ରାଶନ କାର୍ଡ ଧାରକଙ୍କ ପାଇଁ ବଡଖବର। ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୧୫ରେ E-KYC କରିବାର ଶେଷ ତାରିଖ।ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର E-KYC ଅବଧି ଫେବୃଆରୀ ୧୫ ଯାଏ ବୃଦ୍ଧି କରିଥିଲେ। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲା। କିଛି ଲୋକ E-KYC କରି ନ ଥିବାରୁ ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ସରକାର ଏପରି ନିଷ୍ପତ୍ତି ନିଆଯାଇଥିଲା। ତେବେ E-KYC କରିନଥିଲେ ରାଶନ କାର୍ଡ ଉପଭୋକ୍ତାଙ୍କ ନାଁ କଟିଯିବ। ସରକାରଙ୍କଠାରୁ […]
ସଫଳ ହେଲା ଧାରଣା ମିଳିବ ବକେୟା ଅର୍ଥ । ସିଆରପି, ବ୍ୟାଙ୍କମିତ୍ର, ଏମ୍ବିକେ ଓ ପ୍ରାଣୀମିତ୍ରଙ୍କ ପାଇଁ ବଡ଼ ଖବର । ଗତବର୍ଷ ଏପ୍ରିଲରୁ ୧୦ ମାସର ବକେୟା ଦରମା ନୂଆ ସରକାର ଦେବେ। ଏନେଇ ମୁଖ୍ୟମନ୍ତ୍ରୀ ଲକ୍ଷପତି ଦିଦି ସହାୟିକା ଯୋଜନା ଘୋଷଣା କରିଛନ୍ତି। ଏଥିରୁ ୬୨ ହଜାରରୁ ଅଧିକ କମ୍ୟୁନିଟି ସପୋର୍ଟ ଷ୍ଟାଫ ଉପକୃତ ହେବେ।ସୂଚନା ଅନୁସାରେ, ରାଜ୍ୟରେ ପ୍ରାୟ ୬୨ ହଜାରରୁ ଊର୍ଦ୍ଧ୍ବ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ କାର୍ଯ୍ୟରତ ଥିବା ବେଳେ ସମାଜର […]
ବିଧାନସଭାର ଦ୍ୱିତୀୟ ଦିନରେ ମଧ୍ୟ ସ୍ୱାଭାବିକ ଢଙ୍ଗରେ ଗୃହ ଚାଲି ପାରୁନାହିଁ । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଦ୍ୱିତୀୟ ଦିନରେ ଦୁଇଥର ବିଧାନସଭା ମୁଲତବି ହୋଇଥିଲା । ଏହାରି ମଧ୍ୟରେ ଗୃହର ସଦସ୍ୟ ବିଧାୟକ ଚକ୍ରମଣି କହଁର ବିଦ୍ୟାଳୟରେ ଡ୍ରପ୍ ଆଉଟ୍ ସଂଖ୍ୟା ରୋକିବା ନେଇ ପ୍ରଶ୍ନ କରିଥିଲେ । ତେବେ ଲିଖିତ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସେ କହିଛନ୍ତି ଯେ ଅଷ୍ଟମ ଶ୍ରେଣୀ ପିଲା ଜାଣିନାହାନ୍ତି ଫେଡାଣ ଓ ହରଣ । […]
୬ ଲକ୍ଷ ଛୁଆର ବାପା । ଦାମ ୩୬ ଲକ୍ଷ ଟଙ୍କା । ଦିନକୁ ଖାଏ ୭୫ ହଜାର ଟଙ୍କା ର ଖାଦ୍ୟ । ୨୪ କୋଟି ଟଙ୍କାର ମଇଁଷି ଭୀମ ସହ ଫୋଟୋ, ଭିଡିଓ ଉଠାଇବାକୁ ଲୋକଙ୍କ ଭିଡ଼ । ରାଜସ୍ଥାନ ଜୋଧପୁର ରୁ ଆସିଛି ଭୀମ । ରାଜା ଭଳି ସଜେଇ ହୋଇଛି । ୧୬ଶହ କେଜି ଓଜନର, ଚିକଣ କଳା ରଙ୍ଗର ଭୀମ ଦେହରେ ପ୍ରତିଦିନ ଲାଗୁଛି ଏକ କେଜି ଭେସଲିନ, ୧ଲିଟର […]
