ରେଳ ଷ୍ଟେସନ୍ରେ ମିଳିବ ଏୟାପୋର୍ଟର ସୁବିଧା! ଯେଉଁଥିପାଇଁ ନୂଆ ରୂପ ନେଉଛି ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେସନ୍। ଯାହାର ନବୀକରଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ରେଳ ବିଭାଗର ସମସ୍ଥ ଅଧିକାରୀଙ୍କ ଉପସ୍ଥିତିରେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଇଷ୍ଟକୋଷ୍ଟ ରେଲଓ୍ୱେର ଜିଏମଙ୍କ ସହ ଆଲୋଚନା କରିଛନ୍ତି ଅପରାଜିତା । ଏହା ସହ ନିର୍ଦ୍ଧାରିତ ସମୟ ସୁଦ୍ଧା ନବୀକରଣ କାମ ଶେଷ କରିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଂସଦ । ଏଥିସହ ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗର ବିଜ୍ଞପ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜ କୁମାର ସାହୁ ନିଯୁକ୍ତି । ୨୦୦୬ ବ୍ୟାଚ୍ର ଆଇଏଏସ୍ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍ ଅଧିକାରୀ। ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର […]
ଯାହା ଆଶା କରାଯାଉଥିଲା ତାହା ସତ ପ୍ରମାଣିତ ହୋଇଛି । ଓଡିଶାରେ ବୃଦ୍ଧି ପାଇଛି ମଦ ଦର । ଆସ୍କା-୪୦ ଓ ବିୟର୍ର ଦାମ୍ ବୃଦ୍ଧି କଲେ ମୋହନ ସରକାର ।ଆସ୍କା ୪୦ ସାଙ୍ଗକୁ ବିୟରର ଦାମ୍ ୧୦ ଟଙ୍କାଙ୍କୁ ବୃଦ୍ଧି କରିଚନ୍ତି ରାଜ୍ୟ ସରକାର । ବିୟର୍ ବୋତଲ ପିଛା ୧୦ ଟଙ୍କା ଦର ବଢ଼ିଥିବା ବେଳେ ଏବେ ଆସ୍କା-୪୦ର ଦାମ୍ ୬୦ ଟଙ୍କାରୁ ୭୦ ଟଙ୍କାକୁ ବୃଦ୍ଧି ପାଇଛି । ଗତ ଡିସେମ୍ବର ୧ରୁ […]
ସୁରକ୍ଷା କର୍ମୀଙ୍କୁ ବାନ୍ଧୀ ତାଡିନେଲେ କ୍ୟାସ ବାକ୍ସ । ରାଉରକେଲା ବେଦବ୍ୟାସ ଅଞ୍ଚଳରୁ ଏପରି ଲୁଟ୍ ହୋଇଛି । ତିନି ଜଣ ଦୁର୍ବୃତ୍ତ ସିକ୍ୟୁରିଟି ଗାର୍ଡଙ୍କୁ ଧମକ ଚମକ ଦେବା ସହ ହାତଗୋଡ଼ ବାନ୍ଧି ଦେଇଥିଲେ। ଏହାପରେ ଶୋ’ ରୁମରେ ଥିବା କ୍ୟାସ୍ ବକ୍ସକୁ ଲୁଟି ନେଇଛନ୍ତି ଡକାୟତ। ଏନେଇ ଶୋ ରୁମ୍ ମାଲିକ ଅଭିଯୋଗ କରିଛନ୍ତି। ଲୁଟର ସମସ୍ତ ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଛି ।କ୍ୟାସ୍ ବକ୍ସରେ ଲକ୍ଷାଧିକ ଟଙ୍କା ଥିବା କୁହାଯାଉଛି । କେବଳ […]
ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ତିନି ଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ଆସନ୍ତା ୮ରୁ ୧୦ ଯାଏ ଏହି ସମ୍ମିଳନୀ ଚାଲିବ।ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁ କିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।ପ୍ରବାସୀ ଭାରତୀୟଙ୍କୁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ବୁଲାଇ ଦେଖାଯିବ। ଏଥିପାଇଁ […]
ଜାନୁଆରୀ ୧୫ ତାରିଖ ପରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ଦୁଇଟି କିସ୍ତି ଟଙ୍କା […]
