ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ

ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ । ସେପଟେ ଭୁବନେଶ୍ବରରେ ଅନୀଲ ମହାନ୍ତିଙ୍କ ଘରେ ମଧ୍ୟ ଚାଲିଛି ରେଡ୍ ।ଗତକାଲି ଠକ ହଂସିତା ଅଭିଲିପ୍ସା ଏବଂ ଅନୀଲ ମହାନ୍ତିଙ୍କ ଘରେ ଆୟକର ଟିମ୍‌ ପକ୍ଷରୁ […]

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ହେବେ ସାମିଲ । ୪ଟି ଚିତାକର୍ଷକ ପ୍ରଦର୍ଶନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।ପ୍ରବାସୀଙ୍କୁ ସ୍ୱାଗତ ପାଇଁ ପ୍ରସ୍ତୁତ ଜନତା ମୈଦାନ। ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼ । ପ୍ରାୟ ୭୦ରୁ ଅଧିକ ଦେଶରୁ ଭୁବନେଶ୍ୱରକୁ ଛୁଟି ଆସିଛନ୍ତି ମୂଳ ଭାରତୀୟ ନାଗରିକ।ଏଣେ ପ୍ରବାସୀଙ୍କ ପାଇଁ ଇ-ବସ୍ ସେବାର ଶୁଭାରମ୍ଭ […]

ଆଜିଠୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ।

ଆଜିଠୁ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଜନତା ମଇଦାନରେ ଦିନ ୧୦ଟାରେ ସମ୍ମେଳନ ଆରମ୍ଭ ହେବ । ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହେବ । ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଯୋଗଦେବେ ୬୦ ଦେଶର ଅତିଥି । ଗୋଟିଏ ଛାତ ତଳେ ଏକାଠି ହେବେ ପ୍ରବାସୀ ଭାରତୀୟ । ସମ୍ମିଳନୀରେ ଯୋଗଦେବାକୁ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପ୍ରବାସୀ ଭାରତୀୟ । ସପରିବାର ମହାପ୍ରଭୁଙ୍କୁ […]

ଦଶପଲ୍ଲା ବିଧାୟକଙ୍କ ହସ୍ତକ୍ଷେପ ଏବଂ ମୁଖ୍ୟ ଯନ୍ତ୍ରୀଙ୍କ ଉପସ୍ଥିତିରେ ଧାରଣା ପ୍ରତ୍ୟାହୃତ

ନୂଆଗାଁ: (ଓଡିଶା ଦର୍ପଣ) ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ୫୭ ନଂ ଜାତୀୟ ରାଜପଥ ସୋରଡା ଠାରୁ ଜଗନ୍ନାଥ ପ୍ରସାଦ ଗ୍ରାମକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ହୋଇଥିବା ରାସ୍ତା ର ବେଲପା ନାଳ ଉପରେ ନିର୍ମାଣ ଧିନ ସେତୁର କାର୍ଯ୍ୟ ଦୀର୍ଘ ଚାରିବର୍ଷ ହେବ ମନ୍ଥର ଗତିରେ ଚାଲୁଥିବାରୁ ଏ ନେଇ ଛଅ ଦିନହେଲା ସୋରଡା ସରପଞ୍ଚ ଫକୀର ମୋହନ ସାହୁ ଏବଂ ସମିତି ସଭ୍ୟ ଙ୍କ ସମେତ ଅଞ୍ଚଳ ବାସି […]

୩୨୨ ଜଣ ଛାତ୍ର ଛାତ୍ରୀ ଦେଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା

ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ରେ ୩୨୨ ଜଣ ଛାତ୍ର ଛାତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଦେଇଛନ୍ତି। ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ମହିପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି।ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୭୦ ଜଣ ପରୀକ୍ଷା ଦେବାକୁ ନାମ ପଞ୍ଜୀକୃତ କରିଥିବା ବେଳେ ୧୫୯ ଜଣ ପରୀକ୍ଷା ଦେଇଥିଲେ।ପରୀକ୍ଷା ପରିଚାଳନା ଦାୟିତ୍ବରେ […]

