ଭୁବନେଶ୍ୱର ସ୍ଥିତ ଏମ୍‌ସ ହସ୍ପିଟାଲରେ ସିବିଆଇ ପକ୍ଷରୁ ରେଡ୍‌

ଏମ୍‌ସରେ ସିବିଆଇ ରେଡ୍‌ । ଭୁବନେଶ୍ୱର ସ୍ଥିତ ଏମ୍‌ସ ହସ୍ପିଟାଲରେ ସିବିଆଇ ପକ୍ଷରୁ ରେଡ୍‌ ଚାଲିଛି । ରିକ୍ୟୁରମେଣ୍ଟ ସ୍କାମ୍‌ ନେଇ ରେଡ୍‌ କରୁଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇ । ଏହି ରେଡ୍‌ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ସିବିଆଇ । ଏମ୍ସରେ ଜାଲ କାଗଜପତ୍ର ଦେଖାଇ ଲୋକଙ୍କୁ ଚାକିରି ଦିଆଯାଇଥିବା ଅଭିଯୋଗ ପରେ ଚଢଉ କରିଛି ସିବିଆଇ ଟିମ୍। ହେଲେ କିଏ ଦେଇଥିଲା ଏ ନିଯୁକ୍ତି , କେତେଜଣ ଜାଲ […]

କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ।ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌।

କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌। ଏହି ସୁଇସାଇଡ ନୋଟ୍‌ଟି ନେପାଳୀ ଭାଷାରେ ଲେଖାଯାଇଛି। ନୋଟ୍‌ରେ ପୁରୁଷ ବନ୍ଧୁ ର୍ନିଯାତନା ଦେଉଥିବା ଲେଖା ଅଛି। ଅଦିକ ସୂଚନା ପାଇଁ ଜବତ ନୋଟ୍‌କୁ ପୋଲିସ ଫରେନ୍ସିକ ବ୍ୟୁରୋକୁ ପଠାଇଛି। ଏହି ହ୍ୟାଣ୍ଡ ରାଇଟିଂ ନେପାଳୀ ଛାତ୍ରୀଙ୍କର କି ନୁହେଁ ଏନେଇ ପୋଲିସ ତନାଘନା କରୁଛି।ସେପଟେ କିଟ୍ ବିଶ୍ୱବିଦ୍ୟାଳୟରେ ଲାଗି ରହିଛି ଚାପା ଉତ୍ତେଜନା। ନ୍ୟାୟ ଦାବିରେ ଗତରାତିରେ କିଟ୍ […]

ଏଣିକି ବସ୍‌ରେ ପ୍ରଥମେ ଚଢ଼ିବେ ମହିଳା ଯାତ୍ରୀ

ମଣିଷ ସମାଜ ଯେତେ ଶିକ୍ଷିତ ହେଲେ ବି ଅନ୍ଧବିଶ୍ଵାସ କବଳିତ କରି ରଖୁଛି। ପରମ୍ପରାର ଦ୍ବାହି ଦେଇ ଅନ୍ଧବିଶ୍ଵାସ ସମତାଳରେ ଚାଲିଛି। ମହିଳା ଚନ୍ଦ୍ରପୃଷ୍ଠରେ ପାଦ ଦେଇଥିଲେ ବି ପରିବହନ କ୍ଷେତ୍ରରେ ମହିଳାଙ୍କୁ ବସରେ ପ୍ରଥମ ଯାତ୍ରୀ ଭାବେ ଚଢ଼ିବାକୁ ବାରଣ କରାଯାଉଛି। ଏଥିପାଇଁ ରାଜ୍ୟ ସରକାର ପରିବହନ ବିଭାଗକୁ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହି କ୍ରମରେ ପରିବହନ ବିଭାଗର ବରିଷ୍ଠ ଅଧିକାରୀମାନେ କଟକ ନେତାଜୀ ବସ୍ ଟର୍ମିନାଲରେ ହଠାତ୍‌ ପହଞ୍ଚି ମଙ୍ଗଳଵାର […]