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ସାତକୋଶିଆ। ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେବାକୁ ଥିବାରୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ପାଇଁ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ । ନଦୀରେ ମାଛ ଧରିବା […]
ଦେଶରେ ଖୁବ୍ଶୀଘ୍ର ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗିବ । କୌଣସି ଅଳ୍ପ ବୟସର ପିଲା ସୋସିଆଲ ମିଡିଆରେ ଆକାଉଣ୍ଟ ଖୋଲିଲେ ଅଭିଭାବକଙ୍କ ଅନୁମତି ଦରକାର ପଡ଼ିବ । ଶୁକ୍ରବାର କେନ୍ଦ୍ର ସରକାର ଜାରି କରି କରିଥିବା ଡିଜିଟାଲ୍ ପର୍ସନାଲ ଡାଟା ପ୍ରୋଟେକସନ୍ ଆକ୍ଟରେ ଏଭଳି ନିୟମ କରିବାର ଯୋଜନା ରହିଛି।କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ବ୍ୟକ୍ତିଗତ ଡିଜିଟାଲ ଡାଟା ସୁରକ୍ଷା ଆଇନ (DPDP) ନିୟମ ପାଇଁ ଏକ ଡ୍ରାଫ୍ଟ […]
ଆସନ୍ତା ୮ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବେ। ୮ ତାରିଖ ରାତିରେ ରାଜଭବନରେ ରାତ୍ରୀଯାପନ କରିବେ। ସେହିପରି ୯ ତାରିଖ ଜନତା ମଇଦାନରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବା ନେଇ ସୂଚନା ରହିଛି। ପ୍ରବାସୀ ଭାରତୀୟ ଦିବସରେ ପ୍ରାୟ ୫୦୦୦ ଅଂଶଗ୍ରହଣକାରୀ ଭାଗନେବେ। କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହିର୍ବ୍ୟାପାର ମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀ, ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ […]
ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଟ୍ରାଫିକ୍ ସମସ୍ୟା ଦୂର ପାଇଁ ଅଧିକ ଟ୍ରାଫିକ ପୋଲିସ ନିଯୁକ୍ତି କରିବେ ରାଜ୍ୟ ସରକାର । ୨ ହଜାରରୁ ଅଧିକ ଟ୍ରାଫିକ୍ ପୋଲିସ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି । […]
୮ତାରିଖରୁ ରାଜଧାନୀରେ ଆରମ୍ଭ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସରେ ୪୫ରୁ ଅଧିକ ଦେଶରେ ବାସ କରୁଥିବା ପ୍ରବାସୀ ଭାରତୀୟ ଯୋଗଦେବେ । ଏଥିପାଇଁ ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ଏପର୍ଯ୍ୟନ୍ତ ୪୫ ଦେଶରୁ ପାଖାପାଖି ୧୫ଶହ ପ୍ରବାସୀ ଭାରତୀୟ ପଞ୍ଜିକରଣ କଲେଣି । ଏହା ପୂର୍ବରୁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୁବନେଶ୍ବର ସହରକୁ ହାଇ ଆଲର୍ଟରେ ରଖାଯାଇଛି । ଏହାରି ଭିତରେ ସହରରେ […]
ଡ଼କ ସୁରକ୍ଷା ମାସର ଉଦ୍ଘାଟନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ନେଇ ବସ୍ରେ ଲାଗିବ ଇଲୋକ୍ଟ୍ରୋନିକ୍ସ ସ୍ମାର୍ଟ ଡିଭାଇସ୍ । ଏହି ଡିଭାଇସ୍ ଲଗାଇବା ପାଇଁ ଘରୋଇ ବସ୍ ମାଲିକମାନଙ୍କୁ ସହାୟତା ଦେବେ ରାଜ୍ୟ ସରକାର । ସୂଚନାମୁତାବକ ଭୁବନେଶ୍ୱର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟ ସଡ଼କ ସୁରକ୍ଷା ମାସର ଶୁଭ ଉଦଘାଟନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ […]
