ଆଜି ବିଶ୍ବ ମହିଳା ଦିବସ ।

ଆଜି ବିଶ୍ବ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ ପାରଦର୍ଶିତାକୁ ପାଳନ କରିବା ଏହି ଦିନର ଉଦ୍ଦେଶ୍ୟ । କେବଳ ଏତିକି ନୁହେଁ ନାରୀ ଆଜି ସବୁ କ୍ଷେତ୍ରରେ ପାରଙ୍ଗମ । ଭୂମିରୁ ଭୂମାଯାଏଁ ତା’ର ଯାତ୍ରା ସଫଳ ହୋଇଛି । ଘରର ପ୍ରତିଟି ପାଇଟିକୁ ସୁଚାରୁ ରୁପେ […]

ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ପ୍ରାରମ୍ଭ କରିବ ୩ ଟ୍ରେନ୍

ଭୁବନେଶ୍ୱର ନୂଆ ଷ୍ଟେସନରୁ ତିନୋଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍ ସେମାନଙ୍କର ଯାତ୍ରା ପ୍ରାରମ୍ଭ ଏବଂ ଏଠାରେ ଯାତ୍ରା ସମାପ୍ତ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଯୋଜନା କରାଯାଇଅଛି ଯାହା ଖୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଏହି ଟ୍ରେନ୍ ଗୁଡ଼ିକ ମଧ୍ୟରେ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ୍ ଏବଂ ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ୍ ଅନ୍ତର୍ଭୁକ୍ତ । ଏହି ପରିବର୍ତ୍ତନଗୁଡ଼ିକ ପାଇଁ କାର୍ଯ୍ୟାନ୍ୱୟନ ତାରିଖ ଖୁବ୍ ଶୀଘ୍ର ଘୋଷଣା କରାଯିବ ।ଏହି ଟ୍ରେନଗୁଡ଼ିକ ମଞ୍ଚେଶ୍ୱର ରେଳ ଷ୍ଟେସନରେ […]

ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ହୋଇଗଲା ନିର୍ବନ୍ଧ

ଜାଗୃତିଙ୍କୁ ବିବାହ କରିବେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି । ଗତକାଲି ରାଜ୍ୟ ବାହାରେ ଉଭୟଙ୍କ ନିର୍ବନ୍ଧ ହୋଇଛି। ଆଗରୁ ମନ ମିଶିଥିଲା ଏବେ ଦୁହେଁ ଏକାଠି ହେବାକୁ ପ୍ରତିଶୃତି ବଦ୍ଧ । ଉଭୟ ଉଭୟଙ୍କ ହାତଧରି ହୋଇଯିବେ ସାତ ଜନମର ସାଥି । ଆସନ୍ତା ୧୧ ତାରିଖରେ ବାହାଘର ହେବ ବୋଲି ଚର୍ଚ୍ଚା ହେଉଛି । ତେବେ ଏହାରି ଭିତରେ ଜାଗୃତି ଶୁକ୍ଳା ନିଜର ସୋସିଆଲ ମିଡ଼ିଆ ଆକାଉଣ୍ଟରେ ନିର୍ବନ୍ଧର ଦୁଇଟି ଫଟୋ ସେୟାର କରିଛନ୍ତି […]

ନୁଆଗାଁ ଆଦର୍ଶ ବିଦ୍ୟାଳୟ ର ଦୁଇ ଛାତ୍ରୀ ଓ ଜଣେ ଛାତ୍ରଙ୍କୁ ପୁରସ୍କୃତ କଲେ ଜିଲ୍ଲାପାଳ

ନୂଆଗାଁ:(ପୁଷ୍ପଲତା ପ୍ରଧାନ): ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ (ଜିଲ୍ଲା ସମାଜ ସମାଜ ବିଭାଗ,ନୟାଗଡ ) ତରଫରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ମହିଳା ଦିବସ ପାଳିତ ହୋଇଯାଇଛି।ଏହି ଦିବସ ଉପଲକ୍ଷେ ଅନୁଷ୍ଠିତ ରଚନା ପ୍ରତିଯୋଗିତାରେ ନୂଆଗାଁ ଆଦର୍ଶ ବିଦ୍ୟାଳୟର ଛାତ୍ରୀ ବିଜୟଲକ୍ଷ୍ମୀ ପରିଡ଼ା ଅଂଶ ଗ୍ରହଣ କରି ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ,ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଆରିଆନ ପଣ୍ଡା ଦ୍ଵିତୀୟ ଏବଂ ଡ୍ରଇଂ ପ୍ରତିଯୋଗିତାରେ ସିପ୍ରା ସୋମାଲିନ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି।କୃତିତ୍ୱ ଅର୍ଜନ କରିଥିବା ଛାତ୍ର […]

