ବିଦ୍ୟାଳୟ ପରିଦର୍ଶନ କଲେ ଶିକ୍ଷକ ପ୍ରଶିକ୍ଷକ ଦୀପକ

ନୂଆଗାଁ: ପ୍ରଥମ, ଦ୍ଵିତୀୟ ଏବଂ ତୃତୀୟ ଶ୍ରେଣୀ ଛାତ୍ର ଛାତ୍ରୀ ମାନେ କିପରି ଏଫ୍ ଏଲ ଏନ୍ ଦକ୍ଷତା ହାସଲ କରି ଆଗକୁ ଅଗ୍ରସର ହେବେ ସେଥିନେଇ ଶିକ୍ଷକ ଶିକ୍ଷୟତ୍ରୀ ମାନେ ପ୍ରଚେଷ୍ଟା ଜାରି ରଖିଛନ୍ତି। ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ଥିବା ବିଦ୍ୟାଳୟ ଗୁଡିକରେ ଏଫ୍ ଏଲ ଏନ୍ କାର୍ଯ୍ୟକ୍ରମ କିପରି ଚାଲିଛି ଯାହାକୁ ନେଇ ରାଜ ସୁନାଖଳା ଶିକ୍ଷଣ ପ୍ରତିଷ୍ଠାନ ର ଶିକ୍ଷକ ପ୍ରଶିକ୍ଷକ ଦୀପକ ପ୍ରଧାନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି।ନୂଆଗାଁ ବ୍ଲକ୍ […]

ଗାଈକୁ ମିଳିଳା ‘ରାଜମାତା’ ସମ୍ମାନ

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ଶିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଗାଈକୁ ‘ରାଜମାତା’ ମାନ୍ୟତା ଦେଇଛନ୍ତି। ମହାୟୁତି ସରକାର ଏ ସମ୍ପର୍କରେ ଘୋଷଣା କରିଛନ୍ତି। ସରକାର ସୋମବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନେଇଛନ୍ତି।ଏନେଇ ରାଜ୍ୟର ଡାଏରୀ ବିକାଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଏଥିରେ କୁହାଯାଇଛି ଯେ ପ୍ରାଚୀନ କାଳରୁ ହିଁ ଭାରତରେ ଲୋକଙ୍କ ଜୀବନରେ ଗାଈଙ୍କ ସ୍ଥାନ ଉପରେ ରହିଛି । ଗାଈର ବୈଜ୍ଞାନିକ, ଧାର୍ମିକ […]

ଚୋରା ଚାଲାଣ ହେଉଥିଲା କୁଇଣ୍ଟାଲ କୁଇଣ୍ଟାଲ କଇଁଛ

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବନ ବିଭାଗ ୧ ଟନ୍ (୧୦୦୦ କେଜି) କଇଁଛ ଜବତ କରିଛି। ଏହା ସହିତ ୨ ଜଣଙ୍କୁ ଗିରଫ କରିଛି। ତେବେ ଚାଲାଣ ବେଳେ ଓଡିଶା-ଆନ୍ଧ୍ର ସୀମାନ୍ତ ରାଜୁଲୁକୋଣ୍ଡା ନିକଟରେ ଧରିଲା ବନ ବିଭାଗ । ଆନ୍ଧ୍ର ପ୍ରଦେଶର ନମ୍ବର ଥିବା ଏହି ପିକ୍‌ ଅପ୍ ଭ୍ୟାନ୍‌ଟିକୁ ଯାଞ୍ଚ କରାଯିବା ବେଳେ ସେଥିରେ କଇଁଛ ଥିବା ଜଣାପଡ଼ିଥିଲା। ମୋଟ ୩୫ଟି ବସ୍ତାରେ କଇଁଛଗୁଡ଼ିକୁ ରଖାଯାଇଥିଲା। ଏସବୁ କଇଁଛକୁ ଏକ ପିକ୍‌ଅପ୍ ଯୋଗେ ଆନ୍ଧ୍ରରୁ […]

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ/ଗୁଣପୁର ୩୦/୦୯/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ବନଖଣ୍ଡ ଅଧିକାରୀ, ସଚିନ ଆହ୍ନା ସାହେବ ଓହଲେ, ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ରାୟଗଡ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ […]

ଭରତପୁର ଥାନା ମାମଲା: ୫ ନିଲମ୍ବିତ ପୁଲିସ କର୍ମୀଙ୍କ ଆଗୁଆ ଜାମିନ ଆବେଦନ

ଭରତପୁର ଥାନା ବିବାଦ ମାମଲାରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ନିଲମ୍ବିତ ଆଇଆଇସି। ଅନ୍ୟ ଅଭିଯୁକ୍ତ ପୋଲିସ ମାନେବି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ। ଅଭିଯୁକ୍ତ ମାନଙ୍କ ପକ୍ଷରୁ ଆଗୁଆ ଜାମିନ ପାଇଁ ଆବେଦନ କରାଯାଇଛି।ଅପରପକ୍ଷେ, ମାମଲାରେ ଆଜି ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱର ସର୍କିଟ ହାଉସରେ ସୋମବାର ପ୍ରଥମ ବୈଠକ ବସିଥିଲା। ହାଇକୋର୍ଟର ପୂର୍ବତନ ବିଚାରପତି ତଥା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ […]

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ

ବାପାଙ୍କ ଠାରୁ ପୁଅ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ। ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ।ଯୋଗ୍ୟଙ୍କୁ ୬ ମାସ ଭିତରେ କାର୍ଯ୍ୟାଦେଶ ଦେବ ସରକାର। ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ। ହିତାଧିକାରୀ ଚୟନରେ ତ୍ରୁଟି ରହିଲେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ ନାୟକ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବଡ଼ ବୟାନ ଦେଇଛନ୍ତି। ତେବେ […]

ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସ୍ୱର୍ଣ୍ଣମୂର୍ତ୍ତି ସହ ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଗହଣା ଉଦ୍ଧାର ।

ବାବା ଆଖଣ୍ଡଳମଣୀ ସେବାୟତଙ୍କ ଘର ଭିତର ମାଟି ତଳୁ ବିରଳ ସ୍ୱର୍ଣ୍ଣମୂର୍ତ୍ତି ସହିତ ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଗହଣା ଉଦ୍ଧାର ହୋଇଛି । ଘଟଣାକୁ ଲୋକଲୋଚନକୁ ନ ଆଣି ଚପାଇ ଦେବାକୁ ଉଦ୍ୟମ ହେଉଥିବା ଅଭିଯୋଗ ଆସିଛି । ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ମୂର୍ତ୍ତି ଏବଂ ଅଳଙ୍କାର ଉଦ୍ଧାର କରିଥିବା ପଣ୍ଡିତ ନରୋତମ ମିଶ୍ର । ସେ କହିଛନ୍ତି ଯେ ଆଖଣ୍ଡଳମଣୀ ମନ୍ଦିର ନିକଟରେ ରହୁଥିବା ସେବାୟତ ରବି ନାରାୟଣ ମିଶ୍ରଙ୍କ ଘରେ ଅଲୌକିକ […]

ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ ।ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି […]

ଦାୟିତ୍ଵ ନେଲେ ନୂଆ ପୁଲିସ କମିଶନର

ଭୁବନେଶ୍ଵର-କଟକ କମିଶନରେଟ ପୁଲିସର କମିଶନର ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ ଅଧିକାରୀ ସୁରେଶ ଦେବଦତ୍ତ ସିଂହ। ପୂର୍ବତନ ସିପି ସଞ୍ଜୀବ ପଣ୍ଡାଙ୍କ ନୂଆ କମିଶନର ସିଂହଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି।ଖବର ଅନୁଯାୟୀ, ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହୋଇଥିଲା । ଯେଉଁଥିରେ କଟକ-ଭୁବନେଶ୍ୱରର କମିଶନର ଥିବା ସଞ୍ଜୀବ ପଣ୍ଡାଙ୍କ ବଦଳି କରାଯାଇଥିଲା । ତାଙ୍କ ବଦଳରେ ୧୯୯୮ ବ୍ୟାଚର ବରିଷ୍ଠ ଆଇପିଏସ୍‌ ସୁରେଶ ଦେବଦତ୍ତ ସିଂହଙ୍କୁ ଦାୟିତ୍ୱ ଦିଆଯାଇଥିଲା । […]

ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର

ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଏହି ଦ୍ୱନ୍ଦ୍ୱ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା।ଗତ ରବିବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି |ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ। ତେବେ ଆଜି ଏକ ବଡ଼ ସୂଚନା ଦେଇ […]

ଓଏସ୍ଇଏଫଡ଼ି ସଂଘ ର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ ଆଲୋଚ଼ନା ଚ଼କ୍ର

ଆଜି ନୟାଗଡ଼ ଜିଲ୍ଲା ରାଜସୁନାଖଳା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଓଡ଼ିଶା ସ୍ପେସିଆଲ ଏଜୁକେଟର ଫେଡ଼େରସନ ଫର୍ ଦିବ୍ୟାଙ୍ଗ ସଂଘ ର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଓ “ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଓ ସ୍ବତନ୍ତ୍ର ଶିକ୍ଷକ” ଶୀର୍ଷକ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଥମେ ସଂଘ ପକ୍ଷରୁ ଓଡ଼ିଶା‌ ବିଧାନସଭା ର ସମ୍ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଓ ଅନ୍ୟ ଅତିଥି ବୃନ୍ଦ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଓଏସ୍ଇଏଫଡ଼ି ସଂଘ ର ଯୁଗ୍ମ ସମ୍ପାଦକ […]

ରାସନ କାର୍ଡକୁ ନେଇ ବଡ଼ ଖବର। ଏହି ଜିନିଷ ନ କରିଥିଲେ ଲିଷ୍ଟରୁ ନାଁ କଟିଯିବ।

କେନ୍ଦ୍ର ସରକାର ଏଥର ରାସନ କାର୍ଡରେ ଇ-କେୱାଇସି କରିବା ବାଧ୍ୟତାମୂଳକ କରିଛନ୍ତି। ବର୍ତ୍ତମାନ ଏହି ରାସନ କାର୍ଡର KYC କରିବା ପାଇଁ ସମୟ ସୀମା ବୃଦ୍ଧି କରିବାକୁ କେନ୍ଦ୍ର ନିଷ୍ପତ୍ତି ନେଇଛି ।ଯଦି ମାଗଣା ଚାଉଳ-ଗହମ ପାଇବାକୁ ଚାହୁଁଛନ୍ତି ତେବେ ରାସନ କାର୍ଡ ଇ-କେୱାଇସି ସଂପୂର୍ଣ୍ଣ କରିବା ଆବଶ୍ୟକ । ଆଧାର କାର୍ଡ ଏବଂ ଲିଙ୍କ ହୋଇଥିବା ମୋବାଇଲ ନମ୍ବର ବ୍ୟବହାର କରି ଆପଣ ଅନଲାଇନରେ ଆପଣଙ୍କର ରାସନ କାର୍ଡ KYC ସଂପୂର୍ଣ୍ଣ କରିପାରିବେ ।ଅନଲାଇନରେ KYC […]