ବନ୍ୟଜନ୍ତୁ ଶିକାରୀମାନଙ୍କ ଘୃଣ୍ୟ କାର୍ଯ୍ୟରେ ଅଙ୍କୁଶ ଲଗାଇବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏଥର ଶିମିଳିପାଳ ଅଭୟାରଣ୍ୟରୁ ବାଘ, ହାତୀ ଶିକାର କଲେ ଆଉ ନିସ୍ତାର ମିଳିବ ନାହିଁ। ବନ ବିଭାଗ ଓ ପୁଲିସର ମିଳିତ ସହଯୋଗରେ ସ୍ପେଶାଲ ଟାକ୍ସ ଫୋର୍ସ ଗଠନ ହୋଇଛି।ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ପୁଲିସ ମୁତୟନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମୟୂରଭଞ୍ଜ ଏସପି ପ୍ରକାଶ କରିଛନ୍ତି।ଗତ କିଛି ଦିନ ମଧ୍ୟରେ ଲଗାତାର […]
ଭୁବନେଶ୍ୱର ସହଦେବ ନାୟକ ହତ୍ୟାକାଣ୍ଡ ଘଟଣାରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସର ଯୋଜନା । ହତ୍ୟା ଅଭିଯୁକ୍ତଙ୍କ ଘର ଭାଙ୍ଗିବ କମିଶନରେଟ ପୋଲିସ । ବସ୍ତିରେ ରହି ନିଶା କାରବାର କରିବା ସହ ଅପରାଧ ଘଟାଉଥିଲେ ଅଭିଯୁକ୍ତ । ଏଥିପାଇଁ ଅଭିଯୁକ୍ତଙ୍କ ଘର ଭାଙ୍ଗିବାକୁ BMCକୁ ଚିଠି ଲେଖିଛି କମିଶନରେଟ ପୋଲିସ ।ଭୁବନେଶ୍ବର କେଦାରପଲ୍ଲୀ ବସ୍ତିରେ ବ୍ରାଉନ ସୁଗାର ବେପାରୀଙ୍କୁ ଚେକ୍ ଦେବାରୁ ସହଦେବ ପୋଲିସକୁ ସହାୟତା କରିଥିଲା । ଯାହାକୁ ନେଇ […]
ସନାତନ ଧର୍ମର ପ୍ରଚାର ପାଇଁ ଏକ ପ୍ରୟାସ କରୁଛନ୍ତି ମାଲକାନଗିରି ସହରର ସମାଜସେବୀ ଦିନେଶ ପଟ୍ଟନାୟକ। ହିନ୍ଦୁ ଧର୍ମର ନୀତି ଆଦର୍ଶକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେ ମାଲକାନଗିରିରୁ ପ୍ରୟାଗରାଜକୁ ସାଇକେଲରେ ଯାତ୍ରା ଆରମ୍ଭ କରିଛନ୍ତି।ଦୀର୍ଘ ୧୧୦୦ କିଲୋମିଟର ଦୂରତା ୧୨ ଦିନରେ ସମାପ୍ତ କରିବେ ବୋଲି ସେ କହିଛନ୍ତି। ପ୍ରତିଦିନ ସେ ଶହେ କିଲୋମିଟର ଯିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ତିନୋଟି ରାଜ୍ୟ ଦେଇ ସେ ପ୍ରୟାଗରାଜରେ ପହଞ୍ଚିବାର ଯୋଜନା ଥିବାବେଳେ ରାସ୍ତାରେ ସେ […]
ବରଗଡ଼ରେ ବିଭତ୍ସ ହତ୍ୟା । ଜ୍ବାଇଁକୁ ଛୁରାମାଡ କଲେ ଶ୍ବଶୁର ଘର ଲୋକେ । ଏନେଇ ଥାନାରେ ଅଭିଯୋଗ ହୋଇଛି ।ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ପାଇକମାଲର ନରସିଂହ ପଡାରୁ ସାମ୍ନାକୁ ଆସିଛି ଏହି ଦୁଃଖଦ ଘଟଣା । ମୃତ ଯୁବକ ହେଲେ ଗୋବିନ୍ଦ ପ୍ରଧାନ । ସେ ଶ୍ବଶୁର ଘର ଯାଇଥିବାବେଳେ ସେଠାରେ ତାଙ୍କୁ ପତ୍ନୀ ଓ ପତ୍ନୀଙ୍କ ପରିବାର ଲୋକ ଛୁରାମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏନେଇ ଥାନେରେ ଏତଲା ଦେଇଛନ୍ତି […]
ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ଗୁରୁବାର ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ସହାୟକ ରାଶି ପ୍ରଦାନ ନେଇ ବିଜ୍ଞପ୍ତି ଜାରି କରାଯାଇଛି।। ଚଳିତ ଜାନୁଆରୀ ମାସରୁ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉପକୃତ ହେବେ ରାଜ୍ୟର ୫୫ […]
ମୋ ସ୍ୱାମୀ ସରୋଜ ସାହୁ। ତାଙ୍କ ଦେହ ଖରାପ ଅଛି। ମୁଁ ତାଙ୍କର ଦେଖାଶୁଣା କରିବି। ତେଣୁ ମତେ ଜାମିନ ମିଳୁ। କିଛି ଏହିଭଳି ଲେଖି ଅନ୍ତରୀଣ ଜାମିନ ପାଇଁ ହଂସିତାଙ୍କ ଓକିଲଙ୍କ ପକ୍ଷରୁ ଆବେଦନ କରାଯାଇଛି ଓ ଅତିରିକ୍ତ ଜିଲ୍ଲା ଦୌରାଜଜ ୨ କୋର୍ଟରେ ଏହିଭଳି ଆବେଦନ କରିଛନ୍ତି ହଂସିତାଙ୍କ ଓକିଲ ଓ ତେବେ ଏନେଇ ସରକାରୀ ଓକିଲ ମଧ୍ୟ ଅବଜେକ୍ସନ୍ ଫାଇଲ କରିଛନ୍ତି ଓ ଏନେଇ ୧୮ ତାରିଖକୁ ଶୁଣାଣି ରଖିଛନ୍ତି ମାନ୍ୟବର କୋର୍ଟ […]
ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ଭାଙ୍ଗିପାରେ ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ । ଦିନ 12ଟା ସୁଦ୍ଧା ଆଶ୍ରମ ଖାଲି କରିବା ପାଇଁ ବିଡିଏ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ମାଇକ ଯୋଗେ ଆଜି ପ୍ରଚାର କରି ଏଭଳି ଘୋଷଣା କରାଯାଇଛି । ତେବେ ଆଶ୍ରମ ଖାଲି କରିବା ପରେ ବିଡିଓ ଏହି ଆଶ୍ରମକୁ ଭାଙ୍ଗିବ ।ଏହି ବିବାଦୀୟ ଆଶ୍ରମ ସରକାରୀ ଜାଗାରେ ଗଢ଼ି ଉଠିଥିବା ଅଭିଯୋଗ ହୋଇଥିଲା । ନଭେମ୍ବର ମାସରେ ସାମ୍ନାକୁ ଆସିଥିଲା ଖଣ୍ଡଗିରିସ୍ଥିତ […]
ଏଣିକି ଶିକ୍ଷକ ଚାକିରି ପାଇବାରୁ ବଞ୍ଚିତ ହେବେନାହିଁ ଦୃଷ୍ଟିବାଧିତ। ଦୃଷ୍ଟିବାଧିତ ମାନେ ମଧ୍ୟ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ। ମାଧ୍ୟମିକ ସ୍କୁଲରେ ଏଲଟିଆର ଶିକ୍ଷକ ପଦବୀ ପାଇଁ ଆବେଦନ କରିବାକୁ ଏହି ନିକଟରେ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ବିଜ୍ଞପ୍ତି ଜାରି କରିଛି । ସୂଚନାମୁତାବକ ପୂର୍ବରୁ ଏଥିରେ କମିଶନ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛି ଯେ, ଶତ ପ୍ରତିଶତ ଦୃଷ୍ଟିବାଧିତ ଏହି ପଦବୀ ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ।ଯାହାକୁ ନେଇ ଅସନ୍ତୋଷ […]
