ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ କଣ୍ଢେଇ ମେଳା ସହିତ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇ ଯାଇଛି। କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୧୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୦୨ ଟାରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।ଏହି ଉତ୍ସବରେ ମୁଖ୍ଯ ଅତିଥି ଭାବେ ରଣପୁର […]

 ଏଣିକି ସଚିବମାନେ ବିଭିନ୍ନ ଜିଲ୍ଲା ଗସ୍ତ କରିବେ। 

ରାଜ୍ୟରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ସମୀକ୍ଷା ସହ ସମସ୍ୟା ସମାଧାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ଏଣିକି ସଚିବମାନେ ବିଭିନ୍ନ ଜିଲ୍ଲା ଗସ୍ତ କରିବେ। ଏ ନେଇ ବୁଧବାର ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।ଏହି ଗସ୍ତ ସମୟରେ ଜିଲାର ଯେକୌଣସି ସ୍ଥାନକୁ ପରିଦର୍ଶନ କରିବା ସହ ପଞ୍ଚାୟତକୁ ଯାଇ ବିଭିନ୍ନ ସରକାରୀ ଯୋଜନାର ତଦାରଖ ବି କରିବେ। ଦିନକୁ ଅତିକମ୍‌ରେ ଥରେ କୌଣସି ଆହାର କେନ୍ଦ୍ର, ଅନୁସୂଚିତ […]

ନଭେମ୍ବର ୧୫ରୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା । 

ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ୨୨ ତାରିଖରେ ଶେଷ ହେବ। ୮ ଦିନ ପାଇଁ ଏହି ବାଲିଯାତ୍ରା ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ପ୍ରଥମ ଥର ବାଲିଯାତ୍ରା ପଡିଆରେ ରହିବ ଗ୍ରୀନ କରିଡର । ବଢିବ ପାର୍କିଂ ସ୍ଥଳ ସଂଖ୍ୟା । ବାଲିଯାତ୍ରା ପଡିଆରେ ରହିବ ୫ଟି ଆମ୍ବୁଲାନ୍ସ । ଓର୍‌ମାସ୍‌ ଷ୍ଟଲ […]

ସାର ଗାଡ଼ିରେ ହେଉଥିଲା ଚାଲାଣ, ୫ ଶହ କଇଁଛ ଜବତ

ମୋଟୁ ବନ ବିଭାଗ ଦ୍ୱାରା ୫୦୦ରୁ ଉର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ । ଆନ୍ଧ୍ର ଓଡିଶା ସୀମାନ୍ତ ମୋଟୁ ତନଖି ଫାଟକ ନିକଟରେ କଇଁଛ ଧରିଛି ମୋଟୁ ବନ ବିଭାଗ ।କଇଁଛ ଚୋରା ଚାଲାଣ ସମ୍ପର୍କରେ ସୂଚନା ପାଇବା ପରେ ମୋଟୁ ବନ କର୍ମଚାରୀ ମାନେ ଓଡ଼ିଶା ଆନ୍ଧ୍ର ସୀମାନ୍ତରେ ପାଟ୍ରୋଲିଂ କରୁଥିବା ବେଳେ ଦୁଇଟି ପିକଅପ ଭ୍ୟାନ ଦ୍ରୁତ ଗତିରେ ଆନ୍ଧ୍ରପ୍ରଦେଶ ଆଡୁ ଆସୁଥିବା ଦେଖି ଭ୍ୟାନ ଦୁଇଟିକୁ ଅଟକାଇ ତଲାସି କରିବାରୁ ଗାଡି ଭିତରେ […]

ନାଥବାବୁଙ୍କ ଜନ୍ମ ଶତବାର୍ଷିକୀ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ର ପ୍ରଥମ ନଗରପାଳ ତଥା ଆଧୁନିକ ନୟାଗଡ଼ ସହରର ରୂପକାର ସ୍ଵର୍ଗତ ରଘୁନାଥ ଦାସ(ନାଥବାବୁ) ଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ଚଳିତ ସେପ୍ଟେମ୍ବର ଚାରି ତାରିଖରେ ତାଙ୍କର ପ୍ରିୟ ନିଜ ହାତଗଢା ଏନ୍.ଏ.ସି. ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମହା ସମାରୋହରେ ପାଳିତ ହୋଇଯାଇଛି ! ଏହି ସମାବେଶରେ ଭାରତ ସରକାରଙ୍କ ଅବସରପ୍ରାପ୍ତ ଗଣମାଧ୍ୟମ ପରାମର୍ଶଦାତା ଡ. ଉମାକାନ୍ତ ମିଶ୍ର ମୁଖ୍ୟ ଅତିଥି, ବିଶିଷ୍ଟ ଶିଶୁ ସାହିତ୍ୟିକ ଦାଶ ବେନହୁର […]

ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଗଣପର୍ବ ନୂଆଖାଇ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ ପାଳନ ହେବ। ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପଶ୍ଚିମ ଓଡ଼ିଶାରୁ […]

ପାଲା ଗାୟକ ମଣ୍ଡଳର ବାର୍ଷିକ ସମ୍ମିଳନୀ ପ୍ରସ୍ତୁତି ବୈଠକ

ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ନଭେମ୍ବର ମାସ  ୨୪ ତାରିଖରେ ନୟାଗଡ଼ ଜିଲ୍ଲା ମା ଦକ୍ଷିଣକାଳୀ ଚନ୍ଦ୍ର ଶେଖର ପାଲା ଗାୟକ ମଣ୍ଡଳର ବାର୍ଷିକ ସମ୍ମିଳନୀ ସିଧାମୂଳାଠାରେ ଅନୁଷ୍ଠିତ ହେବ । ଏ ପରିପ୍ରେକ୍ଷୀରେ ନୟାଗଡ଼ସ୍ଥିତ ଗୁଣ୍ଡିଚା ମଣ୍ଡପଠାରେ ଗାୟକ କଳାନିଧି ମନୋଜ କୁମାର ମିଶ୍ରଙ୍କ ସଭାପତିତ୍ବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଗାୟକ ପଞ୍ଚାନନ ସାହୁ, ତ୍ରିନାଥ ପଣ୍ଡା, ଲକ୍ଷ୍ମୀଧର ବଳବନ୍ତ,ଅକ୍ରୁର  ବାରିକ,ରମେଶ  କୁମାର  କୁଣ୍ଡ,ପ୍ରଦୀପ  କୁମାର  ଅତିବୁଦ୍ଧି, ଲଡୁକିଶୋର ଶୁକ୍ଲ,ମଳୟ  ମହାପାତ୍ର, ରାଜକିଶୋର […]

ଭୁବନେଶ୍ୱରରେ ଖୋଲିଲା ସୁଭଦ୍ରା କଲ୍‌ ସେଣ୍ଟର

ଉଦଘାଟିତ ହେଲା ସୁଭଦ୍ରା କଲ ସେଣ୍ଟର । OCAC ଠାରେ ସୁଭଦ୍ରା କଲ ସେଣ୍ଟର ଉଦଘାଟିତ ହୋଇଛି । ଉଦ୍‌ଘାଟନ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାହା ଫଳରେ ସନ୍ଦେହ ଦୂର କରିପାରିବେ ଲୋକେ । ୧୪୬୭୮ ଟ୍ରୋଲ୍ ଫ୍ରି ନମ୍ୱରରେ କଲ୍ କରି ମହିଳାମାନେ ସେମାନଙ୍କର ସମସ୍ୟା ଜଣାଇପାରିବେ । ତେବେ ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ କହିଛନ୍ତି କି, ସେପ୍ଟେମ୍ୱର ୧୭ ପରେ ମିଳିବ ସୁଭଦ୍ରା ଟଙ୍କା । ଫର୍ମ ଦାଖଲ କୌଣସି […]

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ଦାବି । ବିଧାନସଭାରେ ବୁଧବାର ପ୍ରଶ୍ନକାଳରେ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରସଙ୍ଗ ଉଠାଇଛନ୍ତି। ତାଙ୍କ କହିବା ମୁତାବକ, ପୂର୍ବତନ ବିଧାୟକମାନେ ବହୁତ କମ୍ ପେନସନ୍ ପାଉଛନ୍ତି, ତେଣୁ ସେମାନଙ୍କ ପେନସନ୍ ବଢାଇବା ଉଚିତ୍ । ବିଧାୟକଙ୍କ ଦାବି ପ୍ରତି ସରକାର ଧ୍ୟାନ ଦେବାକୁ ବାଚସ୍ପତି ରୁଲିଂ ଦେଇଛନ୍ତି।ସୂଚାନୁଯାୟୀ, ୨୦୧୭ରେ ଶେଷ ଥର ପାଇଁ ବିଧାୟକ ଓ ମନ୍ତ୍ରୀ ମାନଙ୍କର ଦରମା ୫୦ ପ୍ରତିଶତ […]

