୮୭ ଲକ୍ଷ ଟଙ୍କା ଠକିଥିବା ଅଭିଯୋଗରେ ଦିଲ୍ଲୀ ମହିଳା ଗିରଫ

ନ୍ୟାସନାଲ ସାଇବରକ୍ରାଇମ୍ ରିପୋର୍ଟିଂ ପୋର୍ଟାଲ (NCRP) ମାଧ୍ୟମରେ CB ଅଧିକାରୀମାନେ ଜାଣିବାକୁ ପାଇଲେ ଯେ ଅଭିଯୁକ୍ତଙ୍କ ସମାନ ବ୍ୟାଙ୍କ ଆକାଉଣ୍ଟ କେରଳ ଏବଂ ଗୁଜରାଟରେ ଆଉ ଦୁଇଟି ସାଇବର ଠକେଇ ମାମଲାରେ ବ୍ୟବହୃତ ହୋଇଥିଲା । କାରବାର ବିବରଣୀ ବିଶ୍ଳେଷଣ ଏବଂ ଅନ୍ୟାନ୍ୟ ଡିଜିଟାଲ୍ ପ୍ରମାଣ ଯାଞ୍ଚ କରିବା ପରେ, ଅତିରିକ୍ତ ଏସପି ରିତେଶ କୁମାର ମହାପାତ୍ରଙ୍କ ନେତୃତ୍ୱରେ ତଦନ୍ତକାରୀ ଦିଲ୍ଲୀରେ ଡେରା ପକାଇଥିଲେ ଏବଂ ସ୍ଥାନୀୟ ଅଞ୍ଚଳରେ ବିବରଣୀ ଯାଞ୍ଚ କରିବା ପରେ, ଦକ୍ଷିଣ ଦିଲ୍ଲୀରୁ […]

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଓଡିଶାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ବିଜୁ ବାବୁଙ୍କ ନାମରେ ରାଜନୀତି କରୁଥିବା ଅଭିଯୋଗ କରି ବିଜେଡି ଉପରେ କଡ଼ା ସମାଲୋଚନା କରିବା ଏବଂ ଶଙ୍ଖ ଦଳକୁ ଏହାର ମୁଖ୍ୟାଳୟ ଶଙ୍ଖ ଭବନରେ ଏହି ଦଳୟ ବଡ଼ ନେତାଙ୍କ ପ୍ରତିମୂର୍ତ୍ତି ନଥିବା ପାଇଁ ସମାଲୋଚନା କରିବାର ଦୁଇ ଦିନ ପରେ, ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଦଳ ଶନିବାର ଏହି ଅଭିଯୋଗର ଜବାବ ଦେଇଛି।ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ […]

ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

ରାୟଗଡ଼: 8/3/2025 ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଛି I ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ I ଏହି ଅବସରରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଏକ କର୍ମଶାଳା ଓ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିଲା I ଉକ୍ତ କର୍ମଶାଳାରେ ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ଅଧିକାରୀ ଗୁଣ ଶେଖର, ଓରମାସର ଡେପୁଟି ସି ଇ ଓ ମନୋଜ ପାତ୍ର, ରାୟଗଡ଼ […]

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ)ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନ୍‌ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣାଙ୍କ ପୌରୋହିତ୍ୟରେ ଜିଲ୍ଲା କୋର୍ଟ ପରିସରରେ ଶତାଧ‌ିକ ଗ୍ରାମୀଣ ଆଇନ ସଚେତନତା କର୍ମୀ, ସିଆରପି, ୱାନ୍‌ଷ୍ଟପ୍ ସେଣ୍ଟରର କର୍ମୀ ଏବଂ କୋର୍ଟ କର୍ମଚାରୀମାନଙ୍କୁ ନେଇ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ସମୟରେ ନୟାଗଡ଼ ପୁରୁଣା କୋର୍ଟ ପରିସରରୁ ଏକ ଶୋଭଯାତ୍ରା ବାହାରି ଆନ୍ତର୍ଜାତୀୟ ମହିଳା ଦିବସର ବିଭିନ୍ନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ନୂତନ ଜିଲ୍ଲା କୋର୍ଟକୁ […]

