ସରିଗଲା ସମୟ, ଆଉ କରିପାରିବେନି ଆବେଦନ। ଆଜି ଥିଲା ଶେଷ ତାରିଖ। ସୁଭଦ୍ରା ଯୋଜନାରେ ଆସିସାରିଛି ୨ୟ କିସ୍ତି ଟଙ୍କା । ରାକ୍ଷୀ ପୂର୍ଣ୍ଣିମାରେ ଆସିବ ୩ୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି । ପୂର୍ବରୁ ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏ ପଠାଇସାରିଛନ୍ତି ରାଜ୍ୟ ସରକାର । ମହିଳା ଦିବସରେ ଅର୍ଥାତ ମାର୍ଚ୍ଚ ୮ ତାରିଖରେ ଖାତାକୁ ଆସିଥିଲା ସୁଭଦ୍ରା ଯୋଜନା ଟଙ୍କା ।ସୂଚନାନୁସାରେ, ଚଳିତ ବର୍ଷ ମାର୍ଚ୍ଚ ୩୧ […]
ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରାକ୍ ମରାମତି କାମ । ସକାଳ ୭ଟା ୧୫ ସୁଦ୍ଧା ମରାମତି କାମ ସରିଥିବା ନେଇ ସୂଚନା ମିଳିଛି । ଖୁବ୍ଶୀଘ୍ର ଟ୍ରେନ୍ ଚଳାଚଳ ହେବା ନେଇ ସୂଚନା ଦେଇଛି ରେଲୱେ ବିଭାଗ । ସୂଚନାଥାଉକି, ରବିବାର ପୂର୍ବାହ୍ଣ ୧୧ଟା ରେ ବେଙ୍ଗାଲୁରୁରୁ ଗୌହାଟୀ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍ର ୧୧ଟି ବଗି ମଙ୍ଗୁଳି ରେଳଷ୍ଟେସନ୍ ନିକଟରେ ଲାଇନ୍ଚ୍ୟୁତ ହୋଇଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୧୬ ଜଣ […]
ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉ ମାନଙ୍କର ଖସାପଡା ନୀତି । ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଦୀର୍ଘ ସମୟ ଧରି ମହାପ୍ରଭୁଙ୍କ ଏହି ଗୁପ୍ତନିତି ସମ୍ପାଦନ କରିବେ । ଖସାପଡା ନୀତି ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ ।ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି […]
ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ, ଲଛା, ସିମେଇ , ଖଜୁର ଓ ସର୍ବତ ପ୍ରସ୍ତୁତ ହୋଇ ରହିଛି ।ଆଜି ଇଦ ସହ ଶେଷ ହେବ ଦୀର୍ଘ ଏକ ମାସ ଧରି ଚାଲିଥିବା ବ୍ରତ। ଦିନ ସାରା ଉପବାସ ରହି ରାତିରେ ରୋଜା ପାଳୁଥିଲେ। ଏହା […]
ରାୟଗଡା ତା ୩୦-୩-୨୦୨୫ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚବିଦ୍ୟାଳୟ ପଡିଆ ଠାରେ ରବିବାର ଦିନ ଅନ୍ତୋଦୟ ଗୃହ ଯୋଜନା ନାମକ ନୂତନ ଯୋଜନାର ଶୁଭାରମ୍ଭ ହୋଇଛି। ଏହା ସହିତ କଳାହାଣ୍ଡିରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉଦଘାଟିତ ଏହି ଯୋଜନାର ସିଧାପ୍ରସାରଣ କରାଯାଇଥିଲା । ଜିଲ୍ଲାପାଳ ପାରୁଲ ପଟାୱରୀ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଶୁଭାରମ୍ଭ କରିଥିଲେ । କୋରାପୁଟ ଲୋକସଭା ସାଂସଦ ଶ୍ରୀଯୁକ୍ତ ସପ୍ତଗିରି ଶଙ୍କର ଉଲ୍ଲାକା, ରାୟଗଡ଼ା ବିଧାୟକ ଶ୍ରୀଯୁକ୍ତ ଆପାଲାସ୍ଵାମୀ କାଡ୍ରାକା, […]
ରାୟଗଡ଼ – ରାୟଗଡ଼ ସହର ମଧ୍ୟ ଦେଇ ଦିନରାତି ୨୪ ଘଣ୍ଟା ଭାରି ଯାନ ଚଳାଚଳ ସାଧାରଣ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟେକ ଦିନ ରାୟଗଡ଼ ସହରକୁ ୧୦ ଗୋଟି ବ୍ଲକଏବଂ ଆଖପାଖ ଗ୍ରାମାଞ୍ଚଳରୁ ଲୋକେ ନିଜ ନିଜର ଜରୁରି କାମରେ ରାୟଗଡ଼ ଓ ବଜାରକୁ ଆସି ଥାଆନ୍ତି। କିନ୍ତୁ, ୨୪ ଘଣ୍ଟିଆ ଭାରି ଯାନ ଚଳାଚଳ ଯୋଗୁଁ ଟ୍ରାଫିକ ଜାମରେ ଫସି ରହିବା , ଯାତାୟାତରେ ବାଟ ନ ମିଳିବା ଦ୍ଵାରା ନାହିଁ […]
