କ୍ଷମତାକୁ ଫେରିଲେ ମୁଖ୍ୟମନ୍ତ୍ରୀ ହେବିନାହିଁ :ଭକ୍ତ ଦାସ

ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ।ଯଦି ପୁଣି ଥରେ କଂଗ୍ରେସ କ୍ଷମତାକୁ ଆସେ, ତାହେଲେ ସେ ମୁଖ୍ୟମନ୍ତ୍ରୀ ହେବେ ନାହିଁ । କେବଳ ଦଳ ପାଇଁ କାମ କରିବେ । ଯେଉଁମାନେ ଭଲ କାମ କରିବେ ସେମାନଙ୍କୁ ଗୁରୁତ୍ବ ଦିଆଯିବ । ସୂଚନାଯୋଗ୍ୟ, କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ […]

ଆସନ୍ତା ୧୪ରୁ ‘ମତ୍ସ୍ୟ – ପ୍ରାଣୀ ସମାବେଶ ଓଡ଼ିଶା- ୨୦୨୫

ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୫’ ଆୟୋଜନ ପରିପ୍ରେକ୍ଷୀରେ ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ଲୋଗୋ ଏବଂ ମାସ୍କଟ୍ ଉନ୍ମୋଚନ କରିଛନ୍ତି। ପରେ ପରେ ମନ୍ତ୍ରୀ ସମାବେଶ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖିଥିଲେ। ମନ୍ତ୍ରୀ କହିଛନ୍ତି, ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ସମୃଦ୍ଧିର ମହାକୁମ୍ଭ ସାଜିବ ଏହି ସମାବେଶ। କ୍ଷୀର, ମାଂସ, ଅଣ୍ଡା ଓ […]

ଆସନ୍ତା ୧୬ ତାରିଖରେ କଟକ ବାରବାଟି ଷ୍ଟାଡିୟମରେ ହେବ ସେଲିବ୍ରେଟି କ୍ରିକେଟ ଲିଗ୍।

ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି।ସୂଚନା ଅନୁଯାୟୀ, ଏନେଇ ଦୁହେଁ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି। ଆସନ୍ତା ୧୬ ତାରିଖରେ ପଞ୍ଜାବ ଦି ଶେର […]

ମଦୁଆ ସ୍ବାମୀ ପାଇଁ ଜୀବନ ହାରିଲେ ସ୍ତ୍ରୀ

ସ୍ୱାମୀର ମଦ ପିଇବା ସହିନପାରି ସ୍ତ୍ରୀର ଆତ୍ମହତ୍ୟା । ଏଭଳି ଏକ ଘଟଣା ଘଟିଛି ସୋର ଉତ୍ତରେଶ୍ବର ଅଞ୍ଚଳରେ । ମୃତକ ହେଉଛନ୍ତି ସଂଜୁଲତା ନାୟକ । ସଞ୍ଜୁଲତାଙ୍କ ସ୍ବାମୀ ଅନେକ ସମୟରେ ମଦ୍ୟପାନ କରି ତାଙ୍କୁ ମାନସିକ ଓ ଶାରୀରିକ ନିର୍ୟାତନା ଦେଉଥିଲେ । ଏପରିକି ତାଙ୍କ ସ୍ବାମୀ ମଦ ପିଇ ଅନେକ ଥର ଦୁର୍ଘଟଣାର ଶିକାର ମଧ୍ୟ ହୋଇଥିଲେ । ଯାହାକୁ ନେଇ ସଂଜୁଲତା ମଦ ପିଇଲେ ଆତ୍ମହତ୍ୟା କରିଦେବା ନେଇ ଚେତାବନୀ ଦେଇଥିଲେ […]

ରାଜ୍ୟ ସରକାରଙ୍କ ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ ।

ବୁଧବାର ରାଜ୍ୟ ସରକାରଙ୍କ ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଫେବୃଆରୀ ୧ରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା ।୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା […]

କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ ।

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ । ସମଗ୍ର ଶିକ୍ଷା ଯୋଜନାରେ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା। […]

ବେଙ୍ଗାଲୁରୁରେ ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ମୃତ୍ୟୁ ।

ବେଙ୍ଗାଲୁରୁରେ ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ମୃତ୍ୟୁ ।ସ୍ତ୍ରୀଙ୍କ ଠାରୁ ନିର୍ୟାତନା ପାଇ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ତାଙ୍କ ମୃତ୍ୟୁ ପରେ ବାଙ୍ଗାଲୋରର ଏକ ସ୍ଥାନୀୟ ଥାନାରେ ପରିବାର ଲୋକ ଲିଖିତ ଅଭିଯୋଗ କରିଛନ୍ତି । ମାନସୀକ ଚାପରେ ଥିବା ନେଇ ପରିବାର ଲୋକ ଅଭିଯୋଗ କରିଛନ୍ତି। ତାଙ୍କ ଘର କଟକର କାଳିଗଳି ନିକଟରେ । ତେବେ ସେ ବାଙ୍ଗାଲୋରରେ ରହୁଥିବା ବେଳେ ସେଠାରେ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି […]

ଏଣିକି ବିଧାନସଭାରେ ବିଧାୟକମାନେ ଟ୍ୟାବରେ ପଢିବେ

ବିଧାନସଭାରେ ଏଣିକି ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ। ପେପର ଧରି ନୁହେଁ ଏଥର ଟ୍ୟାବ୍‌ରେ ପଢ଼ିବେ ବିଧାୟକ୧୪୭ ବିଧାୟକଙ୍କ ଟେବଲ୍‌ରେ ଏହି ଟ୍ୟାବ୍‌ ଲାଗିଛି। ବିନା କାଗଜରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ବିଧାୟକ।ନେଭା ରତଫରୁ ଏହି ବ୍ୟବସ୍ଥା ବିଧାୟକଙ୍କ ପାଇଁ ହୋଇଛି। ଅନ୍ୟପଟେ ବଜେଟ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ ଜାରି। ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଉପସ୍ଥିତ ଅଛନ୍ତି।ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି। ଏଥର […]

ସଡ଼କ ପରିବହନ ମନ୍ତ୍ରଣାଳୟର ନୂଆ ନିୟମ: ୨୦ ବର୍ଷ ପୁରୁଣା ଗାଡ଼ି ଥିଲେ ଏଣିକି ଦେବେ ମୋଟା ଅଙ୍କର ଟଙ୍କା

ଓଡ଼ିଶାର ଯାନବାହନ ମାଲିକମାନେ ଖୁବ୍ ଶୀଘ୍ର ୧୫ ବର୍ଷରୁ ଅଧିକ ପୁରୁଣା ଗାଡିଗୁଡିକ ପାଇଁ ପଞ୍ଜିକରଣ ପ୍ରମାଣପତ୍ର (RC) ନବୀକରଣ ପାଇଁ ଫିସ୍ ରେ ଏକ ବଡ଼ ବୃଦ୍ଧିର ସମ୍ମୁଖୀନ ହୋଇପାରନ୍ତି।ସଡ଼କ ପରିବହନ ମନ୍ତ୍ରଣାଳୟର ଯୋଜନା ଅନୁଯାୟୀ, ଯଦି ଆପଣଙ୍କର ୨୦ ବର୍ଷରୁ ଅଧିକ ପୁରୁଣା ଦୁଇଚକିଆ ଗାଡ଼ି ଅଛି, ତେବେ ଆପଣଙ୍କୁ ଏହାର ନୂଆ ପଞ୍ଜିକରଣ ପାଇଁ ୨୦୦୦ ଟଙ୍କା ଏବଂ ୨୦ ବର୍ଷରୁ ପୁରୁଣା କାର ପାଇଁ ୧୦,୦୦୦ ଟଙ୍କା ଖର୍ଚ୍ଚ କରିବାକୁ ପଡିବ। […]

ଯୁକ୍ତ ଦୁଇ ପରୀକ୍ଷା ପାଇଁ ହବକୁ ଗଲା ପ୍ରଶ୍ନ ପତ୍ର ।

ପରୀକ୍ଷା ହବକୁ ଗଲା +୨ ପରୀକ୍ଷା ପ୍ରଶ୍ନପତ୍ର। କଡ଼ାକଡ଼ି ସୁରକ୍ଷାରେ ଏହି ପ୍ରଶ୍ନପତ୍ରକୁ ହବକୁ ପଠାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଅଧୀନ ହବକୁ ପ୍ରଶ୍ନପତ୍ର ଯାଇଛି। ତେବେ ଚଳିତ ଥର ୨୦୫ଟି ପରୀକ୍ଷା ହବ କରାଯାଇଛି। ଆସନ୍ତା ୧୮ରୁ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୦ଟି ରୁଟ ଦେଇ ଗଲା ପରୀକ୍ଷା ପ୍ରଶ୍ନପତ୍ର। କଡାକଡି ସୁରକ୍ଷା ବ୍ୟବସ୍ତା ଭିତରେ ପରୀକ୍ଷା ହବକୁ ଗଳା ପ୍ରଶ୍ନ ପତ୍ର। ୩ ଲକ୍ଷ […]

ପଦ୍ମଶ୍ରୀ ସମ୍ମାନକୁ ନେଇ ବିବାଦ: ନୋଟିସ୍ ଜାରି କଲେ ହାଇକୋର୍ଟ

ପଦ୍ମଶ୍ରୀ ପୁରସ୍କାର ବିବାଦ ଭିତରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ଉଭୟ ଅନ୍ତର୍ୟ୍ୟାମୀ ମିଶ୍ର ସେମାନଙ୍କ ଲିଖିତ ବହି ସହିତ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ। ସମାନ ନାଁ ଥିବାରୁ ପଦ୍ମଶ୍ରୀ ପୁରସ୍କାର ଅନ୍ୟ ଜଣଙ୍କୁ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ମାମଲାକୁ ଗୁରୁତ୍ବର ସହ ନେଇ କେନ୍ଦ୍ର ସରକାର ଓ ଢେଙ୍କାନାଳର ଅନ୍ତର୍ୟ୍ୟାମୀ ମିଶ୍ରଙ୍କୁ ନୋଟିସ୍ ଜାରି କରିଛନ୍ତି କୋର୍ଟ ।ଏଥି ସହିତ ଫେବ୍ରୁଆରି ୨୪ ତାରିଖ ଦିନ ୨ଟାରେ ଆବେଦନକାରୀ ଅନ୍ତର୍ୟ୍ୟାମୀ ମିଶ୍ର ଓ ପ୍ରତିପକ୍ଷ […]

ସୋନପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ବର-ସୋନପୁର ଇଣ୍ଟରସିଟିର ଏସି ବଗିରେ ଧୂଆଁ ଦେଖିବାକୁ ମିଳିଛି। ଏସି ବଗି ଚକାରେ ବ୍ରେକ ବାଇଣ୍ଡିଂ ଯୋଗୁ ଧୂଆଁ ବାହାରିଥିବା ସୂଚନା ମିଳିଛି। ପ୍ରବଳ ଧୂଆଁ ବାହାରିବାରୁ ଟ୍ରେନ୍‌କୁ ଅଟକାଇ ନିଆଁକୁ ଆୟତ୍ତ କରାଯାଇଛି। ଏହି ଆଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ୬ଟା ୪୫ରେ ଧୂଆଁ ବାହାରୁଥିବା ଦେଖି ଅଟକାଇଥିଲେ। ପ୍ରାୟ ୩୦ ମିନିଟ ପରେ ଗନ୍ତବ୍ୟସ୍ଥଳକୁ ଯାଇଥିବା ରେଲୱେ ପକ୍ଷରୁ ସୂଚନା ମିଳିଛି।