ଖୁବଶୀଘ୍ର ମହିଳାଙ୍କୁ ମିଳିବ କ୍ୟାନ୍ସର ଭ୍ୟାକସିନ୍। 

କେନ୍ଦ୍ରମନ୍ତ୍ରୀ ପ୍ରତାପରାଓ ଯାଦବ କର୍କଟ ଟୀକା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ମହିଳାଙ୍କୁ ମିଳିବ କ୍ୟାନ୍ସର ଭ୍ୟାକସିନ୍। ମହିଳାଙ୍କ କ୍ଷେତ୍ରରେ କ୍ୟାନସର ରୋକିବାକୁ ଏହି ଟିକାକରଣ କରାଯିବ। ୯ ବର୍ଷରୁ ୧୬ ବର୍ଷର ଝିଅମାନଙ୍କୁ ଏହି ଟିକାକରଣ କରାଯିବ। ଏହି ଟିକାର ଗବେଷଣା ସରିଛି, ଏବେ ଟ୍ରାଏଲ ଚାଲିଛି। ତେଣୁ ଏହି ଟିକା ୫ରୁ ୬ ମାସ ମଧ୍ୟରେ ଆସିଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।ସେ କହିଛନ୍ତି, ଦେଶରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି […]

ଦେହରେ ଡିଜେଲ ଢାଳି ନିଆଁ ଲଗାଇ ନିଜକୁ ଜାଳିଦେଲା ନାବାଳକ ।

କଟକରେ ଅଘଟଣ। ଦେହରେ ଡିଜେଲ ଢାଳି ନିଆଁ ଲଗାଇ ନିଜକୁ ଜାଳିଦେଲା ନାବାଳକ । ପୁରୀଘାଟ ଥାନା ଅନ୍ତର୍ଗତ ମଠ ସାହିରେ ଅଭାବନୀୟ ଘଟଣା ।ମୃତକ ହେଲେ ଅଙ୍କନ ଦତ୍ତ, ତାଙ୍କ ଘର ପଶ୍ଚିମବଙ୍ଗରେ ବୋଲି ସୂଚନା ମିଳିଛି ।ସୂଚନା ଅନୁସାରେ, ପୁରୀଘାଟ ଥାନା ମଠ ସାହିରେ ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ହୋଇଥିବା ବେଳେ ତାଙ୍କର ବୟସ ୧୭ ବର୍ଷ ବୋଲି କୁହାଯାଉଛି । ମୃତକ ଜଣକ […]

୧୦୮ ପରେ ଏବେ ରାଜ୍ୟରେ ୧୦୯ ଆମ୍ବୁଲାନ୍ସ ସେବା ଆରମ୍ଭ ହେବ

ଏବେ ୧୦୮ରେ ଫୋନ୍ କଲେ ଲୋକଙ୍କ ପାଖରେ ପହଞ୍ଚୁଥିଲା ଆମ୍ବୁଲାନ୍ସ । ୨୦ରୁ ୩୦ମିନିଟ ଭିତରେ ଆମ୍ବୁଲାନ୍ସ ପହଞ୍ଚିବା ସହ ଆହତ ଓ ରୋଗୀଙ୍କୁ ତୁରନ୍ତ ହସ୍ପିଟାଲରେ ପହଞ୍ଚାଉଥିଲା । ଠିକ୍ ସେହିପରି ରାଜ୍ୟରେ ୧୦୯ ସେବା ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ କୌଣସି ଅର୍ଥ ଦେବାକୁ ପଡିବ ନାହିଁ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ଫୋନ୍ କରିବାର ୨୦ରୁ ୩୦ମିନିଟ ମଧ୍ୟରେ ସେବା ମିଳିବ । ପ୍ରଥମ ପର୍ଯ୍ୟାୟରେ ଏହା […]

