ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା । କେନ୍ଦୁଝର, ଗଞ୍ଜାମଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କେରାପୁଟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଜଗତସିଂହପୁର, ନୟାଗଡ଼, କଟକ, ଖୋର୍ଦ୍ଧାରେ ଘନ କୁହୁଡି ଆଶଙ୍କା । ୮ ତାରିଖ ଯାଏଁ ୪ ଜିଲ୍ଲାକୁ ଘନ କୁହୁଡି ନେଇ ଚେତାବନୀ ।
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ଜନଶୁଣାଣିରେ ଲୋକଙ୍କ ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅନେକ ଅଭିଯୋଗ ଦୀର୍ଘଦିନ ଧରି ବିଭିନ୍ନ ସ୍ତରରେ ତ୍ୱରିତ ପଦକ୍ଷେପ ନେବାରେ ବିଳମ୍ବିତ ହେଉଛି । ଯାହାଦ୍ଵାରା ଅଭିଯୋଗକାରୀ ସମାନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସବୁ ବିଭାଗର ସଚିବଙ୍କୁ ଚିଠି ଲେଖି ତୁରନ୍ତ ସମାଧାନ ପାଇଁ ପଦକ୍ଷେପ […]
ଫେବୃଆରୀ ୧୭ ତାରିଖରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଏହାପୂର୍ବରୁ ୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ଉଭୟ ସରକାରୀ ଓ ବିରୋଧୀ ଦଳ ବିଧାୟକ ଯୋଗ ଦେଇ ଆଗତ ହେବାକୁ ଥିବା ବଜେଟ୍କୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ତେବେ ଏଥିର ବଜେଟ୍ରେ କାହା ପାଇଁ କଣ ରହିବ ତାହାରି ଉପରେ ରହିଛି ସଭିଙ୍କ ନଜର । କାରଣ କେନ୍ଦ୍ରରେ ଫେବୃଆରୀ ୧ ତାରିଖରେ ସଂସଦରେ ବଜେଟ୍ ଉପସ୍ଥାପନ […]
ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ । ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ବିଏସଇର ସଭାପତି ଶ୍ରୀକାନ୍ତ ତରାଇ ପ୍ରେସ ମିଟରେ ସୂଚନା ଦେଇଛନ୍ତି। ଚଳିତ ବର୍ଷ ୫ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ପରୀକ୍ଷାର ସୁପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟାପକ ବ୍ୟବସ୍ଥା କରିଛି ।ମାଟ୍ରିକ ପରୀକ୍ଷା ପୂର୍ବରୁ ବୋର୍ଡର ପ୍ରେସମିଟ। ଫେବୃଆରୀ ୨୧ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ମେଟ୍ରିକ […]
ଭାଙ୍ଗିଲା ରେକର୍ଡ । ଭାରତୀୟ ବଜାରରେ ୮୬ହଜାର ପାର୍ କଲା ସୁନା ଦର । ସୁନା ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି ।୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ରେକର୍ଡ ୮୬ହଜାର ୫୧୦ ଟଙ୍କା ହୋଇଛି। ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯ ହଜାର ୩୦୦ ଟଙ୍କା ଛୁଇଁଛି।୪ ଦିନରେ ୬୮୦୦ ଟଙ୍କା ମହଙ୍ଗା ହୋଇଛି। ଇଣ୍ଟରନ୍ୟାସନାଲ ମାର୍କେଟରେ ଦରବୃଦ୍ଧି ଓଡ଼ିଶା ମାର୍କେଟରେ ପ୍ରଭାବ ପଡିଛି। ଏଭଳି ଦରବୃଦ୍ଧି ହେଲେ ଖୁବଶୀଘ୍ର […]
କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ । ଗାଡ଼ି କାଚରେ କଳାଜରି, ଉଚ୍ଚ ଶବ୍ଦରେ ହର୍ଣ୍ଣ ଥିଲେ କଡ଼ା ଆକ୍ସନ ନିଆଯିବ । ୧୦ ପୂର୍ବରୁ ଏଥିରୁ ନିବୃତ୍ତ ରହିବାକୁ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି । ଫେବୃଆରୀ ୧୦ରୁ ହେବ ବଡ଼ ଧରଣର ଧରପଗଡ଼ । ସେହିପରି, ଆଗ ଓ ପଛ କାଚ ଦେଇ ଅତି କମରେ ୭୦ ପ୍ରତିଶତ ଦେଖାଯିବା ଜରୁରୀ । ବାମ ଓ ଡାହାଣ ପାର୍ଶ୍ବ କାଚ ଦେଇ ଅତି […]