ର୍ବାଚନ ପୂର୍ବରୁ ଝୋଟ ବ୍ୟାଗ୍ ବଣ୍ଟନରେ ଖର୍ଚ୍ଚ ହୋଇଥିଲା ୨୪୭ କୋଟି ଟଙ୍କା

ରାଜ୍ୟରେ ପୂର୍ବ ସରକାର ସମୟରେ ଝୋଟ ବ୍ୟାଗ ବଣ୍ଟନ କରଯାଇଥିଲା । ଏ ବାବଦରେ କେତେ ଟଙ୍କା ଖର୍ଚ୍ଚ କରାଯାଇଥିଲା । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଝୋଟ ବ୍ୟାଗ ବଣ୍ଟନ କରିବା ସହିତ ପରିବାର ପିଛା ୧୦୦୦ ଟଙ୍କା ବଣ୍ଟନ କରଥିଲେ ତତ୍କାଳୀନ ସରକାର । ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଏ ନେଇ ଲିଖିତ ଉତ୍ତର ରଖିଛନ୍ତି। ହଜାର ଟଙ୍କା ବଣ୍ଟନରେ ଖର୍ଚ୍ଚ ହୋଇଛି ମୋଟ ୯୫୯ […]

ୟୁକୋ ବ୍ୟାଙ୍କରେ ନକଲି ସୁନାଋଣ ଦୁର୍ନୀତି: ନକଲି ଅଳଙ୍କାର ରଖି ୫୫ ଲକ୍ଷ ଟଙ୍କା ଠକେଇ  

କନ୍ଧମାଳ ଜିଲା ବାଲିଗୁଡ଼ା ୟୁକୋ ବ୍ୟାଙ୍କରେ ବଡ଼ଧରଣର ସୁନା ଋଣ ଦୁର୍ନୀତି ପଦାକୁ ଆସିଛି। ବ୍ୟାଙ୍କରେ ସୁନା ଆପ୍ରାଇଜର ଭାବେ କାମ କରୁଥିବା ଜଣେ ବ୍ୟକ୍ତି ବ୍ୟାଙ୍କରେ ନକଲି ସୁନା ବନ୍ଧକ ରଖି ପ୍ରାୟ ୫୫ ଲକ୍ଷ ଟଙ୍କା ଋଣ ନେଇଥିବା ଜଣାପଡିଛି। ସୁନା ଆପ୍ରାଇଜର ଜଣକ ନିଜ ନାଁରେ ରଣ ନ ନେଇ ଅନ୍ୟ ୨ଜଣ ନାଁରେ ଏହି ଋଣ ନେଇଥିବାବେଳେ ସେମାନେ ଋଣ ସୁଝିନପାରିବା ପରେ ଘଟଣା ପଦାକୁ ଆସିଛି । ବନ୍ଧକ ପଡିଥିବା […]

ଦୁବାଇ ଗଲା ବଲାଙ୍ଗୀରର ଉତ୍ପାଦିତ ଡ୍ରାଗନ ଫ୍ରୁଟ୍ ।

ଦୁବାଇ ଗଲା ଡ୍ରାଗନ୍‌ ଫ୍ରୁଟ୍‌ । ଓଡିଶାରୁ ପ୍ରଥମ ଥର ପାଇଁ କାର୍ଗୋ ବିମାନରେ ଦୁବାଇ ଗଲା ଡ୍ରାଗନ୍‌ ଫ୍ରୁଟ୍‌ । ବିଦେଶକୁ ରପ୍ତାନୀ ବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିଥିଲେ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ବଲାଙ୍ଗୀର ଓ ପାଟଣାଗଡ଼ ଚାଷ ଜମିରୁ ଉତ୍ପାଦିତ ହୋଇଥିବା ଫଳକୁ ପଠାଯାଇଛି । ୩ ବର୍ଷ ତଳୁ କନକ ବର୍ଦ୍ଧନ ଏହି ଫଳ ଚାଷ କରୁଥିବା କହିଛନ୍ତି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏହା […]