ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା ।

କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟିରଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାର ର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀ ବାହୀ […]

 ୨୮ତାରିଖରେ ସମ୍ବଲପୁର ଆସିବେ ଗୃହମନ୍ତ୍ରୀ ଅମିତ ଶାହା । 

ବିଜେପି ରାଷ୍ଟ୍ରୀୟ ନେତୃତ୍ୱଙ୍କ ଫୋକସରେ ଏବେ ଓଡ଼ିଶା । ମାସକ ମଧ୍ୟରେ ପୁଣି ଦ୍ୱିତୀୟଥର ପାଇଁ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ୍ ଶାହ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ।ସମଲେଶ୍ବରୀ ମନ୍ଦିର ଦର୍ଶନ ପରେ ଜିଏମ କଲେଜ ଅଡିଟୋରିୟମରେ ବୈଠକ । ବୁର୍ଲା ସୁପରସ୍ପେଶାଲିଟ ବିଲ୍ଡିଂର ଉଦଘାଟନ କରିବା ସାଙ୍ଗକୁ ଅନ୍ୟ ପ୍ରକଳ୍ପ କରିବେ ଉଦଘାଟନ । ଅମିତ ଶାହାଙ୍କ ଗସ୍ତକୁ ନେଇ ବିଜେପି କ୍ୟାମ୍ପରେ ଉତ୍ସାହ ଭରିଯାଇଛି । ୨୮ତାରିଖ […]

ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ।

ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।ପୂର୍ବରୁ ଏକାସାଙ୍ଗରେ ୩ ମାସର ରାସନ ଡିଲରଙ୍କ ପାଖରେ ମହଜୁଦ ରହୁଥିଲା। ଏହାର ଅପବ୍ୟବହାର କରାଯାଉଥିଲା। ଏପରିକି ହିତାଧିକାରୀ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏଣୁ ସରକାର ପ୍ରତି ମାସରେ ରାସନ ଦେବାକୁ ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି। ତେବେ ଜାନୁଆରୀରୁ ମିଳିବ […]

ଆଜି ହେଉଛି ଅନ୍ତର୍ଜାତୀୟ ଧ୍ୟାନ ଦିବସ

ଡିସେମ୍ବର ୨୧ ଶନିବାର ଅର୍ଥାତ ଆଜି ପ୍ରଥମ ଥର ପାଇଁ ବିଶ୍ୱ ଧ୍ୟାନ ଦିବସ ପାଳନ ହେଉଛି । ବିଶ୍ୱରେ ଦେଶରେ ସୁସ୍ଥତା, ଶାନ୍ତି ଏବଂ ଉତ୍ତମ ମାନସିକତାକୁ ପ୍ରୋତ୍ସାହିତ କରିବା ପାଇଁ ଏହା ଏକ ବିଶ୍ୱସ୍ତରୀୟ ପଦକ୍ଷେପ। ସୁସ୍ଥ ଶରୀର ପାଇଁ ଦୈନନ୍ଦିନ ଜୀବନ ସହିତ ଧ୍ୟାନକୁ ଯୋଡ଼ିଦେଲେ ମଣିଷ ୧୦୦ ବର୍ଷ ଯାଏଁ ବିନା ଔଷଧରେ ମଧ୍ୟ ବଞ୍ଚିପାରିବ।ଯୋଗ, ପ୍ରାଣାୟାମ ଏବଂ ଧ୍ୟାନ । ଚଳିତ ମାସ ପ୍ରାରମ୍ଭରେ ଜାତିସଂଘ ସାଧାରଣ ସଭାରେ ସର୍ବସମ୍ମତି […]

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ତୈଳ ଓ ପ୍ରାକୃତିକ ଗ୍ୟାସ୍ ବିଭାଗ ମନ୍ତ୍ରୀ ହରଦୀପ ସିଂପୁରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି |ଏଥିରେ ୯୦୦ ଟିପିଡି କ୍ରମାଗତ ପଲିମେରାଇଜେଶନ (ସିପି) ୟୁନିଟ୍‌ ସହିତ ଟେକ୍ସଚରଡ ୟାର୍ନ (ଡିଟିଓ୍ବାଇ), ଏଫ୍‌ଡିଓ୍ବାଇ, ପଲିଷ୍ଟର ଚିପ୍ସ ଏବଂ ଆନୁଷଙ୍ଗିକ […]

ଆସନ୍ତା କାଲି ବର୍ଷା କମିବା ସହିତ ୩ ଦିନ ପରେ ରାଜ୍ୟରେ ବଢିବ ଶୀତ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍‌ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।ବର୍ଷା କମିବା ପରେ ଆକ୍ତାମାକ୍ତା କରିବ ଘନ କୁହୁଡି । ୨୩ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ […]

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜିଏମ ।

ସରକାର କହୁଛନ୍ତି ଲୋକଙ୍କୁ ଋଣ ସୁବିଧା ଦିଆଯାଉଛି। କିନ୍ତୁ ଲୋକଙ୍କୁ ଋଣ ପାଇବା ପାଇଁ ବହୁ ହଇରାଣ ହେବାକୁ ପଡୁଛି। ଋଣ କରାଇଦେବାକୁ କହି ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ମହାପ୍ରବନ୍ଧକ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଅଭିଯୁକ୍ତ ହେଲେ ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ହେଲେ ବିପିନ ଦେହୁରୀ। ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ପିଏମଇଜିପି ଋଣ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଲାଞ୍ଚ ଟଙ୍କା ଜବତ […]