ଶ୍ରୀ ମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୃହରେ ଆଇନ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଛନ୍ତି । ଏହାର ଉତ୍ତରରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି ଯେ, ‘ବର୍ତ୍ତମାନ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇନାହିଁ । ଧାଡି ଦର୍ଶନ ବ୍ୟବସ୍ଥା ନିମନ୍ତେ ତିଆରି କରାଯାଇଥିବା କାଠର ରାମ ଏବଂ ବାରିକେଡ ସଂସ୍ଥାପନ କରିବା ପାଇଁ ନାଟମଣ୍ଡପରେ ଥିବା ହୁଣ୍ଡିର ସ୍ଥାନାନ୍ତରର ଆବଶ୍ୟକତା ଅଛି । ହୁଣ୍ଡି ସ୍ଥାନାନ୍ତର ନିମନ୍ତେ ଶ୍ରୀମନ୍ଦିର […]
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ବର୍ତ୍ତମାନ ଶେଷ ହୋଇଛି । ବୈଠକ ପରେ କଣ ନିଷ୍ପତ୍ତି ହେଲା ସେନେଇ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଘୋଷଣା କରିଛନ୍ତି ।ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ କରାଯିବ। ପୁରୁଣା ଆଇନରେ ସଂଶୋଧନ କରାଯାଇ କଠୋର ଦଣ୍ଡ ବ୍ୟବସ୍ଥା ହେବ। ଡଃ ପାଢ଼ୀ କହିଛନ୍ତି, ଏ ନେଇ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି ଏବଂ […]
ବିଧାନସଭାରୁ ସମସ୍ତ କଂଗ୍ରେସ ବିଧାୟକଙ୍କୁ ନିଲମ୍ବନ ପ୍ରସଙ୍ଗରେ ଆଜି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସର ଏକ ଟିମ୍ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ କଂଗ୍ରେସର ବିଧାୟକ ଏଵଂ ବରିଷ୍ଠ କଂଗ୍ରେସ ନେତାମାନେ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଅଭିଯୋଗ କରିଛନ୍ତି । ରାଜ୍ୟପାଳ କହିଛନ୍ତି ଅନୁଧ୍ୟାନ କରିବେ। ଆମର ବିଶ୍ବାସ ସେ ନ୍ୟାୟ ଦେବେ ବୋଲି ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା ଏବଂ ଲଢେଇ ଜାରି ରହିବ ବୋଲି ରାଜ୍ୟ ପିସିସି ସଭାପତି ଭକ୍ତ […]
ସୁଭଦ୍ରା ଯୋଜନା ନେଇ ଆଜି ଆଉ ଏକ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା ।ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ମୋଟ୍ କୋଟିଏ ୬୫ ହଜାର ୮୭୭ ହିତାଧିକାରୀଙ୍କୁ ପ୍ରଥମ କିସ୍ତିରେ ୫୦୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ପାଇଛନ୍ତି । ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର […]
ବିଧାନସଭାରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବିବୃତି । ପୂର୍ବ ସରକାରରେ ମଦ ପିଇ ପ୍ରାଣ ହରାଇଥିଲେ ୫୨ ଜଣ । ଏହାବ୍ୟତୀତ ୨୦୨୪ରୁ ଏବେ ଯାଏଁ ମଦରୁ ରାଜସ୍ୱ ଆଦାୟର ପରିମାଣ ହେଉଛି ୭୭୫୬. ୧୪ କୋଟି ଟଙ୍କା ।ସେହିପରି ୨୦୨୪ ରୁ ଅଦ୍ୟାବଧି ମଦରୁ ରାଜସ୍ୱ ଆଦାୟର ପରିମାଣ ହେଉଛି ୭୭୫୬.୧୪ କୋଟି ଟଙ୍କା । ୨୦୧୪ ରେ ମଦରୁ ୨୦୩୮.୭୯ କୋଟି ଟଙ୍କାର ରାଜସ୍ୱ ଆଦାୟ ହୋଇଛି । ଠିକ୍ ସେହିପରି ରାଜ୍ୟରେ […]
ପୋଲିସ ବାବୁଙ୍କ ନାଁରେ ଲଭ୍-ସେକ୍ସ-ଧୋକା ଅଭିଯୋଗ । ଏସ୍ଆଇ ବିଜୟ ସାହୁଙ୍କୁ ଗିରଫ କଲା ପୋଲିସ । ଜଣେ ଯୁବତୀଙ୍କୁ ପ୍ରେମ କରିବା ପରେ ବିବାହର ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିଥିଲେ ପୁଲିସ ଏସଆଇ ।ସୂଚନା ଅନୁସାରେ ୨୦୧୭ ମସିହାରେ ଯୁବତୀ ଜଣଙ୍କ ବାଲିଆପାଳ ଶାରୀରିକ ବିଦ୍ୟାଳୟରେ ପଢୁଥିବା ବେଳେ ତଳପଦା ଗାଁର ବିଜୟ ସାହୁଙ୍କୁ ମନ୍ଦିରରେ ବିବାହ କରିଥିଲେ । ପରେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ବିଜୟ । ଆଉ ଚାକିରି […]
