ମେଷ : ଘରେ ଲାଗିରହିଥିବା ଅଶାନ୍ତି ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।* ବୃଷ : ସପ୍ତାହରୁ ଚ଼ାଲି ଆସୁଥିବା ସମସ୍ୟା ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ […]
ଓଡ଼ିଶାରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶା, ଏସ୍ଆଇସି, ଭୁବନେଶ୍ୱର ଓ ଟାଟା ପାୱାର କମ୍ପାନି ଲିମିଟେଡ୍ର ମିଳିତ ଉଦ୍ୟମରେ ଗ୍ରାମପଞ୍ଚାୟତ ସ୍ତରରେ ଜନସାଧାରଣ ଯେପରି ସହଜରେ ବିଦୁ୍ୟତ ଦେୟ ପଇଠ କରିପାରିବେ ସେଥି ପାଇଁ ଜିଏସ୍ଏମ୍ସି ନାମକ ଏକ ପୋର୍ଟାଲ ଓ ମୋବାଇଲ୍ ଆପ୍ଲିକେସନ୍ର ଲୋକାର୍ପିତ ହୋଇଛି ।ଏହାକୁ କେନ୍ଦ୍ର ସରକାରଙ୍କ ପଞ୍ଚଦଶ ଅର୍ଥ କମିସନ୍ ଓ ରାଜ୍ୟ ପଞ୍ଚମ ଅର୍ଥ କମିସନ୍ ଅନୁଦାନର ସୁପରିଚାଳନା ନିମନ୍ତେ ନିର୍ମିତ ଇ-ଗ୍ରାମ ସ୍ୱରାଜ ଅନଲାଇନ୍ ପ୍ଲାଟଫର୍ମ୍ […]
ଅଲଗା ଅଲଗା ସ୍ଥାନରେ ମାଟି ତଳେ ଲୁଚାଇ ରଖିଥିଲେ ୩୮ ଲକ୍ଷ ଟଙ୍କା ଓ ବିଭିନ୍ନ ବିସ୍ଫୋରକ ସାମଗ୍ରୀ । ଧମତରୀ ପୋଲିସ ଓ ସିଆରପିଏଫ୍ ଯବାନଙ୍କ ମିଳିତ ଅପରେସନ ବେଳେ ଗରିଆବନ୍ଧ ଡିଭିଜନ ମାଓବାଦୀଙ୍କ ବଡ ଡମ୍ପ ଠାବ କରିଛନ୍ତି ସୁରକ୍ଷା କର୍ମୀ । ଛତିଶଗଡ ଗରିଆବନ୍ଧ ଓ ଧମତରି ପୋଲିସ ଏବଂ ସିଆରପିଏଫ୍ ଯବାନଙ୍କ ପକ୍ଷରୁ ଗତ ୧୦ ତାରିଖରୁ ଛୋଟେ ଗବରା ଏବଂ ପେଣ୍ଡ୍ରା ଜଙ୍ଗଲରେ ତଲାସି ଆରମ୍ଭ ହୋଇଥିଲା। ଦୁଇ ଦିନଧରି […]
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ୱରରୁ ପୁରୀ ଯାଏଁ ସର୍ଭିସ ରୋଡ୍ ହେବ । ବର୍ତ୍ତମାନ ୪ ଲେନ୍ ବିଶିଷ୍ଟ ଥିବା ଏହି ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ । ୬ ଲେନ ରାସ୍ତା ସହ ୨ ଲେନ ସର୍ଭିସ ରୋଡ ବି ରହିବ। ପୁରୀ-ଭୁବନେଶ୍ବର […]
ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଇଁ ଓଡ଼ିଶାରୁ ପଠାଗଲା ରାକ୍ଷୀ। ପ୍ରଧାନମନ୍ତ୍ରୀଙ୍କ ପାଇଁ ରାକ୍ଷୀ ପଠାଇଲେ ମୟୂରଭଞ୍ଜର ମହିଳା। ରାଇରଙ୍ଗପୁରରେ ସହରରେ ଥିବା ବିଭିନ୍ନ ଛାତ୍ରଛାତ୍ରୀଙ୍କ ପକ୍ଷରୁ ମଧ୍ୟ ରାକ୍ଷୀ ପଠାଯାଇଛି। ଡାକ ଯୋଗେ ନୂଆଦିଲ୍ଲୀକୁ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଏହାକୁ ପଠାଯାଇଛି। ଏଥିପାଇଁ ପ୍ରୋଟେକଟିଭ୍ ରାକ୍ଷୀ କଭରର ମଧ୍ୟ ବ୍ୟବହାର କରାଯାଇଛି।ଓଡ଼ିଶାର ଗର୍ବ ତଥା ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ ଏବେ ଦେଶର ରାଷ୍ଟ୍ରପତି। ମୟୂରଭଞ୍ଜ ମାଟିର ଆଦିବାସୀ ମହିଳାଙ୍କୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦରେ ଅଧିଷ୍ଠିତ କରାଇବାରେ ମୋଦୀଙ୍କ […]
