ଗତ ଦଶ ବର୍ଷ ମଧ୍ୟରେ ତମାଖୁ ଉତ୍ପାଦ ଏବଂ ପାନ ମସଲା ବିକ୍ରୟରୁ ଓଡ଼ିଶା ସରକାର ୬,୫୯୫.୫୫ କୋଟି ଟଙ୍କା ଟିକସ ଆଦାୟ କରିଛି। ବିଧାୟକ ଟଙ୍କଧର ତ୍ରିପାଠିଙ୍କ ଏକ ପ୍ରଶ୍ନର ଉତ୍ତରରେ ସୋମବାର ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ପ୍ରକାଶ କରିଛନ୍ତି।ସେହିପରି ୨୦୧୪-୧୫ରେ ଏହି ଉତ୍ପାଦ ରାଜସ୍ବକୁ ୧୭୪.୭୧ କୋଟି ଦେଇଥିଲା । ସେହିପରି ୨୦୨୩-୨୪ରେ ଏହାଠାରୁ ୧୦୧୨.୫୬ କୋଟି ଆଦାୟ ହୋଇଥିଲା । ତେବେ ମୁଖ୍ୟମନ୍ତ୍ରୀ ଏହା ବି […]
YouTube ଅନଲାଇନ ଜୁଆ ବିଷୟବସ୍ତୁ ବିରୋଧରେ ନିୟମ କଠୋର କରିଛି। କମ୍ପାନୀର ନୂତନ ନିୟମ ୧୯ ମାର୍ଚ୍ଚରୁ ଲାଗୁ ହେବାକୁ ଯାଉଛି। ଏହା ପରେ, ଯେଉଁ କ୍ରିଏଟରମାନେ ଅଣପ୍ରମାଣିତ ଜୁଆ ଆପ ଏବଂ ୱେବସାଇଟ୍ଗୁଡ଼ିକୁ ପ୍ରୋତ୍ସାହିତ କରିବେ, ସେମାନଙ୍କ ଆକାଉଣ୍ଟଗୁଡ଼ିକୁ ବ୍ଲକ କରାଯିବ।ନିୟମକୁ କଡ଼ାକଡ଼ି କରି, YouTube ଅନଲାଇନ କାସିନୋ କିମ୍ବା ଆପ ପ୍ରଚାର କରୁଥିବା ବିଷୟବସ୍ତୁ ଉପରେ ବୟସ ସୀମା ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ଏପରି ବିଷୟବସ୍ତୁ ୧୮ ବର୍ଷରୁ […]
ପାନ ମସଲା ବିଜ୍ଞାପନ ଯୋଗୁଁ ଆଇନଗତ ସମସ୍ୟା ଜାଲରେ ଫସିଛନ୍ତି ବଲିଉଡର ତିନିଜଣ ଲୋକପ୍ରିୟ ଅଭିନେତା। ପାନ ମସଲାର ଏକ ବିଜ୍ଞାପନରେ ଭ୍ରମ ସୃଷ୍ଟି କରୁଥିବା ନେଇ ଶାହରୁଖ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ବିରୋଧରେ ଜୟପୁରର ଜିଲ୍ଲା ଉପଭୋକ୍ତା କମିଶନ ନୋଟିସ୍ ଜାରି କରିଛନ୍ତି।ଏକ ରିପୋର୍ଟ ଅନୁଯାୟୀ ଅଭିଯୋଗ କରାଯାଇଛି ଯେ ଏହି ତିନି ଅଭିନେତାଙ୍କ ପାନ ମସଲା ବିଜ୍ଞାପନ କରିଛନ୍ତି । ଯାହା ‘ବୋଲୋ ଜୁବାନ କେଶରୀ’ ଏବଂ ‘ଦାନେ ଦାନେ ମୈ […]
ଚାହୁଁ ଚାହୁଁ ପବନ ବେଗରେ ମାଡ଼ି ଚାଲିଛି ଜଙ୍ଗଲ ନିଆଁ। ଯେଉଁ ଜଙ୍ଗଲ ଦେଖିବ ସେଇ ଜଙ୍ଗଲ ନିଆଁର ଆଁରେ ଜଳି ପୋଡି ନଷ୍ଟ ହୋଇଯାଉଛି। ଖରା ଦିନ ଆରମ୍ଭରୁ ଜଙ୍ଗଲ ଜଳିବା ମଧ୍ୟ ଆରମ୍ଭ ହୋଇଗଲାଣି। ଖାସ କରି ବୌଦ୍ଧ ଜଙ୍ଗଲରେ ଲାଗିଥିବା ନିଆଁକୁ ନେଇ ଏବେ ପୂରା ରାଜ୍ୟରେ ଚର୍ଚ୍ଚା । ମାର୍ଚ୍ଚ ପ୍ରଥମ ସପ୍ତାହରୁ ଯଦି ସ୍ଥିତି ଏମିତି ହେଲାଣି ତାହାଲେ ଆଗାମୀ ଦିନରେ କଣ ହେବ ବୋଲି ପ୍ରଶ୍ନ ଉଙ୍କି ମାରୁଛି […]
