ଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ପଞ୍ଚାୟତ ମଣିନାଥପୁର ସ୍ୱର୍ଗଦ୍ଵାରରୁ ଶବ ଚୋରି । ଏହି ଗ୍ରାମର ତାପସ ସାମଲଙ୍କ ମା’ ରୁକ୍ମଣୀ ସାମଲଙ୍କ ମୃତ୍ୟୁ ପରେ ସ୍ୱର୍ଗଦ୍ଵାରରେ ଶବକୁ ପୋତା ଯାଇଥିଲା । ଏହା ପରେ ଆଜି ଦଶାହ କର୍ମ ଥିବା ବେଳେ ପରିବାର ଲୋକେ ଦଶାହ କର୍ମ ପାଇଁ ସେଠାକୁ ଯାଇଥିଲେ । ସେଠାରେ ରୁକ୍ମଣୀ ପୋତା ହୋଇଥିବା ସ୍ଥାନକୁ କେହି ଖୋଳି ଶବ ନେଇ ଯାଇଥିବା ପରିବାର ଲୋକ ଦେଖିବା ପାଇଛନ୍ତି ।ଏପରିକି […]
ନିକଟରେ ଆମେରିକା ସରକାର ଅନ୍ୟ ଦେଶରୁ ଆସୁଥିବା ସାମଗ୍ରୀ ଉପରେ ଶୁଳ୍କ ଲାଗୁ କରିବାକୁ ଘୋଷଣା କରିଛନ୍ତି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କହିବାକଥା ଯେ, ଏହି ପଦକ୍ଷେପ ଆମେରିକୀୟ କମ୍ପାନୀଗୁଡ଼ିକୁ ଆମେରିକାକୁ ଉତ୍ପାଦନ ଫେରାଇ ଆଣିବାକୁ ବାଧ୍ୟ କରିବ, ଯଦ୍ଵାରା ଲକ୍ଷ ଲକ୍ଷ ନିଯୁକ୍ତି ସୃଷ୍ଟି ହେବ ଏବଂ ଦେଶର ସ୍ଥାନୀୟ ଶିଳ୍ପକୁ ପ୍ରୋତ୍ସାହନ ମିଳିବ। କିନ୍ତୁ କିଛି ବିଶେଷଜ୍ଞ କହିଛନ୍ତି ଯେ, ଏହି ନିଷ୍ପତ୍ତି ସ୍ମାର୍ଟଫୋନ ଉପଭୋକ୍ତାଙ୍କ ପାଇଁ ଅତ୍ୟଧିକ ମହଙ୍ଗା ସାବ୍ୟସ୍ତ ହୋଇପାରେ।ଏକ ଖବର […]
ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ନିଜର ଏଟିଏମ୍ ଟ୍ରାଞ୍ଜାକ୍ସନ ଫି ଆଉ ଏହାର ଫ୍ରି ୟୁଜ୍ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି । ପୂର୍ବରୁ ଏସବିଆଇରୁ ଅତିରିକ୍ତ କାରବାର ପାଇଁ ୨୧ ଟଙ୍କା ସହିତ ଜିଏସଟି ଚାର୍ଜ କରୁଥିଲା । କିନ୍ତୁ ନିୟମ ପରିବର୍ତ୍ତନ କରିବା ପରେ, ଯଦି ଆପଣ ଅନ୍ୟ ବ୍ୟାଙ୍କର ଏଟିଏମରୁ ସର୍ବାଧିକ ଟ୍ରାଞ୍ଜାକ୍ସନ ସୀମା ଅତିକ୍ରମ କରନ୍ତି, ତେବେ ଆପଣଙ୍କୁ ଅଧିକ ଚାର୍ଜ ଦେବାକୁ ପଡିବ । ସମସ୍ତ ଗ୍ରାହକଙ୍କୁ ୧୦ଟି ଫ୍ରୀ […]
ଦୁର୍ବଳ ହେଉଛି ବଙ୍ଗୋପସାଗରେ ସକ୍ରିୟ ରହିଥିବା ସଦୃଶ ଲଘୁଚାପ । ତଥାପି ଆସନ୍ତା ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ଆର୍ଲଟ କରିଛି ପାଣିପାଗ ବିଭାଗ। ଆଭ୍ୟନ୍ତରୀଣ ଓଡ଼ିଶାର ୧୭ ଜିଲାକୁ ଆଲର୍ଟ କରାଯାଇଛି । ସେହିପରି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ୨୫ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର […]