ରାସ୍ତାରେ ଯାଉଥିବା ବେଳେ ମ୍ୟାନହୋଲରେ ଖସିପଡିଲା ୨ବର୍ଷର ଶିଶୁ। ନିଜ ମାଙ୍କ ସହ ଯାଉଥିବା ବେଳେ ଅଘଟଣ। ରାସ୍ତାରେ ଥିବା ମ୍ୟାନହୋଲର ଢ଼ାଙ୍କଣା ଖୋଲାଥିଲା ହେଲେ ଏକଥା ଜାଣିନଥିଲେ ମା ଜଣକ। ଗୁଜରାଟ ସୁରଟରୁ ଆସିଛି ଏଭଳି ଅଭାବନୀୟ ଖବର । ସୂଚନା ଅନୁସାରେ ଭରିଆବ ଗାଁର ୨ ବର୍ଷର ଶିଶୁ ସ୍ବେରେଜ୍ ଡ୍ରେନରେ ପଡିଯାଇଛି । ଖବର ମିଳିବା ପରେ ସ୍ଥାନୀୟ ପ୍ରଶାସନ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । […]
ଜଗନ୍ନାଥ ମନ୍ଦିରରୁ ଲୁଟ୍ । ତିନି ବିଗ୍ରହଙ୍କ ସୁନା ମୁକୁଟ ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ସୋର ଥାନା ଅନ୍ତର୍ଗତ ଚମ୍ପୁ ଗାଁରେ ଦେଖିବାକୁ ମିଳିଛି ଅଘଟଣ ।ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ଦାନ ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି । ଆଜି ସକାଳେ ମନ୍ଦିର ତାଲା ଭଙ୍ଗାଯାଇଥିବା ଦେଖି ଗାଁଲୋକେ ପୋଲିସକୁ ଖବର ଦେଇଥିଲେ । ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।ତେବେ ଏଭଳି ଏକ ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ […]
ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ, ୟୁନିସେଫ୍ ସହଯୋଗରେ, ଫେବ୍ରୁଆରି ୧୦ ରୁ ଓଡ଼ିଶାର ୧ କୋଟି ୬୦ ଲକ୍ଷରୁ ଅଧିକ ଶିଶୁ ଏବଂ ମହିଳାଙ୍କୁ କୃମିନାଶକ ଡୋଜ୍ ଦେବା ପାଇଁ ଏକ ଅଭିଯାନ ଆରମ୍ଭ କରାଯିବ।ଉକ୍ତଦିନ ୧ରୁ ୧୯ ବର୍ଷ ବୟସର ବାଳିକାବାଳକ ଓ ୨୦ରୁ ୨୪ ବର୍ଷର ପ୍ରଜନନକ୍ଷମ ମହିଳାଙ୍କୁ ମିଶାଇ ମୋଟ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ କୃମିନାଶକ (ଦ୍ରବଣ/ବଟିକା) ଔଷଧ ଦିଆଯିବାର ଲକ୍ଷ୍ୟ ରଖାଯାଇଛି। ନିକଟସ୍ଥ ବିଦ୍ୟାଳୟ ଏବଂ ଅଙ୍ଗଓ୍ବାଡି କେନ୍ଦ୍ରରେ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ […]
ବାରବାଟୀ ଷ୍ଟାଡିୟମ୍ରେ ଅନ୍ତର୍ଜାତୀୟ ମ୍ୟାଚରେ ଏଭଳି ସ୍ଥିତି ଆଗରୁ କେବେ ଦେଖିବାକୁ ମିଳିନଥୁଲା। ଟିକେଟର ଏତେ ଚାହିଦା ବଢିଯିବ ସେ କଥା କେହି ବି ଆକଳନ କରିନଥିଲେ। ସ୍ଥିତି ଏମିତି ହେଲା ଯେ, ୯ ଶହ ଟଙ୍କିଆ ଗ୍ୟାଲେରୀ ଟିକେଟ୍ ବୁଧବାର ରାତିରେ ୩ ହଜାର ଟଙ୍କାରେ ବିକ୍ରି ହୋଇଛି। ଅନ୍ୟପଟେ ଟିକେଟ୍ ବ୍ୟାପକ ଅବ୍ୟବସ୍ଥା ନେଇ ଅଭିଯୋଗ ଆସିଛି । ଆଶା ଠାରୁ ଅଧିକ ଲୋକ ଆସିବାରୁ ଭିଡ଼ ନିୟନ୍ତ୍ରଣ କରିବାରେ ପୁଲିସକୁ ସମସ୍ୟା ହୋଇଥିଲା […]
ରାଜ୍ୟର ତୋଡ ଦେଖାଇଲାଣି ତାତି । ୧୦ ସହରରେ ତାତି ୩୫ ଡିଗ୍ରୀ ସେଲସିୟସ୍ ଟପିଛି । ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ସ୍ଵାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ସେଲସିୟସ ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ୩ ରୁ ୫ ଡିଗ୍ରୀ ସେଲସିୟସ ଅଧିକ ରହିଛି ତାପମାତ୍ରା । ଏଥିପାଇଁ ଗରମ ଏବଂ ତାତି ଅନୁଭବ ହେଉଛି । ଆଗାମୀ ୪ ରୁ ୫ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା […]
ସମସ୍ତେ ଚାହାନ୍ତି ଯାତ୍ରା ସୁରକ୍ଷିତ ହେଉ , ଯିବା ଆସିବା ଭଡା ବି ଉଚିତ ହେଉ I ଏପରି ଏକ ସହର କଳ୍ପନା କରନ୍ତୁ ଯେଉଁଠାରେ ପ୍ରତ୍ୟେକ ଯାତ୍ରା ସୁରକ୍ଷିତ, ପ୍ରତ୍ୟେକ ଭଡ଼ା ନ୍ୟାୟପୂର୍ଣ୍ଣ ଏବଂ ପ୍ରତ୍ୟେକ ଡ୍ରାଇଭର ସଶକ୍ତ। ଓଡ଼ିଶା ଏହି ଦୃଷ୍ଟିକୋଣକୁ ବାସ୍ତବରେ ପରିଣତ କରୁଛି ଓଡ଼ିଶା ଯାତ୍ରୀ – ଏକ ଅଭିନବ ଗତିଶୀଳତା ଆପ୍ ଯାହା ଭୁବନେଶ୍ୱର ଏବଂ କଟକରେ ଲୋକଙ୍କ ଯାତାୟାତକୁ ପରିବର୍ତ୍ତନ କରୁଛି। ଏହାର କାର୍ଯ୍ୟର ମୂଳରେ ସୁରକ୍ଷା ସହିତ, […]