ଏଟିଏମ୍ ବ୍ୟତୀତ ଏବେ GPay ଏବଂ Paytm ମାଧ୍ୟମରେ ମଧ୍ୟ ଟ୍ରାନ୍ସଫର କରିପାରିବେ PF ଟଙ୍କା

କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫଓ)ର କୋଟି କୋଟି କର୍ମଚାରୀ ଖୁବ୍ ଶୀଘ୍ର ଖୁସି ଖବର ପାଇବାକୁ ଯାଉଛନ୍ତି । ଏପର୍ଯ୍ୟନ୍ତ ପିଏଫ୍ ଆକାଉଣ୍ଟରୁ ଟଙ୍କା ଉଠାଇବା ପାଇଁ ଅନେକ ଦିନ ଅପେକ୍ଷା କରିବାକୁ ପଡୁଥିଲା, କିନ୍ତୁ ନୂତନ ପରିବର୍ତ୍ତନ ପରେ, କିଛି ମିନିଟ୍ ମଧ୍ୟରେ ପିଏଫ୍ ଟଙ୍କା ଆପଣଙ୍କ ହାତରେ ଆସିଯିବ । ସରକାର ଖୁବ୍ ଶୀଘ୍ର ପିଏଫ୍ ଟଙ୍କା ଉଠାଇବା ପାଇଁ ଏଟିଏମ୍ କାର୍ଡ ପ୍ରଚଳନ କରିବାକୁ ଯୋଜନା କରୁଛନ୍ତି । ଏହା ବ୍ୟତୀତ, […]

ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ।

ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ମେ’ ପହିଲାରୁ ଏହି ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥି ନିମନ୍ତେ ଚଳିତ ମାସରୁ ଚାଷୀମାନଙ୍କର ପଞ୍ଜିକରଣ ଆରମ୍ଭ କରାଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ । ସେହିପରି, କ୍ରୟ ହୋଇଥିବା ଧାନରୁ ଉତ୍ପାଦିତ ବଳକା ଚାଉଳ […]

ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ଅଧିକାରୀ ହେଲେ ଚାରି ବର୍ଷର ଆଦଭିକ୍ 

 ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ରେ ଚାରି ବର୍ଷର ଶିଶୁ ଆଦଭିକ୍ ପାଢ଼ୀ । ଫଟାଫଟ୍ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୁଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀ ଙ୍କ ସୁପୁତ୍ର ଆଦଭିକ୍ ପାଢ଼ୀ । ସେ ବାଲିଗୁଡ଼ା ସ୍ଥିତ ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ନର୍ସରୀ ଶ୍ରେଣୀରେ ପାଠ ପଢୁଛନ୍ତି । ଆଦଭିକ୍ ୧ ମିନିଟ୍ ୪୩ ସେକେଣ୍ଡରେ ଫଟାଫଟ୍ ୧୦୦ […]

ଶିଶୁ ମୁଣ୍ଡରେ ପଶିଗଲା ଗରା: କଇଁଚି ଓ କଟର ସାହାଯ୍ୟରେ କଟାଗଲା ଗରା

୪ ବର୍ଷର ଶିଶୁ ପୁତ୍ର ମୁଣ୍ଡରେ ଷ୍ଟିଲ ଗରା। ଖେଳୁ ଖେଳୁ ଅଚାନକ ମୁଣ୍ଡରେ ଗରା ଡପୁରାଇ ଦେଇଥିଲା ପିଲାଟି। ହେଲେ ତା ପରେ ଆଉ ଗରା ଭିତରୁ ମୁଣ୍ଡକୁ ବାହାର କରିପାରିନଥିଲା। କି ଭଳ ଭାବରେ ନିଶ୍ୱାସ ମଧ୍ୟ ନେଇପାରୁନଥିଲା।ଜାଙ୍ଗଳା ଗ୍ରାମର ବାବୁଲି ମୁଣ୍ଡା ଓ ତାଙ୍କର ପତ୍ନୀ ସାବିନା ମୁଣ୍ଡାଙ୍କର ୪ବର୍ଷର ଶିଶୁ ପୁତ୍ର ଶୁଭମ ଘରେ ଷ୍ଟିଲ ଗରାକୁ ଧରି ଖେଳୁଥିଲା ବେଳେ ମୁଣ୍ଡରେ ପଶି ଯାଇଥିଲା । ଫଳରେ ମାଆ ଓ […]

