ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ,ଦୁଇଦିନ ପରେ ପୁଣି ଫେରିବ ତାତି

ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି। ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, […]

ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ

ଆଜି ଆସାମ, କେରଳ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ। ୨ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୨୯୬ ଆସନରେ ଭୋଟ୍ ଗ୍ରହଣ ହେଉଛି । ୧୮୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର।ଆସାମର ୧୨୬ ଆସନରେ ହେଉଛି ମତଦାନ। ପୁଡୁଚେରୀର ୩୦ଟି ଆସନ ପାଇଁ ହେଉଛି ଲଢେଇ। କେରଳର ୧୪୦ ଆସନ ପାଇଁ ହେଉଛି ଭୋଟ ଗ୍ରହଣ।ଫଳାଫଳ ଆସନ୍ତା ୪ ତାରିଖରେ ଆସିବ ।ଆସାମରେ ହମନ୍ତ ବିଶ୍ୱଶର୍ମା ଓ ଗୌରବ ଗୋଗେଇଙ୍କ ମଧ୍ୟରେ ମୁକାବିଲା […]

ଆଜିର ରାଶିଫଳ(୯ ଏପ୍ରିଲ, ୨୦୨୬)

ମେଷ ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବୃଷ-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର […]

ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ ସିଲିଣ୍ଡର

୫ କେଜି ଗ୍ୟାସ ବିତରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ୫ କେଜି ଏଲପିଜି ଗ୍ୟାସ ପ୍ରଚୁର ମାତ୍ରାରେ ଉପଲବ୍ଧ ହେବ । ଗ୍ୟାସ କମ୍ପାନୀମାନେ ଉପଲବ୍ଧ କରାଇବେ । ଭାରତ ସରକାରଙ୍କର ଫ୍ରି ଟ୍ରେଡ଼ ଏଲପିଜି ସ୍କିମ ମାଧ୍ୟମରେ ଏହା ଉପଲବ୍ଧ ହେବ । ପେଟ୍ରୋଲ ପମ୍ପରେ ବି ମିଳିପାରିବ ପାଞ୍ଚ କେଜି ଗ୍ୟାସ ସିଲିଣ୍ଡର । କେବଳ ଆଇଡେଣ୍ଟି କାର୍ଡ ଦେଖାଇ ଏହାକୁ ନେଇପାରିବେ । ୫କେଜି ଗ୍ୟାସ ନେବା ପାଇଁ […]

ରତ୍ନଭଣ୍ତାର ଗଣତିମଣତିକୁ ନେଇ ଗଜପତି ମହାରାଜାଙ୍କ ବଡ ବୟାନ

ରତ୍ନଭଣ୍ତାର ଗଣତିମଣତିକୁ ନେଇ ଗଜପତି ମହାରାଜାଙ୍କ ବଡ ବୟାନ। ଗଣତିମଣତି ସମୟରେ ଟେକ୍ନିକାଲି କରାଯାଉଛି। ଥ୍ରିଡି ମ୍ୟାପିଂ କରାଯାଉଛି। ଟିକେ ସମୟ ଲାଗୁ ପଛେ , କିନ୍ତୁ ଭଲ ଭାବରେ କାମ କରାଯିବା ଦରକାର।ଭବିଷ୍ୟତରେ ଯେମିତି ଦ୍ଵନ୍ଦ୍ଵ ସୃଷ୍ଟି ନ ହେଉ ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି , ଗଣତିମଣତି ପାଇଁ ସମୟସୀମା ରଖିପାରିବା ନାହିଁ। ରତ୍ନଭଣ୍ତାର ମୂଲ୍ୟାଙ୍କନ ହେଉନାହିଁ। ମହାପ୍ରଭୁଙ୍କ କୃପାରୁ ସବୁକିଛି ସୁରୁଖୁରୁରେ ହେବା ଆଶା ବୋଲି […]

ସଂସଦୀୟ ଦଳ ନେତା ପଦରୁ ସସ୍ମିତଙ୍କ ଇସ୍ତଫା

ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା। ଇସ୍ତଫା ପତ୍ର ବିଜେଡି ସଭାପତି ନବୀନଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର।ଇସ୍ତଫାର ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନ ଥିଲେ ମଧ୍ୟ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।ସସ୍ମିତ ପାତ୍ରଙ୍କ ଇସ୍ତଫା ପରେ ଏବେ ରାଜ୍ୟ ସଭାରେ ଦଳର ନେତୃତ୍ୱ କିଏ ନେବ, ସେ ନେଇ ଆଲୋଚନା ଆରମ୍ଭ ହେଉଛି। ନିକଟରେ ବିଜୁ ବାବୁଙ୍କ ପ୍ରତି ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସେ […]

ସୋସିଆଲ ମିଡିଆରେ ଖରାପ ଶବ୍ଦ କହିଲେ ସାବଧାନ ! ଆସିବ ଆଇନ୍, ନିଆଯିବ କାର୍ଯ୍ୟାନୁଷ୍ଠାନ

ଅପଶବ୍ଦ ବ୍ୟବହାର ଉପରେ ଲାଗିବ ରୋକ୍ । ସୋସିଆଲ ମିଡିଆ ହେଉ କିମ୍ବା ବାହାରେ । କେଉଁଠି ବି କେହି ଅପଶବ୍ଦ ବ୍ୟବହାର କରିପାରିବେ ନାହିଁ । ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।ପ୍ରିଭେନସନ ଅଫ ହେଟ ସ୍ପିଚ୍ ଆଣ୍ଡ ହେଟ କ୍ରାଇମ୍ ଆକ୍ଟ ସରକାର ଲାଗୁ କରିବାକୁ ଯାଉଛନ୍ତି ବୋଲି ଆଇନମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି, ସୋସିଆଲ […]

