ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ଗ୍ରାମରେ। ପ୍ରକାଶ ଯେ, ସିମନବାଡ଼ି ପଞ୍ଚାୟତଠାରୁ ମାତ୍ର ୩ କିଲୋମିଟର ଦୂରତାରେ ରହିଛି। ଏହି ଗ୍ରାମ ସେଠାରେ ଶତାଧିକ ପରିବାର ଅନୁସୂଚିତ ଜନଜାତି ଏବଂ ସାଧାରଣବର୍ଗର ଜନସାଧାରଣ ସେମାନଙ୍କ ପାଇଁ […]
ରାଜଧାନୀର ଯୁବତୀଙ୍କୁ ଟ୍ରାପ କଲା ଜମ୍ମୁକାଶ୍ମୀରର ଯୁବକ । ଓଡିଆ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କଲା ଅଭିଯୁକ୍ତ । ଅଭିଯୁକ୍ତ କାଶ୍ମୀର ଯୁବକ ମହିଳା ଥାନାରେ ଅଟକ ରଖାଯାଇଛି । ଅନଲାଇନ ଗେମରୁ ଆରମ୍ଭ ହୋଇଥିଲା ହିନ୍ଦୁ ଯୁବତୀଙ୍କ ସହ ପ୍ରେମ ହୋଇଥିଲା ଯୁବକଙ୍କର । କାଶ୍ମୀରରୁ ଭୁବନେଶ୍ୱର ଆସିଥିବା ଯୁବକଙ୍କୁ ଉଠାଇ ନେଲା ପୋଲିସ ା ମୋବାଇଲରେ ବ୍ଲାକମେଲ କରି ସୁଟ କରୁଥିଲା । ଓଡିଆ ଯୁବତୀଙ୍କୁ ଯୁବକ ଜଣଙ୍କ ଧର୍ମ ପରିବର୍ତ୍ତନ ପାଇଁ […]
ରାୟଗଡା ଭିନ୍ନକ୍ଷମ ମହାସଙ୍ଗ (ଆର ବିଏମ୍ଏସ୍) ତରଫରୁ ଏକ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳ ଙ୍କୁ ମଧୁବାବୁ ପେନସନ କୁ ୩୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ଏହି ପ୍ରତିଶ୍ରୁତି ପୂରଣ କରନ୍ତୁ । ପ୍ରତ୍ୟେକ ଜିଲ୍ଲା ରେ ଏହି ଭଳି ଦାବି ଜାରୀ ରହିଛି। ସଂଘ ଆଗାମୀ ଦିନରେ ଆନ୍ଦୋଳନ ଆରମ୍ଭ ହେବ ବୋଲି କହିଛି ଆମେ ଆଶା କରୁଛୁ ଆମର ଏହି ଦାବୀ କୁ ଦୃଷ୍ଟିରେ ରଖି ପ୍ରାଧାନ୍ୟ ଦେଇ ଭର୍ତା ବୃଦ୍ଧି କରାଯାଉ। ଏହି ଉଦ୍ଦେଶ୍ୟରେ […]
ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ଗ୍ରାମରେ। ପ୍ରକାଶ ଯେ, ସିମନବାଡ଼ି ପଞ୍ଚାୟତଠାରୁ ମାତ୍ର ୩ କିଲୋମିଟର ଦୂରତାରେ ରହିଛି। ଏହି ଗ୍ରାମ ସେଠାରେ ଶତାଧିକ ପରିବାର ଅନୁସୂଚିତ ଜନଜାତି ଏବଂ ସାଧାରଣବର୍ଗର ଜନସାଧାରଣ ସେମାନଙ୍କ ପାଇଁ […]
ସୁପ୍ରିମକୋର୍ଟର ବିଚାରପତିମାନଙ୍କୁ ଦିଆଯାଇଥିବା ଦୀର୍ଘ ଗ୍ରୀଷ୍ମ ଛୁଟି ବିଷୟରେ ସବୁବେଳେ ପ୍ରଶ୍ନ ଉଠେ। ବର୍ତ୍ତମାନ ଏ ଗୁଡିକ ପରିବର୍ତ୍ତନ କରି, ଦୀର୍ଘ ଛୁଟିଗୁଡିକ ଆଂଶିକ ଛୁଟିରେ ପରିଣତ ହୋଇଛି। ସୁପ୍ରିମକୋର୍ଟ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି, ଛୁଟି ଦିନ ୯୦ ଦିନରୁ ଅଧିକ ହେବ ନାହିଁ, ଏଥିରେ ରବିବାର ସାମିଲ ନାହିଁ। ପୂର୍ବରୁ ଏହି ସଂଖ୍ୟା ୧୦୩ ଥିଲା। କିନ୍ତୁ ଏବେ ଏହି ଶବ୍ଦ ସୁପ୍ରିମକୋର୍ଟ କ୍ୟାଲେଣ୍ଡରରୁ ହଟାଇ ଦିଆଯାଇଛି। ଚଳିତ ବର୍ଷ ପ୍ରକାଶ ପାଇଥିବା ସୁପ୍ରିମ […]