ପୁଣି ଥରେ ଆରମ୍ଭ ହେବ ହୀରାକୁଦ ଡ୍ୟାମର ବାମ ଡାଇକରେ ନିର୍ମାଣାଧୀନ ଅତିରିକ୍ତ ସ୍କିଲ୍ ୱେ କାମ । ତଳମୁଣ୍ଡରେ ଧନଜୀବନ ରକ୍ଷା, ଉଭିଦ ଓ ଜୀବଜନ୍ତୁ ଓ ନଦୀର ସୁରକ୍ଷା ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ୯ଜଣିଆ ଟିମ୍ ହୀରାକୁଦ ଗସ୍ତ କରି ହୀରାକୁଦ ଅତିରିକ୍ତ ସ୍ପିଲ ଓ୍ବେ ଅଂଚଳ, ବିସ୍ଥାପିତ ହେବାକୁ ଥିବା ଅଂଚଳ, ସାଇଫନ ଅଂଚଳ ବୁଲିଦେଖିଛନ୍ତି । ଏଥିପାଇଁ ୮୪୪ କୋଟି ଟଙ୍କା ଖର୍ଚ୍ଚ ହେବ |ହୀରାକୁଦ ବାମ […]
ଓଡ଼ିଆ ସିନେ ଅଭିନେତା ଉତ୍ତମ ମହାନ୍ତିଙ୍କ ଏକାଦଶାହ ପାଳିତ । ଭୁବନେଶ୍ବରରେ ଉତ୍ତମଙ୍କ ଏକାଦଶାହରେ ଏକ ସ୍ମୃତିସଭାର ଆୟୋଜନ କରାଯାଇଥିଲା । ଏଥିରେ ବହୁ କଳାକାର, ସିନେପ୍ରେମୀ ଯୋଗ ଦେଇ ଉତ୍ତମ ମହାନ୍ତିଙ୍କ ପରିବାରବର୍ଗଙ୍କୁ ସାନ୍ତ୍ବନା ଦେବା ସହିତ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି। ଏହା ପରେ ଉତ୍ତମ ମହାନ୍ତିଙ୍କ ଏକାଦଶାହରେ ସାମିଲ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରବିବାର ସନ୍ଧ୍ୟାରେ ନବୀନ ଆସି ଉତ୍ତମଙ୍କ ବାସଭବନରେ ପହଁଞ୍ଚିଥିଲେ। ସେଠାରେ ବାବୁଶାନ ତାଙ୍କୁ ପାଛୋଟି ନେଇଥିଲେ। ଏହାପରେ […]
ଦକ୍ଷିଣ ଇଣ୍ଡଷ୍ଟ୍ରିର ଦକ୍ଷିଣରେ ସୁଟିଂ ଆରମ୍ଭ । ଗତକାଲି ସାଉଥ ସୁପରଷ୍ଟାର ମହେଶ ବାବୁ କୋରାପୁଟ ଆସିବା ପରେ ସୁଟିଂ ସେଟରେ ନଜର ଆସିଛନ୍ତି । ସୁପରଡୁପର ଡାଇରେକ୍ଟର ରାଜା ମଉଲିଙ୍କ 1000 କୋଟି ଵୟରେ ନିର୍ମିତ ଫିଲ୍ମ SSMB29ରେ ହିରୋ ମହେଶ ବାବୁଙ୍କ ସୁଟିଂ ଆରମ୍ଭ ହୋଇଛି |ହେଲେ ସୁରକ୍ଷା କଡ଼ାକଡ଼ି ଥିବାରୁ ମହେଶ ବାବୁଙ୍କୁ ଦେଖିନପାରି ଲୋକ ନିରାଶ ହୋଇ ଫେରିଯାଉଛନ୍ତି । ଜିଲ୍ଲାର ବିଭିନ୍ନ ପର୍ୟ୍ୟଟନ ସ୍ଥଳୀରେ ବିଗ୍ ବଜେଟ ତେଲୁଗୁ ଫିଲ୍ମ […]
ଆହୁରି ବଢ଼ିବ ତାତି । ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଟପିବ ପାରଦ । ଆଗାମୀ ୪ରୁ ୫ ଦିନ ଭିତରେ ତାପମାତ୍ରା ବୃଦ୍ଧି ପାଇବ । ଦିନ ତାପମାତ୍ରା ୩ରୁ ୫ ଡିଗ୍ରି ସେଲସିୟସ ବୃଦ୍ଧି ପାଇବ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ସେଲସିୟସ କିମ୍ବା ତାଠୁ ଅଧିକ ରେକର୍ଡ ହୋଇଛି ।ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇବା ସହ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ […]