ସ୍କୁଲ ବନ୍ଦ ଚେତାବନୀକୁ ବିରୋଧ । ସ୍କୁଲ ବାରଣ୍ଡାରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ଭୁବନେଶ୍ୱର ରେଲୱେ କଲୋନୀ ୟୁପି ସ୍କୁଲରେ ପିଲାଙ୍କୁ ପାଠ ପଢ଼ାଇବାକୁ ଶିକ୍ଷକଙ୍କ ଅଭାବ ରହିଛି । ସଭିଏଁ ପଢ଼ିବେ ନାରା ଦେଉଛନ୍ତି ରାଜ୍ୟ ସରକାର । ତା ସହିତ ରାଜ୍ୟ ସରକାର ପ୍ରବେଶ ଓ ଖଡ଼ିଛୁଆଁ ଉତ୍ସବ ପାଳନ କରୁଥିବା ବେଳେ ଏଠାରେ ୧୩୦ ପିଲାଙ୍କ ଭବିଷ୍ୟତ ଅନ୍ଧକାରକୁ ଠେଲି ହେବାକୁ ବସିଛି । ଷଷ୍ଠ, ସପ୍ତମ ଶ୍ରେଣୀର ସ୍କୁଲ ବନ୍ଦ […]
ଆଜି ଓଡିଶା ଆସୁଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଶୁକ୍ରାବର ଦିନ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ ନଡ୍ଡା । ଏଥିପାଇଁ ଵ୍ୟାପକ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର।କଟକକୁ ଛାଡ଼ି ଆଉ ୧୨ ଜିଲ୍ଲାରେ ମଧ୍ୟ ଆୟୁଷ୍ମାନ ଭାରତର ଶୁଭାରମ୍ଭ ଉତ୍ସବ ହେବ ।କାର୍ଯକ୍ରମରେ ମନ୍ତ୍ରୀମାନେ ଯୋଗ ଦେଇ ରାଜ୍ୟରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ ।କଟକ ବାଲିଯାତ୍ରା ପଡ଼ିଆରେ ହେବାକୁ ଥିବା ମୁଖ୍ୟ କାର୍ଯ୍ୟକ୍ରମରେ […]
ଲିଙ୍ଗରାଜଙ୍କ ରୁକୁଣା ରଥ ବାହୁଡ଼ାଯାତ୍ରାରେ ଘଟିଛି ବଡ଼ ଅଘଟଣ । ବାହୁଡ଼ା ଯାତ୍ରାରେ ବାଘୁଆ ମହୁମାଛିଙ୍କ ଆତଙ୍କ ଦେଖିବାକୁ ମିଳିଥିଲା । ରାମେଶ୍ୱର ମନ୍ଦିରରେ ବାହୁଡ଼ା ନୀତି ପାଇଁ ସେବାୟତ ପ୍ରସ୍ତୁତ ହେଉଥିବାବେଳେ ପରିସରରେ ଥିବା ଓସ୍ତଗଛ ମହୁ ଫେଣାକୁ କେହି ଟେକା ମାରି ଦେଇଥିଲା ।ଯାହାଫଳରେ ହଜାର ହଜାର ସଂଖ୍ୟାରେ ମହୁମାଛି ଫେଣାରୁ ବାହାରି ଆସିଥିଲେ । ସେଠାରେ ଉପସ୍ଥିତ ଲୋକଙ୍କୁ ଦଂଶନ କରିଥିଲେ । ମହୁମାଛିଙ୍କ ଆକ୍ରମଣକୁ ବଞ୍ଚିବା ପାଇଁ ସେବାୟତମାନେ ଠାକୁରଙ୍କ ନୀତିକୁ […]
ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ କାଳିଞ୍ଜୀ ସାହିରେ ବୁଧବାର ଅପରାହ୍ନ ପ୍ରାୟ ୨ ଟାରେ ବୋମା ବିସ୍ଫୋରଣରେ ୩ ଘରର ଛାତ ଉଡ଼ି ଧ୍ବସ୍ତବିଧ୍ବସ୍ତ ହୋଇଯାଇଛି। ଗାଁ’ରେ ଚାଲିଥିବା ମା’ ଦଣ୍ଡକାଳୀଙ୍କ ନାଚ ଦେଖିବାକୁ ଯାଇଥିବା ୩ ପରିବାର ଲୋକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ସ୍ୱାମୀ-ସ୍ତ୍ରୀଙ୍କ କଳି ପାଇଁ ଘରେ ବୋମା ଫୁଟିଛି। ଆଉ ଘରେ ବୋମା ଫୁଟାଇଛି ନିଜେ ସ୍ୱାମୀ। ହଁ ସ୍ୱାମୀ-ସ୍ତ୍ରୀଙ୍କ ଭିତରେ କଳି ଲାଗିବାରୁ ଘରେ ବୋମା ପକାଇଦେଇଛି ସ୍ୱାମୀ।ହେଲେ […]
