ଏସ୍ସିବି ମେଡିକାଲରେ କାର୍ଯ୍ୟରତ ନର୍ସଙ୍କ ଜାରି ରହିଛି କାର୍ଯ୍ୟ ବନ୍ଦ ଆନ୍ଦୋଳନ । ଗତ ବୁଧବାର ଠାରୁ ଦଶ ଦଫା ଦାବି ନେଇ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଏସ୍ସିବିରେ କାର୍ଯ୍ୟରତ ଏକ ହଜାର କୋଡ଼ିଏ ଜଣ ନର୍ସ । ସରକାରଙ୍କ ଏସମା ସତ୍ୱେ ଆନ୍ଦୋଳନ କରିବା ସହ ଦୁଇ ଦିନ ହେବ ଜରୁରୀ ସେବାକୁ ବାଦ ଦେଇ ଓପିଡ଼ି ଏବଂ ୱାର୍ଡ ସେବାକୁ ସଂଘ ପକ୍ଷରୁ ବନ୍ଦ କରାଯାଇଛି। ତେବେ ଆଜିଠାରୁ ଓଟି, ଆଇସିୟୁ ଓ […]
ଶ୍ରୀମନ୍ଦିରରେ ବାହାରୁ ଥିବା ମହାପ୍ରଭୁଙ୍କ ଅବଢ଼ାର ମାନ ଯାଞ୍ଚ ହେବ। ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମାନ ଯାଞ୍ଚ ପାଇଁ ସ୍ୱତନ୍ତ୍ର ଭାବ ନିଯୁକ୍ତ ହେବେ ଫୁଡ ଇନସ୍ପେକ୍ଟର। ଏନେଇ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ରହିବାକୁ ପଡ଼ିବ। ଶ୍ରୀଜଗନ୍ନାଥ ମନ୍ଦିରରେ […]
ଲୋକସେବା ଭବନରେ ୩୦ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନେଇ ହେଉଥିବା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି ଯେ ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲାପାଳଙ୍କ ହାତରେ […]
ଅନିର୍ଦ୍ଦିଷ୍ଟ କାଳ ପାଇଁ ପଞ୍ଚ ଲିଙ୍ଗେଶ୍ୱର ମନ୍ଦିରରେ ଦର୍ଶନ ବନ୍ଦ । ଲଗାଣ ବର୍ଷା ଯୋଗୁ ଝରଣାରେ ପ୍ରଖର ସ୍ରୋତ ଆସିବାରୁ ପଞ୍ଚ ଲିଙ୍ଗେଶ୍ୱରଙ୍କୁ ସ୍ପର୍ଶ କରିବା ଓ ପାଖକୁ ଯିବା ପାଇଁ ଭକ୍ତଙ୍କୁ ବାରଣ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ମନ୍ଦିର ବାହାରେ ଭୋଗ କରି ଫେରିବା ପାଇଁ ଭକ୍ତଙ୍କୁ କୁହାଯାଇଛି। ଏବେ ରାଜ୍ୟରେ କିଛି ଦିନ ହେବ ବହୁତ ବର୍ଷା ଲାଗି ରହିଛି। ଯାହା ଫଳରେ ପଞ୍ଚ […]
ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମ ଡାଉନ୍ ଟାଉନ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍ ପ୍ରଦାନ କରାଯାଇଛି । ବୁଧବାର ଗୁଆହାଟିସ୍ଥିତ ଆସାମ ଡାଉନ୍ ଟାଉନ ବିଶ୍ୱବିଦ୍ୟାଳୟର ଏକାଦଶ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଆସାମ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଓ ସମ୍ମାନୀୟ ଅତିଥି ଆସାମ ଜନସ୍ୱାସ୍ଥ୍ୟ, ନିଯୁକ୍ତି, ପର୍ଯ୍ୟଟନ ଓ ଦକ୍ଷତା ବିଭାଗ ମନ୍ତ୍ରୀ ଜୟନ୍ତ ବରୁଆ […]
ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ଗହମ ମିଳିବ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।
ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ଉଚ୍ଚ ବିଦ୍ୟାଳୟ ରେ ମଣ୍ଡଳ ସ୍ତରୀୟ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ପଞ୍ଚାୟତ ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ ଯୋଗଦେଇ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ର ଉଦ୍ଦେଶ୍ୟ ଓ ଆବଶ୍ୟକତା ଉପରେ କହିଥିଲେ।ବି ଆର୍ ସି ସି ଜ୍ୟୋତ୍ସ୍ନାରାଣୀ ସେଠୀ,ଅତିରିକ୍ତ ବ୍ଲକ୍ […]
ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ପରିବର୍ତ୍ତନଶୀଳ ମହଙ୍ଗା ଭତ୍ତାକୁ ସଂଶୋଧନ କରି ସର୍ବନିମ୍ନ ମଜୁରୀ ହାର ବୃଦ୍ଧି କରିଛନ୍ତି। । ନିର୍ମାଣ କାମ, ପରିବହନରେ ନିୟୋଜିତ ହେଉଥିବା ଶ୍ରମିକ, ପରିମଳ ବିଭାଗ, ଖଣି ଓ କୃଷିକ୍ଷେତ୍ରରେ କାମ କରୁଥିବା ଶ୍ରମିକଙ୍କ ପାଇଁ ଲାଗୁ ହେବ ଏହି ନୂଆ ନିୟମ । କୁଶଳି, ଅଣକୁଶଳୀ, ଅର୍ଦ୍ଧକୁଶଳୀ ଓ ଅତିକୁଶଳୀ ଶ୍ରମିକଙ୍କୁ ମିଳିବ ଏହି ବର୍ଦ୍ଧିତ ମଜୁରୀ । ଅଣକୁଶଳୀ ପାଇଁ ଦୈନିକ ୭୮୩ […]
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି।ଦକ୍ଷିଣ ଦିଗରୁ ବଙ୍ଗୋପ ସାଗରରୁ ଜଲୀୟବାଷ୍ପ ପୂର୍ଣ ବାୟୁ ଓଡିଶା ଉପକୂଳକୁ ଆସୁଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ରୁ ମଧ୍ୟମ ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ରାଜ୍ୟରେ ଜାରି ରହିବ। ପ୍ରବଳ ବର୍ଷାକୁ ନେଇ […]
ଚିକିଟି ମଦ ମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର । ଘଟଣାର ତଦନ୍ତ କରିବେ କୋର୍ଟ ଅଫ ରେଭିନ୍ୟୁର ସଦସ୍ୟ । । ୨ ମାସ ଭିତରେ ତଦନ୍ତ ସାରିବାକୁ ବିଜ୍ଞପ୍ତିରେ ଦର୍ଶାଯାଇଛି।। ମଦମୃତ୍ୟୁର କାରଣ ଓ କେଉଁମାନେ ଦାୟୀ ରହିବେ ସେ ସଂକ୍ରାନ୍ତରେ ତଦନ୍ତ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଅବକାରୀ ବିଭାଗ ଅଧିକାରୀ କିମ୍ବା ପୁଲିସ ଦାୟୀ ରହିଥିଲେ ସେମାନଙ୍କ ବିରୋଧରେ ତଦନ୍ତ କରିବାକୁ ନିର୍ଦେଶ ଦିଆଯାଇଛି। ବିଷାକ୍ତ ମଦ […]
ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍ପି ଓ ଡିସିପିଙ୍କୁ ଏଡିଜି ପଠାଇଥିବା ଚିଠି ଏଭଳି ସାଙ୍ଘାତିକ ସତ୍ୟର ଗୁମର ଫିଟାଇ ଦେଇଛି। ଶିଳ୍ପ ଅଂଚଳରେ ଖଣି ମାଫିଆ ଓ ବ୍ୟବସାୟୀଙ୍କ ହାତବାରିସୀ ସାଜି ବିଭିନ୍ନ ପ୍ରକାରର ଅଣପୁଲିସ କାର୍ଯ୍ୟ(ଖଣିଜ ସାମଗ୍ରୀ ପରିବହନ)ରେ ଜଡ଼ିତ ଫିଲଡ୍ ଷ୍ଟାଫ(ପୁଲିସ ଅଫିସର ଓ କର୍ମଚାରୀ)ଙ୍କୁ ତୁରନ୍ତ ଏଥିରୁ ବିରତ ରହିବାକୁ ପୁଲିସ ମୁଖାଳୟରୁ ନିର୍ଦ୍ଦେଶ ଜାରି […]
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୧୭ ମାସର ହାତୀ ‘ଅଭି’ର ମୃତ୍ୟୁ ଘଟିଛି । ପ୍ରାଣୀ ଚିକିତ୍ସାଳୟ ନିକଟରେ ରହୁଥିବା ହାତୀ ‘ଅଭି’ ହରପିସ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିଥିଲା । ତାର ହରପିସ ପଜିଟିଭି ବାହାରିବା ପରଠାରୁ ବିଶେଷଜ୍ଞ ମନେ ଆସି ଚିକିତ୍ସା ଜାରି ରଖିଥିଲେ । ରୋଗରେ ଆକ୍ରାନ୍ତ ଯୋଗୁଁ ଅଭି ଠିକ ଭାବରେ ଖାଦ୍ୟ ଗ୍ରହଣ କରିପାରୁ ନଥିଲା। ଅଭିକୁ ୨୦୨୩ ଜୁନ ମାସ ୨୫ ତାରିଖରେ କେନ୍ଦୁଝର ଜିଲ୍ଲା ଘଟଗାଁରୁ ଉଦ୍ଧାର […]