ମାଓ ମୁକ୍ତ ହେବ ଓଡ଼ିଶା । ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶକୁ ମାଓ ମୁକ୍ତ କରାଯିବା ନେଇ ଆହ୍ବାନ ଦେଇଛନ୍ତି ଗୃହ ମନ୍ତ୍ରୀ । ଏଥିପାଇଁ ରଣନୀତି ପ୍ରସ୍ତୁତ କରିଛି ଓଡ଼ିଶା ପୋଲିସ । ଓଡ଼ିଶାରେ ଏହି ଲକ୍ଷ୍ୟକୁ ନିର୍ଦ୍ଧାରିତ ସମୟ ଅବଧିରେ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପ୍ରଥମ ଲକ୍ଷ୍ୟ ରଖିଛି ଓଡ଼ିଶା ପୋଲିସ । ଖୁରାନିଆ ପ୍ରଥମେ ମାଓପ୍ରବଣ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଆଞ୍ଚଳର ଗୋରାସେତୁ ବିଏସ ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ । ସେଠାରେ […]
ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ପୂଜାରୀ ଆଜି ଲୋକସେବା ଭବନରେ ବିଭାଗୀୟ ଅଧିକାରୀମାନଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ସମୀକ୍ଷା କରିଥିଲେ । ଏହି ସମୀକ୍ଷା ବୈଠକରେ ତହସିଲ ଓ ସବରେଜିଷ୍ଟ୍ରାର ଅଫିସରେ ଗୋଟିଏ ଲେଖାଏଁ […]
ଦକ୍ଷିଣ ପୂର୍ବ ଦିଲ୍ଲୀର ଏଟିଏସ୍ ପୋଲିସ ଓଡ଼ିଶାର ପୁରୀ ଜିଲ୍ଲାର ଜଣେ ମାନସିକ ଅସୁସ୍ଥ ଯୁବତୀଙ୍କ ସହ ଗଣଦୁଷ୍କର୍ମ ମାମଲାର ପର୍ଦ୍ଦାଫାଶ କରିଛି। ଏହି ସମ୍ବେଦନଶୀଳ ମାମଲାରେ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାରେ ୨୧ ଦିନ ପରେ ଅଭିଯୁକ୍ତମାନଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ । ପୀଡ଼ିତା ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ଗତ ଅକ୍ଟୋବର ୧୧ ତାରିଖରେ ରାସ୍ତା କଡ଼ରୁ ମୁର୍ମୁଷୁ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରାଯାଇଥିଲା। ଭୋର ପ୍ରାୟ […]
ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କର ଆଜି ହେବ ମହାସ୍ନାନ । ଚୋରମାନେ ମା’ଙ୍କୁ ସ୍ପର୍ଶ କରିଥିବା ଯୋଗୁ ୧୦୮ ଗରା ଜଳରେ ମା’ଙ୍କର ମହାସ୍ନାନ କରାଯିବ ।ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଆଣି ୯୯୯ ପାହାଚ ଚଢ଼ି ସେବାୟତ ପରିବାରର ମା’ ଭଉଣୀମାନେ ମନ୍ଦିର ଉପରକୁ ଯିବେ। ସେଠାରେ ମା’ଙ୍କର ମହାସ୍ନାନ କରାଯିବ। ଏହା ସହ ବିଭିନ୍ନ ରୀତିନୀତିରେ ମା’ଙ୍କର ପୂଜାର୍ଚ୍ଚନା କରାଯିବ।ସୂଚନା ଅନୁସାରେ ଗତ ୬ […]
ଗତକାଲି ସଂଧ୍ୟାରେ କେନ୍ଦୁଝର ଜିଲ୍ଲା କେଶଦୁରାପାଳ ମହିଳା ରାଜସ୍ବ ନିରୀକ୍ଷକଙ୍କୁ ରେକର୍ଡ ପତ୍ର ଧରି ତହସିଲ କାର୍ଯ୍ୟାଳୟକୁ ଆସିବାକୁ ତହସିଲଦାର କହିଥିଲେ । ହେଲେ ରାଜସ୍ବ ନିରୀକ୍ଷକ ଜଣକ ଅମଙ୍ଗ ହେବାରୁ ତହସିଲଦାର ତାଙ୍କୁ ଫୋନ୍ ଯୋଗେ ଗାଳିଗୁଲଜ କରିବା ସହିତ ଚାକିରି ନେଇଯିବାର ଧମକ ଦେଇଥିଲେ । ଏଥିରେ ମହିଳା ରାଜସ୍ବ ନିରୀକ୍ଷକ ଜଣକ ଚେତାଶୂନ୍ୟ ହୋଇ ଯାଇଥିଲେ । ପରିବାର ଲୋକେ ତାଙ୍କୁ ଆଣି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତେବେ ଏହା ପ୍ରଥମ […]
ସରିଲା ଛଠ୍ ପୂଜା । ଭୋରୁ ଉଦୟଗାମୀ ସୂର୍ଯ୍ୟଙ୍କୁ ପୂଜା କରି ବ୍ରତ ସମାପନ କରିଲେ ବିହାର ସମ୍ପ୍ରଦାୟର ଲୋକମାନେ। ଦୀର୍ଘ ୪ ଦିନ ଧରି ବ୍ରତ ପାଳାନ କରିଥିଲେ ଶ୍ରଦ୍ଧାଳୁ । ମନସ୍କାମନା ପୂର୍ଣ୍ଣ ହୋଇଥିବା ହଜାର ହଜାର ଭକ୍ତ ମାନେ ସୂର୍ଯ୍ୟ ଦେବଙ୍କୁ କରିଲେ ପୁଜା। ପ୍ରକୃତି ରୁ ମିଳୁଥିବା ସମସ୍ତ ଫଳ ମୂଳ ଦେଇ ମାତା ଛଟିଙ୍କ ପୂଜା କରାଯାଇଥାଏ । ଆଜି ଅନ୍ତିମ ଦିନରେ ଉଦୟଗାମୀ ସୂର୍ଯ୍ୟଙ୍କୁ ଅର୍ଘୀୟ ଦେଇ ପୂଜା […]
କଟକର ଜଣେ କଲେଜ ଛାତ୍ରୀଙ୍କୁ ବାରଙ୍ଗ ଅଞ୍ଚଳକୁ ନେଇ ବାରମ୍ବାର ଗଣଦୁଷ୍କର୍ମ କରାଯାଇଛି। ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ନେଇ ବାଦାମବାଡ଼ି ଥାନାରେ ହୋଇଥିଲା ଅଭିଯୋଗ। ଏହି ଗଣଦୁଷ୍କର୍ମର ଭିଡିଓ ରେକର୍ଡ କରିବା ପରେ ଏହାକୁ ଭାଇରାଲ୍ କରାଯାଇଛି। ଛାତ୍ରୀଙ୍କ ସହିତ ଆପତ୍ତିଜନକ ଚାଟିଂ ମଧ୍ୟ କରାଯାଇଛି। ଏହି ଘଟଣାରେ ବାଦାମବାଡ଼ି ଥାନା ପୁଲିସ ୬ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ଝାଞ୍ଜିରୀମଙ୍ଗଳାର ଆଶୁତୋଷ, ଲକି, ଚନ୍ଦନ, ନୟାଗଡ଼ର ପୀତବାସ ଓ ସୁଶୀଲ, ବାରଙ୍ଗର ସୌମ୍ୟ । ଦଶହରା […]