ମୁଖ୍ୟମନ୍ତ୍ର; ଜିରୋ ଏଫଆଇଆର୍‌‌ ନ ରଖିଲେ ନିଲମ୍ବନ 

ଥାନାରେ ଚାଲିବନି ପୋଲିସବାବୁଙ୍କ ମନାମାନୀ। ଥାନା ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ଦେଖାଇବାକୁ ହେବ। କେହି ଜିରୋ ଏଫ୍‌ଆଇଆର୍‌ ଦେଲେ ତାକୁ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ଅସହାୟ ଲୋକଟିଏ ନିଜ ଥାନା ଅଧିନରୁ ଅନ୍ୟ ଏକ ଥାନାକୁ ଯିବା ବେଳେ, ଅନେକ ସମସ୍ୟାର ସମ୍ମୁଖୀନ ହେଉଛି। ଥାନାର ପରିଧି ଭିତରେ ଘଟଣାଟି ନ ଆସୁଥିଲେ ମଧ୍ୟ ଏଫଆଇଆର୍ କରିବାର ନିୟମ ରହିଛି। ଏହି ଜିରୋ ଏଫଆଇଆରର ନିୟମ ଥାଇ ମଧ୍ୟ କରିତକର୍ମା ଅଫିସରମାନେ କିଭଳି ଅଭିଯୋଗ ଗ୍ରହଣ […]

ନାଟ୍ୟମେଳାର ଅନ୍ତିମ ସନ୍ଧ୍ୟା, ପ୍ରଜ୍ଞାଙ୍କ ‘ସୋମରସ’ରେ ହସି ହସି ବେଦମ ହେଲେ ଦର୍ଶକ

ନୟାଗଡ଼,(ଓଡ଼ିଶା ଦର୍ପଣ):ଗତ ଛଅଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ନାଟ୍ୟମେଳାର ଅନ୍ତିମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ହାସ୍ୟରସାତ୍ମକ ନାଟକ ‘ସୋମରସ’। ଆଜିକାଲି ଦୁନିଆରେ ସବୁକିଛି ପରିବର୍ତ୍ତନ ହେଇଛି । ମଣିଷର ଚାଲିଚଳନ, ଆଚାର ବ୍ୟବହାର, ସଂପର୍କ ସବୁକିଛି । ନିଜ ହାତରେ ନିଜେ ୨୨ ହାତେ । ଯେକୌଣସି କାମ ପାଇଁ ସାହାଯ୍ୟର ହାତ ବଢ଼ାଇଲେ ଖୋସାମତି କରିବାକୁ ପଡ଼ୁଛି । ଶୁଭ କାମ ହେଉ କିମ୍ବା ବିପଦବେଳେ,ବିନା ସୋମରସ ବା ବିନା ମଦରେ କିଛି ବି କାମ […]

କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା ।

ଆଜି ବିଧାନସଭାରେ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉତ୍ତର ରଖି କହିଛନ୍ତି, କୌଣସି ପର୍ବ, ଉତ୍ସବ ଓ ମେଳା ଆଦିକୁ ଜାତୀୟ ମାନ୍ୟତା ଦେବା ବ୍ୟବସ୍ଥା ନାହିଁ । ମନ୍ତ୍ରୀଙ୍କ ଉତ୍ତର ପରେ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ମିଳିବା ପ୍ରସଙ୍ଗରେସମୟ ସୃଷ୍ଟି ହୋଇଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଦେବାକୁ ପ୍ରତିଶ୍ରୁତି ଦେଇଥିବାବେଳେ ଏବେ ମନ୍ତ୍ରୀ ମନା କରିଦେବାକୁ ନେଇ ତେଜିଛି ଅସନ୍ତୋଷ ।

କଟକର ଐତିହାସିକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଓଡ଼ିଶା ସରକାରଙ୍କ କୌଣସି ଯୋଜନା ନାହିଁ।

କଟକର ଐତିହାସିକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଓଡ଼ିଶା ସରକାରଙ୍କ କୌଣସି ଯୋଜନା ନାହିଁ।ବିଧାନସଭାରେ ଶୁକ୍ରବାର ଦିନ କଂଗ୍ରେସ ବିଧାୟକ ସୋଫିଆ ଫିରଦୋସଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ କ୍ରୀଡ଼ା ଏବଂ ଯୁବ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।ଅପରପକ୍ଷରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ଦ୍ୱାରା ପରିଚାଳିତ ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ ପାଖରେ ଏପରି କୌଣସି ପ୍ରସ୍ତାବ ନାହିଁ ବୋଲି ମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି। ସେହିପରି ମନ୍ତ୍ରୀ କଟକ […]

ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ହୋଟେଲ ଓ ଇଞ୍ଜିନିୟରିଂ ୱାର୍କ୍ସ ଉପରେ ଚଢ଼ାଉ ୧୯ଟି ଗ୍ୟାସ ହାଣ୍ଡି ଜବତ

ରାୟଗଡ଼ ତା ୦୭/୦୩ ଆଜି ରାୟଗଡ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଯୋଗାଣ ବିଭାଗର ଏକ ଟିମ୍ ରାୟଗଡ ଜିଲ୍ଲା ସଦରମହକୁମା ବିଭିନ୍ନ ହୋଟେଲ ଓ ଇଞ୍ଜିନିୟରିଂ ୱାର୍କସ ଉପରେ ଚଢ଼ାଉ କରି ବ୍ୟବହୃତ ହେଉଥିବା ଘରୋଇ ରନ୍ଧନ ଗ୍ୟାସ ହାଣ୍ଡି ଜବତ କରିଛି । ସୂଚନା ମୁତାବକ ରାୟଗଡ ଜିଲ୍ଲାରେ କିଛି ହୋଟେଲ ବେଆଇନ ଭାବେ ଘରୋଇ ରନ୍ଧନ ଗ୍ୟାସ ହାଣ୍ଡି ବ୍ୟବହାର କରୁଥିବା ଖବର ପାଇ ଏହି ଚଢ଼ାଉର ନେତୃତ୍ବ ନେଉଥିବା ସହକାରୀ ଯୋଗାଣ ଅଧିକାରୀ […]

ମଝି ଆକାଶରେ ଯାତ୍ରୀଙ୍କ ଆଗରେ ଡ୍ରେସ ଖୋଲିଦେଲେ ମହିଳା ଯାତ୍ରୀ

ହୋଷ୍ଟନରୁ ଫୋଇନିକ୍ସ ଯାଉଥିବା ସାଉଥ୍ ୱେଷ୍ଟ ଏୟାର ଲାଇନ୍ସ ଫ୍ଲାଇଟ୍ ଯାତ୍ରୀ ଓ କ୍ରିଉ ମେମ୍ବର ଜଣେ ମହିଳାଙ୍କ ପାଇଁ ହୋଇଛନ୍ତି ହଟହଟା । ବିମାନରେ ଯାତ୍ରୀମାନେ ନିଜ ନିଜ ସିଟରେ ବସିବା ପରେ ବିମାନଟି ଟେକଅଫ୍ କରିବାର ଥିଲା । କିନ୍ତୁ ଠିକ୍ ଏତିକିବେଳେ ମହିଳା ଯାତ୍ରୀ ଜଣକ ବିମାନରୁ ଓହ୍ଲାଇବା ପାଇଁ କହିଲେ ।ଖବର ମୁତାବକ, ବିମାନ ନଂ ୭୩୩ ହ୍ୟୁଷ୍ଟନରୁ ଫିନିକ୍ସ ଯାଉଥିବା ସାଉଥ ୱେଷ୍ଟ ଏୟାରଲାଇନ୍ସର ଏକ ବିମାନରେ ଏଭଳି ଘଟଣା […]

ଗହୀରମଥାରେ ଅଲିଭ୍‌ ରିଡ୍‌ଲେଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଜାରି

ଗହୀରମଥାରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ସାମୂହିକ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଛି। ଦୁଇ ଦିନ ମଧ୍ୟରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ କଇଁଛ ଅଣ୍ଡା ଦେଇସାରିଛନ୍ତି। ଏହି ପ୍ରକିୟା ଆଉ ୨ରୁ ୪ ଦିନ ଚାଲିବ। ପାଗ ଅନୁକୂଳ ଥିବାରୁ ଲକ୍ଷାଧିକ ମା’ କଇଁଛ ଏବେ କୂଳ ମୁହଁରେ ଅଣ୍ଡା ଦେବା ଅପେକ୍ଷାରେ ଅଛନ୍ତି ବୋଲି ରାଜନଗର ଡିଏଫଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି।ଋଷିକୁଲ୍ୟା ଏବଂ ଗହୀରମଥାରେ ଅଭୂତପୂର୍ବ ସାମୂହିକ ବସା ସମସ୍ତ ରେକର୍ଡକୁ […]

୧ଲକ୍ଷ ଟଙ୍କା ଟପିବ ସୁନା ଦର ।

ଦିନକୁ ଦିନ ସୁନା ଦର ବୃଦ୍ଧି ହେବାରେ ଲାଗିଛି । ୧ଲକ୍ଷ ଟଙ୍କା ଟପିବ ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୭ ହଜାର ୧୬୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯, ୯୦୦ ଟଙ୍କା ଛୁଇଁଛି ।ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୯ ହଜାର ୯୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୭ […]