lରାୟଗଡ:-ତା. ୨୮/୧୦-ଆଜି ସ୍ଥାନୀୟ ବସ ଷ୍ଟାଣ୍ଡ ନିକଟସ୍ଥ ଜନଜାତି ସେବଜଗତ ପରିସରରେ ଦୀପାବଳି ଉତ୍କଳ ଷ୍ଟଲ ଉଦଘାଟିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ରାୟାଗଡା,ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ,ଉପନିର୍ଦ୍ଧେଶକ ତଥା ଜିଲ୍ଲା ସୂଚନା ଓ ଲକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ, ଡିପିଏମ୍ ଓଏଲ୍ଏମ୍,ହେମନ୍ତ କୁମାର ବାଗ,ଡି ସିଇଓ ଓରମାସ୍ ମନୋଜ […]
ରାସ୍ତାକୁ ଓହ୍ଲାଇବେ ଆମ୍ବୁଲାନ୍ସ କର୍ମଚାରୀ । ୧ରୁ ଗଡ଼ିବନି ୧୦୮ ଆମ୍ବୁଲାନ୍ସ ସେବା । ସମାନ କାମକୁ ସମାନ ଦରମା ନ ଦେଲେ ୩୦ତାରିଖରୁ ୧୦୮ର ଆମ୍ବୁଲାନ୍ସର ଜିପିଏସ ବଟନ୍ ବନ୍ଦ କରି ରୋଗୀ ସେବା ନଯୋଗାଇବା ନେଇ ଚେତାବାନୀ ଦେଇଛନ୍ତି ରାଜ୍ୟ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ।ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨ଶହ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରି ନ ଥିବା ଅଭିଯୋଗ ହୋଇଛି। ଏହାରି ପ୍ରତିବାଦରେ ଆସନ୍ତା ୧ ତାରିଖରେ ଆନ୍ଦୋଳନ […]
ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି। ଆଜି ରାଜ୍ୟ ସରକାର ୧୧ ଜଣ ଓଏସଙ୍କ ଅଧିକାରୀ ସ୍ତରରେଅଦଳବଦଳ କରିଛନ୍ତି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ…..୧ . ଶୈଳେନ୍ଦ୍ର କୁମାର ଜେନା – ଥିଲେ ( କ୍ରୀଡା ଓ ୱାଇଏସ ବିଭାଗର ଯୁଗ୍ମ ସଚିବ ) – ହେଲେ ମିଶନ ଶକ୍ତି ବିଭାଗର ଯୁଗ୍ମ ସଚିବ୨. ମମତା ବାରିକ – ଥିଲେ (ସ୍ୱାସ୍ଥ୍ୟ ଓ ଏଫଡବ୍ଲୁ […]
କିଛି ଦିନ ପରେ ଆସୁଛି ଦୀପାବଳି। ଏଥି ପାଇଁ ବଜାରରେ ଭଳିକି ଭଳି ଦୀପ ବିକ୍ରି ହେଉଛି। କିନ୍ତୁ ମାଟି ଦୀପ ତୁଳନାରେ କସମେଟିକ ଦୀପର ଚାହିଦା ଅଧିକ ବଢ଼ିବାରେ ଲାଗିଛି। ଫଳରେ କୌଳିକ ବୃତ୍ତି ଆପଣାଇ ପରିବାର ଚଳାଇବା କୁମ୍ଭାର ପରିବାର ପାଇଁ କାଠିକର ପାଠ ହୋଇପଡିଛି। ଦିନ ଥିଲା ମାଟି ସାମଗ୍ରୀ ବିକ୍ରି କରି ବେଶ ଦୁଇ ପଇସା ରୋଜଗାର କରୁଥିଲେ କୁମ୍ଭାର ସମ୍ପ୍ରଦାୟର ଲୋକେ। କିନ୍ତୁ ସଂପ୍ରତି ପ୍ଲାଷ୍ଟିକ, ଷ୍ଟିଲ, ଭଳି ଘରୋଇ […]
ରାଜ୍ୟରେ ପ୍ରତିଷ୍ଠା ହେବ ଭିଜିଲାନ୍ସ ଫୋରେନସିକ ବିଜ୍ଞାନ ଅନୁଷ୍ଠାନ । ଏଥିରେ ୮ଜଣ ଏସପି , ୮ ଜଣ ଏଏସପି , ୨୪ ଡିଏସପି କାର୍ଯ୍ୟ କରିବେ । ଏହା ସହିତ ୨୪ ସାଇବର ଏକ୍ମପର୍ଟ, ଚାଟାର୍ଡ ଆକାଉଣ୍ଟ , ବ୍ୟାଙ୍କ ଏକ୍ସପର୍ଟ ରହିବେ । ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ।ଦୁର୍ନୀତିରେ ଲିପ୍ତ ଅଧିକାରୀଙ୍କୁ ଆଦୌ ଛଡ଼ା ଯିବ ନାହିଁ । ଦୁର୍ନୀତିକୁ ନେଇ ଶୂନ୍ୟ ସହନଶୀଳତା ନୀତି ଉପରେ ସରକାର ପ୍ରତିଶ୍ରୁତିବଦ୍ଧ […]
ଆସନ୍ତା ବର୍ଷରୁ ଦେଶରେ ଆରମ୍ଭ ହୋଇପାରେ ଜନଗଣନା । ଦୀର୍ଘ ୪ ବର୍ଷ ପରେ ୨୦୨୫ରୁ ଜନଗଣନା ପ୍ରକ୍ରିୟା ଆରମ୍ଭ ହେବ । କେନ୍ଦ୍ର ସରକାରଙ୍କ ତରଫରୁ ଜନଗଣନା କରାଯିବା ସମ୍ପର୍କରେ ଏଭଳି କିଛି ବଡ଼ ତଥ୍ୟ ସାମ୍ନାକୁ ଆସିଛି । ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୨୬ ପର୍ଯ୍ୟନ୍ତ ହେବ।ସୂଚନାନୁଯାୟୀ, ବର୍ତ୍ତମାନ ଜନଗଣନା ଚକ୍ର ମଧ୍ୟ ବଦଳିଯିବ। ଅଦ୍ୟାବଧି ଦଶନ୍ଧି ଆରମ୍ଭରେ ପ୍ରତି ଦଶ ବର୍ଷରେ ଜନଗଣନା କରାଯାଇଥିଲା। ଉଦାହରଣ ସ୍ବରୂପ, ଜନଗଣନା ୧୯୯୧, ୨୦୦୧, ୨୦୧୧ […]
