ଅସୁସ୍ଥ ଥିବା ମାସକର ଶିଶୁକୁ ୪୦ରୁ ଅଧିକ ଚେଙ୍କ ଦେଲେ ବାପା ମା’..

ଆଜିର ଆଧୁନିକ ଯୁଗରେ ଏବେ ବି ଅନେକ କୁପ୍ରଥା ଏବଂ ଅନ୍ଧବିଶ୍ୱାସ ରହିଛି। ପିଲାଟି କାନ୍ଦୁଥିବା ଏବଂ ମୋଡିମାଡି ହେଉଥିବାରୁ ପରିବାର ଲୋକେ ମାତ୍ର ୧ ମାସର ଶିଶୁ ଦେହରେ ୪୦ରୁ ଊର୍ଦ୍ଧ୍ୱ ନିଆଁ ଚେଙ୍କ ଦେଇଛନ୍ତି। ଫଳରେ ଶିଶୁଟି ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଏପରି ଏକ ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଚନ୍ଦାହାଣ୍ଡି ବ୍ଲକର ଗମ୍ଭାରୀଗୁଡ଼ା ଗ୍ରାମପଞ୍ଚାୟତର ଫୁଣ୍ଡେଲପଡ଼ା ଗ୍ରାମରେ ଦେଖିବାକୁ ମିଳିଛି।ସୂତନାମୁତାବକ, ଫୁଣ୍ଡେଲପଡ଼ା ଗ୍ରାମର ସରୋଜ କୁମାର ନାୟକଙ୍କ ପୁଅ […]

ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟମେଳା-୨୦୨୫ ଉଦ୍‌ଘାଟିତ,ମଞ୍ଚସ୍ଥ ହେଲା ନାଟକ ‘ଶୁଣନ୍ତୁ ହେ ଅଭିମନ୍ୟୁ ମାନେ’

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାର ଅଗ୍ରଣୀ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ଏବଂ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ପଞ୍ଚମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ମାର୍ଚ୍ଚ ୨ ତାରିଖ ରବିବାର ଦିନ ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି । ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ଏବଂ ସମ୍ମାନିତ ଅତିଥି ଭାବେ ନାଟ୍ୟ ନିର୍ଦ୍ଦେଶକ ଶୁଭକାନ୍ତ ପାଢ଼ୀ, ନାଟ୍ୟ ନିର୍ଦ୍ଦେଶିକା ସୌନିକା ସାହୁ ପ୍ରମୁଖ ଯୋଗଦାନ କରି […]

ଆପ୍ ରାୟଗଡ଼ା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାର୍ଟିର ମହାସମାବେଶ

ଆପ୍ ରାୟଗଡ଼ା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପାର୍ଟିର ମହାସମାବେଶ ଓ ଜନସାଧାରଣଙ୍କ ମୌଳିକ ସମସ୍ୟା ଯଥା.. ୬୦ ଵର୍ଷ ରୁ ଉର୍ଦ୍ଧ ବୟସ୍କ , ଭିନ୍ନକ୍ଷମ, ବିଧବା ମା ଓ ଭଉଣୀ , ନିରାଶୟ ମାନଙ୍କୁ ୩୦୦୦ ଟଙ୍କା ଭତ୍ତା ଦେବା ଏଵଂ ଓଡ଼ିଶାର ସମସ୍ତ ବିଦ୍ୟୁତ୍ ଉପଭୋକ୍ତା କୁ ୩୦୦ ୟୁନିଟ୍ ମାଗଣା ବିଜୁଳି ପ୍ରଦାନ ଏଵଂ ଜିଲ୍ଲାର ଯୁବକ ଯୁବତୀମାନଙ୍କୁ ସ୍ଥାନିୟ କମ୍ପାନୀରେ ସ୍ଥାୟୀ ନିଯୁକ୍ତି ଦେବା, ଜିଲ୍ଲାର ଗରିବ , ଭୂମିହୀନ […]

