ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM।

ରାଜଧାନୀ ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ATM। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀମାନେ କାର୍ଡ ନମ୍ବର ମାରି ATMରୁ ଚାଉଳ ଉଠାଇ ପାରିବେ। ଏହି ଏଟିଏମରେ ୨୪ ଘଣ୍ଟିଆ ଚାଉଳ / ଗହମ ଉପଲବ୍ଧ ହେବ ।ଯଦି ଏହି ଏଟିଏମ୍ ସଫଳତାର ସହ କାର୍ଯ୍ୟ କରେ ତେବେ ଆଗାମୀ ଦିନରେ ସବୁ ଜିଲ୍ଲା ଆଉ ବ୍ଲକରେ ଏହା ଖୋଲାଯିବ।ତେବେ ଏହି ସୁବିଧା ପାଇବାକୁ ହେଲେ ଜଣେ […]

ପଶ୍ଚିମବଙ୍ଗରୁ ଆସିଲା ୫ ଆଳୁ ଟ୍ରକ, ହେଲେ ୟୁପିରୁ ଆସିନି ଗାଡି

ଆଳୁ ଗଦିରେ ପହଞ୍ଚିଲା ୫ ଆଳୁ ଟ୍ରକ । ଭୁବନେଶ୍ୱର ଆଇଗିଣିଆ କୁବେରପୁରୀ ଆଳୁ ଗଦିରେ ପହଞ୍ଚିଛି ୫ଟି ଟ୍ରକ । ଗୁରୁବାର ସକାଳୁ ସକାଳୁ ପଶ୍ଚିମବଙ୍ଗରୁ ଆସି ଗାଡି ପହଞ୍ଚିଛି । ତେବେ ରାଜ୍ୟ ସରକାର ଉତ୍ତରପ୍ରଦେଶର ସରକାରଙ୍କଠାରୁ ମାଗିଥିବା ଆଳୁ ଏପର୍ଯ୍ୟନ୍ତ ପହଞ୍ଚିନାହିଁ। ଉତ୍ତରପ୍ରଦେଶ ଟ୍ରକ୍‌କୁ ଅପେକ୍ଷା କରାଯାଇଛି। ଉତ୍ତରପ୍ରଦେଶରୁ ଆଳୁ ଟ୍ରକ୍ ଆସିଲେ ଆଳୁ ଦର ପୁଣି କମିବାର ସମ୍ଭାବନା ରହିଛି।ପଶ୍ଚିମବଙ୍ଗରୁ ସଠିକ୍‌ ସମୟରେ ନଆସିବାରୁ ଆଳୁ ଟ୍ରକ ନଆସିବାରୁ ଦର ଉପରମୁହାଁ […]

ଓଡ଼ିଶାରେ ଆଉ ଖୋଲିବ ନାହିଁ ମଦ ଦୋକାନ

ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ବଡ ବୟାନ । ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ । ”ଓଡ଼ିଶାରେ ଚୋରା ମଦ ରୋକିବାକୁ ବଡ଼ ଚ୍ୟାଲେଞ୍ଜ ରହିଛି। ଆସନ୍ତା ବର୍ଷଠାରୁ ରାଜ୍ୟରେ ଚୋରା ମଦ ଚାଲାଣ ବନ୍ଦ କରାଯିବ। ସେଥିଲାଗି ସରକାର ଅବକାରୀ ନିୟମରେ ସମ୍ପୂର୍ଣ୍ଣ ପରିବର୍ତନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଆସନ୍ତା ବର୍ଷ ଯେଉଁ ମଦନୀତି ହେବ, ସେଥିରେ ଓଡିଶାରୁ ଚୋରାମଦ ବିକ୍ରି ବନ୍ଦ କରିବାକୁ ନୀତି ବାହାର […]

ଅଗଷ୍ଟ ୧୨ ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ବାଂଲାଦେଶ ହିଂସା, ଚିନ୍ତା ବଢାଇଲା ବାଂଲାଦେଶର ଡଙ୍ଗା । 

ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଯୋଗୁ ସେଠାକାର ନାଗରିକ ଉପକୂଳ ସୀମା ଦେଇ ଭାରତର ଓଡ଼ିଶା ଓ ପଶ୍ଚିମବଙ୍ଗ ରାଜ୍ୟରେ ପ୍ରବେଶ କରିପାରନ୍ତି। ପୂର୍ବରୁ ଉପକୂଳ ଓଡ଼ିଶାରେ ବାଂଲାଦେଶ ନାଗରିକମାନେ ଅବାଧରେ ସେମାନଙ୍କ କାୟା ବିସ୍ତାର କରି ସାରିଛନ୍ତି। । ସେଥିପାଇଁ ଜଗିଛନ୍ତି ପୁଲିସ କର୍ମଚାରୀ। ଦୈନିକ ଶହଶହ ବାଂଲାଦେଶୀ ଏହି ସମୁଦ୍ର ପଥ ଦେଇ ଆସନ୍ତି। ହେଲେ ଏବେ ବାଂଲାଦେଶ ଅଶାନ୍ତ ହୋଇ ପଡ଼ିଥିବାରୁ ସମୁଦ୍ର ପଥ ଉପରେ କଡ଼ା ନଜର ରଖିଛି ସମସ୍ତ ସାମୁଦ୍ରିକ ଥାନା। […]

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ : ବଦଳିଲେ ୧୯ ଜିଲାପାଳ

ରାଜ୍ୟ ସରକାର ବୁଧବାର ରାତିରେ ଆଇଏଏସ୍ ସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି। ୫୫ ଦିନ ପରେ ଏ ସଂକ୍ରାନ୍ତରେ ନିର୍ଦ୍ଦେଶନାମା ଜାରି ହୋଇଛି । ମୋଟ୍ ୨୫ଜଣ ଅଧିକାରୀଙ୍କର ବଦଳି ହୋଇଛି । ଏଥିରେ ୨୨ଜଣ ଆଇଏଏସ୍, ୩ଜଣ ବରିଷ୍ଠ ଓଏଏସ୍ ଅଧିକାରୀ ଅଛନ୍ତି । ଏହି କ୍ରମରେ ସରକାର ୧୯ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତି ଦେଇଛନ୍ତି ।ରାଜସ୍ଵ ପରିଷଦ ସଚିବ ଡ. ବିଜୟକେତନ ଉପାଧ୍ୟାୟଙ୍କୁ ଓଡ଼ିଶା ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ନିର୍ଦ୍ଦେଶକ […]

ଆଜିର ରାଶିଫଳ(୮ ଅଗଷ୍ଟ,୨୦୨୪)

*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*   *ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*   *ମିଥୁନ: […]

ବଦଳିଲେ ନୟାଗଡ଼ ଜିଲ୍ଲାପାଳ। ଅକ୍ଷୟ ଅଗ୍ରୱାଲ ନୂଆ ଜିଲ୍ଲାପାଳ

ନୟାଗଡ଼,(ଓଡ଼ିଶା ଦର୍ପଣ):ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି।ଏହି କ୍ରମରେ ବଦଳିଛନ୍ତି ନୟାଗଡ଼ ଜିଲ୍ଲାପାଳ।୨୦୧୯ ବ୍ୟାଚ ଆଇଏଏସ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କୁ ରାଜ୍ୟ ସରକାର ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀଯୁକ୍ତ ଅଗ୍ରୱାଲ ସମ୍ବଲପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିଲେ। ନୟାଗଡ଼ ଜିଲ୍ଲାପାଳ ଥିବା ସ୍ୱଧା ଦେବ ସିଂଙ୍କୁ ରାଜ୍ୟ ସରକାର ପଞ୍ଚାୟତିରାଜ ଏବଂ ପିଇବା ପାଣି ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଗତ ଜାନୁଆରୀ ମାସରେ […]