ନୂଆଗାଁ ପଞ୍ଚାୟତ ସମିତି ର ଅଷ୍ଟମ ସାଧାରଣ ଅଧିବେଶନଅଧପନ୍ତରିଆ କାର୍ଯ୍ୟ ତୁରନ୍ତ ସାରିବାକୁ ଦଶପଲ୍ଲ ବିଧାୟକଙ୍କ ଗୁରୁତ୍ୱାରୋପ

ନୂଆଗାଁ:ନୟାଗଡ ଜିଲ୍ଲା ନୂଆଗାଁ ପଞ୍ଚାୟତ ସମିତି ଅଷ୍ଟମ ସାଧାରଣ ଅଧିବେଶନ ମଙ୍ଗଳବାର ଅନଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଏମ ପି ଙ୍କ ପ୍ରତିନିଧି ଭୀମସେନ ସେଠୀ, , ବି ଡି ଓ ଅମୃତ କୁମାର ରାହୁଳ ୧୬ ନମ୍ବର ଜିଲ୍ଲାପରିଷଦ ସଭ୍ୟ ଜସ୍ମୀନ ଦାସ୧୭ ନମ୍ବର ଜିଲ୍ଲାପରିଷଦ ସଭ୍ୟ ପ୍ରତିମା ଦଳବେହେରା , ଉପାଧ୍ୟକ୍ଷ ପର୍ଶୁରାମ ସ୍ବାଇଁ,ପିଆର ଆଇ ମେମ୍ବର ଓ ବିଭିନ୍ନ […]

ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି

ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି । ରାଜ୍ୟ ସରକାରଙ୍କ ” ଓଡ଼ିଶା ଭର୍ଚୁଆଲ ଏକାଡେମୀ ” ପକ୍ଷରୁ ସଂଚାଳିତ ଏବଂ ବିଶେଷଜ୍ଞଙ୍କ ଦ୍ଵାରା ହୋଇଥିବା ନୂଆ ପ୍ରୟାସ ସଫଳ ହୋଇଛି। ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ ।ଏହାଦ୍ୱାରା ଆଦିବାସୀ ଭାଇଭଉଣୀ ଅତି ସହଜରେ ନିଜ ଭାଷା ପ୍ରୟୋଗ କରି ଡିଜିଟାଲ ପ୍ଲାଟଫର୍ମରେ ନିଜର ଭାବନାକୁ ପରିପ୍ରକାଶ କରିପାରିବେ। ଏଥିଯୋଗୁ ସେମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଓଡ଼ିଶା ସରକାରଙ୍କ […]

ପ୍ରବାସୀ ଭାରତୀୟମାନଙ୍କୁ ସ୍ୱାଗତ ଜଣାଇ ବାଲୁକା କଳା ନିର୍ମାଣ

ଜାନୁଆରୀ ୮ରୁ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ହେବ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରବାସୀ ଭାରତୀୟ ମାନଙ୍କୁ ସ୍ୱାଗତ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ।ଏହି ବାଲୁକା କଳାରେ ଓଡିଶାର କଳା ସଂସ୍କୃତି ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରବାସୀ ଭାରତୀୟ ମାନଙ୍କୁ ସ୍ୱାଗତ ଜଣାଇବାର ଦୃଶ୍ୟ ଅତିନିଖୁଣ ଭାବରେ ଚିତ୍ରଣ ହୋଇଛି ।ଏହି ବାଲୁକା […]