ଆସନ୍ତା ୪ ରେ ଦଶପଲ୍ଲା ବଣିକ ମହାସଂଘ ର ୧୪ ତମ ବାର୍ଷିକ ଉତ୍ସଵ

ଦଶପଲ୍ଲା,(ଓଡ଼ିଶା ଦର୍ପଣ):ଦଶପଲ୍ଲାର ୧୪ ଗୋଟି ବଣିକସଂଘ lକୁ ନେଇ ଗଠିତ ମହାବୀର ବଣିକ ମହାସଂଘ ଚତୁର୍ଦ୍ଧଶ ତମ ବାର୍ଷିକ ଉତ୍ସଚ ପାରମ୍ପରିକ ରୀତିରେ ଆସନ୍ତା ୪ ତାରିଖ ମଙ୍ଗଳବାର ଦିନ ମହା ସମାରୋହରେ ପାଳନ ହେବ ବୋଲି ମହାସଂଘର ସଭାପତି ଅଲେଖ ସାହୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି। ଉକ୍ତ ଦିନ ପ୍ରତ୍ୟୁଷରୁ ଦିନ ୩ ଘଣ୍ଟା ପର୍ଯ୍ୟନ୍ତ ଦଶପଲ୍ଲାର ସମସ୍ଥ ବ୍ୟବସୟୀ ପ୍ରତିଷ୍ଠାନ ଏହି ବାର୍ଷିକ ଉତ୍ସବ ରେ ସାମିଲ ହୋଇ ଦୋକାନ ବଜାର […]

ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ ।

ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ମାର୍ଚ୍ଚ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ । ଦେଶର ବିଭିନ୍ନ ରାଜ୍ୟ ଏବଂ ସହରରେ ବ୍ୟାଙ୍କଗୁଡ଼ିକ ମୋଟ ୧୪ ଦିନ ପାଇଁ ବନ୍ଦ ରହିବ । ୫ଟି ରବିବାର ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାର ବ୍ୟତୀତ, ବ୍ୟାଙ୍କ କାର୍ଯ୍ୟ ୭ ଦିନ ପାଇଁ ବନ୍ଦ ରହିବ । ମାର୍ଚ୍ଚ ମାସରେ ଦୁଇଟି ବଡ଼ ପର୍ବ ହେଉଛି […]

ମାଲକାନଗିରି ସୀମାରେ ଏନକାଉଣ୍ଟର।

ମାଲକାନଗିରି ସୀମାରେ ଏନକାଉଣ୍ଟର। ଛତିଶଗଡ଼ ସୁକୁମା ଜିଲ୍ଲା କିଷ୍ଟରାମ ଜଂଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଯବାନଙ୍କ ଗୁଳିରେ ୨ ମାଓବାଦୀ ନିହତ ହୋଇଛନ୍ତି । କିସ୍ତାରାମ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ଡିଆରଜି ଓ ସିଆରପିଏଫର ଏକ ମିଳିତ ଟିମକୁ ସେହି ଅଞ୍ଚଳକୁ ପଠାଯାଇଥିଲା। ମାଓବାଦୀମାନେ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଉପରକୁ ଆକ୍ରମଣ କରିବା ସହ ଆଖିବୁଜା ଗୁଳିଚାଳନା ଆରମ୍ଭ କରିଥିଲେ। ସୁରକ୍ଷାବାହିନୀ ଏହାର ଜବାବ ଦେଇଥିଲେ। ଘଟଣାସ୍ଥଳରେ […]

ବିବାହ ବନ୍ଧନରେ ବାନ୍ଧି ହେବେ ମାହାଙ୍ଗା ବିଧାୟକ

ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ମାହାଙ୍ଗାର ସ୍ୱାଧୀନ ବିଧାୟକ ସାରଦା ପ୍ରଧାନ । ଓଡିଶା ପ୍ରଶାସନିକ ସେବାରେ ତାଲିମ ନେଉଥିବା ୨୭ବର୍ଷୀୟ ସିପ୍ରା ପ୍ରିୟଦର୍ଶିନୀ ବଳଙ୍କୁ ପ୍ରେମ ବିବାହ କରିବାକୁ ଯାଉଛନ୍ତି ମାହାଙ୍ଗା ବିଧାୟକ ସାରଦା । ସିପ୍ରା କଟକ ଜଗତପୁରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସିପ୍ରା ମାହାଙ୍ଗା ଓ ନିଶ୍ଚିନ୍ତକୋଇଲି ବ୍ଳକରେ ସାମାଜିକ ସମ୍ପ୍ରସାରଣ ଅଧୁକାରୀ ଭାବେ କାର୍ଯ୍ୟ କରୁଥିଲେ । ବିବାହ ଉତ୍ସବ ରାଜସ୍ଥାନର ଜୟପୁର ଠାରେ […]