ବିଧାନସଭା ଆରମ୍ଭରୁ ମାଡିଆସିଲେ ବିରୋଧୀ। ଆରମ୍ଭରୁ କଲେ ହଙ୍ଗାମା। ଏହାରି ଭିତରେ ମୁହାଁମୁହିଁ ହୋଇଗଲେ ବିଜେଡି ବିଧାୟକ ଆଉ ଭାଜପା ବିଧାୟକ। ଗୃହରେ ଜମିଲା ଅସ୍ମିତା କଳି। ଏପରି କିଛି ଦୃଶ୍ୟ ଥିଲା ଶୁକବ୍ରାର ବିଧାନସଭା ଅଧିବେଶନର।ବିଧାନସଭାରେ ବିଧାୟକ ଅରୁଣ ସାହୁ ଲିଖିତ ପ୍ରଶ୍ନ କରି ଓଡ଼ିଆ ଅସ୍ମିତାର ଅର୍ଥର ମାନେ କଣ ବୋଲି ପଚାରିଥିଲେ । ଯାହାର ଉତ୍ତରରେ ଓଡ଼ିଆ ଅଭିଧାନରେ ଦିଆଯାଇଥିବା ଅର୍ଥକୁ ଉଲ୍ଲେଖ କରି, ଅସ୍ମିତା ଶବ୍ଦର ବ୍ୟାଖା କରିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ […]
୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୯ରୁ ୨୧ ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଅନୁଭୂତ ହେବ । ଜଗତସିଂହପୁରଳ କେନ୍ଦ୍ରପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ବର୍ଷା ସମ୍ଭାବନା ରହିଛି ।ଅନ୍ୟପକ୍ଷେ ରାଜ୍ୟରେ ବୁଧବାର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଥିବାବେଳେ ଗୁରୁବାର ଏଥିରେ […]
ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନରେ ପରିବର୍ତ୍ତନ ହୋଇଛି । ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନରେ ପରିବର୍ତ୍ତନ କରାଯାଇଛି । ପୂର୍ବରୁ ପର୍ଯ୍ୟଟକମାନେ ନନ୍ଦନକାନନ ମୁଖ୍ୟ ଫାଟକ ଦେଇ ସମ୍ମୁଖରେ ଥିବା ଟିକେଟ କାଉଣ୍ଟରରେ ଟିକେଟ କରି ପ୍ରବେଶ କରୁଥିଲେ। ବର୍ତ୍ତମାନ ଏହି ମାର୍ଗ ପରିବର୍ତ୍ତନ ହୋଇଛି। ପୂର୍ବରୁ ଗୋଟିଏ ମାର୍ଗରେ ଆସି ଜୀବଜନ୍ତୁଙ୍କୁ ସଠିକ୍ ଭାବେ ଦେଖି ସେହି ମାର୍ଗରେ ଫେରୁଥିଲେ। ଏଥିରେ ବ୍ୟାଟେରୀ ଚାଳିତ ଗାଡ଼ି, ସଫାରୀ […]
ବିଧାନସଭା ବଜେଟ୍ ଅଧିବେଶନ । ପ୍ରଥମ ଦିନରେ ଗୃହ ଅଚଳ । ପ୍ରଥମେ ଦିନ ୧୨ ଯାଏଁ ମୁଲତବୀ ହୋଇଥିଲା ଗୃହ। ମୁଲତବୀ ପରେ ପୁଣି ଥରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ହେଲେ ବିରୋଧୀଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ ଲାଗି ବିଧାନସଭାକୁ ୪ଟା ମୁଲତବୀ ରଖିଛନ୍ତି ବାଚସ୍ପତି । ତେବେ ଏହାରି ମଧ୍ୟରେ ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନ ଥିଲା ଯେ ରାଜ୍ୟରେ ଭିକାରୀଙ୍କ ସଂଖ୍ୟା କେତେ ଅଛି | ଏହାର ଉତ୍ତର ରଖିଛନ୍ତି […]