ନୂଆଗାଁ – ନୂଆଗାଁ ବ୍ଲକ ସଦର ମହକୁମାରେ ଥିବା ହାଇ ସ୍କୁଲ ପଡ଼ିଆରେ ପାଳିତ ହେଉଥିବା ନୂଆଗାଁ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଉଦଯାପିତ ହୋଇଯାଇଛି। ଏହି ମହୋତ୍ସବ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଙ୍କ କରକମଳରେ ଅନୁଷ୍ଠିତ ହୋଇଥିଲା। ଉଦ୍ଯାପନୀ ଉତ୍ସବରେ ବରେଣ୍ୟ ଅତିଥି ଭାବେ ମନ୍ତ୍ରୀ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ କୃଷ୍ଣଚନ୍ଦ୍ର ପାତ୍ର, ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଏମ୍ପି ପ୍ରତିନିଧି ଭୀମସେନ ସେଠୀ, […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧୁକରଣଙ୍କ ନିର୍ଦ୍ଦେଶରେ ନୟାଗଡ଼ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଚଳିତବର୍ଷ ୨୦୨୫ର ପ୍ରଥମ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୭୧ଟିରୁ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୪୭,୩୦,୦୦୦/- ଟଙ୍କା ପ୍ରଦାନ କରିବାପାଇଁ ବୀମା କମ୍ପାନୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।ସେହିପରି ୬୬ଟି ଦେୱାନୀ ମାମଲା ଫଇସଲା କରାଯାଇଥିଲା। ଏନ୍.ଆଇ. ଆକ୍ଟ କେସ୍ ୬୧ଟିରୁ ୮ଟି ଫଇସଲା […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୧୯୭୮ ମସିହା ମାର୍ଚ୍ଚ ୯ ତାରିଖରେ ଭୁବନେଶ୍ୱର ଠାରେ ଶିକ୍ଷକମାନଙ୍କ ବିଭିନ୍ନ ଦାବି ନେଇ ଶିକ୍ଷକ ମହାସଂଘର ଆନ୍ଦୋଳନ ଡାକରା ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲାରୁ ବିଭିନ୍ନ ବର୍ଗର ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହେବାକୁ ବସ ଯୋଗେ ଯାଉଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଟିକାତାଳଠାରେ ଦୁର୍ଘଟଣାରେ ଶିକାର ହୋଇ ମୋଟ ୬ଜଣ ଶିକ୍ଷକ ପ୍ରାଣ ହରାଇଥିଲେ । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାର ଜଣେ ଶିକ୍ଷକ ଏବଂ ୩ ଜଣ ଶିକ୍ଷୟିତ୍ରୀ ପ୍ରାଣ ହରାଇଥିଲେ […]
ନ୍ୟାସନାଲ ସାଇବରକ୍ରାଇମ୍ ରିପୋର୍ଟିଂ ପୋର୍ଟାଲ (NCRP) ମାଧ୍ୟମରେ CB ଅଧିକାରୀମାନେ ଜାଣିବାକୁ ପାଇଲେ ଯେ ଅଭିଯୁକ୍ତଙ୍କ ସମାନ ବ୍ୟାଙ୍କ ଆକାଉଣ୍ଟ କେରଳ ଏବଂ ଗୁଜରାଟରେ ଆଉ ଦୁଇଟି ସାଇବର ଠକେଇ ମାମଲାରେ ବ୍ୟବହୃତ ହୋଇଥିଲା । କାରବାର ବିବରଣୀ ବିଶ୍ଳେଷଣ ଏବଂ ଅନ୍ୟାନ୍ୟ ଡିଜିଟାଲ୍ ପ୍ରମାଣ ଯାଞ୍ଚ କରିବା ପରେ, ଅତିରିକ୍ତ ଏସପି ରିତେଶ କୁମାର ମହାପାତ୍ରଙ୍କ ନେତୃତ୍ୱରେ ତଦନ୍ତକାରୀ ଦିଲ୍ଲୀରେ ଡେରା ପକାଇଥିଲେ ଏବଂ ସ୍ଥାନୀୟ ଅଞ୍ଚଳରେ ବିବରଣୀ ଯାଞ୍ଚ କରିବା ପରେ, ଦକ୍ଷିଣ ଦିଲ୍ଲୀରୁ […]
