ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର

ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର । ରାଜ୍ୟରେ ଜଙ୍ଗଲ ତୁଳନାରେ ଅଧିକ ହାତୀ ଅଛନ୍ତି । ତେଣୁ ବନବିଭାଗ ଅଧିକ ଜଙ୍ଗଲ ସୃଷ୍ଟି କରିବ ବୋଲି କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କେଉଁ କାରଣରୁ ରାଜ୍ୟରେ ଏତେ ସଂଖ୍ୟକ ହାତୀ ମରୁଛନ୍ତି, ତାହାର […]

ସିନିଅରଙ୍କ ମାଡ଼ରେ ଜୁନିଅର ଛାତ୍ର ଲହୁଲୁହାଣ ।

ରାତି ଅଧରେ ହଷ୍ଟେଲ କବାଟ ଭାଙ୍ଗି ରୁମ୍‌ରେ ପଶି ଲୁହାରଡ଼ ଏବଂ ବାଡ଼ିରେ ପିଟିଲେ ସିନିୟର୍ ପିଲା । ସିନିୟର୍ ପିଲାଙ୍କ ମାଡ଼ରେ ୨ୟ ବର୍ଷ ମାଇନିଂ ଛାତ୍ର ବିଶ୍ୱଜିତ ବେହେରା ଗୁରୁତର । କେନ୍ଦୁଝର ସରକାରୀ ଡ଼ିଗ୍ରୀ ଇଞ୍ଜିନୟରିଙ୍ଗ୍ କଲେଜରେ ଏଭଳି ଘଟଣା ଘଟିଛି । ଗୁରୁତର ଛାତ୍ରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ପୀଡ଼ିତଙ୍କ ପରିବାର ଥାନାରେ ଅଭିଯୋଗ କରିଛନ୍ତି । ଛାତ୍ର ଜଣକ ପୂର୍ବରୁ ରାଗିଂର ଶିକାର ହୋଇଥିବା […]

ଘରେ ନିଆଁ ଲାଗି ଜଳିଗଲେ ମାଆ ଓ ଝିଅ।

ଘରେ ନିଆଁ ଲାଗି ଜଳିଗଲେ ମାଆ ଓ ଝିଅ। ସମ୍ବଲପୁର ମାନେଶ୍ଵର ଅନ୍ତର୍ଗତ ହାଟପଦାର ଏକ ଘରେ ରାତିରେ ମାଆ ଝିଅ ଶୋଇଥିବାବେଳେ ଅଗ୍ନିକାଣ୍ଡ ଘଟିଛି। ଫଳରେ ମାଆ ଏବଂ ଝିଅ ଜୀବନ୍ତ ଦଗ୍ଧ ହୋଇଛନ୍ତି।ମୃତ ମା’ ହେଉଛନ୍ତି ସ୍ନେହଲତା ଦୀକ୍ଷିତ ଓ ଝିଅ ସୈରେନ୍ଦ୍ରି ଦୀକ୍ଷିତ । ଝିଅ ଅର୍ଦ୍ଧ ଦଗ୍ଧ ହୋଇଥିବା ବେଳେ ମା’ ଶୋଇଥିବା ଅବସ୍ଥାରେ ମୃତ୍ୟୁ ହୋଇ ଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି […]

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର।

ଭିଜିଲାନ୍ସ ଜାଲରେ ଇଡକୋ ଜୁନିଅର ମ୍ୟାନେଜର। ଇଡକୋ ଜୁନିଅର ମ୍ୟାନେଜର ବିଜୟ କୁମାର ଉଦୟସିଂହ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀର ୬ଟି ସ୍ଥାନରେ ଚଢାଉ ଚାଲିଛି। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସବିଶେଷ ତଥ୍ୟ ମିଳିନି। ସୂଚନା ଅନୁସାରେ ଗତ ୪ […]

୫୭ ନୂଆ ଏନ୍‌ଏସି ପ୍ରସ୍ତାବ ପାଇଁ ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ ଜିଲାପାଳଙ୍କୁ ଚିଠି

ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଁ ରାଜ୍ୟ ସରକାର ୨୩ ଜିଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି। ଜନସଂଖ୍ୟାଠାରୁ ଆରମ୍ଭକରି ସମସ୍ତ ତଥ୍ୟ ଦେବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ଚିଠି ଲେଖିବା ସହିତ ଫର୍ମାଟ ପଠାଯାଇଛି। ବିଭାଗର ଅତିରିକ୍ତ ସଚିବ ରବୀନ୍ଦ୍ର କୁମାର ସାହୁ ଜିଲ୍ଲାପାଳମାନଙ୍କୁ ଲେଖିଥିବା ଚିଠିରେ ଗଞ୍ଜାମ ଜିଲ୍ଲାର ଆସିକା, ଛତ୍ରପୁର ଓ ଭଞ୍ଜନଗର ଏନଏସି ସମେତ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ଏନଏଏସି, ମୟୂରଭଞ୍ଜ […]

ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରି ହିତାଧିକାରୀଙ୍କୁ ତିନି ମାସର ଆଗୁଆ ଚାଉଳ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ତିନି ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏଁ ଚାଉଳ ପାଇବେ। ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ […]

ଭକ୍ତି ସଙ୍ଗୀତ ପ୍ରତିଯୋଗିତା,୧୦ରେ ଭାପୁର ବ୍ଲକ ଅଡିସନ

ଭାପୁର, (ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଭାପୁର ବ୍ଲକ ଅଡିସନ ଆସନ୍ତା ୧୦ ତାରିଖ ରବିବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଭାପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ  ସଙ୍ଗୀତଧାରାର ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ […]

ବାତିଲ ହେଲା ଇସ୍କନର ଅଦିନିଆ ରଥଯାତ୍ରା ।

ହ୍ୟୁଷ୍ଟନ ସହରରେ ହେବାକୁ ଥିବା ଇସ୍କନର ଅଦିନିଆ ରଥଯାତ୍ରାକୁ ବାତିଲ କରିବାକୁ ନିଷ୍ପତ୍ତି ହେଇଛି । ତେବେ ଏହି ରଥଯାତ୍ରାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା, ଯାହା ପରେ ଏହି ରଥଯାତ୍ରାକୁ ବାତିଲ କରାଯାଇଛି । ଏହା ବଦଳରେ ସେହିଦିନ ନିତାଇ ସଙ୍କୀର୍ତ୍ତନ ଯାତ୍ରା କରିବାକୁ ନିଷ୍ପତ୍ତି ନିଆଯାଇଛି । ତେବେ ଆସନ୍ତା ୯ ତାରିଖରେ ଆମେରିକାର ହ୍ୟୁଷ୍ଟନ ସହରରେ ରଥଯାତ୍ରା ଆୟୋଜନ କରିବାକୁ ପ୍ରସ୍ତୁତି ଆରମ୍ଭ କରିଥିଲା ଇସ୍କନ । ଅଦିନିଆ ରଥଯାତ୍ରାକୁ ନେଇ […]

ସ୍ତ୍ରୀ ମର୍ଡର ପ୍ଲଟ ପଛରେ ସ୍ବାମୀ, ସ୍ତ୍ରୀକୁ ନିଜେ ମାରି କାନ୍ଦି ଗଡୁଥିଲା ସ୍ବାମୀ

କୋରାପୁଟ ଜିଲ୍ଲା ନନ୍ଦପୁରରେ ସ୍ବାମୀକୁ ଗଛରେ ବାନ୍ଧି ପତ୍ନୀକୁ ହତ୍ୟା ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ପାରିବାରିକ କଳହକୁ କେନ୍ଦ୍ର କରି ପତ୍ନୀଙ୍କୁ ହତ୍ୟା କରି ନାଟକ ରଚିଥିଲା ସଇତାନ ସ୍ବାମୀ ମହେନ୍ଦ୍ର ଖରା । ୮ ଦିନ ପୂର୍ବରୁ ସ୍ତ୍ରୀକୁ ହତ୍ୟା ପାଇଁ ମୁଖ୍ୟ ଅଭିଯୁକ୍ତ ମହେନ୍ଦ୍ର ଯୋଜନା କରିଥିଲା ବୋଲି ପୋଲିସ ନିକଟରେ ସ୍ବୀକାର କରିଛି । ଏହି ମାମଲାରେ ଅଭିଯୁକ୍ତ ସ୍ବାମୀ ମହେନ୍ଦ୍ର ଓ ତାର ଦୁଇ ସହଯୋଗୀଙ୍କୁ ପୋଲିସ ଗିରଫ […]