ଡାହାଣୀ ସନ୍ଦେହରେ ସ୍ବାମୀ-ସ୍ତ୍ରୀଙ୍କୁ କୁରାଢିରେ ହାଣି ହତ୍ୟା ।

ଅନ୍ଧବିଶ୍ୱାସର ଏକ କରୁଣ ପରିଣତି ପୁଣି ଥରେ ଦେଖିବାକୁ ମିଳିଛି। ଡାହାଣୀ ସନ୍ଦେହରେ ମୟୂରଭଂଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ କିତାବେଡ଼ା ଗ୍ରାମର ଡୁଙ୍ଗୁରିସାହିର ଦମ୍ପତି ଦେବେନ୍ଦ୍ର ନାଏକ(୭୦) ଓ ତାଙ୍କ ସ୍ତ୍ରୀ ଚମ୍ପା ନାଏକ ଙ୍କୁ ଉକ୍ତ ଗ୍ରାମର ଯୁବକ ଅଜୟ ନାଏକ (୨୩) କୁରାଢ଼ୀରେ ଅତି ନିର୍ମମ ଭାବରେ ହତ୍ୟା କରିଛି। ଏହି ଅଭାବନୀୟ ଘଟଣାରୁ ମୃତକଙ୍କ ପୁତ୍ରବଧୂ ସୁମିତ୍ରା ନାଏକ ଓ ଅଢେ଼ଇ ବର୍ଷର ନାତୁଣୀ ମେଘନା ନାଏକ ଅଳ୍ପକେ ରକ୍ଷା ପାଇ […]

ବିଶ୍ବକପ୍ ବିଜେତା ମଗାଇ ମାଝିଙ୍କୁ ଶୁଭେଛା ଜଣାଇ ସମ୍ବର୍ଦ୍ଧିତ କଲେଜିଲ୍ଲାପାଳ।

ରାୟଗଡ଼ା /୧୮/୨ : ଭାରତୀୟ ମହିଳା ଖୋ ଖୋ ଦଳ ଇତିହାସ ରଚିଛନ୍ତି ମଗାଇ। ନୂଆଦିଲ୍ଲୀର ସ୍ଥାନୀୟ ଇନ୍ଦିରା ଗାନ୍ଧି ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ବିଶ୍ବକପ୍‌ର ଉଭୟ ପୁରୁଷ ଓ ମହିଳାରେ ଆୟୋଜକ ଭାରତ ବିଜେତା ହୋଇଛି। ଫଳରେ ସାରା ଦେଶରେ ଖୁସିର ଲହରି ଖେଳି ଯାଇଛି। ଫାଇନାଲ୍‌ରେ ନେପାଳକୁ ହରାଇ ଏହି ସଫଳତା ପାଇଛି ଭାରତୀୟ ଖୋ ଖୋ ଦଳ ।ଭାରତୀୟ ମହିଳା ଦଳରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ମାଗାଇ ମାଝୀ ସାମିଲ […]

ରଚନା ପ୍ରତିଯୋଗିତାରେ ବିଜୟ ଲକ୍ଷ୍ମୀ, ଜି କେ ରେ ଆରିଆନ ପ୍ରଥମ ଏବଂ ପୋଷ୍ଟର ମେକିଂ ରେ ସିପ୍ରା ତୃତୀୟ

ନୂଆଗାଁ:( ପୁଷ୍ପଲତା ପ୍ରଧାନ) ନୟାଗଡ ଜିଲ୍ଲା ଏନ୍ ଏ ସି ହାଇସ୍କୁଲ୍ ରେ ଜିଲ୍ଲା ସ୍ତରୀୟ କନ୍ୟା ସନ୍ତାନ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ନୂଆଗାଁ ଆଦର୍ଶ ବିଦ୍ୟାଳୟ ର ସପ୍ତମ ଶ୍ରେଣୀର ଛାତ୍ରୀ ବିଜୟଲକ୍ଷ୍ମୀ ପରିଡ଼ା ଜୁନିଅର ବିଭାଗ ରଚନା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଅଷ୍ଟମ ଶ୍ରେଣୀ ଛାତ୍ର ଆରିଆନ ପଣ୍ଡା ପ୍ରଥମ ଏବଂ ପୋଷ୍ଟର ମେକିଂ ପ୍ରତିଯୋଗିତାରେ […]

