୁ ହୋଇଥିଲା । ସମ୍ବେଦନଶୀଳ ପ୍ରସଙ୍ଗରେ ୬ ଟି ସ୍ପେଶାଲ ଟିମ କରି […]
ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ ବଳାତ୍କାର, ନାବାଳିକାଙ୍କୁ ବଳାତ୍କାର, ହତ୍ୟା ଭଳି ଘଟଣା ବଢିବାରେ ଲାଗିଛି। ଯାତ୍ରା କଳାକାର ଓ ମାଲିକ ସଂଘ ବିବାଦରେ ପଡ଼ିବ କି ଯବନିକା। ଆଜି ଭୁବନେଶ୍ବରରେ କଳାକାର ସଂଘର ବୈଠକ ବସିବ। ଏଥିରେ ସମସ୍ତ କଳାକାରଙ୍କୁ ଡକାଯାଇଛି । […]
ଆଜିଠାରୁ +୩ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଛି । ଏଥିପାଇଁ ବିଧିବଦ୍ଧ ଭାବେ ଗତକାଲିଠୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ ମେ’ ୨୦ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଆବେଦନରେ କୌଣସି ତ୍ରୁଟି ଥିଲେ, ୨୧ ଓ ୨୨ ତାରିଖରେ ସଂଶୋଧନ କରିପରିବେ।ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପାଠ ପଢ଼ାଯିବ। ନାମଲେଖା ସମ୍ବନ୍ଧରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିୟମାବଳୀ ପ୍ରକାଶ ପାଇଛି। ମେ’ ୨୦ ରାତି ୧୧ଟା ୪୫ରେ ଆବେଦନ ଶେଷ ହେବ। ମେ’ ୨୧ ଏବଂ […]
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ରାଜ୍ୟର […]
ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ ଲାଞ୍ଚ ନେଇ ଧରାପଡ଼ିଲେ। ଏଫଆଇଆର ରଖିବାକୁ ଜଣେ ମହିଳାଙ୍କ ଠାରୁ ଟଙ୍କା ନେଉଥିବାବେଳେ ଧରିଲା ଭିଜିଲାନ୍ସ। ଗିରଫ ଏସଆଇ ଜଣକ ହେଉଛନ୍ତି ନୟାଗଡ଼ ଶରଣକୂଳ ଥାନା ଏସଆଇ ରାଜେଶ ଶ୍ରୀଚନ୍ଦନ। ସୂଚନା ଅନୁଯାୟୀ, ମୋନାଲିସା ଦାସ ନାମକ ଜଣେ ମହିଳା ଥାନାରେ ଏଫଆଇର ଦେବାକୁ ଆସିଥିଲେ । ମାତ୍ର ଏଫଆଇଆର ରଖିବାକୁ ଟଙ୍କା ମାଗିଥିଲେ ଏସଆଇ ଜଣକ । ଏମିତିକି ଟଙ୍କା ନଦେଲେ ଏଫଆଇଆର ରଖିବେନି ବୋଲି ମଧ୍ୟ […]
ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ଏକକାଳୀନ ୯ଟି ସ୍ଥାନରେ ଚଢାଉ କରାଯାଉଛି । ଯଥା ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହ ସ୍ଥିତ ପୈତୃକ […]
