ଭାରତୀୟ ରେଳ ବୈଦୁତିକ କରଣ ୧୦୦ବର୍ଷ ପୂର୍ତ୍ତି।

ରାୟଗଡ଼ – ଭାରତୀୟ ରେଳର ୧୦୦ବର୍ଷ ପୂର୍ତ୍ତି ଅବସରରେ ରାୟଗଡ଼ ରେଳ ଷ୍ଟେସନ ଠାରେ ଏକ ପ୍ରଭାତ ଫେରି ପଦଯାତ୍ରା ଷ୍ଟେସନ ନିକଟରୁ ବାହାରିଥିଲା ଷ୍ଟେସନ ରାଜ ରାସ୍ତା ଦେଇ ପୁଣିଥରେ ଷ୍ଟେସନରେ ଆସି ପହଁଚିଥିଲା। ଉକ୍ତ ପଦଯାତ୍ରା ରେ ରାୟଗଡ଼ ରେଳ ଡ଼ିଭିଜନ ଡି.ଆର୍.ଏମ ଶ୍ରୀଯୁକ୍ତ ଅମିତାଭ ସିଂଘଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ରେଳ ବୈଦୁତିକରଣ ୧୦୦ବର୍ଷ ପୂର୍ତ୍ତି ଅବସର ପାଳନର ସଭାଗ୍ୟ ମିଳିଛି। ଏହି ସୁଯୋଗ ମିଳିଥିବା ଯୋଗୁଁ ଭଗବାନ୍ ଙ୍କୁ […]

୫ ହଜାର ମିଳିବ କି ନାହିଁ? ମୋବାଇଲରେ ଏମିତି କରନ୍ତୁ ଚେକ

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି? ଯଦି ହଁ ତେବେ ଜାଣନ୍ତୁ କେବେ ଆସିବ ଟଙ୍କା । କଣ ରହିିଛି ଆପଣଙ୍କ ଷ୍ଟାଟସ…ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି..କିନ୍ତୁ ଟଙ୍କା ଆସିନି କିମ୍ୱା ପରବର୍ତ୍ତୀ କିସ୍ତିରେ ଟଙ୍କା ଆସିବ କି ନାହିଁ । ଏହି ପ୍ରଶ୍ନ ଅନେକ ହିତାଧିକାରୀଙ୍କ ମନରେ ଏବେ ବି ଦ୍ୱନ୍ଦ୍ୱ ସୃଷ୍ଟି କରୁଛି। ଯଦି ଆପଣ ବି ଜାଣିବାକୁ ଚାହୁଁଛନ୍ତି ତେବେ ଆସନ୍ତୁ ଜାଣିବା ।ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାକୁ ନେଇ […]

କେବିସିରେ ସାଢେ ୧୨ ଲକ୍ଷ ଜିତିଲେ ରାଇରଙ୍ଗପୁର ଝିଅ

ଲୋକପ୍ରିୟ ଟିଭି ସୋ KBC(କୋନ୍‌ ବନେଗା କରୋଡପତି)ରେ ଓଡ଼ିଆ ଝିଅ କରିସ୍ମାଙ୍କ କମାଲ୍‌ । କେବିସିରେ ସଠିକ ଉତ୍ତର ଦେଇ ୧୨ ଲକ୍ଷ ୫୦ ହଜାର ଟଙ୍କା ଜିତିଛନ୍ତି କରିସ୍ମା । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ୱାର୍ଡ ନଂ ୬ ର ଏକ ବ୍ୟବସାୟିକ ପରିବାରରେ କରିଶ୍ମାଙ୍କ ଜନ୍ମ । ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘କୌନ ବନେଗା କରୋଡ଼ପତି’ ରେ ଭାଗ ନେଇ ଅଞ୍ଚଳ ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ । ଯୌଥ […]

ଜାନୁଆରୀ ଶେଷରୁ ରାଜ୍ୟରେ ଅସ୍ୱାଭାବିକ ଗରମ । ପାରଦ ୩୪ ଡିଗ୍ରୀ ସେଲସିୟସ୍‌ ପାର୍‌ ।

ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି। ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା। କଲମ୍ବିଆ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ କ୍ଲାଇମେଟ ସ୍କୁଲ୍‌ର ଆକଳନ ଅନୁସାରେ ଚଳିତବର୍ଷ ଫେବ୍ରୁଆରୀ, ମାର୍ଚ୍ଚ, ଏପ୍ରିଲ ମାସରେ ଭାରତରେ ଭୀଷଣ ଗରମ ଅନୁଭୂତ ହେବ । ସମ୍ଭାବ୍ୟ ଚିତ୍ର ଦେଖାଉଛି, ଉତ୍ତର ଭାରତର କିଛି ଅଂଶ, ପଶ୍ଚିମ ଓ କେନ୍ଦ୍ରୀୟ ଭାରତର କିଛି […]

ଆଜିଠୁ ସାବଧାନ ଗାଡିରେ ବୀମା ନଥିଲେ ଧରିବ ଟୋଲଗେଟ ?

