ସହପାଠୀ ସାଜିଲେ ସଇତାନ । ଭୁଲିଗଲେ ହିତାହିତ ଜ୍ଞାନ । । ହଷ୍ଟେଲ ଛାତରୁ ଖସି ଜଣେ ଯୁକ୍ତ ଦୁଇ ଛାତ୍ର ଗୁରୁତର ହୋଇଛି । ଅଭିଯୋଗ ଅନୁସାରେ ଏକ ଘରୋଇ କଲେଜରେ ପାଠ ପଢୁଥିବା ଯୁକ୍ତ ଦୁଇ ଦ୍ବିତୀୟ ବର୍ଷର ଛାତ୍ର ରାଗିଂର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି । ଘରୋଇ କଲେଜ ହଷ୍ଟେଲରେ ଦୁଇ ମହଲା ଛାତରୁ ପଡି ଛାତ୍ର ଜଣଙ୍କ ଗୁରୁତର ହୋଇପଡିଛନ୍ତି ।ଗୁରୁତର ଛାତ୍ରଙ୍କ ଅଭିଭାବକ ଗତ ରାତିରେ ଥାନାରେ […]
ଅଖ୍ୟାତ ପଲ୍ଲୀରୁ ବିକ୍ଷାତ ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ର ଗୋବିନ୍ଦପୁର ଗାଁର ରାମଜିତ ଟୁଡ଼ୁ । ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ କି ବାତରେ ପ୍ରଶଂସା କରିଛନ୍ତି । କାରଣ ସେ ଆଜି ସାନ୍ତାଳୀ ଭାଷାକୁ ଡିଜିଟାଲ ପ୍ଲାଟଫର୍ମରେ ଅପଲୋଡ୍ କରି ସାରା ବିଶ୍ଵରେ ପରିଚିତ କରାଇଛନ୍ତି । ୩ ଅକ୍ଟୋବରକୁ ମନ କି ବାତ କାର୍ଯ୍ୟକ୍ରମକୁ ୧୦ ବର୍ଷ ପୂରଣ ହେବାକୁ ଯାଉଛି। ସେ କହିଛନ୍ତି ସାନ୍ତାଳୀ ଭାଷା ପାଇଁ ମୟୁରଭଞ୍ଜ ଯୁବକଙ୍କର ଅନେକ […]
ଭୁବନେଶ୍ୱର ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିବା ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସ ନିର୍ଯାତନା ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣା ପରେ ପୋଲିସ ବିରୋଧରେ ନିର୍ଯାତନା ଓ ଅନ୍ୟ ଅପରାଧ ସମ୍ପର୍କିତ ଅଭିଯୋଗ ହେଉଛି। କନ୍ଧମାଳ ପୁଲିସ୍ ବିରୋଧରେ ସଙ୍ଗୀନ୍ ଅଭିଯୋଗ ଆସିଛି। ଜଣେ ବ୍ୟକ୍ତିଙ୍କୁ ପ୍ରଥମେ ଗାଡି ଚଢାଇ ଗୁରୁତର କଲେ ଏବଂ ତାପରେ ରାସ୍ତାରେ ପିଟି ପିଟି ଜୀବନରୁ ମାରି ଦେଇଛନ୍ତି ବୋଲି ଅଭିଯୋଗ ଆଣିଛନ୍ତି ମୃତକଙ୍କ […]
ରବିବାର ରାଜ୍ୟ ସରକାର ଆଇପିଏସ ସ୍ତରରେ ଆମୂଳଚୂଳ ପରିବର୍ତ୍ତନ କରିଛନ୍ତି। ବରିଷ୍ଠ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ବିଭାଗ ତଥା ଅନେକ ଜିଲାର ଆରକ୍ଷୀ ଅଧ୍ୟକ୍ଷ(ଏସ୍ପି) ଙ୍କୁ ମଧ୍ୟ ପରିବର୍ତ୍ତନ କରିଛନ୍ତି।ବଦଳିଛନ୍ତି କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା। ସଞ୍ଜୀବ ପଣ୍ଡା ଏଡିଜି ଟ୍ରେନିଂ, BPSPA ନିର୍ଦ୍ଦେଶକ ହୋଇଛନ୍ତି। ସୁରେଶ ଦେବଦତ୍ତ ସିଂ କଟକ-ଭୁବନେଶ୍ୱରର ନୂଆ କମିଶନର ହୋଇଛନ୍ତି। ସେହିପରି ଉମା ଶଙ୍କର ଦାସଙ୍କୁ ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଦିଆଯାଇଛି। ନିକଟରେ ଭଦ୍ରକ […]
ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ସୋମବାର ଗୁଜରାଟ ଗାନ୍ଧୀନଗରସ୍ଥିତ ଷ୍ଟେଟ୍ ଫୋରେନସିକ୍ ସାଇନ୍ସ ଲାବୋରେଟୋରି (ଏସ୍ଏଫ୍ଏସ୍ଏଲ୍)ରେ ୫ ପୋଲିସ ଅଧିକାରୀଙ୍କ ମିଛଧରା ପରୀକ୍ଷା ହେବ। ସେମାନଙ୍କୁ ନେଇ କ୍ରାଇମବ୍ରାଞ୍ଚ ଦଳ ରବିବାର ଗୁଜରାଟ ଗସ୍ତ କରିଥିବା ସୂଚନା ମିଳିଛି। ସୋମବାର ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣଙ୍କର ପଲିଗ୍ରାଫ, ବ୍ରେନ ମ୍ୟାପିଂ ଓ ନାର୍କୋ ପରୀକ୍ଷା କରାଯିବ। ଅନ୍ୟ ୪ ନିଲମ୍ବିତ ପୁଲିସ ଅଧିକାରୀଙ୍କ ମଧ୍ୟ ଗୁଜରାଟରେ ପଲିଗ୍ରାଫ ପରୀକ୍ଷା ହେବ। […]
ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ମୁହାଁ ହୋଇ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶରେ ବର୍ଷା କରାଇବା ସମ୍ଭାବନା ରହିଛି। ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବା ସମ୍ଭାବନା ନାହିଁ। ଅନ୍ୟପଟେ ସେହି ୬ତାରିଖରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପୂର୍ବ ଆଣ୍ଡାମାନ ସାଗରରେ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଓଡ଼ିଶା ଶିକ୍ଷା ଅମଲା ସଂଘ,ନୟାଗଡ଼ ଜିଲ୍ଲା ଶାଖାର ଚତୁର୍ଥ ଅଧିବେଶନ ନବଘନପୁର ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ଉପଦେଷ୍ଟା ଅବସରପ୍ରାପ୍ତ ପ୍ରତିଷ୍ଠାନ ଅଧିକାରୀ ହାଡ଼ିବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ସଭା କାର୍ଯ୍ୟ ପରିଚାଳିତ ହୋଇଥିଲା। ଉକ୍ତ ସଭାରେ ଜିଲ୍ଲା ଶିକ୍ଷା ଅମଲା ସଂଘର ସଭାପତି ମନୋରଞ୍ଜନ ପଟ୍ଟନାୟକ, ସମ୍ପାଦକ ଶ୍ରୀଧର କୁମାର ସାହୁ,ସହ ସମ୍ପାଦକ କ୍ଷୀରୋଦ କୁମାର ସାହୁ,କୋଷାଧ୍ୟକ୍ଷ ରଜତ କୁମାର ହରିଚନ୍ଦନ,ରାଜ୍ୟ ଶିକ୍ଷା ଅମଲା ସଂଘର ଯୁଗ୍ମ ସମ୍ପାଦକ ଋତୁରାଜ […]
ଓଡ଼ଗାଁ,(ଓଡ଼ିଶା ଦର୍ପଣ): ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପ୍ରୟାସରେ ‘ସଙ୍ଗୀତଧାରା’ ,ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତାର ପ୍ରଥମ ପର୍ଯ୍ୟାୟ ଅଡିସନ ଓଡ଼ଗାଁ ଠାରେ ଆସନ୍ତା ଅକ୍ଟୋବର ୬ ତାରିଖରେ ଅନୁଷ୍ଠିତ ହେବ । ଓଡ଼ଗାଁ କଲେଜ ରୋଡ଼ରେ ଥିବା ରେସପ୍ଲସ ଶିକ୍ଷା କେନ୍ଦ୍ରରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ହେବା ପାଇଁ ସ୍ଥିର କରାଯାଇଅଛି । ଏଥିରେ ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଅଂଶ ଗ୍ରହଣ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘର କାର୍ଯ୍ୟାଳୟ ଗୃହ ନୟାଗଡ଼ ପୁରୁଣା ସହର ଠାରେ ଉଦଘାଟିତ ହୋଇ ଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲା ଓକିଲ ସଂଘ ସଭାପତି ବୃନ୍ଦାବନ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟାଳୟ ଗୃହ ଉଦଘାଟନ କରିଥିଲେ। ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ଭବାନୀ ଶଙ୍କର ଦାଶ, ସୁବାସ ମହାପାତ୍ର, ନିଶିକାନ୍ତ […]
ନୂଆଗାଁ: ନୂଆଗାଁ ବ୍ଲକ୍ ଦୁରୁଦୁରା କ୍ଲଷ୍ଟର ସି ଆର୍ ସି ସି ରାକେଶ କୁମାର ଘଡେ଼ଇ ଙ୍କ ତତ୍ବାବଧାନରେ ଦୁରୁଦୁରା କ୍ଳଷ୍ଟରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ହେଉଛି ଶିଶୁ ମାନଙ୍କ ଭିତରେ ଥିବା ପ୍ରତିଭା କୁ ବିକଶିତ କରିବା ବୋଲି ସି ଆର୍ ସି ସି ରାକେଶ କହିଥିଲେ।ଶିଶୁ ମହୋତ୍ସବ ସୁରଭି ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ ,ନୃତ୍ୟ ରେ ବିଚାରକ ଭାବେ ରକ୍ ଷ୍ଟାର ନୃତ୍ୟ ଏକାଡେମୀ କୋରିଓ […]
କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଖମଣଖୋଲରେ ଘଟିଛି ଏକ ଅଭାବନୀୟ ଘଟଣା l ଶୁକ୍ରବାର ବିଳମ୍ବିତ ରାତ୍ରରେ ଘରେ ପଶି ଏଏନଏମ ଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି l ସୂଚନା ଅନୁଯାୟୀ ଖମଣଖୋଲ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଟିକିଲି ରାଜପୁତ ଙ୍କୁ ବିଳମ୍ବିତ ରାତିରେ ଚାରିରୁ ଉର୍ଦ୍ଧ ମହିଳା ଦଶରୁ ଉର୍ଦ୍ଧ ପୁରୁଷ ସଙ୍ଗବଦ୍ଧ ଭାବେ ଆକ୍ରମଣ କରିଥିଲେ l ଏଏନଏମ ଙ୍କୁ ଘରୁ […]
ଲୋକସେବା ଭବନରେ ଶନିବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିଟେ୍ରେ ଗୋପାଳକ ଓ ଦୁଗ୍ଧଚାଷୀଙ୍କ ବୃହତ୍ ସ୍ବାର୍ଥ ପାଇଁ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ବାରା ରାଜ୍ୟର ଦୁଗ୍ଧଚାଷୀ ଉପକୃତ ହେବେ। କାମଧେନୁ ଯୋଜନା ସହିତ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗୋପାଳନ ପାଇଁ ନୂଆ ଯୋଜନା ଆରମ୍ଭ ହେବ। ଗାଈ ଓ ମଇଁଷି ଚାଷୀଙ୍କ ପାଇଁ କ୍ଷେତ୍ର ପ୍ରସ୍ତୁତ ହେବ। ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। […]