ଉତ୍ତମ ମହାନ୍ତିଙ୍କ ଆଜି ଦଶାହ,ଚାଲିଛି ଦଶାହ କର୍ମ

ଦିବଙ୍ଗତ ଅଭିନେତା ଉତ୍ତମ ମହାନ୍ତିଙ୍କର ଶନିବାର ଦଶାହ। ନୟାପଲ୍ଲୀ ବାଲୁଙ୍କେଶ୍ୱର ମହାଦେବ ମନ୍ଦିର ପ୍ରାଙ୍ଗଣରେ ଥିବା ନିର୍ମମଳଧୀର ତୁଠରେ ଦଶାହ କାର୍ଯ୍ୟକ୍ରମ ଚାଲିଛି। ଏହି କାର୍ଯ୍ୟକ୍ରମରେ ପୁଅ ବାବୁସାନଙ୍କ ସମେତ ପରିବାର ସଦସ୍ୟ, ସମ୍ପର୍କୀୟମାନେ ସାମିଲ ହୋଇଛନ୍ତି ।ଗତ ଫେବୃଆରୀ ୨୭ ତାରିଖରେ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଶେଷ ନିଶ୍ଵାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ସତ୍ୟନଗର ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅଭିନେତା ଉତ୍ତମ ମହାନ୍ତିଙ୍କ […]

ୟୁଟ୍ୟୁବରେ ଭିିଡିଓ ଅପଲୋଡ୍ କରୁଥିଲେ ସାବଧାନ !

କମ୍ପାନୀ YouTubeର ନୀତି ଉଲ୍ଲଂଘନ କରୁଥିବା ଭିଡିଓ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କମ୍ପାନୀ ତା’ର ରିପୋର୍ଟରେ କହିଛି ଯେ ଗତ ବର୍ଷ ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ, YouTubeର ସମ୍ପ୍ରଦାୟ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରୁଥିବା ୨୯ ଲକ୍ଷ ଭିଡିଓ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି। ଏହା ବିଶ୍ୱର କୌଣସି ଦେଶରେ ହଟାଇବା ଭିଡିଓର ସର୍ବାଧିକ ସଂଖ୍ୟକ।କେବଳ ଭାରତନ ନୁହେଁ ପୂରା ବିଶ୍ୱରେ ଏପରି ବିଭିନ୍ନ ୟୁଟ୍ୟୁବ ଚ୍ୟାନେଲର 95 ଲକ୍ଷ ଭିଡିଓ ଡିଲିଟ କରାଯାଇଛି। ୟୁଟ୍ୟୁବ କମ୍ୟୁନିଟି […]

ଏକାଥରକେ ୩ଟି କିସ୍ତି ଅର୍ଥାତ ୧୫ ହଜାର ଟଙ୍କା ମିଳିବ ।

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବଣ୍ଟା ହୋଇଛି ସୁଭଦ୍ରାର ଦ୍ବିତୀୟ କିସ୍ତି । ଏକକାଳୀନ ୧ କୋଟି ୬୪ ହଜାର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯାଇଛି ଟଙ୍କା । ବ୍ରହ୍ମପୁର ଆମ୍ବପୁଆରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଗତ ସେପ୍ଟେମ୍ୱର ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ । ଏଯାଏଁ ୫ଟି ପର୍ଯ୍ୟାୟରେ ୧ କୋଟି ୬୪ ହଜାର ମହିଳା ପ୍ରଥମ କିସ୍ତି ସହାୟତା ରାଶି ପାଇଥିଲେ । […]

ନୂଆ ଢାଞ୍ଚାରେ ହେବ ପିଜି ନାମଲେଖା

ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ହୋଇଥାନ୍ତି। ଏଥିପାଇଁ ଆବେଦନକାରୀ ଛାତ୍ରଛାତ୍ରୀ ମାର୍ଚ୍ଚ ୧୦ ତାରିଖଠାରୁ କମନ ଆପ୍ଲିକେସନ ଫର୍ମ ବା CAF ମାଧ୍ୟମରେ ଆବେଦନ କରିପାରିବେ। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପିଜି ପାଠପଢ଼ା। ମାର୍ଚ ୧୦ରୁ ଆବେଦନ, ମେ ପ୍ରଥମ ସପ୍ତାହରେ ପ୍ରବେଶିକା ପରୀକ୍ଷା। +୩ ଫଳ ପ୍ରକାଶ ପୂର୍ବରୁ ମଧ୍ୟ ପିଜିରେ ନାମ ଲେଖାଇ ହେବ। […]