ଖୁବଶୀଘ୍ର ବଢିପାରେ ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ଏନେଇ କେନ୍ଦ୍ର ନିକଟରେ ଦାବି ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହା ଉପରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି ବୋଲି ସେ କହିଛନ୍ତି ।ରାଜସ୍ଥାନର ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିର କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଆଗରେ ଏପରି ପ୍ରସ୍ତାବ ରଖିଛନ୍ତି ଓଡ଼ିଶା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ।ଯଦି ଉପମୁଖ୍ୟମନ୍ତ୍ରୀଙ୍କ ଦାବି ଉପରେ ମୋହର ବାଜେ ତାହେଲେ […]
୧୮ରୁ ଭିତରକନିକାରେ ପକ୍ଷୀ ଗଣନା । ରାଜନଗର ବନଖଣ୍ଡର ରାଜନଗର,କନିକା, ଗହୀରମଥା, ମହାକାଳପଡ଼ା ଓ କୁଜଙ୍ଗ ୫ଟି ରେଞ୍ଜରେ ଏହି ପକ୍ଷୀ ଗଣନା ଅନୁଷ୍ଠିତ ହେବ ।ଆସନ୍ତାକାଲି ପକ୍ଷୀ ବିଷାରଦ ମାନଙ୍କ ସହିତ ବନ କର୍ମଚାରୀ ମାନଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହେବା ପରେ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ । ଏହି ପ୍ରଶିକ୍ଷଣ ଶିବିର ହେବାର ଦିନକ ପରେ ଅର୍ଥାତ୍ ୧୮ ତାରିଖ ଦିନ ପକ୍ଷୀ ଗଣନା କରାଯିବ। ଗତବର୍ଷ […]
ଓଡ଼ିଶାର ବିଦ୍ୟାଳୟ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି(ଏନ୍ଇପି)-୨୦୨୦। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ଆଞ୍ଚଳିକ ବିଷୟବସ୍ତୁକୁ ବିଚାରକୁ ନେଇ ପାଠ୍ୟକ୍ରମ ପ୍ରସ୍ତୁତି କରାଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି। ତେବେ ଆସନ୍ତା ଶିକ୍ଷାବର୍ଷରୁ ଏନଇପିରେ ହେବ ପାଠପଢା । ବାଲବାଟିକାରୁ ଆରମ୍ଭ ଏନଇପି । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତା ସହିତ […]
୪ ହାର୍ଡକୋର ମାଓବାଦୀଙ୍କ ଆତ୍ମ ସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ପୋଲିସକୁ ବଡ଼ ସଫଳତା । ନାରାୟଣପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୪ ହାର୍ଡକୋର ମାଓବାଦୀ । ସେହି ସମୟରେ ଜଙ୍ଗଲରେ କିଛି ଲୋକ ଯବାନଙ୍କୁ ଦେଖି ଲୁଚିବାକୁ ଚେଷ୍ଟା କରିଥିଲେ। ତୁରନ୍ତ ଯବାନ ଜଙ୍ଗଲକୁ ଘେରି ସେମାନଙ୍କୁ ଗିରଫ କରିଥିଲେ। ସେମାନଙ୍କୁ ପଚରାଉଚରା କରିବା ପରେ ସେମାନେ ନକ୍ସଲ ସଂଗଠନରେ କାମ କରୁଥିବା ସ୍ବୀକାର କରିଥିଲେ।ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ […]