ବାଣ ବିକ୍ରି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୁଲିସ । ସୁପ୍ରିମକୋର୍ଟଙ୍କ ନିୟମ ଅନୁସାରେ ବାଣ ଫୁଟାଯିବ । ବିପଦ ଜନକ ବାଣ ଫୁଟା ଓ ବିକ୍ରି ଉପରେ କଟକଣା ଜାରି । କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ । ଲାଇସେନ୍ସ ପାଇଁ ଏଯାବତ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି । ସେଥିମଧ୍ୟରୁ ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି । ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ […]
ବାଣ ବିକ୍ରି ପାଇଁ ଗାଇଡଲାଇନ ଜାରି କଲା କମିଶନରେଟ ପୁଲିସ । ସୁପ୍ରିମକୋର୍ଟଙ୍କ ନିୟମ ଅନୁସାରେ ବାଣ ଫୁଟାଯିବ । ବିପଦ ଜନକ ବାଣ ଫୁଟା ଓ ବିକ୍ରି ଉପରେ କଟକଣା ଜାରି । କୌଣସି ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ । ଲାଇସେନ୍ସ ପାଇଁ ଏଯାବତ ୪୬୫ ଜଣ ଦୋକାନୀ ଆବେଦନ କରିଛନ୍ତି । ସେଥିମଧ୍ୟରୁ ୨ ଶହ ଜଣଙ୍କୁ ଲାଇସେନ୍ସ ପ୍ରଦାନ ସରିଲାଣି । ଅନ୍ୟମାନଙ୍କୁ ବର୍ତ୍ତମାନ ବିଭିନ୍ନ ସର୍ତ୍ତ […]
ନୟାଗଡ଼, (ଓଡ଼ିଶା ଦର୍ପଣ): ନିକଟରେ ପ୍ରକାଶିତ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଚିନ୍ମୟୀ ପାଣିଗ୍ରାହୀଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ନୟାଗଡ଼ ଏନଏସି ହାଇସ୍କୁଲର ୨୦୦୯ ବ୍ୟାଚର ଛାତ୍ରୀ ଚିନ୍ମୟୀ ୭୯ତମ ସ୍ଥାନରେ ରହି ସଫଳତାର ସହିତ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ଉତୀର୍ଣ୍ଣ ହୋଇଛନ୍ତି। ସୂଚନା ଯୋଗ୍ୟ ଯେ ୨୦୦୯ ମସିହା ମାଟ୍ରିକ ପରୀକ୍ଷାରେ ସମଗ୍ର ଓଡ଼ିଶାରେ ୧୦ମ ସ୍ଥାନ ହାସଲ କରି ଚିନ୍ମୟୀ ବିଦ୍ୟାଳୟ ପାଇଁ ଗୌରବ ଆଣିଥିଲେ। ପିତା […]
ବାତ୍ୟା ଦାନା ଓଡିଶା ଛାଡିବା ପରେ ରାତିର ପାରଦ ତଳକୁ ଖସିଛି । ଦିନର ତାପମାତ୍ରାରେ ମଧ୍ୟ କିଛିଟା ତଫାତ ପରିଲକ୍ଷତ ହୋଇଛି । ମେଧୁଆ ପାଗ ଲାଗି ରହିଥିବାରୁ ଆଜି ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରାରେ ୩୦ ଡିଗ୍ରୀ ତଳକୁ ଖସିଛି । ସେହିପରି ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୨.୮ ଡିଗ୍ରୀ ରହିଥିଲା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡିଶାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ […]
ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଯେଉଁ ମଠ ମନ୍ଦିରଗୁଡ଼ିକରେ ସ୍ଥାନରେ ମରାମତି, ରକ୍ଷଣାବେକ୍ଷଣ, ପରିଚାଳନା ସମସ୍ୟା ଅଛି, ଏସବୁ କଥା ଗୁଡ଼ିକୁ ଆଡ୍ରେସ କରାଯିବ। ନିର୍ଦ୍ଦିଷ୍ଟ ରୂପରେଖ ଖୁଵ ଶୀଘ୍ର ସ୍ପଷ୍ଟ ହେବ। ଓଡ଼ିଶାର ସଂସ୍କୃତି ଯେଉଁ ମଠ ମନ୍ଦିର ସହ […]
ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ|ଏଯାଏଁ ୧ କୋଟି ୬୦ ହଜାର ମହିଳା ଆବେଦନ କରିସାରିଲେଣି । ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା […]