ଅନଲାଇନରେ ଲାପଟପ କିଣିବା ପଡିଲା ମହଙ୍ଗା । ଲାପଟପ ବଦଳରେ ଆସିଲା ମାର୍ବଲ ପଥର । ଠକାମିର ଶିକାର ହୋଇଛନ୍ତି ସମ୍ବଲପୁର ଟାଉନ ଥାନା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଥିବା ଏକ କ୍ଲିନିକ ମାଲିକ । ୬୧ ହଜାର ଟଙ୍କା ଅଗ୍ରୀମ ଦେଇ ଲାପଟପ ମଗାଇଥିଲେ। ଗତ ୪ ତାରିଖରେ ଟଙ୍କା ଦେଇଥିଲେ। ଗତକାଲି ପହଞ୍ଚିଥିଲା ପାର୍ସଲ । ପାର୍ସଲ ଖୋଲିଲା ବେଳକୁ ତା ଭିତରୁ ମାର୍ବଲ ପଥର ବାହାରିଥିଲା ।ସେ ତୁରନ୍ତ ଅନଲାଇନ ଟ୍ରେଡିଙ୍ଗ […]
ସ୍ପାଇଡ଼ର ସତ୍ତିର କୁକୁରଙ୍କୁ ନେଇ ଚର୍ଚ୍ଚା । ଯହାର ଫଟୋ ଏବେ ଭାଇରାଲ ହେଉଛି । ଦୁଇ ଦୁଇଟି ପତ୍ନୀ ଓ ଗାର୍ଲଫ୍ରେଣ୍ଡ ପରେ, କୁକୁରଙ୍କ ପଛରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିଲା ସତ୍ତି ଓ କୁକୁରଙ୍କ ଖେଳିବା ପାଇଁ ପାଇଁ ଲକ୍ଷେ ଟଙ୍କିଆ “ବଲ” କିଣିଥିଲା ସ୍ପାଇଡର ଓ ପ୍ରତି ମାସରେ କୁକୁରଙ୍କ ପାଇଁ ସ୍ପା’, ବାଥରେ ଖର୍ଚ୍ଚ କରୁଥିଲା ଲକ୍ଷ ଲକ୍ଷ ଟଙ୍କା । । ସେ ଗତ ବର୍ଷ ତ୍ରିଭେନ୍ଦ୍ରମ୍ ଜେଲରୁ […]
କୋଇଲା ବୋଝେଇ ଟ୍ରେନରୁ ପାଲ ଚୋରୀ କରୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲେ । କଟକ ଆଠଗଡ଼ ଗୁରୁଡ଼ିଝାଟିଆ ରେଳ ଷ୍ଟେସନ୍ ପାର୍କିଂରେ ଘଟିଛି ଘଟଣା ଏପରି ଘଟଣା । ମୃତ ଯୁବକ ହେଲେ ଛଅ ଗାଁର ଜିତେନ୍ଦ୍ର ବେହେରା ।ଯୁବକ ଜଣକ ବିଦ୍ୟୁତ ତାର ସଂସ୍ପର୍ଷରେ କିପରି ଆସିଲେ ତାହା ଜଣାପଡ଼ି ନାହିଁ ।ପାର୍କିଂରେ ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ନିଆଁ ଲାଗି ଜଳିଯାଇଥିବା ଜଣାପଡ଼ିଛି ।ଏ ସମ୍ପର୍କରେ ସୂଚନା ପାଇ ରେଳବାଇ […]
ବଜେଟ ଅଧିବେଶନର ଆଜି ହେଉଛି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ-ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟର ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗର ରହିଛି ପ୍ରଶ୍ନକାଳ ।ସୂଚନାଯୋଗ୍ୟ, ୧୩ ଫେବୃୟାରୀ ଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ଯ୍ୟଦିବସ ରହିଛି […]