ଆଶାକର୍ମୀ ଡାଳିମ୍ବ ନବରଙ୍ଗପୁରର ନାଇଟଆଞ୍ଜେଲ

ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ। ଯାହା ତାଙ୍କୁ ଖୁବ୍‌ ବ୍ୟଥିତ କରୁଥିଲା ଯେଉଁଥିପାଇଁ ନିଜ କର୍ତ୍ତବ୍ୟ ସଠିକ ଢଙ୍ଗରେ ସମ୍ପାଦନ କରିବା ସହ ନିଜ ଅଞ୍ଚଳରେ ଚିକିତ୍ସା ଅବହେଳାରୁ ଯେପରି କିଏ ମୃତ୍ୟୁକୁ ବରଣ ନ କରୁ ସେଥିପାଇଁ ସେ ଅଣ୍ଟା ଭିଡ଼ିଥିଲେ। ମାସେ କି ବର୍ଷେ ନୁହେଁ, ୨୦୦୫ରୁ ନିରବଛିନ୍ନ ଭାବେ ସେବା ଯୋଗାଇବାରେ ସଫଳ […]

ଚାଲିଛି ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି

ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ । ରତ୍ନଭଣ୍ଡାରର କାନ୍ଥରୁ ଚୂନ ଛଡାଯିବ କାର୍ଯ୍ୟ ଶେଷ ହୋଇଛି । ବୈଜ୍ଞାନିକ ପଦ୍ଧତିରେ କେମିକାଲ ଟ୍ରିଟମେଣ୍ଟ କରାଯିବ । ପ୍ରଥମେ ଭର୍ଟିକାଲ କ୍ରାକ୍ସ ବା କାନ୍ଥ ମରାମତି କାର୍ଯ୍ୟ ହେବ। ଚଟାଣରେ ରହିଥିବା ଫାଟ ଓ ମୂଷା ଗାତ ମରାମତି କାର୍ଯ୍ୟ ହେବ ବୋଲି ସୂଚନା ଦେଇଛନ୍ତି ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି.ଗଡ଼ନାୟକ। ମହାପ୍ରଭୁଙ୍କର ନୀତିକାନ୍ତିକୁ ଦୃଷ୍ଟିରେ ରଖି ରତ୍ନଭଣ୍ଡାରର ମରାମତି କାର୍ଯ୍ୟ କରାଯାଉଛି |କଞ୍ଜରଭେସନ ଓ ପଏଣ୍ଟିଂ କାମ ସରିବା ପରେ […]

ଜିଲ୍ଲାସ୍ତରୀୟ କୃଷି ମେଳା ଓ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ।

ରାୟଗଡ ତା ୭/୦୧- ରାୟଗଡ ଜିଲ୍ଲାପ୍ରଶାସନ ଓ କୃଷି ବିଭାଗ ତରଫରୁ ସ୍ଥାନୀୟ ଜେଏସସିଆଇଆର ପଡିଆ ଠାରେ ଚଳିତ ମାସ ତା ୭ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ୫ଦିନ ଧରି ଅନୁଷ୍ଟିତ ହେବାକୁ ଥିବା ଜିଲ୍ଲାସ୍ତରୀୟ କୃଷୀ ଯନ୍ତ୍ରପାତି ମେଳା ଆଜିର ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ବତୀ ମଝିଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ଚନ୍ଦ୍ର ରଇତ ଅଧ୍ୟକ୍ଷତlରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମlନିତ […]

ଡବଲ୍‌ ଡେକର ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଆଜିଠୁ ବିଧି ବଦ୍ଧ ଭାବେ ଗଡିବ ଡବଲ ଡେ଼କର ବସ । ଗାଡ଼କଣରୁ ଜନତା ମୈଦାନ ଗଡ଼ିଲା ବସ । ତେବେ ବୁଧବାର ଠାରୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ହେବାକୁ ଥିବା ବେଳେ ଆଜି ଡବଲ୍ ଡେକର ବସର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି ।5ଟି ଡବଲ ଡେକର, 10ଟି ହପ୍ ଅନ୍ ଅଫ୍ ବସର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏଥିସହିତ 25ଟି ଶ୍ରୀମନ୍ଦିର ପ୍ରଶାସନର […]