ଅଲୌକିକ ଘଟଣା ! କବର ସ୍ଥାନରେ ତଳେ ପଡି ରହିଥିବା ଗଛ ଛିଡ଼ା ହେଲା

କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି  ବ୍ଲକ ବସୁପଦା ଗ୍ରାମରେ ଏକ ଅଲୌକିକ ବା ଅବିଶ୍ୱାସନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୀର୍ଘ ସାତ ବର୍ଷରୁ ଉର୍ଦ୍ଧ୍ବ ହେବ ଏକ କବର ସ୍ଥାନରେ ତଳେ ପଡି ରହିଥିବା ଏକ ପୁରାତନ କୋଚିଳାଖାଇ ଗଛ ଆଜି ହଠାତ ଛିଡା ହୋଇ ସେଥିରେ ପତ୍ର କଅଁଲି ଥିବା ଲୋକମାନେ ସୂଚନା ଦେଇଛନ୍ତି। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗି ରହିଛି। କେଉଁ ମୁସଲମାନ ଲୋକ ହାତ ଯୋଡୁଛି ତ କେଉଁ ହିନ୍ଦୁ […]

ବିଡ଼ିଓଙ୍କ ଘରୁ ସୁନା, ହୀରା ସହ ନଗଦ ୬ଲକ୍ଷ ଟଙ୍କା ଠାବ

ଆଠଗଡ ବିଡିଓଙ୍କର ଅମାପ ସଂପତି। ଘରର ଥାକରେ ବିଡା ବିଡା ଟଙ୍କା, କପ ବୋର୍ଡରେ ସୁନା, ରୂପା ସହିତ ହୀରା ହାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଘରେ ଚଢାଉ କରିଛଇ ଭିଜିଲାନ୍ସ। ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌‌ ଚଢାଉ କରିଛି। ସୂଚନା ଅନୁସାରେ ଭୁବନେଶ୍ୱରର ଗୌତମ ନଗର ସ୍ଥିତ ବାସଭବନ, ଆଠଗଡରେ ଥିବା କାର୍ଯ୍ୟାଳୟ ଓ କ୍ୱାଟର, ରାଜସୁନାଖଳାରେ ପୈତୃକ ବାସଭବନରେ […]

ଆଜି (ବୁଧବାର) ଜାତୀୟ ହସ୍ତତନ୍ତ ଦିବସ

ହସ୍ତତନ୍ତ କ୍ଷେତ୍ର ହେଉଛି ଦେଶର ଗୌରବମୟ ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଏହା ଦେଶର ଜୀବିକାର ଏକ ଗୁରୁତ୍ୱପୂର୍ଣ୍ଣ ଉତ୍ସ । ଦେଶର ସାମାଜିକ ଅର୍ଥନୈତିକ ବିକାଶରେ ହସ୍ତତନ୍ତ ଶିଳ୍ପର ଗୁରୁତ୍ୱ ଅନେକ । ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ । ୨୦୧୫ରୁ ଅଗଷ୍ଟ ୭ରେ ଜାତୀୟ ହସ୍ତତନ୍ତ ଦିବସ ବା ହ୍ୟାଣ୍ଡଲୁମ୍ ଡେ’ ଭାବେ ପାଳିତ ହେଉଛି । ୧୯୦୫ ମସିହା ଅଗଷ୍ଟ ୭ ତାରିଖରେ ସ୍ୱଦେଶୀ ଆନ୍ଦୋଳନ ଡାକରା […]

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମୋଦନ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ତଥା ବରିଷ୍ଠ ବର୍ଗ  ବିଚାରପତି ଅଞ୍ଜଳି ମଛଖଣ୍ଡ ସଚେତନତା କାର୍ଯ୍ୟକ୍ରମ କରିଥିଲେ । ନୟାଗଡ଼ ଯଜଙ୍ଗୀସାହି ଠାରେ ଅଧିବାସୀମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ସାମାଜିକ ଯୋଜନା ବର୍ଣ୍ଣନା କରିବା ସହିତ ଅଭିଯୋଗ ଶୁଣାଣି କରିଥିଲେ ଏହି କାର୍ଯ୍ୟକ୍ରମରେ ପୌର ପରିଷଦ କାର୍ଯ୍ୟନିବାହି ଅଧିକାରୀ ସ୍ନେହଲତା […]