ରାଜସ୍ୱ ମନ୍ତ୍ରୀ ଲେଖିଲେ – ‘ଡାରତ ମାତା କି ଜୟ ‘ଓଡ଼ିଆ ଜାତିର ଦୁର୍ଭାଗ୍ୟ ଆଜି ଏମିତି କୁଳାଙ୍ଗାରଙ୍କ ହାତରେ ଓଡ଼ିଶାର ଭାଗ୍ୟ ଡୋରି l ପୁରା କ୍ୟାବିନେଟ୍ ଜୋକର୍ ଙ୍କ ଆଡ୍ଡା ସ୍ଥଳୀ l ଅକ୍ଷର ଚିହ୍ନି ନଥିବା ଲୋକେ ଅସ୍ମିତା କଥା କହୁଛନ୍ତି lଏହାକୁ ନେଇ ବିରୋଧୀ ବିଜେଡି ମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛି। ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର |ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ସାରା ଦେଶରେ ପୁଣି ଥରେ ହର୍ ଘର୍ ତ୍ରିରଙ୍ଗର […]
ଶରୀର ଦାନ ପ୍ରତି ଧୀରେ ଧୀରେ ଜନସାଧାରଣ ସଚେତନ ହେଉଛନ୍ତି। ଶରୀରଦାନକୁ ସରକାରୀ ସ୍ବୀକୃତି ମିଳିବା ପରେ ବହୁ ସଚେତନ ନାଗରିକ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ମୃତ୍ୟୁ ପରେ ଶରୀର ଦାନ କରିବାକୁ ଘୋଷଣାନାମା ଦାଖଲ କରୁଛନ୍ତି।ପ୍ରତିବର୍ଷ ଅଗଷ୍ଟ ୧୩ ତାରିଖ ଅର୍ଥାତ୍ ଆଜିର ଦିନକୁ ବିଶ୍ଵ ଅଙ୍ଗଦାନ ଦିବସ ଭାବେ ପାଳନ କରାଯାଏ। ଲୋକଙ୍କୁ ମୃତ୍ୟୁ ପରେ ଅଙ୍ଗଦାନ ପାଇଁ ଉତ୍ସାହିତ କରିବା ଏହି ଦିବସର ଏକମାତ୍ର ଉଦ୍ଦେଶ୍ୟ। ଚଳିତ ବର୍ଷ ବିଶ୍ଵ ଅଙ୍ଗଦାନ […]
କୋଲକତାର ଆର୍ଜି କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ନେଇ ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଟକ ଏସ୍ସିବି ମେଡିକାଲରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।ମିଳିଥିବା ସୂଚନାନୁଯାୟୀ, ଇସିଜି କରିବା ବାହାନାରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇ ଥିବା ବେଳେ ପୀଡିତାଙ୍କ ସମ୍ପର୍କୀୟଙ୍କ ଆକ୍ରମଣରେ ଡାକ୍ତର ଗୁରୁତର ହୋଇଛନ୍ତି । ଗୁରୁତର ଡାକ୍ତର ଏସସିବି ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।୧୬୧/୧୬୪ ରେ ପୀଡ଼ିତା ଙ୍କ […]