ନୂଆ ରାସନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆ ସରକାର କ୍ଷମତାକୁ ଆସିବା ପରେ ଜାଲ୍‌ ରାସନକାର୍ଡ଼ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଇ-କେୱାଇସି ଯାଞ୍ଚ ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୪ମାସ ମଧ୍ୟରେ ୧,୭୭,୦୬୮ଜଣ ଭୂତ ରେସନ୍‍କାର୍ଡଧାରୀ ଚିହ୍ନଟ ହେଲେଣି।ଏହି ପ୍ରକ୍ରିୟା ଜାରି ରହିଥିବାରୁ ଭୂତ ରାସନକାର୍ଡ଼ଧାରୀଙ୍କ ସଂଖ୍ୟା ଆହୁରି ଅଧିକ ହେବ ବୋଲି କୁହାଯାଉଛି। ଭୂତ ରାସନକାର୍ଡ଼ଧାରୀଙ୍କ ବଦଳରେ ପ୍ରାୟ ୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରାସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି ହୋଇଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର […]

୨୦୨୫-୨୬ ଆର୍ଥିକ ବର୍ଷରୁ ବଢ଼ିପାରେ ବିଦ୍ୟୁତ ଶୁଳ୍କ।

ମହଙ୍ଗା ହୋଇପାରେ ବିଜୁଳି । ବିଜୁଳି ବିଲ୍ ବାବଦରେ ଉପଭୋକ୍ତାଙ୍କୁ ଗଣିବାକୁ ପଡ଼ିବ ଅଧିକ ଟଙ୍କା । ୨୦୨୫-୨୬ରେ ବିଦ୍ୟୁତ୍ ପାଇକାରୀ ମୂଲ୍ୟ ୟୁନିଟ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି ।ଗ୍ରିଡକୋ ଦର୍ଶାଇଛି ଯେ, ୨୦୨୫-୨୬ରେ ବାର୍ଷିକ ୩୮ ହଜାର ୮୧୪ ୟୁନିଟ୍ ବିଦ୍ୟୁତ୍ ବିକ୍ରି କରିବାକୁ ଯୋଜନା ରହିଛି। ପୂରା ବିଦ୍ୟୁତ୍ କିଣାବିକା ଓ ନିଜର ସମସ୍ତ ଆବଶ୍ୟକତାକୁ ହିସାବକୁ ନେଲେ ପାଖାପାଖି ୧୫ […]

ସ୍ତ୍ରୀର ତଣ୍ଟି କାଟିଲା ସୈତାନ ସ୍ବାମୀ

ସ୍ତ୍ରୀର ତଣ୍ଟି କାଟିଲା ସୈତାନ ସ୍ବାମୀ । ପାରିବାରିକ କଳହରୁ ନିର୍ମମ ହତ୍ୟା ଅଭିଯୋଗ । ବରଗଡ଼ ଗାଇସିଲଟ ଥାନା ଅନ୍ତର୍ଗତ ଜନକେଡ଼ା ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ଚନ୍ଦ୍ରକାନ୍ତି ସାହୁ ।ସୂଚନାଯୋଗ୍ୟ ଯେ, ବରଗଡ଼ ଜିଲ୍ଲା ଗାଇସିଲେଟ୍ ଥାନା ଜେନକେଡା ଗାଁର କଲୋନୀପଡାରେ ସ୍ତ୍ରୀର ଗଳାକାଟି ହତ୍ୟା କରିଛି ସ୍ବାମୀ । ସ୍ତ୍ରୀ ଚନ୍ଦ୍ରକାନ୍ତି ସାହୁ ଶୋଇଥିବା ବେଳେ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କଲେ ସ୍ବାମୀ ରାମ ସାହୁ । ରାତିରେ […]

ନୂଆବର୍ଷରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା !

ନୂଆବର୍ଷରେ ମିଳିପାରେ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ନୂଆବର୍ଷରେ ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ଏନେଇ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ ସୁଭଦ୍ରାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ୨୦ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ ମିଳିବ। ଏଥିପାଇଁ ପ୍ରସ୍ତୁତି ଚାଲିଛି । ସମସ୍ତଙ୍କୁ ସୁଯୋଗ ଦିଆଯିବ। ଭେରିଫିକେସନରେ ଡେରି ହେଉଛି। ଆମେ ଡିସେମ୍ବର ୩୦ ତାରିଖ ଟାର୍ଗେଟ ରଖିଛୁ । ସବୁ ଭେରିଫିକେସନ୍ ଯଦି ସରିଲା ତେବେ […]

ଧାନ ନଷ୍ଟ ହେଲେ ମିଳିବ କ୍ଷତି ପୂରଣ: ସମୟବାୟ ମନ୍ତ୍ରୀ ।

ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି । ଲଗାଣ ବର୍ଷାରେ ବେହାଲ ହେଲାଣି ସ୍ଥିତି । ବର୍ଷାକୁ ନେଇ ଚିନ୍ତାରେ ଚାଷୀକୂଳ । ଧାନ ବିଲରେ ପଡିଛି ଧାନ ।ଆଉ ଅନେକ ସ୍ଥାନରୁ ଆସୁଛି ଫସଲ ନଷ୍ଟର ଖବର । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ଧାନ ନଷ୍ଟ ହେଲେ କ୍ଷତିପୂରଣ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ମଣ୍ଡିରେ ଧାନର ସୁରକ୍ଷା ପାଇଁ ଜରି ପାଲର ବ୍ୟବସ୍ଥା କରାଯାଇଛି । […]