ଆପଣ ଯେଉଁ ଗାଡି ଚଲାଉଛନ୍ତି ଆଉ ଯଦି ସେହି ଗାଡିର ବୀମା ନାହିଁ ତେବେ ହୋଇଯାଆନ୍ତୁ ସାବଧାନ । ଏଣିକି ଗାଡିର ବୀମା ନଥିଲେ ଧରିବ ଟୋଲ୍ ଗେଟ୍। ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ ଗେଟରେ ଏହା କାର୍ଯ୍ୟକାରୀ ହେବ । ଏନେଇ ରାଜ୍ୟ ପରିବହନ ପ୍ରାଧିକରର ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି । ମୋଟର ଯାନ ଆଇନଧାରା ୧୪୬ ଅନୁଯାୟୀ, ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ […]

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ ।

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହେବ। ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ଦୁର୍ଲଭ ପଦ୍ମବେଶରେ ବିଭୂଷିତ ହେବେ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାୟୀ ଶନିବାର ଦିନ ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । […]

ନୂଆ ରୂପ ଓ ନୂଆ ଢଙ୍ଗରେ ସଜେଇ ହେଉଛି ମହୋତ୍ସବ ପଡିଆ

ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ହାଇସ୍କୁଲ୍ ପଡ଼ିଆରେ ଆସନ୍ତା ୨ ତାରିଖ ଠାରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା।ଯାହାକି ମହୋତ୍ସବ ମହୋତ୍ସବ ପଡିଆ ସୁନ୍ଦର ଭାବରେ ସଜେଇ ହେବାରେ ଲାଗିଛି। ଚତୁପାର୍ଶ୍ଵ ଷ୍ଟଲ୍ ସଜ୍ଜିକରଣ ସହ କଷ୍ଟି ଡାକୁଆ ସାଂସ୍କୃତିକ ମଞ୍ଚ ସୁନ୍ଦର ଭାବେ ସଜ୍ଜିକରଣ ହେବାରେ ଲାଗିଛି। କିପରି ସଫଳତାର ସହ ଆୟୋଜନ କରାଯିବ ସେଥିପାଇଁ ମହୋତ୍ସବ କମିଟି ର ସଭାପତି […]

ବାରବାଟୀ ଷ୍ଟାଡିୟମରେ କ୍ରିକେଟ ଖେଳିଲେ ମୁଖ୍ୟମନ୍ତ୍ରୀ

ଫେବୃଆରୀ ୯ରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବ। ସକାଳେ ମୁଖ୍ୟମନ୍ତ୍ରୀ ନିଜେ ବାରବାଟୀ ଷ୍ଟାଡିୟମ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ ଖେଳିଥିଲେ।ସମୀକ୍ଷା ଏବଂ ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ବିବୃତିରଖି କହିଥିଲେ ଯେ ବାରବାଟୀ ଷ୍ଟାଡିୟମରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବା ଆମ ପାଇଁ ସୌଭାଗ୍ୟର ବିଷୟ । ଓ.ସି.ଏର ସମସ୍ତ କର୍ମକର୍ତ୍ତା ଏବଂ ଟିମ୍, ଜିଲ୍ଲା ପ୍ରଶାସନ, ରାଜ୍ୟ ପ୍ରଶାସନ ବିଶେଷ କରି କ୍ରୀଡା […]

ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀଙ୍କ ତୀବ୍ର ନିନ୍ଦା ।

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଓ ତାଙ୍କର ପୁଅ ତଥା ସାଂସଦ ରାହୁଲ ଗାନ୍ଧୀ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୀବ୍ର ନିନ୍ଦା କରିଛନ୍ତି। ଏହା ସେମାନଙ୍କର ସମ୍ଭ୍ରାନ୍ତବାଦୀ ଅଚାରଣର ପ୍ରତିଫଳନ ବୋଲି ଶ୍ରୀ ମାଝୀ କହିଛନ୍ତି। ଏଭଳି ଆଚରଣ କରିବା ଓଡ଼ିଶାର ପୂରା ସାନ୍ତାଳୀ ଜନଜାତିକୁ ଅପମାନ। ‌ଲୋକେ ଏହାକୁ ଗ୍ରହଣ କରିବେ ନାହିଁ। କଂଗ୍ରେସ ଏଥି ପାଇଁ କ୍ଷମା ପ୍ରାର୍ଥନା କରିବା ଦରକାର। ଅନ୍ୟପକ୍ଷେ […]

ରାସନ୍‌କାର୍ଡ ନେଇ ଚେତାବନୀ ଦେଲେ ମନ୍ତ୍ରୀ

ସରକାରୀ ଚାକିରିଆଙ୍କୁ ଏବେ ରାସନ୍‌କାର୍ଡ ଭୟ। ପ୍ରତିମାସ ୫ କିଲୋ ଲେଖାଏଁ ମାଗଣାରେ ନେଉଥିବା ଚାଉଳ ଆଉ ନେଇ ପାରିବେ ନାହିଁ। ଧରାପଡ଼ିଗଲେ ଅସୁବିଧାରେ ପଡ଼ିଯିବାର ଭୟ ରହୁଛି। ସେଥି ପାଇଁ ମାତ୍ର ତିନିଦିନରେ ୨୦ ହଜାର ସରକାରୀ ଚାକିରିଆ ରାସନ୍‌କାର୍ଡ ଫେରାଇସାରିଛନ୍ତି। NFS ନିୟମ ଅନୁସାରେ ଗ୍ରାମୀଣ ଅଞ୍ଚଳରେ ଯାହାର ୧୦ ହଜାର ରୋଜଗାର ଥିବ ସେମାନେ ଫେରାଇବେ ନାହିଁ ରାସନ କାର୍ଡ । ଯାହାର ୧୫ ହଜାର ଉପରେ ରୋଜଗାର ଥିବ ସେମାନେ ଫେରାଇବେ […]

ରାଜଧାନୀରେ ଭିଡ଼ ହ୍ରାସ ନିମନ୍ତେ ୭ ହଜାର କୋଟିର ଯୋଜନା

ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀରେ ଭିଡ଼ କମାଇବାକୁ ୭ହଜାର କୋଟିର ଯୋଜନା ପ୍ରସ୍ତୁତ କରାଯାଇଛି। ପ୍ରସ୍ତୁତ ହୋଇଥିବା ଯୋଜନା ଅନୁଯାୟୀ ଜୟଦେବ ବିହାର-ନନ୍ଦନକାନନ ଯାଏଁ ଏଲିଭେଟେଡ କରିଡର ହେବ। ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତିକରଣ କରାଯିବ। କଳ୍ପନା, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏଓଭର ବ୍ରିଜ ନିର୍ମାଣ ହେବ। କଳ୍ପନା ଛକ, ମ୍ୟୁଜିଅମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର୍ ସହିତ ଏଜି ଛକରେ ଏକ ଅଣ୍ଡରପାସ୍ ନିର୍ମାଣ ପାଇଁ ଯୋଜନା ରଖାଯାଇଛି। ସେହିପରି […]

ଜାତୀୟ ସଡ଼କ ସୁରକ୍ଷା ମାସ-୨୦୨୫ ଉଦଯାପନୀ ଉତ୍ସବ ପାଳିତ

lରାୟଗଡ:-ତା. ୩୧/୦୧- ରlୟଗଡ଼ ଜିଲ୍ଲା ଜାତୀୟ ସଡ଼କ ସୁରକ୍ଷା ମାସର ଉଦଜାପନୀ ସମାରୋହ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଅଡିଟୋରିଅମ ଠାରେ ଆନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ନିଜର ବକ୍ତବ୍ୟରେ କହିଲେ ଯେ ପୃଥିବୀରେ ଯେତେ ଦୁର୍ଘଟଣା ଘଟୁଛି ସେଥିରୁ ଭାରତରେ ସର୍ବାଧିକ l ସେଥି ପାଇଁ ସମସ୍ତଙ୍କର ସଚେତନତା ନିହାତି ଆବଶ୍ୟକ l ଦୁର୍ଘଟଣା କେବଳ ସହରରେ ହୁଏ ନହିଁ […]