ସାଧାରଣ ଲୋକଙ୍କ ମତାମତ ନିଆଯିବା ପରେ ଜାରି ହେବ ସୁଭଦ୍ରା ଯୋଜନାର ଏସ୍ଓପି। ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏସଓପି ନଆସିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ଭ୍ରମିତ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆବେଦନ ପ୍ରକ୍ରିୟା ଅତି ସରଳ କରାଯିବ, କେହି ଭ୍ରମିତ ହୁଅନ୍ତୁନି ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି। ଅଗଷ୍ଟ ୧୫ ତାରିଖରେ ପ୍ରଥମେ ଏସ୍ଓପି ଆସିବ । ପରେ ସେପ୍ଟେମ୍ବର ୧୭ ତାରିଖ ଦିନ ଏହି ଯୋଜନାର […]
ନୂଆଗାଁ:ଆଉ ନାହାନ୍ତି ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ଜାନୀ।ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା କୃଷ୍ଣଚନ୍ଦ୍ରପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ଵ ତୁଲାଉଥିଲେ ଯତୀନ୍ଦ୍ର ଜାନୀ।ସେ ଡାଇବେଟିସ ଓ ଲିଭର ଜଣ୍ଡିସ ରୋଗରେ ପୀଡିତ ହୋଇ କଟକ ଏସ ସି ବି ମେଡିକାଲ ରେ ଚିକିତ୍ସିତ ହେଉଥିଲେ। ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟଧିକ ଗୁରୁତର ହେବାରୁ ସବୁଦିନ ପାଇଁ ଆଖି ବୁଜିଦେଇଥିଲେ ପ୍ରଧାନଶିକ୍ଷକ ଯତୀନ୍ଦ୍ର।ସେ ଜଣେ ଦାୟିତ୍ବବାନ,ଛାତ୍ର ବତ୍ସଳ […]
ଆଡପ ପହଣ୍ଡି ବେଳେ ବଡ ଠାକୁରଙ୍କୁ ପକାଇ ଦେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ଏକ ତିନି ଜଣିଆ କମିଟି ଘଟଣାରେ ତଦନ୍ତ କରୁଛି। ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀ, ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ, ଜେଟିପିଙ୍କୁ ଡାକି ପଚରାଉଚରା ଜାରି ରହିଛି। ଯୁବ ଦଇତାପତି ସମ୍ପୂର୍ଣ୍ଣ ଘଟଣା ଉପରେ ନିଜର ମତ ରଖିଛନ୍ତି । କେହି ଜାଣିଶୁଣି ଏଭଳି କରିନାହାନ୍ତି । ଏହାର ଯେଭଳି ପୁନରାବୃତ୍ତି ନହୁଏ ସେଥିପ୍ରତି ସମସ୍ତେ ସଜାଗ ରହିବା ଆବଶ୍ୟକ । ପହଣ୍ଡି […]
ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ ତତ୍କାଳ ପ୍ରଭାବରୁ ରଦ୍ଦ ଘୋଷଣା କରାଯାଇଛି।ବ୍ୟାଙ୍କ ସଭାପତି ଶ୍ରୀ ଦୋରାଙ୍କ ନାମରେ ଆସିଥିବା ଆର୍ଥିକ ଅନିୟମିତତାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସମବାୟ ବିଭାଗର ସଚିବଙ୍କୁ ବ୍ୟାଙ୍କ ପରିଚାଳନା ଦାୟିତ୍ବ ଦିଆଯାଇଥିଲା। […]