ପୁଣିଥରେ ଭିକେ. ପାଣ୍ଡିଆନଙ୍କ ସପକ୍ଷରେ ବାହାରିଲେ ନବୀନ ପଟ୍ଟନାୟକ। ”ପାଣ୍ଡିଆନ କେବଳ ଦଳ ପାଇଁ ନୁହେଁ ରାଜ୍ୟ ପାଇଁ ମଧ୍ୟ ଅନେକ କାମ କରିଛନ୍ତି। ତେଣୁ ତାଙ୍କୁ କୌଣସି ପ୍ରକାର ବଦନାମ କରିବା ଉଚିତ ନୁହେଁ।’ଆଜି ଦୁଇଟି ସମ୍ବାଦ ସରବରାହ ସଂସ୍ଥା ଏଏନଆଇ ଓ ପିଟିଆଇକୁ ଶ୍ରୀ ପଟ୍ଟନାୟକ କହିଛନ୍ତି, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଏବେ ବିଜୁ ଜନତା ଦଳରେ ନାହାନ୍ତି। ବହୁ ପୂର୍ବରୁ ସେ ଚିଟଫଣ୍ଡ ଦୁର୍ନୀତିରେ ଜଡିତ ହୋଇ ଜେଲ ଯିବା ପରେ […]
ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ତରଫରୁ କୁହାଯାଇଛି ଯେ, କ୍ରୁ ମେମ୍ବରମାନେ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସମସ୍ତ ନିୟମ ପାଳନ କରି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଅଭିଯୁକ୍ତ ଯାତ୍ରୀଙ୍କୁ ଚେତାବନୀ ଦିଆଯାଇଛି ଏବଂ ପୀଡ଼ିତ ଯାତ୍ରୀଙ୍କୁ ଥାଇଲାଣ୍ଡରେ ଅଭିଯୋଗ କରିବାକୁ ପରାମର୍ଶ ଦିଆଯାଇଛି। ତେବେ ପୀଡ଼ିତ ଯାତ୍ରୀ କୌଣସି ଅଭିଯୋଗ କରିବାକୁ ମନା କରିଦେଇଥିଲେ।
ଓଡ଼ିଶା ଷ୍ଟେଟ୍ କର୍ପୋରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ୍ (ଓମଫେଡ୍) ଜଲଦି ଚକୋଲେଟ ମାର୍କେଟରେ ପ୍ରବେଶ କରିବାକୁ ଯାଉଛି । ଓମଫେଡ ମ୍ୟାନେଜିଙ୍ଗ ଡିରେକ୍ଟର ବିଜୟ ଅମୃତ କୁଲାଙ୍ଗେ, ଏ ନେଇ ସୂଚନା ଦେଇଛନ୍ତି । ଓମଫେଡ୍ ପାଣି ବୋତଲ ମଧ୍ୟ ବିକ୍ରି କରିବାକୁ ଅଣ୍ଟା ଭିଡ଼ିଛି । ଆସନ୍ତା ୪ ମାସ ଭିତରେ ଓଡ଼ିଶା ବଜାରେ ପାଣି ବିକ୍ରି ଆରମ୍ଭ କରିଦେବ ଓମଫେଡ୍ । ଏହାଛଡ଼ା ବର୍ଷକ ଭିତରେ ଓମଫେଡ୍ ୧୦ ଲକ୍ଷ ଲିଟର ଦୁଗ୍ଧ ଉତ୍ପାଦନ […]
ପୋଲିସ ହାତରେ ବଡ଼ ସାଇବର ଠକେଇ ଗ୍ୟାଙ୍ଗ୍ । ଓଡ଼ିଶା-ଛତିଶଗଡ଼ରୁ ଗ୍ୟାଙ୍ଗର ୯ ଜଣଙ୍କୁ ଗିରଫ କଲା ପୋଲିସ । ତାଙ୍କଠାରୁ ୩୧ଟି ମୋବାଇଲ, ୫ଟି ଲାପଟପ୍, ୭୮ଟି ବ୍ୟାଙ୍କ ATM କାର୍ଡ ଜବତ କରାଯାଇଛି । ଏଥିସହ ବିଭିନ୍ନ ବ୍ୟାଙ୍କ ଆକାଉଣ୍ଟରୁ ୧ କୋଟି ୪୧ ଲକ୍ଷ ଟଙ୍କା ଫ୍ରିଜ୍ କରାଯାଇଛି ।ଭାରତୀୟ ହୋଇ ବିଦେଶରେ ଯାଇ ଲୁଚି ରହୁଛନ୍ତି । ବିଦେଶରେ ରହି ଭାରତ ସମେତ ପାକିସ୍ତାନ, ବାଂଲାଦେଶ, ନେପାଳ ଭଳି ଅନେକ ଦେଶକୁ […]
