ଏନଆରଟିଏସ ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରିଥିଲା ଏହି ପରୀକ୍ଷା। ବୋର୍ଡର ୱେବସାଇଟ www.bseodisha.ac.in ରେରେଜଲ୍ଟ ଉପଲବ୍ଧ। ନଭେମ୍ବର ୫ ରେ ୩୩୪ ଟି ପରୀକ୍ଷା କେନ୍ଦ୍ରରେ ହୋଇଥିଲା ଏହି ପରୀକ୍ଷା। ରାଜ୍ୟର ୫୧୯୨୪ ଜଣ ଛାତ୍ରଛାତ୍ରୀ ଦେଇଥିଲେ ଏହି ପରୀକ୍ଷା। ତେବେ ଅକ୍ଟୋବର ୨୩ରେ ଏନଆରଟିଏସ୍ ପରୀକ୍ଷା ଅନୁଷ୍ଠିତ ହେବା ନେଇ ପ୍ରଥମେ ଦିନ ଧାର୍ଯ୍ୟ ହୋଇଥିଲା । ମାତ୍ର ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ରାଜ୍ୟ ସରକାର ସମସ୍ତ ସରକାରୀ […]
ନୟାଗଡ଼, (ଲକ୍ଷ୍ମୀଧର ସାହୁ):ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଚଳିତ ବର୍ଷର ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଅଛି । ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୫ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ କ୍ଷତିପୂରଣ ବାବଦକୁ ୩୯,୪୦,୦୦୦ ଟଙ୍କା ପ୍ରଦାନ କରିବା ପାଇଁ ବୀମା କମ୍ପାନୀ ମାନଙ୍କୁ […]
୧୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । 17 ତାରିଖରେ ଗଜପତି, ଗଂଜାମ ପୁରୀ ,ରାୟଗଡା ଜିଲ୍ଲା ଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୮ ତାରିଖରେ ଗଜପତି, ଗଂଜାମ, ପୁରୀ, ରାୟଗଡା, ଖୋର୍ଦ୍ଧା, ନୟାଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଏବଂ ୧୯ ତାରିଖରେ ଗଂଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାଗୁଡ଼ିକରେ […]
ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପଦର୍ଶନୀ ବଜେନ୍ଦ୍ର ଉଚ୍ଚ ଖେଳ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା,ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିଥିଲେ।ଜିଲ୍ଲା […]
ବାଂଲାଦେଶୀ ମତ୍ସ୍ୟଜୀବୀ ଓ ଜାହାଜକୁ ଛାଡିବା ପୂର୍ବରୁ ବାଂଲାଦେଶ ଜେଲରେ ସଜା କାଟୁଥିବା ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକୁଳାଇବାକୁ ଦାବି । ଗତ ୬ ତାରିଖରେ ଭାରତୀୟ ଜଳସୀମାରେ ବାଂଲାଦେଶର ଦୁଇଟି ଛୋଟ ଜାହାଜ ଲେଇଲା-୨ ଓ ଏଫ ଭି ମେଘା ବେଆଇନ ଭାବରେ ପଶି ମାଛ ମାରୁଥିବା ବେଳେ ଭାରତୀୟ ତଟରଖି ବାହିନୀ ଦ୍ୱାରା ଧରାପଡିବା ପରେ ସେମାନଙ୍କୁ କୋଷ୍ଟ ଗାର୍ଡ ପକ୍ଷରୁ ପାରାଦ୍ୱୀପ ଅଣା ଯାଇଥିଲା । ସେଠାରେ ସେମାନଙ୍କୁ ରଖାଯିବା ସହିତ ସେମାନେ କିଭଳି […]
ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ହଜାର ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ। ଜିଲ୍ଲାର ମୋଟୁ ଠାରୁ ମୟୂରଭଞ୍ଜ ତିରିଂ ଯାଏଁ ୬ ଲେନ୍ ସଡକ ନିର୍ମାଣ ହେବ । ଖୁବ ଶୀଘ୍ର ରେଳ ଜମି ଅଧିଗ୍ରହଣ କରାଯିବ ।ଏହା […]
ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ସିବିଆଇ ସମନ ପଠାଇଛି। ଗତ ୧୦ ତାରିଖରେ ସିବିଆଇର ନୂଆଦିଲ୍ଲୀ ଅଫିସରୁ ଏହି ସମନ ହୋଇଛି। ତଦନ୍ତରେ ସହଯୋଗ ପାଇଁ କୁହାଯିବା ସହ ୧୧ ତାରିଖରେ ଭୁବନେଶ୍ବର ସିବିଆଇ ଅଫିସରେ ହାଜର ହେବାକୁ ନିର୍ଦ୍ଦେଶ ରହିଥିଲା। ଏହି ଅନୁଯାୟୀ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ସିବିଆଇ ଜେରା କରିଥିଲା।ସିବିଆଇ ଅଫିସରୁ ବାହାରି ଗଣମାଧ୍ୟମ ଆଗରେ ସବୁ ସତ ଡ୍ରାଇଭର ନୃସିଂହ କହିଛନ୍ତି, ସାର୍ଙ୍କ ବାବଦରେ […]