KIIT student death case: ୫ଜଣଙ୍କୁ ବାନ୍ଧିଲା ପୋଲିସ

‘କିଟ୍’ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନୈତିକ ମହଲ, ସବୁଠି ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇଛି।ତେବେ ଘଟଣାରେ ୩ ନିର୍ଦ୍ଦେଶକଙ୍କ ସମେତ ୨ ସୁରକ୍ଷାକର୍ମୀଙ୍କୁ ଗିରଫ କରାଯାଇଛି। ୩ ନିର୍ଦ୍ଦେଶକ ହେଲେ ଶିବାନନ୍ଦ ମିଶ୍ର, ପ୍ରତାପ ଚମ୍ପତି, ସୁଧୀର ରଥ। ସୁରକ୍ଷାକର୍ମୀ ହେଲେ ରମାକାନ୍ତ ନାୟକ, ଯୋଗେନ୍ଦ୍ର ବେହେରା। ୫ ଜଣଙ୍କୁ ଗିରଫ କରି ଇନ୍ଫୋସିଟି ପୋଲିସ ସେମାନଙ୍କୁ କୋର୍ଟ ଚାଲାଣ କରିଛି।ରାଜ୍ୟ […]

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ଦିବସ ସ୍ଥାନୀୟ ଏନଏସି ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲା ସମଗ୍ର ଶିକ୍ଷା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କନ୍ୟା ସନ୍ତାନ ମାନେ ଉପଯୁକ୍ତ ଶିକ୍ଷା ପାଇଲେ ସମାଜର ଉନ୍ନତି ଘଟିବ ବୋଲି ମତବ୍ୟକ୍ତ କରିଥିଲେ। କନ୍ୟା ସନ୍ତାନ ମାନଙ୍କୁ ଠିକ ଭାବରେ ଲାଳନ ପାଳନ ସହିତ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ସୁରକ୍ଷା ପ୍ରତି […]

ମହାକୁମ୍ଭ ନାମରେ ମୃତ୍ୟୁର କୁମ୍ଭ କରୁଛନ୍ତି ଯୋଗୀ ସରକାର-ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପଶ୍ଚିମବଙ୍ଗ ବିଧାନସଭାରେ ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହାକୁମ୍ଭମେଳାର କଥିତ କୁପରିଚାଳନା ପାଇଁ କେନ୍ଦ୍ର ସରକାର ଏବଂ ଭାଜପା ୟୁପି ସରକାରଙ୍କୁ ସମାଲୋଚନା କରିଛନ୍ତି।କଂଗ୍ରେସ ନେତ୍ରୀ ସୁପ୍ରିୟା ଶ୍ରୀନେତ ମହାକୁମ୍ଭ ନାମରେ ନରସଂହାର କରାଯାଉଥିବା ଅଭିଯୋଗ କରିଥିବା ବେଳେ ଏବେ ମମତା ବାନାର୍ଜୀ ମହାକୁମ୍ଭକୁ ମୃତ୍ୟୁର କୂୁମ୍ଭ କହିଛନ୍ତି । ମହାକୁମ୍ଭରେ ଅନେକ ଲୋକଙ୍କ ମୃତ୍ୟୁକୁ ନେଇ ସାଧୁସନ୍ଥମାନେ ପାଟି ଖୋଲିନଥିବା ବେଳେ ମମତାଙ୍କ ବୟାନକୁ ଘୋର ବିରୋଧ […]