ଲୁହାପଥର ଚୋରା କାରବାର ଘଟଣାରେ ୫ଗିରଫ,୪ଗାଡ଼ି ଜବତ

କେନ୍ଦୁଝର ଜିଲ୍ଲା ଯୋଡା ଖଣି ମଣ୍ଡଳ ଅନ୍ତର୍ଗତ ନୟାଗଡ଼ ଠାରେ ଜବତ ହୋଇ ଗଚ୍ଛିତ ରହିଥିବା ଲୁହାପଥର କୁ ଚୋରା ଚାଲାଣ କରୁଥିବା ବେଳେ ବାମେବାରୀ ପୋଲିସ ୫ଜଣ ଙ୍କୁ ଗିରଫ କରିଛି ।ଗିରଫ ଅଭିଯୁକ୍ତ ମାନେ ହେଲେ ରାଉରକେଲା ଅଞ୍ଚଳ ର ରୋହନ ଗୌଡ ,ଝାଡଖଣ୍ଡ ଜାମସେଦପୁର ର ରବୀନ୍ଦ୍ର ସିଂ ଭାଟି,ଦୀପକ ସିଂ,କେନ୍ଦୁଝର ର ସୁରେନ୍ଦ୍ର ସିଂ ,ଚମ୍ପୁଆ ର ଗୋବିନ୍ଦ ମହାନ୍ତ,।ସେହିପରି ଲୁହାପଥର ବୋଝେଇ ହୋଇଥିବା ଦୁଇ ଗୋଟି ଟ୍ରେଲର ଟ୍ରକ୍ ନଂ […]

ପାଟଚଣ୍ଡୀ ପ୍ରସାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ପାଟଚଣ୍ଡୀ ପ୍ରସାଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବରିଷ୍ଠ ଶିକ୍ଷକ ତଥା କବି ଅଶୋକ କୁମାର ମଲ୍ଲ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସ୍ତମ୍ଭକାର ତଥା ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର […]

ପାଚିକା ଓ ସହାୟିକାଙ୍କ ପାରିତୋଷିକ ବୃଦ୍ଧି

ହୋଲି ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ […]

ସୁରେଶ ପନ୍ତ ନୂଆ ପିସିସିଏଫ୍‌ ନିଯୁକ୍ତ ।

ସୁରେଶ ପନ୍ତ ନୂଆ ପିସିସିଏଫ ନିଯୁକ୍ତ ହୋଇଛନ୍ତି। ୧୯୯୦ ବ୍ୟାଚର ଆଇଏଫଏସ ଅଧିକାରୀ ଦେବୀଦତ୍ତ ବିଶ୍ୱାଳଙ୍କ ସ୍ଥାନ ନେଇଛନ୍ତି ସୁରେଶ ପନ୍ତ । ଓଡ଼ିଶା ସରକାରଙ୍କ ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛନ୍ତି ।ବର୍ତ୍ତମାନ ସୁରେଶ ପନ୍ତ ଓଡ଼ିଶା ବନ ଉନ୍ନୟନ ନିଗମ (OFDC) ଲିମିଟେଡର ପରିଚାଳନା ନିର୍ଦ୍ଦେଶକ (MD) ଭାବରେ କାର୍ଯ୍ୟ କରୁଛନ୍ତି । ଏହି ପଦବୀ ସେ ସେପ୍ଟେମ୍ବର 2021 ଠାରୁ ଗ୍ରହଣ କରିଆସୁଛନ୍ତି ।

ଆରମ୍ଭ ହେଲା ମୁମ୍ବାଇ-ଝାରସୁଗୁଡ଼ା ବିମାନ ସେବା ।

ଦୀର୍ଘ ପ୍ରୀତକ୍ଷାର ଅନ୍ତ। ଆରମ୍ଭ ହେଲା ମୁମ୍ବାଇ-ଝାରସୁଗୁଡ଼ା ବିମାନ ସେବା । ଆଜି ମୁମ୍ବାଇ ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟା ୫୫ରେ ବିମାନ ଉଡ଼ାଣ ଭରି ଝାରସୁଗୁଡ଼ାରେ ଅପରାହ୍ନ ଗୋଟାଏରେ ପହଞ୍ଚିଛି । ପରେ ଏହି ବିମାନ ଝାରସୁଗୁଡ଼ାରୁ ଦିନ ୨ଟାରେ ପ୍ରତ୍ୟାବର୍ତ୍ତନ କରି ଅପରାହ୍ନ ୪ଟା ୧୫ରେ ମୁମ୍ବାଇରେ ପହଞ୍ଚିବ । ଇଣ୍ଡିଗୋର ଏୟାର ବସ୍-୩୨୦ ବିମାନ ଏହି ରୁଟରେ ଚଳାଚଳ କରିବ। ବିମାନସେବାକୁ ନେଇ ସମର ସିଡ୍ୟୁଲ୍ ପ୍ରକାଶ ପାଇ ନ ଥିବା ବେଳେ ଆଗକୁ […]