ବିଶ୍ବର ପ୍ରଭାବଶାଳୀ ମହିଳାଙ୍କ ଭିତରେ ଭାରତର ଦବଦବା । ୩ ମହିଳା ଲେଖିଲେ ସ୍ବର୍ଣ୍ଣିମ ଅକ୍ଷରରେ ନାଁ । ଫୋର୍ବସ୍ ୨୦୨୪ ବର୍ଷ ପାଇଁ ଦୁନିଆର ସବୁଠାରୁ ପ୍ରଭାବଶାଳୀ ମହିଳାଙ୍କ ତାଲିକା ପ୍ରକାଶ କରିଛି । ଏହି ତାଲିକାରେ ଶିଳ୍ପ, ମନୋରଞ୍ଜନ, ରାଜନୈତିକ, ସାମାଜିକ ସେବା ଏବଂ ନୀତି ନିର୍ମାତାଙ୍କ ନାମ ଅନ୍ତର୍ଭୁକ୍ତ ରହିଛି । ଏମାନେ ହେଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଆଇଟି କମ୍ପାନୀ ଏଚସିଏଲ ଟେକ୍ନୋଲୋଜିର ଅଧ୍ୟକ୍ଷା ରୋଶନୀ ନାଦର ମାଲହୋତ୍ରା ଏବଂ […]
ଥମୁନି ପୋଲାଭରମ ପ୍ରସଙ୍ଗ । ପୋଲାଭରମ ପ୍ରସଙ୍ଗକୁ ନେଇ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ଆସନ୍ତା ଜାନୁଆରୀ ମାସରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ମାଲକାନଗିରି ମୋଟୁରୁ ରାଜଧାନୀ ଏବଂ ରାଜଧାନୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ କରିବ ବିଜେଡି। ଜାନୁଆରୀରୁ ହେବାକୁ ଥିବା ଆନ୍ଦୋଳନ ସବୁ ବର୍ଗଙ୍କୁ ନେଇ ହେବ । ଏହା ଓଡ଼ିଶାବାସୀ ଓ ଆଦିବାସୀଙ୍କ ଅଧିକାର ପାଇଁ ଲଢେଇ ବୋଲି ବିଜେଡି କହିଛି।ଆଜି ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ […]
ମହାକୁମ୍ଭ ମେଳା ପାଇଁ ପ୍ରୟାଗରାଜ ରେଳଷ୍ଟେସନରେ ଡିଜିଟାଲ ସୁବିଧା ଉପଲବ୍ଧ କରାଯାଇଛି। ବିନା କାହାର ସହାୟତାରେ ଶ୍ରଦ୍ଧାଳୁ ଡିଜିଟାଲ କିଓସ୍କ ମାଧ୍ୟମରେ ସମ୍ପୂର୍ଣ୍ଣ ସୁବିଧା ପାଇବେ। ତା ପୁଣି ହିନ୍ଦୀ, ଇଂରାଜୀ ଓ ଓଡ଼ିଆ ଭାଷାରେ। କେବଳ ସେତିକି ନୁହେଁ, ଓଡ଼ିଆ ସମେତ ଦେଶର ୧୫ଟି ଭାଷାରେ ହେଲ୍ପ ଲାଇନ ନମ୍ବର ଉପଲବ୍ଧ କରାଯିବ। ଯାହାର କୌଣସି ଦ୍ୱନ୍ଦ୍ବ ଥିବ ଓଡ଼ିଆ ଭାଷାରେ ଫୋନ କରି ବୁଝିପାରିବେ। ଭିଡ଼ ନିୟନ୍ତ୍ରଣ କରିବାକୁ ରେଳ ଷ୍ଟେସନରେ ଏନକ୍ଲୋଜର ନିର୍ମାଣ […]
ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି ରାଜଧାନୀ । ସେ ଦିନ ଦ୍ବପ୍ରହର ହେଉ କି ରାତି ଅଧ ସବୁ ସମୟରେ ଏବେ ଚାଲିଛି ଲୁଟେରାଙ୍କ ରାଜ୍ । ଏବେ ଲୁଟେରାଙ୍କ କବଜାରେ ପଡିଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀ ।ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨ ଟି ଇୟର ପଡସ ଚୋରି କରିନେଲେ ଦୁର୍ବୃତ୍ତ । ଏନେଇ ସେ […]
ପରକୀୟା ପ୍ରୀତି ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ। ସୁନ୍ଦରଗଡ଼ ଜିଲ୍ଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି। ସ୍ବାମୀ ଦେବେନ ବେହେରା ଓ ନଣନ୍ଦେଇ ସତ୍ୟନାରାୟଣ ବେହେରାଙ୍କୁ ପୁଲିସ ଗିରଫ କରି କ୍ରାଇମ୍ ସିନ୍ ରିକ୍ରିଏସନ କରିଛି। ବେହେରା ପେସାରେ ହେଉଛନ୍ତି ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(PEO)। ସେ ଗୁରୁଣ୍ଡିଆ ବ୍ଲକ ଅଞ୍ଚଳରେ ପିଇଓ ଭାବେ କାର୍ଯ୍ୟ କରୁଥିଲେ। ଚାକିରି ଭିତରେ ସେ ଜଣେ ଯୁବତୀଙ୍କ ପ୍ରେମରେ […]