ମେ’ ୫ରୁ ଆରମ୍ଭ ହେବ ପିଜି ପ୍ରବେଶିକା ପରୀକ୍ଷା

ଓଡ଼ିଶାରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET (Common PG Entrance Test) ପ୍ରବେଶିକା ପରୀକ୍ଷାର ସୂଚୀ ପ୍ରକାଶ ପାଇଛି । ଷ୍ଟେଟ ସିଲେକ୍ସନ ବୋର୍ଡ (SSB) ପକ୍ଷରୁ ଏହି ସୂଚୀ ଜାରି କରାଯାଇଛି । ଆସନ୍ତା ମେ’ ୫ ତାରିଖରୁ ମେ’ ୧୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ ।ମୋଟ ୫୦ଟି ସ୍ନାତକୋତ୍ତର ବିଷୟ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ପ୍ରତ୍ୟେକ ଦିନ ୨ଟି ସିଫ୍ଟରେ ପରୀକ୍ଷା ହେବ। ପ୍ରଥମ ସିଫ୍ଟରେ ଦିନ […]

ଏସସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା : ମେଡିକାଲରେ ପହିଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍

କଟକ ବଡ଼ ଡାକ୍ତରଖାନାରେ କେନ୍ଦ୍ରୀୟ ତଦନ୍ତକାରୀ ଦଳ। ଏସସିବିରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ ମେଡିକାଲରେ ପହଞ୍ଚିଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ କତ୍ତୃପକ୍ଷ , ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ବରିଷ୍ଠ ପ୍ରଫେସର, ଭାରତ ସରକାରଙ୍କ ଅଗ୍ନିସମ ବିଭାଗ ପରାମର୍ଶ ଦାତା ପ୍ରମୁଖ ଟିମରେ ସାମିଲ ଅଛନ୍ତି।ସୂଚନାଯୋଗ୍ୟ, ଗୋଟିଏ ମାସ ପୂର୍ବରୁ କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଆଶୁ ଚିକିତ୍ସା ବିଭାଗର […]

ଗୋ-ମାଫିଆଙ୍କୁ କ୍ଷମା ନାହିଁ, ସମୟ ଥାଉ ଥାଉ ସୁଧୁରିଯାଅ

ଗୋ-ମାଫିଆଙ୍କୁ ସରକାରଙ୍କ କଡ଼ା ଚେତାବନୀ ଦେଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି । ବାଲେଶ୍ୱ. ମୟରଭଞ୍ଜ ଜିଲ୍ଲାର ୩୩ଟି ସ୍ଥାନରେ ଗୋମାଫିଆଙ୍କ ଘରେ ଚଢାଉ ଚାଲିଛି । ୪୬ ଲକ୍ଷରୁ ଅଧିକ ଟଙ୍କା, ୨ କେଜିରୁ ଅଧିକ ସୁନା ,କାର, ବାଇକ, ମାରଣାସ୍ତ୍ର ଜବତ ହୋଇଛି । ଜୋରଦାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ୮ରୁ ଅଧିକ ଗୋ ମାଫିଆଙ୍କୁ ଗିରଫ କରାଯାଇଛି ସେମାନଙ୍କ ବିରୋଧରେ ଏନଏସଏ ଲାଗୁ […]

ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ

ରାଉରକଲା ବିମାନ ଦୁର୍ଘଟଣାର ଆସିଲା ପ୍ରାଥମିକ ରିପୋର୍ଟ । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଏଏଆଇବି ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି । ରାଉରକେଲାରେ ପହଞ୍ଚିବା ପୂର୍ବରୁ ବିମାନରୁ ତେଲ ସରିଆସୁଥିବା ସୂଚନା ମିଳିଛି ।ଫଳର ଇଞ୍ଚିନରେ ସମସ୍ୟା ଯୋଗୁଁ ବିମାନ ଦୁର୍ଘଟଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଗତ ଜାନୁଆରୀ ୧୦ ତାରିଖରେ ଏୟାର ଇଣ୍ଡିଆ ୱାନର ବିମାନ କ୍ରାସ ହୋଇଥିଲା ।ଏହି ଦୁର୍ଘଟଣାରେ ଦୁଇ ଜଣ କ୍ରିଉ ସଦସ୍ୟଙ୍କ ସମତେ ୪ ଜଣ ଯାତ୍ରୀ […]

ଚମକିଲା ସୁନା ଓ ରୁପା, ଦେଢ ଲକ୍ଷ ପାର୍ କଲା ଦାମ୍

ପଶ୍ଚିମ ଏସିଆରେ ଅସ୍ତ୍ରବିରତି ଏବଂ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ହ୍ରାସ  ପାଇଛି। ପୁଣି ବଢ଼ିଛି ସୁନା ଦର। ଆଜି ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ ପିଛା ୩ ହଜାର ୯୮୦ ଟଙ୍କା ବୃଦ୍ଧି ଘଟି ଦର ୧ ଲକ୍ଷ ୫୩ ହଜାର ୮୨୦ ଟଙ୍କା ହୋଇଛି। ଗତକାଲି ଦର ୧ ଲକ୍ଷ ୪୯ ହଜାର ୮୪୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ୍ ସୁନା ଦର ୩,୬୫୦ ଟଙ୍କା ବୃଦ୍ଧି ପାଇ ୧ […]