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହୃଦଘାତରେ ଟଳି ପଡ଼ିଲେ ମ୍ୟାନେଜର

ନାବାଳିକଙ୍କୁ ହୋଟେଲକୁ ଯୌନ ଶୋଷଣ କଲେ ଏକ ହୀରା କମ୍ପାନୀର ମ୍ୟାନେଜର। ମାତ୍ର ତା’ ପରେ ପରେ ହୃଦଘାତରେ ସେ ଆଖି ବୁଜିଲେ। ଏପରି ଏକ ଅଭାବନୀୟ ଘଟଣା ମୁମ୍ବାଇର ଏକ ହୋଟେଲରେ ଘଟିଛି।ତେବେ ନାବାଳିକା ମା’ଙ୍କ ଅଭିଯୋଗରେ ବିଏନଏସ ଏବଂ ପୋକସୋ ଅଧିନିୟମ ଅଧିନରେ ମାମଲା ଦାୟର କରିଛନ୍ତି । ପୋଲିସ୍‌ ସୂଚନା ଅନୁଯାୟୀ, ହୀରା କମ୍ପାନୀର ୪୧ ବର୍ଷୀୟ ମ୍ୟାନେଜର ଜଣକ କାମ ଦେବାର ପ୍ରତିଶ୍ରୁତି ଦେଇ ୧୪ ବର୍ଷୀୟା ନାବାଳିକାଙ୍କୁ ଗୁଜରାଟରୁ ନିଜ […]

ଜନତାଙ୍କ ଭଲ ପାଇଁ ସମସ୍ତ ପ୍ରକାର ବ୍ୟକ୍ତିଗତ ସମ୍ପତ୍ତି ଦଖଲ କରିପାରିବେ ନାହଁ ସରକାର

ସୁପ୍ରିମକୋର୍ଟ ଏକ ଐତିହାସିକ ରାୟରେ କହିଛନ୍ତି ଯେ ସମ୍ବିଧାନ ଅନୁଯାୟୀ ସରକାରଙ୍କର ବ୍ୟକ୍ତିଗତ ସମ୍ପତ୍ତିର ସମସ୍ତ ସମ୍ବଳକୁ ସାଧାରଣ ହିତ ପାଇଁ ଅଧିକାର କରିବାର ଅଧିକାର ନାହିଁ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ଗଠିତ ୯ ଜଣ ବିଚାରପତିଙ୍କ ସାମ୍ବିଧାନିକ ଖଣ୍ଡପୀଠ ଏହି ରାୟକୁ ବହୁମତ ଦେଇଛନ୍ତି।ଏଥିସହିତ କୋର୍ଟ ୧୯୭୮ ପରବର୍ତ୍ତୀ ବିଚାରକୁ ରଦ୍ଦ କରିଦେଇଛନ୍ତି, ଯାହା ଦାବି କରେ ଯେ ସାଧାରଣ ହିତ ପାଇଁ ସରକାର ସମସ୍ତ ଘରୋଇ ସମ୍ପତ୍ତି ନେଇପାରିବେ । ଖଣ୍ଡପୀଠରେ […]

ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା।

ମଣ୍ଡି ଜଗିବେ ବିଜେପି କୃଷକ ମୋର୍ଚ୍ଚା। ଆଉ କଟନୀ ଛଟନି ଶିକାର ହେବେନି ଚାଷୀ। ମିଲରଙ୍କ ଶୋଷଣର ଶିକାର ହେବେ ନାହିଁ ଚାଷୀ ଏଥିପାଇଁ ଏକ ପ୍ରସ୍ତୁତି ବୈଠକ କରିଛି ବିଜେପି କୃଷକ ମୋର୍ଚ୍ଚା। ଏନେଇ ବୈଠକ ପ୍ରସ୍ତୁତି କରିଛି ବିଜେପି କୃଷକ ମୋର୍ଚ୍ଚା । ମତ୍ସ୍ୟ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ବୈଠକରେ ଯୋଗ ଦେଇ କୃଷକ ମୋର୍ଚ୍ଚା କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି । ସେ କହିଛନ୍ତି , ଚାଷୀ ଓ ସରକାରଙ୍କ ସେତୁ […]